Latest Odisha News

BREAKING NEWS

Browsing Category

ଓଡିଶା

Odisha

ଜଙ୍ଗଲ ଭିତରେ କାହାର ଏ ନରକଙ୍କାଳ ?

ବାଙ୍କୀ: ଜଙ୍ଗଲ ଭିତରେ ପଡିଛି ମଣିଷ ଖପୁରୀ ଓ କଙ୍କାଳ  । କାହାର ଏକ ଖପୁରୀ, କଙ୍କାଳ ? ଚନ୍ଦକା-ଡ଼ମପଡା ଅଭୟାରଣ୍ୟ ଗୟଳବାଙ୍କ ନିକଟସ୍ଥ ଜାରିଆ ଜଙ୍ଗଲକୁ କେମିତି ଆସିଲା ? ଆଜି ପାଟ୍ରୋଲିଂ ବେଳେ ପୋଲିସ ଜଙ୍ଗଲରୁ ଉଦ୍ଧାର କରିଛି ଏହି ଖପୁରି ଓ ନରକଙ୍କାଳ । ପରୀକ୍ଷା ପାଇଁ ଏହାକୁ କଟକ…

ଜିନ୍ଦଲକୁ ଦ୍ବିତୀୟ ଥର ପାଇଁ ମିଳିଲା ଗୋଲଡେନ୍ ପିକକ୍ ସିଏସଆର ପୁରସ୍କାର

ଭୁବନେଶ୍ୱର :  ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାରକୁ ଦ୍ୱିତୀୟ ଥର ପାଇଁ ମିଳିଛି ସମ୍ମାନଜନକ ଗୋଲଡେନ୍ ପିକକ ପୁରସ୍କାର-୨୦୨୨ ।  ଜାନୁଆରୀ ୧୨ରେ ମୁମ୍ବାଇରେ ଅନୁଷ୍ଠିତ ୧୭ ତମ ଅନ୍ତର୍ଜାତୀୟ ସିଏସ୍ଆର ସମ୍ମିଳନୀରେ ଜେଏସପିର ସଭାପତି ତଥା ଗ୍ରୁପ୍ ହେଡ୍  ପ୍ରଶାନ୍ତ କୁମାର ହୋତା କେନ୍ଦ୍ର ଆଇନ ଓ…

ଓଭରବ୍ରିଜ୍‌ରୁ ଖସି ପଡ଼ିଲେ ଛାତ୍ର, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି

ସମ୍ବଲପୁର: ଆଜି ଅପରାହ୍ନରେ ସମ୍ବଲପୁରଠାରେ ଏକ ଅଭାବନୀୟ ଘଟଣା ଘଟିଛି। ସ୍ଥାନୀୟ ଲକ୍ଷ୍ମୀ ଟକିଜ ଫ୍ଲାଇଓଭରରୁ ପଡ଼ି ଜଣେ ଦଶମ ଶ୍ରେଣୀ ଛାତ୍ର ଗୁରୁତର ହୋଇଛନ୍ତି। ସଙ୍କଟାପନ୍ନ ଅବସ୍ଥାରେ ଛାତ୍ରକୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗୁରୁତର ଛାତ୍ର ଜଣକ ହେଲେ…

ବିଦେଶୀଙ୍କୁ ମିଳୁ କାଳିଆ ଦର୍ଶନ- ଗଜପତି ମହାରାଜଙ୍କୁ ନିବେଦନ କଲେ ରାଜ୍ୟପାଳ

ଭୁବନେଶ୍ଠର: ଜଗନ୍ନାଥ ସାରା ଜଗତର ଠାକୁର । ଜଗନ୍ନାଥଙ୍କ ନାଁ ଆସିଲେ ସାରା ବିଶ୍ୱର ସଂସ୍କୃତି ଆଖି ଆଗରେ ନାଚିଯାଏ । ବିଦେଶୀ ଆସିଲେ ଏଠାରେ ଶଙ୍କରାଚାର୍ଯ୍ୟ, ସେବାୟତ ଏବଂ ଗଜପତିଙ୍କୁ ଭେଟି ପାରୁଛନ୍ତି । ତେଣୁ ସେମାନଙ୍କୁ ଚକା ନୟନ ସହ ଆଖି ମିଳାଇବା ପାଇଁ ଅନୁମତି ଦିଆଯିବା ଦରକାର ବୋଲି…

୧୦୦ ବସ୍ତା ଧାନ କୁଣ୍ଡାରେ ହକି ବିଶ୍ବକପ୍‌

ସୁବର୍ଣ୍ଣପୁର : ପୁରୁଷ ହକି ବିଶ୍ୱକପ ପାଇଁ ଏବେ ସାରା ଓଡିଶାରେ ଚାଲିଛି ଉତ୍ସବର ମାହୋଲ । ସେହିପରି ଭାବରେ ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମା ଇନଡୋର ଷ୍ଟାଡିୟମ ଠାରେ ମଧ୍ୟ ଦେଖିବାକୁ ମିଳିଛି ଏହାର କ୍ରେଜ୍‌  । ଧାନ କୁଣ୍ଡାରେ ଏକ ବିଶାଳ ହକି ବିଶ୍ୱକପର ଆକୃତି କରିଛନ୍ତି ବିଶ୍ୱବିଖ୍ୟାତ…

