Latest Odisha News

BREAKING NEWS

Browsing Category

ଓଡିଶା

Odisha

କିଟ୍‌ରେ ଜାତୀୟ ମେଗା ନୃତ୍ୟ ମହୋତ୍ସବ: ଶାସ୍ତ୍ରୀୟ ଓ ଲୋକନୃତ୍ୟରେ ଦୁଲୁକିଲା ମଞ୍ଚ

ଭୁବନେଶ୍ୱର: କିଟ୍ ପରିସରରେ ଆୟୋଜିତ ହୋଇଯାଇଛି ଜାତୀୟ ମେଗା ସାଂସ୍କୃତିକ ଓ ନୃତ୍ୟ ମହୋତ୍ସବ । ଏହି ମହୋତ୍ସବରେ ଓଡ଼ିଶା ସମେତ ୨୫ଟି ରାଜ୍ୟର ନୃତ୍ୟଦଳ ଯୋଗଦେଇ ଚମକ୍‌ଦାର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଓଡ଼ିଶୀ ସମେତ କୁଚିପୁଡ଼ି, କଥକ,…

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ: ଶିବାନୀ ଶ୍ରେଷ୍ଠ ଅଭିନେତ୍ରୀ, ପୀତବାସ ତ୍ରିପାଠୀ ଶ୍ରେଷ୍ଠ ଅଭିନେତା

ଭୁବନେଶ୍ୱର: ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଭିତରେ ଅନୁଷ୍ଠିତ ହୋଇଯାଇଛି ୩୧ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଉତ୍ସବ-୨୦୧୯ । ଉତ୍କଳ ମଣ୍ଡପରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୨୦୧୯ ମସିହା ପାଇଁ ବିଭିନ୍ନ ବର୍ଗରେ ଏହି ପୁରସ୍କାର ପ୍ରଦାନ କରାଯାଇଥିଲା । ନୀଳମାଧବ ପଣ୍ଡାଙ୍କ ‘କାଲିର…

ବିବାହର ୩ଦିନ ପରେ ଦୁର୍ଘଟଣାରେ ଦମ୍ପତିଙ୍କ ମୃତ୍ୟୁ

ବ୍ରହ୍ମପୁର: ଗଞ୍ଜାମ ଜିଲାର ଗୋଳନ୍ଥରା ଥାନା ତଥା ୧୬ ନମ୍ବର ଜାତୀୟ ରାଜପଥରେ ଟ୍ରାକ୍ଟର ଧକ୍କାରେ ନବ ବିବାହିତ ଦମ୍ପତିଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଆନ୍ଧ୍ରପ୍ରଦେଶର ଇଚ୍ଛାପୁରର ଜି.ବେଣୁ ଏବଂ ତାଙ୍କ ସ୍ତ୍ରୀ ସିଏଚ୍‌.ପ୍ରତିମା। ସୋମବାର ସନ୍ଧ୍ୟା ପ୍ରାୟ ସାଢେ଼ ୬ ଟା ବେଳେ ଏହି…

ପୁରୀ ପ୍ରବେଶ ପଥରେ ଉଡିଲା ୩୬ ଫୁଟର ଜାତୀୟ ପତାକା

ପୁରୀ(ସନ୍ତୋଷ କୁମାର ଦାସ ): ପୁରୀ ପ୍ରବେଶ ପଥ ବୀର ହରେକୃଷ୍ଣ ପୁର ଛକରେ ଉଡିଲା ବିଶାଳ ଜାତୀୟ ପତାକା ।ଫ୍ଲାଗ ଫାଉଣ୍ଡେସନ ଅଫ ଇଣ୍ଡିଆ ଓ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ମିଳିତ ସହଯୋଗରେ ୧୦୮  ଫୁଟ ଉଚ୍ଚରେ  ଉଡୁଥିବା ଏହି ଜାତୀୟ ପତାକାର ଆଜି ଲୋକାର୍ପଣ କରିଛନ୍ତି ରାଜ୍ୟପାଳ ପ୍ରଫେସର…

‘ନିଜ ଦୁର୍ନୀତିର ଅଠା ଅନ୍ୟ ମୁଣ୍ଡରେ ପୋଛୁଛି ବିଜେଡି’

ଭୁବନେଶ୍ୱର: ନିଜେ କରିଥିବା ଦୋଷ ଓ ପାପକୁ ଅନ୍ୟ ମୁଣ୍ଡରେ ଲଦି ଦେଇ ଓଡିଶାବାସୀଙ୍କୁ ବାରମ୍ବାର ପ୍ରତାରିତ କରିଚାଲିଛି  ବିଜୁ ଜନତା ଦଳ । ନିଜେ କରୁଥିବା ଚଂଚକତା, ଦୁର୍ନୀତି, ଭ୍ରଷ୍ଟାଚାରର ଅଠା ଅନ୍ୟ ମୁଣ୍ଡରେ ପୋଛି ଦେବାରେ ଓସ୍ତାଦ ଶାସକଦଳ । ସଂଘୀୟ ବ୍ୟବସ୍ଥାର ସମସ୍ତ ନୀତି ଓ ନିୟମକୁ…

