Latest Odisha News

BREAKING NEWS

Browsing Category

ଓଡିଶା

Odisha

ହାତୀ ଆକ୍ରମଣରେ ଚାଲିଗଲା ଜୀବନ

ଅନୁଗୁଳ: ଥମୁନି ହାତୀଙ୍କ ଉତ୍ପାତ । ଅନୁଗୁଳ ବ୍ଲକ ବସଲା ଗାଁରେ ଜଣେ ବୃଦ୍ଧ ହାତୀ ଆକ୍ରମଣର ଶିକାର ହୋଇଛନ୍ତି । ମୃତ ବୃଦ୍ଧ ଜଣକ ହେଲେ ସିଧେଶ୍ୱର ସେଠୀ । ସୂଚନା ଅନୁଯାୟୀ, ମଙ୍ଗଳବାର ଦିନ ପୂର୍ବାହ୍ନରେ ସିଦ୍ଧେଶ୍ୱର ବଉଳି ନାଳ ନିକଟକୁ କାଠ ଆଣିବାକୁ ଯାଇଥିଲେ ହେଲେ ଆଉ ଘରକୁ ଫେରି…

ଆଜିଠୁ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଆରମ୍ଭ

ଭୁବନେଶ୍ବର : ଆଜିଠୁ ସପ୍ତଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଆରମ୍ଭ  । ଏହି ମେଳାରେ ଦେଶର ବିଭିନ୍ନ ସ୍ଥାନରୁ କାରିଗର ଓ ବୁଣାକାରମାନେ ଅଂଶଗ୍ରହଣ କରିବେ ଏବଂ ସେମାନଙ୍କର ପାରମ୍ପରିକ ହସ୍ତତନ୍ତ ଓ ହସ୍ତଶିଳ୍ପ ଉତ୍ପାଦ ପ୍ରଦର୍ଶନ କରିବେ। ଏହି ମେଳାର ଲକ୍ଷ୍ୟ ହେଉଛି ବୁଣାକାର ଓ ହସ୍ତଶିଳ୍ପ…

ନବଙ୍କ ଚାପୁଡ଼ାର ଜବାବ ଗୁଳିରେ ଦେଲେ କି ଗୋପାଳ ?

ବ୍ରହ୍ମପୁର: ଗୋପାଳ କାହିଁକି ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି କଲେ ? ପ୍ରକୃତରେ ମାନସିକ ଭାରସାମ୍ୟ ହରାଇ ଗୋପଳା ଏଭଳି କରିଛନ୍ତି କି ? ନା ଏହା ପଛରେ ରହିଛି କିଛି ଭିନ୍ନ କାରଣ ? କିଛି ବଡ଼ ଷଡ଼ଯନ୍ତ୍ରର ଅଂଶ ନୁହଁନ୍ତି ତ ଗୋପାଳ ? ଏନେଇ ନାନା ଚର୍ଚ୍ଚା ହେଉଥିବା ବେଳେ ଗୁମର…

ମେ’ରୁ ଭୁବନେଶ୍ୱରରୁ ଉଡ଼ିବ ଅନ୍ତର୍ଜାତୀୟ ବିମାନ

ଭୁବନେଶ୍ୱର: ଖୁବଶୀଘ୍ର ଭୁବନେଶ୍ୱରରୁ ଉଡ଼ିବ ଅନ୍ତର୍ଜାତୀୟ ବିମାନ । ଆସନ୍ତା ମେ ମାସରୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ବିଦେଶକୁ ବିମାନ ଉଡ଼ାଣ କରିବ । ଏନେଇ ରାଜ୍ୟ ସରକାର ଏମଓୟୁ ସ୍ୱାକ୍ଷର କରିଥିବା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଭୁବନେଶ୍ୱର ବିମାନବନ୍ଦର…

ବାଇକ୍-ଟ୍ରକ୍ ମୁହାଁମୁହିଁ ଧକ୍କା, ୩ ଯୁବକଙ୍କ ମୃତ୍ୟୁ

ଝାରସୁଗୁଡ଼ା: ମର୍ମନ୍ତୁଦ ଦୁର୍ଘଟଣାରେ ଚାଲିଗଲା ୩ ଜଣଙ୍କ ଜୀବନ । ଝାରସୁଗୁଡ଼ା ଜିଲ୍ଲା କୋଲାବିରା ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୪୯ ର ସନ୍ୟାସିପାଲି ଛକରେ ଟ୍ରକ୍ ଓ ମୋଟର ସାଇକେଲ ମୁହାଁମୁହିଁ ଧକ୍କା ହୋଇଛନ୍ତି । ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣଙ୍କ ମୃତ୍ୟୁ…

