Latest Odisha News

BREAKING NEWS

Browsing Category

ଓଡିଶା

Odisha

କେନ୍ଦ୍ରାପଡ଼ାରେ ୧୨ ଘଣ୍ଟିଆ ଅଖ ଚକ ବନ୍ଦ

କେନ୍ଦ୍ରାପଡା: ଆଜି କେନ୍ଦ୍ରାପଡ଼ା ବନ୍ଦ ପାଳନ ଡାକରା ଦିଆଯାଇଛି  । ସ୍ବାସ୍ଥ୍ୟସେବାରୁ ବଞ୍ଚିତ ହେଉଥିବା ଅଭିଯୋଗ  । କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଅନ୍ୟତ୍ର ସ୍ଥାନାନ୍ତର ପ୍ରତିବାଦରେ ଆଜି ବାର ଘଣ୍ଟିଆ କେନ୍ଦ୍ରାପଡା ପୌରାଞ୍ଚଳ ବନ୍ଦ ଡାକରା ଦିଆଯାଇଛି l “କେନ୍ଦ୍ରାପଡା…

ପୂର୍ବତନ ସରପଞ୍ଚଙ୍କ ଘରେ ବୋମା ମାଡ଼

ବାଙ୍କୀ : ବାଙ୍କୀ କୁସପଙ୍ଗି ପଞ୍ଚାୟତର ପୂର୍ବତନ ସରପଞ୍ଚଙ୍କ ବାସଭବନରେ ବୋମାମାଡ଼ । ସରପଞ୍ଚ ପୁଷ୍ପଲତା ପରିଡାଙ୍କ ନିସ୍ତିପୁର ସ୍ଥିତ ଘରେ ବୋମାମାଡ଼ ହୋଇଛି । ବିଳମ୍ବିତ ରାତିରେ ବୋମା ମାଡ଼ ହୋଇଥିବା ଜଣାପଡିଛି । ବୋମାମାଡ଼ରେ ବାସଭବନରେ ଥିବା ବୋଲର ଓ ଟାଟାଏସିର କିଛି ଅଂଶ ନଷ୍ଟ…

କାମ କରୁଛନ୍ତି ହେଲେ ମିଳୁନି ଦରମା, ମେଡିକାଲ ସମ୍ମୁଖରେ ଧାରଣାରେ ବସିଲେ କର୍ମଚାରୀ

ଅନୁଗୁଳ: କାମକୁ କାମ କରୁଛନ୍ତି, ହେଲେ ଠିକ ସମୟରେ ମିଳୁନି ପାରିଶ୍ରମିକ। ଏମିତି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ତାଳଚେର ଉପଖଣ୍ଡ ଚିକିତ୍ସାଳୟରେ। ଏଠାରେ ପ୍ରାୟ ୨୫ଜଣ ଡିଏମଏଫ୍ ଷ୍ଟାଫ୍  ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଛନ୍ତି । ହେଲେ ବିନା ଦରମାରେ। ଆଜକୁ ପ୍ରାୟ ୪ ମାସ ହେବ…

ଫାଟିଲା ପେଟ୍ରୋଲ ଦୀପ, ଗୋଟିଏ ପରିବାର ୪ ମୃତ

ଗଞ୍ଜାମ : ପେଟ୍ରୋଲ ଦୀପ ଲଗାଇବା ବେଳେ ବଡ଼ ଧରଣର ଅଘଟଣ । ଦୀପ ଫାଟି ଯିବାରୁ ଗୋଟିଏ ପରିବାରର ୪ ଜଣ ଜଳି ଯାଇ ଗୁରୁତର ହୋଇଛନ୍ତି । ଏଭଳି ଅଭାବନୀୟ ଘଟଣା ଗଞ୍ଜାମ ଜିଲ୍ଲା ସୋରଡ଼ା ଥାନା ଅନ୍ତର୍ଗତ ବନ୍ଧାଗୋଚ୍ଛା ଗାଁରେ ଘଟିଛି । ଗୁରୁତରମାନେ ହେଲେ ବାପା, ମାଆ, ଝିଅ ଓ ୪ ବର୍ଷର ନାତୁଣୀ ।…

ଭିଜିଲାନ୍ସ ଜାଲରେ ଖଡିଆଳ ବିଡିଓ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଆଉ ଜଣେ ବାବୁ । ନୂଆପଡ଼ା ଜିଲ୍ଲା ଖଡିଆଳ ବିଡିଓ ନାରାୟଣ ସାହୁଙ୍କ ଘରେ ଆଜି ଭିଜିଲାନ୍ସ ଟିମ୍‌ ପକ୍ଷରୁ ଚଢ଼ାଉ ।  ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ କରାଯାଉଥିବା ବେଳେ ଭିଜିଲାନ୍ସର ଅନେକ ଅଧିକାରୀ ଏଥିରେ ସାମିଲ ହୋଇଛନ୍ତି ।  ନୂଆପଡ଼ା ଓ…

