Latest Odisha News

BREAKING NEWS

Browsing Category

ଓଡିଶା

Odisha

ଦୋକାନ ଉପରକୁ ବୋମାମାଡ଼,ଦୋକାନୀ ଆହତ

ଯାଜପୁର: ଯାଜପୁର ଜିଲ୍ଲା ବରୀ ଥାନା ଅନ୍ତର୍ଗତ ଚମ୍ପାପୁରଠାରେ ଥିବା ଏକ ଦୋକାନ ଉପରକୁ ବୋମାମାଡ଼ ହୋଇଛି । ଫଳରେ ଦୋକାନୀ ଗୁରୁତର ଆହତ ହୋଇଛନ୍ତି । ଦୁଇ ଜଣ ଦୁର୍ବୃତ୍ତ ବାଇ ରେ ଆସି ଚମ୍ପାପୁରଠାରେ ଥିବା ଗୋପାଳନାଥଙ୍କ ଭେରାଇଟି ଷ୍ଟୋର ଉପରକୁ ଦୁଇଟି ବୋମା ପକାଇ ଫେରାର ହୋଇଯାଇଥିଲେ ।…

ପାଇଖାନା ଟାଙ୍କିରେ ସ୍ବାମୀଙ୍କୁ ମାରି ପୋତିଦେଲେ ସ୍ତ୍ରୀ ଓ ଶଳା

ଝାରସୁଗୁଡ଼ା : ଦୁଇବର୍ଷ ପରେ ମାମଲା ଉପରୁ ହଟିଲା ପରଦା  । ପାଇଖାନା ଟାଙ୍କିରେ ସ୍ବାମୀଙ୍କୁ ମାରି ପୋତିଦେଲେ ସ୍ତ୍ରୀ ଓ ଶଳା । ପାଇଖାନା ସେଫଟି ଟାଙ୍କିରୁ ମୃତଦେହ ଜବତ କରିଛି ଝାରସୁଗୁଡା ଜିଲ୍ଲା ବନହରପାଳି ପୋଲିସ । ମୃତକ ହେଲେ ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ାର ଡମ୍ବରୁଧର ପାତ୍ର ।…

ସୁଟକେଶ ଭିତରେ ମୃତ ଦେହ

ବାଲୁଗାଁ: ନାଚୁଣୀ ଥାନା ଅନ୍ତର୍ଗତ ହରିପୁର ଜଙ୍ଗଲରୁ ଏକ ସୁଟକେଶରୁ ଯୁବକଙ୍କ ମୃତଦେହ ମିଳିଛି। ରବିବାର ସକାଳେ କିଛି ଲୋକ ଉକ୍ତ ଜଙ୍ଗଲ ଭିତରକୁ କାଠ ପାଇଁ ଯାଇଥିବା ବେଳେ, ଏକ ନୀଳ ରଙ୍ଗର ସୁଟକେଶ ଦେଖିଥିଲେ। ଜଙ୍ଗଲ ଭିତରେ ସୁଟକେଶ ଦେଖି ଏ ବାବଦରେ ସ୍ଥାନୀୟ ପୋଲିସରେ ଖବର ଦେଇଥିଲେ। ଖବର…

ଦୃଢ଼ୀଭୂତ ହେଲା ଚର୍ଚ୍ଚା, ବିଜେପି ଛାଡ଼ିବେ ଗମାଙ୍ଗ ବାପପୁଅ !

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଛି ରାଜ୍ୟ ବିଜେପିର ୨ ଦିନିଆ କାର୍ଯ୍ୟକାରିଣୀ । ହେଲେ କାର୍ଯ୍ୟକାରିଣୀକୁ ଆସି ନାହାଁନ୍ତି ଗିରିଧର ଗମାଙ୍ଗ ଓ ତାଙ୍କ ପୁଅ ଶିଶିର ଗମାଙ୍ଗ । ଯାହାକୁ ନେଇ ବିଜେପି ଶିବିରରେ ଚର୍ଚ୍ଚା ହେଉଥିଲେ ବି ନେତା ମୁହଁ ଖୋଲୁ ନାହାନ୍ତି । ତେବେ ଗମାଙ୍ଗ ବାପପୁଅ…

୧୫ ବର୍ଷ ପରେ ଘରକୁ ଫେରିଲା ହଜିଲା ପୁଅ

ସୁବର୍ଣ୍ଣପୁର: ବାଜୁଛି ବାଜା । ତାଳେ ତାଳେ ନାଚୁଛନ୍ତି ଲୋକେ । ଆଉ ସେମାନଙ୍କ ଭିତରେ ବେକରେ ଫୁଳମାଳ ପକାଇ ପ୍ରତ୍ୟେକ ଲୋକଙ୍କୁ ଜୁହାର କରି ଆଗକୁ ଚାଲିଛନ୍ତି ଜଣେ ଯୁବକ । ଏହା କୌଣସି ନିର୍ବାଚନୀ ପ୍ରଚାର ନୁହେଁ ବା ସେ ନେତା ନୁହଁନ୍ତି । ଦିର୍ଘ ୧୫ ବର୍ଷ ତଳେ ହଜିଯାଇଥିବା ପୁଅ ଘରକୁ…