ରିଲିଜ୍‌ ହେଲା ‘ଦମନ’ର ହିନ୍ଦୀ ଟ୍ରେଲର

ଭୁବନେଶ୍ୱର : ରିଲିଜ୍‌ ହେଲା ଓଡ଼ିଆ ଚଳଚ୍ଚିତ୍ର ‘ଦମନ’ର ହିନ୍ଦୀ ଟ୍ରେଲର । ଓଡ଼ିଆ ଚଳଚ୍ଚିତ୍ର ‘ଦମନ’ ରାଜ୍ୟରେ ଚହଳ ପକାଇଥିବା ବେଳେ ଏହି ଫିଲ୍ମକୁ ହିନ୍ଦୀ ଭାଷାରେ ପ୍ରସ୍ତୁତ କରାଯାଇଛି । ହିନ୍ଦୀ ଟ୍ରେଲର ରିଲିଜ ନେଇ ଚଳଚ୍ଚିତ୍ର ନିର୍ଦ୍ଦେଶକ ଦେବୀ ପ୍ରସାଦ ଲେଙ୍କା ସୂଚନା ଦେଇଛନ୍ତି ।…

ଡାକ୍ତରଖାନା ପରିସରରେ ଅଗ୍ନିକାଣ୍ଡ

ଅନୁଗୁଳ : ଡାକ୍ତରଖାନାର ଔଷଧ ଷ୍ଟୋର ରୁମରେ ଭୟାବହ ଅଗ୍ନିକାଣ୍ଡ ।  ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଅନୁଗୁଳ ଜିଲ୍ଲା କିଶୋରନଗର ଡାକ୍ତରଖାନା ପରିସରରେ । ଆଜି ସକାଳେ କିଶୋରନଗର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଡ୍ରଗ ହାଉସ ଭିତରୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା ।…

ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ମିଳିଲା ନିଖୋଜ ରାଜଶ୍ରୀଙ୍କ ମୃତଦେହ

କଟକ: ନିଖୋଜ ମହିଳା କ୍ରିକେଟର ରାଜଶ୍ରୀ ସ୍ୱାଇଁଙ୍କ ମୃତଦହେ ଉଦ୍ଧାର । ଗୁରୁଡି ଝାଟିଆ ଜଙ୍ଗଲ ଭିତରୁ ରାଜଶ୍ରୀଙ୍କ ମୃତ ଦେହକୁ ଝୁଲନ୍ତ ଅବସ୍ଥା ଉଦ୍ଧାର କରିଛି ପୋଲିସ । ମୃତଦେହ ରାଜଶ୍ରୀଙ୍କର ବୋଲି ଚିହ୍ନଟ କରିଛି ମଙ୍ଗଳାବାଗ ପୋଲିସ ।ପୂର୍ବରୁ ଏହି ଜଙ୍ଗଲ ରାସ୍ତାରୁ ରାଜଶ୍ରୀଙ୍କ…

ବସରେ ଗଞ୍ଜେଇ ଖୋଜୁଥିଲା ପୋଲିସ, ପାଇଲା ପୂଳା ପୂଳା ଟଙ୍କା

କଟକ: ପୋଲିସକୁ ମିଳିଲା ସଫଳତା । ବସ୍‌ରୁ ଜଣେ ଯାତ୍ରୀଙ୍କଠାରୁ ୪ ପେଟି ଟଙ୍କା ଜବତ ସହ ଜଣେ ଅଟକ । କଟକ ଜିଲ୍ଲା ଟାଙ୍ଗୀ ଟୋଲ ଗେଟ ନିକଟରେ ଗଞ୍ଜେଇ ଚାଲାଣ ସନ୍ଦେହରେ କଟକ ଜିଲ୍ଲା ଅବକାରୀ ବିଭାଗର ଚଢାଉ ବେଳେ ଏହି ନଗଦ ଟଙ୍କା ଜବତ ହୋଇଛି। ଅଟକ ହୋଇଥିବା ବ୍ୟକ୍ତିଙ୍କ ନାଁ ସୁକୁମାର…

ରେଙ୍ଗାଲି ମହୋତ୍ସବ ପାଇଁ ଉତ୍ସାହିତ ସମଗ୍ର ସହର

ରେଙ୍ଗାଲି : ରେଙ୍ଗାଲି ମହୋତ୍ସବ ପାଇଁ ଉତ୍ସାହିତ ହୋଇପଡ଼ିଛି ସମଗ୍ର ରେଙ୍ଗାଲି। ସ୍ୱାଧୀନ ଏକତା ସଂଗଠନ ଦ୍ୱାରା ଆୟୋଜିତ ରେଙ୍ଗାଲି ମହୋତ୍ସବ ଗୁରୁବାର ମିନି ମାରାଥନରୁ ଆରମ୍ଭ ହୋଇଯାଇଛି। ରାମଚନ୍ଦ୍ର ନଗରରୁ ରେଙ୍ଗାଲି ଟ୍ରକ ମାଲିକ ସଂଘ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଏହି ମିନି ମାରାଥନ…