ମାତିଲେ ମାଓବାଦୀ; ଦନ୍ତେୱାଡାରେ ଇନଫର୍ମର ସନ୍ଦେହରେ ହତ୍ୟା, ବିଜାପୁରରେ ବିଛାଇଲେ ଲାଣ୍ଡମାଇନ

ମାଲକାନଗିରି : ସୀମାନ୍ତରେ ପୁଣି ମାତିଲେ ମାଓବାଦୀ । ଛତିଶଗଡରେ ଇନଫର୍ମର ସନ୍ଦେହରେ ଜଣଙ୍କୁ ହତ୍ୟା କରିଥିବାବେଳେ ଯବାନଙ୍କୁ ଟାର୍ଗେଟ କରି ଲାଣ୍ଡମାଇନ ବିଛାଇଥିଲେ । ମାଲକାନଗିରି ଛତିଶଗଡ ସିମାନ୍ତ  ଦନ୍ତେୱାଡା ଜିଲ୍ଲାରେ ଦେଖା ଦେଇଛି ମାଓ ହିଂସା । ପୋଲିସ ଇନଫର୍ମର ସନ୍ଦେହରେ ଜଣେ…

ସେଲଫି ଅଭିଯାନ ପରିବର୍ତ୍ତେ ମହିଳାଙ୍କ କଥା ଉଠାଅ: ବିଜେଡି

ଭୁବନେଶ୍ୱର: ସେଲଫି ଅଭିଯାନ ପରିବର୍ତ୍ତେ ମହିଳା ସଶକ୍ତିକରଣ ପାଇଁ, ଓଡିଶା ବିଜେପି ସଂସଦରେ ମହିଳା ସଂରକ୍ଷଣ ବିଲ୍ ପ୍ରସଙ୍ଗ ନେଇଥିଲେ ଭଲ ହୋଇଥାନ୍ତା ବୋଲି କହିଛନ୍ତି ବିଜେଡି ମୁଖପାତ୍ର ଶ୍ରୀମତୀ ଶ୍ରୀମୟୀ ମିଶ୍ର । ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଶ୍ରୀମତୀ ମିଶ୍ର କହିଛନ୍ତି ଯେ,…

ପାଠ ପଢିବା ପାଇଁ ଜଙ୍ଗଲ ରାସ୍ତାରେ କୁନି ପିଲାଙ୍କ ପଦଯାତ୍ରା

ନବରଙ୍ଗପୁର : ଆବଶ୍ୟକୀୟ ଛାତ୍ର ଛାତ୍ରୀ ଅଭାବରୁ ବନ୍ଦ ହୋଇଗଲା ସ୍କୁଲ । ଗାଁରେ ଅନେକ ପିଲାଙ୍କ ପାଠ ପଢ଼ାରେ ଡୋରି ଲାଗିଗଲା । ଆଉ ଏବେ ପାଠ ପଢ଼ିବାକୁ କୁନି ପିଲା ମାନେ ବିପଦପୂର୍ଣ୍ଣ ଭାବେ ପାହାଡ଼ ଜଙ୍ଗଲ ଘେରା ରାସ୍ତାରେ ଯାତ୍ରା କରୁଛନ୍ତି  । ତେବେ ଏଭଳି ଦୃଶ୍ୟ ନବରଙ୍ଗପୁର ଜିଲ୍ଲାରେ…

ବୋଧହୁଏ ମନ୍ତ୍ରୀଙ୍କୁ ASI ଗୋପାଳ ଦାସ ମାରିନି- ବିଜୟ ପଟ୍ଟନାୟକ

ଭୁବନେଶ୍ୱର:ମନ୍ତ୍ରୀ ନବ ଦାସଙ୍କୁ ASI  ଗୋପାଳ ଦାସ ବୋଧହୁଏ ହତ୍ୟା କରିନି । ଏହା ପଛରେ ଆଉ କାହାର ହାତ ଅଛି । ଜଣେ ଏଏସଆଇ ଏତେ ପାଖକୁ ଯାଇ ଗୁଳି କରିପାରିବନି । ଏକଥା କହିଛନ୍ତି କଂଗ୍ରେସରେ ସାମିଲ ହୋଇଥିବା ପୂ୍ର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ । ପୂର୍ବତନ ମୁଖ୍ୟ ଶାସନ…