ବିନା ପାପୁଲି ଓ ପାଦରେ ବି କାର୍ଯ୍ୟ କରିବାକୁ ସକ୍ଷମ

କାକଟପୁର : “ମୁଁ କାହା ଉପରେ ବୋଝ ହେବାକୁ ଚାହେଁ ନାହିଁ। ଯଦି ପଶୁପକ୍ଷୀମାନେ ନିଜେ ଖାଦ୍ୟ ଯୋଗାଡ଼ କରିପାରୁଛନ୍ତି, ତେବେ ମଣିଷ ଜନ୍ମ ନେଇ ମୁଁ କାହିଁକି ଅନ୍ୟ ଉପରେ ନିର୍ଭର କରିବି” । ଏମିତି ଚିନ୍ତାଧାରା ରଖି ଆଗକୁ ବଢ଼ିଛନ୍ତି ଜଣେ ନିଆରା ମଣିଷ ଜଗନ୍ନାଥ ମହାନ୍ତି। ବିନା ପାପୁଲି ଓ…

ମହାପ୍ରଭୁଙ୍କୁ ଦର୍ଶନ କଲେ ଅନୁପମ ଖେର

ପୁରୀ : ଜଗାଦର୍ଶନ କରି ଭାବବିହ୍ଵଳ ହେଲେ ବଲିଉଡ ଅଭିନେତା ଅନୁପମ ଖେର । କହିଲେ ଫିଲ୍ମ ପାଇଁ ନୁହେଁ ବରଂ ମନର ଶାନ୍ତି ପାଇଁ ଦର୍ଶନ କରିଛି  । ନିକଟରେ ଶିବିଶାସ୍ତ୍ରୀ ବଲବଆ ଫିଲ୍ମ ରିଲିଜ ହେବାକୁ ଥିବାବେଳେ ଦେଖିବାକୁ ସମସ୍ତଙ୍କୁ କହିଛନ୍ତି । ଶ୍ରୀମନ୍ଦିରରୁ ଫେରି ମୁଖ୍ୟମନ୍ତ୍ରୀଙ୍କୁ…

ଇଭେଣ୍ଟ ମ୍ୟାନେଜମେଣ୍ଟରେ ବ୍ୟସ୍ତ ଓଡ଼ିଶା ସରକାର: ବିଜେପି

ଭୁବନେଶ୍ୱର: ରାଜ୍ୟ ବିଜେପିର ୨ ଦିନିଆ କାର୍ଯ୍ୟକାରିଣୀ ଆରମ୍ଭ ହୋଇଛି । ରାଜ୍ୟ କାର୍ଯ୍ୟକାରିଣୀରେ ରାଜନୈତିକ ଚିଠା ପ୍ରସ୍ତାବ ଗୃହିତ ହୋଇଛି । ଯାହା ଉପରେ ବିଜେପି ସାମ୍ବାଦିକ ସମ୍ମିଳୀ କରି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛି । କହିଛି, ଗତ କିଛିଦିନ ହେଲା ଓଡ଼ିଶା ସରକାର ବିଶ୍ୱକପି…

କୂଅରେ ପଡ଼ି ନାବାଳକର ମୃତ୍ୟୁ

ଖୋର୍ଦ୍ଧା : ସାଇକେଲ ଚଲାଇବା ବେଳେ ଅଘଟଣ ।କୂଅରେ ପଡ଼ି ନାବାଳକର ମୃତ୍ୟୁ। ଅସାବଧାନତା କାରଣରୁ ନାବାଳକ ଜଣଙ୍କ ସାଇକଲ ସହ ପଡ଼ି ଯାଇଥିଲେ କୂଅରେ । ଏଭଳି ଅଭାବନୀୟ ଘଟଣା ଘଟିଛି ଘଟଣା ଖୋର୍ଦ୍ଧା ଥାନା ପୁବୁସାହି ଓଲସିଂ ଗାଁରେ । ମୃତ ନାବାଳକ ହେଲେ ଦିବ୍ୟଜ୍ୟୋତି ବେହେରା । ସୂଚନା…

ପ୍ରେସମିଟ୍‌ରେ ଶ୍ରେୟା ମିଶ୍ରଙ୍କ ବଡ଼ ଖୁଲାସା, ବିବାଦରେ ତୃତୀୟ ଲୋକର ସମ୍ପୃକ୍ତି

ଭୁବନେଶ୍ୱର: କଣ୍ଠଶିଳ୍ପୀ ହ୍ୟୁମାନ ସାଗର ପାରିବାରିକ ବିବାଦ ମାମଲା। ସମ୍ବାଦିକ ସମ୍ମିଳନୀ କରି ପ୍ରତିକ୍ରିୟା ରଖିଲେ ହ୍ୟୁମାନଙ୍କ ପତ୍ନୀ ଶ୍ରୀୟା ମିଶ୍ର । ପ୍ରେସମିଟରେ ଶ୍ରୀୟା ପୁଣି ଥରେ ପୂର୍ବ କଥା ଦୋହରାଇଛନ୍ତି । କହିଲେ ମୋତେ ମାନସିକ ଓ ଶାରୀରିକ ନିର୍ଯାତନା ଦିଆଯାଉଥିଲା ।…