Latest Odisha News

BREAKING NEWS

Browsing Category

ଓଡିଶା

Odisha

ଡଟ୍ ଫେଷ୍ଟର ଷଷ୍ଠ ସନ୍ଧ୍ୟା: ଦର୍ଶକଙ୍କୁ ହସାଇ ବେଦମ କଲେ ସୁନିଲ ଗ୍ରୋଭର

ଭୁବନେଶ୍ୱର: ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆରେ ଚାଲିଥିବା ଡ଼ଟ୍ ଫେଷ୍ଟର ଶୁକ୍ରବାର ଥିଲା ଷଷ୍ଠ ଦିନ । ସନ୍ଧ୍ୟା ୭ଟାରୁ ବିଳମ୍ବିତ ରାତି ପର୍ଯ୍ୟନ୍ତ ଦର୍ଶକମାନଙ୍କୁ ବାନ୍ଧି ରଖି ପାରିଥିଲା ଭରପୂର ମନୋରଞ୍ଜନ କାର୍ଯ୍ୟକ୍ରମ । ପ୍ରଥମେ ଓଡ଼ିଆ କଣ୍ଠଶିଳ୍ପୀ ଶଶାଙ୍କ ଶେଖର ମଞ୍ଚକୁ ଆସି…

ବ୍ଲକ ଅଧ୍ୟକ୍ଷାଙ୍କ ଭଣଜାକୁ ଖଣ୍ଡାରେ ହାଣି ହତ୍ୟା

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଲକ ଅଧ୍ୟକ୍ଷାଙ୍କ ଭଣଜାକୁ ଛକ ମଝିରେ ନିର୍ମମ ଭାବେ ହତ୍ୟା କରାଯାଇଛି । ସେ ହେଲେ ବ୍ଳକ ଅଧ୍ୟକ୍ଷା ରେଣୁ ଗୌଡ଼ଙ୍କ ଭଣଜା ପଙ୍କଜ ଗୌଡ଼ । ଶୁକ୍ରବାର ସନ୍ଧ୍ୟାରେ ପଙ୍କଜ ତାଙ୍କ ଭାଇ ବିରଞ୍ôଚଙ୍କ ସହ ବେଗୁନିଆପଡ଼ାରୁ ତାଙ୍କ ଘର ଭାବିନିପୁରକୁ ଫେରୁଥିଲେ ।…

ପୁରୀରେ ଏୟାରଟେଲ ୫ଜି ପ୍ଲସ ସେବାର ଶୁଭାରମ୍ଭ

ଭୁବନେଶ୍ୱର: ଚଳିତ ମାସ ଆରମ୍ଭରେ ଭୁବନେଶ୍ୱର, କଟକ ଓ ରାଉରକେଲାରେ ଶୁଭାରମ୍ଭ ପରେ ଏବେ ପୁରୀରେ ଅଲ୍‌ଟ୍ରାଫାଷ୍ଟ୍ ଏୟାରଟେଲ୍ ୫ଜି ପ୍ଲସ୍ ସେବା ଉପଲବ୍ଧ ହୋଇଛି । କମ୍ପାନୀ ଏହାର ନେଟ୍‌ୱର୍କ ସ୍ଥାପନ ଓ ରୋଲ୍‌ଆଉଟ୍ ସମ୍ପୂର୍ଣ୍ଣ କରିବା କାର୍ଯ୍ୟ ଜାରି ରଖିଥିବାରୁ ଏୟାରଟେଲ୍ ୫ଜି ପ୍ଲସ୍…

ବାବୁ ଭାବୁଛନ୍ତି ଲୋକ ପ୍ରତିନିଧିଙ୍କ ଠାରୁ ସେମାନେ ବଡ଼: ସୌମ୍ୟ

ଭୁବନେଶ୍ୱର: ଗଣତନ୍ତ୍ରର ସରକାରରେ କିଏ ବଡ଼ ? ଅଫିସର, ଲୋକ ପ୍ରତିନିଧି ନା ଜନତା ? ଖଣ୍ଡପଡ଼ା ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଲୋକ ପ୍ରତିନିଧି ବଡ଼ ନା ପ୍ରଶାସକ ବଡ଼ ପ୍ରଶ୍ନର ଉତ୍ତର ରଖି କହିଛନ୍ତି, ଅନେକ ସମୟରେ କିଛି ପ୍ରଶାସକ ଭାବୁଛନ୍ତି, ସେମାନେ ଲୋକ ପ୍ରତିନିଧିଙ୍କଠାରୁ ବଡ଼…

ଓଲଟିଲା ଯାତ୍ରୀବାହୀ ବସ; ଦୁଇ ମୃତ, ୧୪ଆହତ

ବ୍ରହ୍ମପୁର: ଗଞ୍ଜାମ ଜିଲା ପାତ୍ରପୁର ବ୍ଳକ ଜରଡ଼ା ଥାନା ଅନ୍ତର୍ଗତ ବଣିଆବସା ନିକଟସ୍ଥ କାନକଟା ପାଖରେ ଏକ ଯାତ୍ରୀବାହୀ ବସ (ଓଆର୍୦୨ବିବି୯୭୭୭) ଶୁକ୍ରବାର ଅପରାହ୍ନରେ ଓଲଟି ପଡ଼ିଛି। ଫଳରେ ଦୁଇ ଜଣ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୧୪ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ପ୍ରଥମେ ପାତ୍ରପୁର…