ମନ୍ତ୍ରୀଙ୍କୁ ASIଙ୍କ ହତ୍ୟା ପରେ ବଦଳିଲେ ଏସପି ଓ ଏସଡିପିଓ

ଝାରସୁଗୁଡ଼ା: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ASI ହତ୍ୟା କରିବା ମାମଲାରେ କାର୍ଯ୍ୟାନୁଷ୍ଠାନ । ବଦଳିଲେ ଝାରସୁଗୁଡ଼ା ଏସପିଙ୍କ ସହ ବ୍ରଜରାଜନଗର ଏସଡିପିଓ । ଝାରସୁଗୁଡ଼ା ଏସପି ରାହୁଲ ଜୈନ୍ ଓ ବ୍ରଜରାଜନଗର ଏସଡିପିଓ ଗୁପ୍ତେଶ୍ୱର ଭୋଇଙ୍କୁ ରାଜ୍ୟ ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି ।…

ପୂର୍ବତନ ଏଏସ୍‌ଆଇ ଗୋପାଳଙ୍କ ଭାଇଙ୍କୁ ଉଠାଇନେଲା କ୍ରାଇମ୍‌ ବ୍ରାଞ୍ଚ

ବ୍ରହ୍ମପୁର: ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ଘଟଣାରେ ଅଭିଯୁକ୍ତ ପୂର୍ବତନ ଏଏସଆଇ ଗୋପାଳ କୃଷ୍ଣ ଦାଶଙ୍କ ପରିବାର ବର୍ଗଙ୍କୁ ପଚରାଉଚରା କରିଛି କ୍ରାଇମ୍‌ ବ୍ରାଞ୍ଚ। ମଙ୍ଗଳବାର ଡିଏସ୍‌ପି ଶିଶିର ମିଶ୍ରଙ୍କ ନେତୃତ୍ବରେ ୪ ଜଣିଆ ଦଳ ବ୍ରହ୍ମପୁର ସହର ଉପକଣ୍ଠ ଜଳେଶ୍ବରଖଣ୍ଡିସ୍ଥିତ…

କ୍ରାଇମବ୍ରାଞ୍ଚ ଉପରେ ଭରସା ନାହିଁ, ସିବିଆଇ ତଦନ୍ତ ଦାବି କଲା ବିଜେପି

ଭୁବନେଶ୍ୱର:ନବ ଦାସଙ୍କ ମୃତ୍ୟୁକୁ ନେଇ ରାଜ୍ୟ ସରକାରଙ୍କ ସୁରକ୍ଷା ବ୍ୟବସ୍ଥାକୁ କଟାକ୍ଷ କରିଛନ୍ତି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି । ସ୍ପଷ୍ଟ ଦିବାଲୋକରେ ଗୃହ ବିଭାଗ ଅଧିନରେ ଥିବା ଜଣେ  ପୋଲିସ ଅଧିକାରୀ  ଯେଭଳି ଭାବେ କ୍ୟାବିନେଟ ପାହ୍ୟାର ମନ୍ତ୍ରୀଙ୍କୁ ହତ୍ୟା କଲେ  ଏବଂ …

ପୂର୍ବତନ ଏଏସଆଇ ଗୋପାଳଙ୍କ ଘରେ କ୍ରାଇମ୍‌‌ ବ୍ରାଞ୍ଚ

ବ୍ରହ୍ମପୁର: ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାର ତଦନ୍ତକୁ ବ୍ୟାପକ କରିଛି କ୍ରାଇମ୍‌‌ ବ୍ରାଞ୍ଚ। ମଙ୍ଗଳବାର କ୍ରାଇମ୍‌‌ ବ୍ରାଞ୍ଚର ୪ ଜଣିଆ ଏକ ଟିମ୍‌‌ ବ୍ରହ୍ମପୁର ସହର ଉପକଣ୍ଠ ଜଳେଶ୍ୱରଖଣ୍ଡି ଗ୍ରାମରେ ପହଞ୍ଚିଛନ୍ତି। ଅଭିଯୁକ୍ତ ପୂର୍ବତନ ଏଏସଆଇ ଗୋପାଳ କୃଷ୍ଣ ଦାଶଙ୍କ…

ପୁଣି ଲାଗିଲା ମାଓ ପୋଷ୍ଟର

ନୂଆପଡ଼ା : ନୂଆପଡ଼ା ଜିଲ୍ଲାରେ ପୁଣି ଲାଗିଲା ମାଓ  ପୋଷ୍ଟର । ଉପସ୍ଥିତି ଜାହିର କଲେ ମାଓବାଦୀ  । ପୋଷ୍ଟରରେ ଲେଖା ହୋଇଛି ମେନପୁର ନୂଆପଡ଼ା ମାଓ ଡିଭିଜନ କମିଟି । ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ଆନ୍ତର୍ଗତ ଫୁଲଚୀ ଘାଟି ନିକଟ ଫରେଷ୍ଟ ବୋର୍ଡ , ନଙ୍ଗଲବୋର୍ଡ ପଞ୍ଚାୟତ କାର୍ଯ୍ୟାଳୟ…