Latest Odisha News

BREAKING NEWS

Browsing Category

ଓଡିଶା

Odisha

ମିସ୍ ଆଣ୍ଡ୍ ମିସେସ୍ ଇଣ୍ଡିଆ କୁଇନ୍ ପ୍ରତିଯୋଗିତାରେ ଓଡ଼ିଆ ଝିଅଙ୍କ କମାଲ

ଭୁବନେଶ୍ୱର: ମିସ୍ ଆଣ୍ଡ୍ ମିସେସ୍ ଇଣ୍ଡିଆ କୁଇନ୍ ଅଫ ହାର୍ଟସ୍ ସିଜିନ୍‌-୫ରେ ଓଡ଼ିଆ ଝିଅ ଗୁଡ୍ଡିଙ୍କ କମାଲ । ମିସେସ୍ ପପୁଲାର ଏବଂ କନ୍‌ଫିଡେଂଟ କାଟାଗୋରୀରେ ସମସ୍ତଙ୍କୁ ପଛରେ ପକାଇ ବିଜେତା କ୍ରାଉନ ହାସଲ କରିଛନ୍ତି । ନୂଆଦିଲ୍ଲୀ କନକପୁରସ୍ଥିତ ଏକ ହୋଟେଲରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ…

କାର ପାର୍କିଂ ନେଇ ଗୋଷ୍ଠୀ ସଂଘର୍ଷ: ଜଣେ ମୃତ

ଗଜପତି : ପାରଳାଖେମୁଣ୍ଡି ଗୋଲା ସାହିରେ ସାମାନ୍ୟ ବଚସାକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ ହୋଇଛି । ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି । ମୃତକ ଜଣକ ହେଲେ ଏସ୍ ଶ୍ରୀନିବାସ ରାଓ । ମଙ୍ଗଳବାର ସନ୍ଧ୍ୟାରେ ଗୋଲାସାହିରେ ଏକ କାର ପାର୍କିଂକୁ ନେଇ ଦୁଇ…

ପଦ ଛାଡ଼ିବାର ୩ ମାସ ପରେ କଂଗ୍ରେସ ଛାଡ଼ିଲେ ସତ୍ୟ ପ୍ରକାଶ ନାୟକ

ଭୁବନେଶ୍ୱର: ଅସନ୍ତୋଷ ବଖାଣି କଂଗ୍ରେସ ପଦରୁ ୩ ମାସ ତଳେ ଇସ୍ତଫା ଦେଇଥିଲେ ସତ୍ୟପ୍ରକାଶ ନାୟକ । ଆଜି ମଙ୍ଗଳବାର ହାତ ଛାଡ଼ିଛନ୍ତି ସତ୍ୟପ୍ରକାଶ । ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କୁ ସତ୍ୟ ପ୍ରକାଶ ଇସ୍ତଫା ପତ୍ର ପଠାଇଛନ୍ତି । ଇସ୍ତଫା ଦେବା ସହ ସତ୍ୟପ୍ରକାଶ ଦଳର…

ପିଏମ ଆବାସ ଯୋଜନା ପ୍ରସଙ୍ଗରେ ରାଜ୍ୟପାଳଙ୍କୁ ଭେଟିଲା ବିଜେପି ପ୍ରତିନିଧି ଦଳ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ଘର ବଣ୍ଟନ କରାଯାଉ ଦାବିରେ ମଙ୍ଗଳବାର ରାଜ୍ୟପାଳଙ୍କୁ ଭେଟିଛି ବିଜେପିର ଏକ ପ୍ରତିନିଧି ଦଳ । ପିଏମ ଆବାସ ଯୋଜନାରେ ଓଡ଼ିଶାକୁ ସଦ୍ୟତମ ମିଳିଥିବା ଅତିରିକ୍ତ ୯.୫୯ ଲକ୍ଷ ଘର ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଦାନ କରିବାକୁ…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କଲେ ୯୨ ଖଣ୍ଡ ଗ୍ରାମର ଚାଷୀ

ଅନୁଗୋଳ: ଅନୁଗୋଳ ଜିଲ୍ଲା ଚାଷୀ ସୁରକ୍ଷା କମିଟି ପକ୍ଷରୁ ମଙ୍ଗଳବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ବିଭିନ୍ନ ଦାବି ନେଇ ୯୨ ଖଣ୍ଡ ଗ୍ରାମର ୩ ହଜାରରୁ ଅଧିକ ଚାଷୀ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ । ପରେ ଜିଲ୍ଲାପାଳଙ୍କ ଜରିଆରେ…

