Latest Odisha News

BREAKING NEWS

Browsing Category

ଓଡିଶା

Odisha

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଖଡ଼ିଆଳ ବ୍ଲକ୍ ବିଡିଓ ଗିରଫ

ନୂଆପଡ଼ା: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଖଡ଼ିଆଳ ବିଡିଓ ନାରାୟଣ ସାହୁ। ତାଙ୍କ ପାଖରେ ଆୟ ଠାରୁ ୧୦୬ ପ୍ରତିଶତ ଅଧିକ ସମ୍ପତ୍ତି ଠାବ କରାଯାଇଛି।  ବେଆଇନ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍‌ ବିଡିଓଙ୍କ ବାସଭବନରେ ଚଢାଉ କରିଥିଲା।  ଏହି ଚଢ଼ାଉରେ…

ଲୁଟ୍‌‌ ପରେ ନାବାଳିକାଙ୍କୁ ବଳାତ୍କାର ଘଟଣା;ମୁଖ୍ୟ ଅଭିଯୁକ୍ତଙ୍କୁ ଆଜୀବନ ଜେଲ୍‌‌

ବ୍ରହ୍ମପୁର: ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନାର ଲୁଟ୍‌‌ ପରେ ନାବାଳିକାଙ୍କୁ ବଳାତ୍କାର ଘଟଣାର ରାୟ ପ୍ରକାଶ ପାଇଛି। ବୁଧବାର ମାମଲାର ବିଚାରକରି ସ୍ୱତନ୍ତ୍ର ପୋକସୋ କୋର୍ଟ ଅଭିଯୁକ୍ତ କାଳିଆ ପାତ୍ରଙ୍କୁ ଆଜୀବନ ଜେଲ୍‌‌ ଦଣ୍ଡ ସହିତ ୩୦ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦେଶ ଦେଇଛନ୍ତି।…

ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ସମ୍ମୁଖରେ ଧାନ ଢାଳିଲେ ଚାଷୀ

ଜଗତସିଂହପୁର : ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ସମ୍ମୁଖରେ ଧାନ ଢାଳି ଚାଷୀ ମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ଧାନମଣ୍ଡିରେ ଅବ୍ୟବସ୍ଥା, ଧାନ ବିକ୍ରି ସମୟରେ କଟନୀ ଛଟନୀ ତଥା ମିଲର ମାନଙ୍କ ମନମାନି ପ୍ରତିବାଦରେ ନବନିର୍ମାଣ କୃଷକ ସଙ୍ଗଠନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ।…

ବ୍ରହ୍ମପୁରରେ ମାତିଛନ୍ତି ପାଣି ମିଟର୍‌‌ ଚୋର

ବ୍ରହ୍ମପୁର: ବ୍ରହ୍ମପୁର ସହରରେ ଘରଗୁଡ଼ିକୁ ଜନସ୍ୱାସ୍ଥ୍ୟ ବିଭାଗ ତରଫରୁ ପାଣି ସଂଯୋଗ ଦିଆଯାଇଛି। ପ୍ରତ୍ୟେକ ଘରେ ପାଣି ମିଟର ଲଗାଯାଇଛି। ପାଣି ବ୍ୟବହାର ଅନୁଯାୟୀ ଦେୟ ନିର୍ଦ୍ଧାରଣ ହେଉଥିବା ଯୋଗୁ ଏହି ମିଟରଗୁଡ଼ିକ ଖଞ୍ଜା ଯାଇଛି। ହେଲେ ସହରରେ ଗତ କିଛି ଦିନ ହେଲା ଏହି ପାଣି ମିଟର୍‌‌ ଗୁଡ଼ିକ…

୩୧ ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରକୁ ରଦ୍ଦ କଲେ ହାଇକୋର୍ଟ, ତାଲିକାରୁ ଏହି ଦୁଇ ଫିଲ୍ମକୁ ହଟାଇବାକୁ ନିର୍ଦ୍ଦେଶ

କଟକ: ରାଜ୍ୟ ସରକାରଙ୍କ ଦ୍ୱାରା ୨୦୨୧ ଘୋଷଣା କରାଯାଇଥିବା ୩୧ ତମ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ୨୦୧୯କୁ ରଦ୍ଦ କଲେ ଓଡ଼ିଶା ହାଇକୋର୍ଟ। କାରଣ ଏଥିରେ ଦୁଇଟି ରିମେକ୍ ଚଳଚ୍ଚିତ୍ର ଖୁସୀ ଓ ଗୋଲମାଲ ଲଭ୍‌କୁ ତାଲିକାଭୁକ୍ତ କରାଯାଇଛି। ଯାହା କୌଣସି ବର୍ଗରେ ଏହି ପୁରସ୍କାର ପାଇଁ ଯୋଗ୍ୟ ନୁହେଁ।…