ବିଶ୍ୱ ରେକର୍ଡ଼ରେ ସ୍ଥାନ ପାଇଲା ସୁଦର୍ଶନଙ୍କ ହକି ଷ୍ଟିକ୍

ପୁରୀ: ସାରା ରାଜ୍ୟରେ ହକି ଫିଭର ଲାଗି ରହିଥିବା ବେଳେ ସେହି ସମୟରେ ବିଶ୍ୱ ରେକର୍ଡରେ ନାଁ ଲେଖାଇଛନ୍ତି ଆନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । କଟକ ମହାନଦୀ ତଟରେ ସୁଦର୍ଶନ ବାଲୁକା କଳାରେ କରିଥିବା ହକି ଷ୍ଟିକକୁ ବିଶ୍ୱ ରେକର୍ଡ଼ରେ ସ୍ଥାନ ମିଳିଛି । ୱାର୍ଲଡ଼…

କଟକ ସାବତ ମା’-ପୁଅ ମୃତ୍ୟୁ ଘଟଣା: ‘ମୋତେ ମିଛ କହି ସନ୍ତୋଷ ବିବାହ କରିଛନ୍ତି’

କଟକ: ମଧୁପାଟଣା ଥାନା ଶ୍ରୀରାମନଗରରେ ସାବତ ମା' ଓ ପୁଅର ମୃତ୍ୟୁ ରହସ୍ୟ ଘେରରେ ରହିଛି। ଏହି ଘଟଣାରେ ମୃତ ମହିଳା ଶିଳ୍ପୀ ଦାସଙ୍କ ସ୍ବାମୀ ସନ୍ତୋଷ ଖୁଣ୍ଟିଆଙ୍କୁ ପୋଲିସ ଅଟକ ରଖି ଜେରା କରୁଛି। ଅନ୍ୟପଟେ ସନ୍ତୋଷଙ୍କ ପ୍ରଥମ ପତ୍ନୀର ପୁଅର ମୃତ୍ୟୁକୁ ନେଇ ସନ୍ତୋଷଙ୍କ ପରିବାର ଲୋକେ…

ଆବାସ ଯୋଜନାରେ ଲୋଗୋକୁ ନେଇ ଚେତାଇଲା ବିଜେପି, ଜବାବ ରଖିଲା ବିଜେଡି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ପ୍ରାଥମିକ ପର୍ଯ୍ୟାୟରେ ସାଢେ 9 ଲକ୍ଷ ଯୋଗ୍ୟ ହିତାଧିକାରୀଙ୍କ ତାଲିକା ପ୍ରକାଶ ପାଇଛି। ହେଲେ ଏହି ଯୋଜନାରେ ଲୋଗୋକୁ ନେଇ କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଯେଉଁ ବିବାଦ ଥିଲା ତାହା ପୁଣିଥରେ ଆରମ୍ଭ ହେବାକୁ ଯାଉଛି ବୋଲି ଆଭାସ ମିଳିଛି।…

ପିଏମ୍ ଆବାସ ଯୋଜନାକୁ ନେଇ ଆରମ୍ଭରୁ କେଁ, ପଞ୍ଚାୟତ ଅଫିସରେ ପଡ଼ିଲା ତାଲା

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ପାଇବା ପାଇଁ ସାଢେ ୯ ଲକ୍ଷ ଲୋକଙ୍କ ତାଲିକା ପ୍ରକାଶ ପାଇଛି। ଏ ନେଇ ବିଭିନ୍ନ ପଞ୍ଚାୟତରେ ତାଲିକା ପ୍ରକାଶ ପାଇଛି। ହେଲେ ଆରମ୍ଭରୁ ହିଁ ତିଲାକରେ ପ୍ରକାଶ ପାଇଥିବା ନାଁକୁ ନେଇ ବିବାଦ ଦେଖାଦେଇଛି। କେଉଁଠି ନାବାଳକ ନାଁରେ ଘର ଆସିଥିବା…

ଗମାଙ୍ଗଙ୍କ ପରେ କେସିଆରଙ୍କୁ ଭେଟିଲେ ଜୟରାମ ପାଙ୍ଗୀ

ଭୁବନେଶ୍ୱର: ଆଉ ଜଣେ କୋରାପୁଟର ନେତା ତଥା ପୂର୍ବତନ ସାଂସଦ ଜୟରାମ ପାଙ୍ଗୀ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ତଥା ଭାରତ ରାଷ୍ଟ୍ର ସମିତିର ସଭାପତି କେସିଆରଙ୍କୁ ଭେଟିଛନ୍ତି। ପାଙ୍ଗୀ କେସିଆର ସହିତ ତାଙ୍କର ସାକ୍ଷାତ ଫଟୋକୁ ନିଜ ଫେସବୁକ ଆକାଉଣ୍ଟରେ ପୋଷ୍ଟ କରିଛନ୍ତି। ନିକଟରେ ପୂର୍ବତନ…