ଘାଟିରେ ମିନିବସ୍ ଓଲଟି ୨ ମହିଳା ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

ପାତ୍ରପୁର: ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କାନକଟା ଘାଟିରେ ମିନିବସ ଓଲଟି ପଡ଼ିବାରୁ ୨ ଜଣ ମହିଳାଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି । ଆହତମାନଙ୍କୁ ପାତ୍ରପୁର ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି । ମୃତକମାନେ ହେଲେ ମୋହନା ସିକୁଳିପଦରର ସରସ୍ୱତୀ ଶବର ଓ ପାତ୍ରପୁର…

ଧାନ ନେଉନି ମଣ୍ଡି, ଗଞ୍ଜେଇ ଚାଷ ପାଇଁ ଜିଲ୍ଲାପାଳଙ୍କୁ ଅନୁମତି ମାଗିଲେ ଚାଷୀ

ବଲାଙ୍ଗିର: ରାଜ୍ୟରେ ଗଞ୍ଜେଇ ଚାଷ ବେଆଇନ୍ । କେହି ଗଞ୍ଜେଇ ଚାଷ କଲେ ପୋଲିସ ହେଉ କି ଅବକାରୀ ବିଭାଗ ଚାଷ ନଷ୍ଟ କରିବା ସହ କାର୍ଯ୍ୟାନୁଷ୍ଠାନ ନେଇଥାଏ । କିନ୍ତୁ ବଲାଙ୍ଗିରର ଜଣେ ଚାଷୀ ଗଞ୍ଜେଇ ଚାଷ ପାଇଁ ଅନୁମତି ମାଗିଛନ୍ତି । ତାହା ପୁଣି ଖୋଦ୍ ଜିଲ୍ଲାପାଳଙ୍କୁ । ଅଡ଼ୁଆ ଲାଗୁଥିଲେ ବି ଏ…

ବଲାଙ୍ଗିରରେ ପୁଣି ମୁହାଁମୁହିଁ ନେତା-ଅଫିସର, ଏଥର ସାଂସଦ-ପିଡିଡିଆରଡିଏ

ବଲାଙ୍ଗିର:  ବଲାଙ୍ଗିର ଜିଲ୍ଲାରେ ପୁଣି ମୁହାଁମୁହିଁ ହେଲେ ନେତା ଅଫିସର । ଗତ ୧୨ ତାରିଖ ଜିଲ୍ଲା ପରିଷଦ ବୈଠକରେ ଅନୁଦାନ କଟାଯାଉଥିବା ଅଭିଯୋଗ କରି ଜିଲ୍ଲାପାଳଙ୍କ ଉପରେ ବର୍ଷିଥିଲେ କଣ୍ଟାବାଜିଂ ବିଧାୟକ ସନ୍ତୋଷ ସିଂ ସାଲୁଜା । ୧୮ ତାରିଖରେ  ବି.ଡି.ଓ ଭିକ୍ଟର ସୋରେନଙ୍କୁ ଟ୍ୟୁସନ…

ଜବରଦଖଲ ଉଚ୍ଛେଦ ଦାବିରେ ତହସିଲ ଘେରିଲେ ଗ୍ରାମବାସୀ

ସୁବର୍ଣ୍ଣପୁର: ଜବରଦଖଲ ଉଚ୍ଛେଦ ଦାବିରେ ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ତହସିଲ ଅନ୍ତର୍ଗତ ହିରାପାଲି ଗ୍ରାମବାସୀ ତହସିଲ କାର୍ଯ୍ୟାଳୟ ଘେରାଉ କରିଛନ୍ତି । ଗ୍ରାମର ଜଣେ ବ୍ୟକ୍ତି ବେଆଇନ ଭାବେ ସରକାରୀ ଜମିକୁ ଜବର ଦଖଲ କରିବା ସହ ଗ୍ରାମ୍ୟ ରାସ୍ତାକୁ ମଧ୍ୟ କବ୍‌ଜା କରି ରଖିଛନ୍ତି ।…

ଗୋଟିଏ ମଞ୍ଚରେ ନେତା-ଅଭିନେତା,ଶିଳ୍ପୀ-ପ୍ରଶାସକ: ଆରମ୍ଭ ହେଲା ଅନ୍ତର୍ଜାତୀୟ ହସ୍ତିଶିଳ୍ପ ସମ୍ମିଳନୀ

ଯାଜପୁର: ନେତା, ଅଭିନେତା, ଶିଳ୍ପୀ, ପ୍ରଶାସକ ସବୁ ଗୋଟିଏ ମଞ୍ଚରେ ଏକାଠି ହୋଇଥିଲେ ।  ୧୬ଟି ଦେଶର ପ୍ରତିନିଧି, ୨୦ ଜଣ ଅନ୍ତର୍ଜାତୀୟ କଳାକାର, ୫୦ରୁ ଉର୍ଦ୍ଧ୍ବ ବକ୍ତା ଏବଂ ସ୍ଥାନୀୟ ଅଞ୍ଚଳର ଶତାଧିକ କାରିଗର ଓ ପ୍ରତିନିଧିଙ୍କ ଗହଣରେ  ଯାଜପୁର ଜିଲ୍ଲା ବ୍ୟାସନଗର ଠାରେ ଆଜି ଅନୁଷ୍ଠିତ…