ଡକାୟତି ଅଭିଯୋଗରେ୨ କଲେଜ ଛାତ୍ର ଗିରଫ

ସୁବର୍ଣ୍ଣପୁର : ଧରାପଡ଼ିଲେ ଡକାୟତି ଦଳ  । ଉଲୁଣ୍ଡା ଥାନା ଅନ୍ତର୍ଗତ ଚଡେଇପଙ୍କ ଛକ ଠାରେ ଏକ ବାଲି ବୋଝେଇ ହାଇଓ୍ବାର ଚାଳକ ଓ ହେଲପରକୁ ବନ୍ଧୁକ ଦେଖାଇ ଟଙ୍କା ଓ ମୋବାଇଲ ଲୁଟ କରିଥିବା ଅଭିଯୋଗ ହୋଇଥିଲା । ଏହି ଘଟଣାରେ ଦୁଇ ନାବାଳକ ସମେତ ୪ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ଦୁଇଜଣଙ୍କୁ…

ପରିବେଶ ପ୍ରଦୂଷଣ ରୋକିବାକୁ ଜାତିସଂଘର ପ୍ରୟାଶରେ ସାମିଲ୍ ହେଲା ସୁଦର୍ଶନଙ୍କ ବାଲୁକା କଳା

ଭୁବନେଶ୍ୱର: ପରିବେଶ ପ୍ରଦୂଷଣ ରୋକିବାକୁ ଜାତିସଂଘର ପ୍ରୟାଶରେ ସାମିଲ୍ ହେଲା ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା। ସିଙ୍ଗଲ ୟୁଜ୍‌ ପ୍ଲାଷ୍ଟିକ୍ ବ୍ୟବହାର ନ କରିବାକୁ ମେସେଜ୍ ଦେଇ ଜାତିସଂଘ ସୁଦର୍ଶନଙ୍କ ବାଲୁକା କଳାର ଏକ ଫଟୋକୁ ବ୍ୟବହାର କରିଛି। ଏନେଇ ବାଲୁକା ଶିଳ୍ପୀ…

ସାମ୍ନାକୁ ଆସିଲା ରାଜଶ୍ରୀଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ; ଶ୍ବାସରୁଦ୍ଧରୁ ମୃତ୍ୟୁ

କଟକ  : ମହିଳା କ୍ରିକେଟର ରାଜଶ୍ରୀ ସ୍ୱାଇଁଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ।  ଆସିଲା ରାଜଶ୍ରୀଙ୍କ ଶବ ବ୍ୟବଚ୍ଛେଦ ରିପୋର୍ଟ  । ଏହି ରିପୋର୍ଟରେ ଶ୍ବାସରୁଦ୍ଧରୁ ରାଜଶ୍ରୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ଅପରପକ୍ଷରେ ତାଙ୍କୁ ହତ୍ୟା କରାଯାଇଛି କି ସେ ଆତ୍ମହତ୍ୟା କରିଛନ୍ତି ସେହି…

ବାବୁ ବନାମ ନେତା: ବିଡିଓଙ୍କୁ ‘କିରାଣୀ’ କହିଲେ କନକ ବର୍ଦ୍ଧନ ସିଂହ ଦେଓ

ବଲାଙ୍ଗୀର: ବଲାଙ୍ଗୀରରେ ନେତା ବନାମ ବାବୁ ପାର୍ଟ ଟୁ। କଣ୍ଟାବାଞ୍ଝି ବିଧାୟକ ସନ୍ତୋଷ ସିଂହ ସାଲୁଜା ଏବଂ ଜିଲ୍ଲାପାଳଙ୍କ ମଧ୍ୟରେ ବିବାଦ ଚର୍ଚ୍ଚାରେ ଥିବାବେଳେ ପୁଣିଥରେ ସାମ୍ନାକୁ ଆସିଛି ଆଉ ଜଣେ ପ୍ରଶାସନିକ ଅଧିକାରୀ ତଥା ବିଡିଓ ବାବୁ ଏବଂ ପୂର୍ବତନ ବିଧାୟକ କନକ ବର୍ଦ୍ଧନ ସିଂହ ଦେଓଙ୍କ…

‘ଗୁଜରାଟ ଫର୍ମୁଲାକୁ ଆପଣାଇ ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଛି ବିଜେପି’

ଭୁବନେଶ୍ୱର: ଦିଲ୍ଲୀରେ ଦୁଇ ଦିନିଆ ଜାତୀୟ କାର୍ଯ୍ୟକାରିଣୀ ବୈଠକ ପରେ ବିଧାନସଭା ଓ ଲୋକସଭା ନିର୍ବାଚନ ପାଇଁ ଓଡ଼ିଶା ବିଜେପିକୁ ନିଜର ଏଜେଣ୍ଡା ବାବଦରେ ଏକ ପ୍ରକାର ବାର୍ତ୍ତା ମିିଳିଥିବା କୁହାଯାଉଛି। କେଉଁ ଆଧାରରେ ନିର୍ବାଚନ ଲଢାଯିବ କେଉଁ ପ୍ରସଙ୍ଗରେ ଶାସକ ଦଳକୁ ଘେରିବାକୁ ହେବ ଏବଂ…