ପୂର୍ବତନ ରେଳ କର୍ମଚାରୀଙ୍କ ଘରୁ ମିଳିଲା କୋଟି କୋଟି ଟଙ୍କା ଆଉ ପୁଳା ପୁଳା ସୁନା

ଭୁବନେଶ୍ୱର: ଇଷ୍ଟକୋଷ୍ଟ ରେଲୱେର ଜଣେ ପୂର୍ବତନ ଅଧିକାରୀଙ୍କ ଘରୁ ଜବତ ହୋଇଛି ଆଖିଖୋସିଗଲା ପରି ସମ୍ପତ୍ତି । ସିବିଆଇ ତାଙ୍କ ଘରେ ଚଢଉ କରି ପାଇଛି ୧୭ କିଲୋ ସୁନା, ୧.୫୭ କୋଟି ନଗଦ କ୍ୟାସ ସହ ବିପୁଳ ସମ୍ପତ୍ତି । ଏହି ଅଧିକାରୀ ଜଣକ ହେଉଛନ୍ତି ପ୍ରମୋଦ କୁମାର ଜେନା । ସେ ରେଳ…

ଜାଗ୍ରତିଙ୍କ ପାଇଁ ଅନୁଭବଙ୍କ ବୈବାହିକ ଜୀବନରେ ଉଠିଛି କି ଝଡ଼ ? ଦେଖନ୍ତୁ କଣ କହିଲେ ଜାଗ୍ରତି ଶୁକ୍ଳା

ଭୁବନେଶ୍ୱର:  କେନ୍ଦ୍ରାପଡ଼ା ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତିଙ୍କ ପାରିବାରିକ ବିବାଦରେ ଜାଗ୍ରତି ଶୁକ୍ଳାଙ୍କ ଭୂମିକାକୁ ନେଇ ବେଶ୍ ଚର୍ଚ୍ଚା ହୁଏ । ଏମିତିକି ଅଭିଯୋଗ ହୁଏ ଜାଗ୍ରତିଙ୍କ ପାଇଁ ଅନୁଭବ ଓ ବର୍ଷାଙ୍କ ଦାମ୍ପତ୍ୟ ଜୀବନରେ ଝଡ଼ ଆସିଛି । ଅନେକ ସମୟରେ ଜାଗ୍ରତି ଶୁକ୍ଳା…

ମହିଳାଙ୍କ ଜୀବନ ବଞ୍ଚାଇଲେ ଟ୍ରାଫିକ୍‌ ପୋଲିସ

କଟକ : କଥାରେ ଅଛି ରଖେ ହରି  ତ ମାରେ କିଏ ।   ଭଗବାନ ଯାହାକୁ ବଞ୍ଚାଇବାକୁ ଚାହିଁବେ ତାକୁ କିଏ ବା ମାରିବ । ଏଇ ଦେଖୁ ନାହାନ୍ତି ଠିକ୍ ସେହି ଭଳି ଏକ ଦୃଶ୍ୟ ସାମ୍ନାକୁ ଆସିଛି । ଏକ କେନେଷ୍ଟବଳ ଦେବଦୂତ ସାଜି ବଞ୍ଚାଇଲେ ମହିଳାଙ୍କ ଜୀବନ ।  ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ…

ବିଶାଖାପାଟଣାରୁ କୋରାପୁଟ ଆସୁଥିବା ଟ୍ରେନ ଲାଇନଚ୍ୟୁତ

କୋରାପୁଟ: ବିଶାଖାପାଟଣାରୁ କୋରାପୁଟ ଆସୁଥିବା ଟ୍ରେନ ଲାଇନଚ୍ୟୁତ । ବିଶାଖାପାଟଣା-କିରଣ୍ଡୁଲ ପାସେଞ୍ଜର ଟ୍ରେନ ଆଜି ଲାଇନଚ୍ୟୁତ ହୋଇଛି। କୋଟାୱାଲସା-ଆରକୁ ଶିବଲିଙ୍ଗପୁରମ୍ ନିକଟରେ ଏହି ଅଘଟଣ ଘଟିଛି। ପ୍ରତ୍ୟକ୍ଷଦର୍ଶୀଙ୍କ କହିବା ଅନୁଯାୟୀ, ହଠାତ ବଡ ଶବ୍ଦ ହେଲା ଏବଂ ତା ପରେ ଟ୍ରେନଟି…

୯୦୦ ପେଟି ମଦ ଚୋରାଇ ଅୟସ କରୁଥିଲେ, ପହଞ୍ଚିଗଲା ପୋଲିସ

ଭୁବନେଶ୍ୱର:ଏକ ମଦ କମ୍ପାନିର ୯୦୦ ପେଟି ମଦ ହରଣଚାଲ କରିନେଲେ। ୭୫୦ ପେଟି ମଦ ବିକି ଅୟସ କରୁଥିଲେ। ଶେଷରେ ପୁଲିସ ହାତରେ ଧରା ପଡ଼ିଗଲେ। ପରିବହନ ଆଳରେ ଲକ୍ଷ ଲକ୍ଷ ଟଙ୍କାର ମଦ ହରଣଚାଲ କରିଥିବା ଜଣେ ହତ୍ୟା ଅପରାଧୀ ସମେତ ୩ ଜଣଙ୍କୁ ଗିରଫ କରିଛି ତମାଣ୍ଡୋ ଥାନା ପୁଲିସ। ସେମାନେ ହେଲେ…