Latest Odisha News

BREAKING NEWS

Browsing Category

ଓଡିଶା

Odisha

ଶୀତଦିନେ ଏମିତି, ଖରାଦିନେ କେମିତି ରହିବ ?

କାମାକ୍ଷାନଗର (ହରେକ୍ରିଷ୍ଣ ରାଉତ): ଶୀତଦିନରେ ଏମିତି ଅବସ୍ଥା, ଖରାଦିନରେ କ’ଣ ହେବ ? ଏ ସ୍ଥିତିକୁ ଦେଖିଲେ ଆପଣ ମନରେ ଠିକ ଏହି ପ୍ରଶ୍ନ ହିଁ ଆସିବ  ।  ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଅଞ୍ଚଳରେ ଆଜିଠୁ ଉତ୍କଟ ହେଲାଣି ପାନୀୟ ଜଳ ସମସ୍ୟା । ପରଜଙ୍ଗ ଥାନା ହନୁମାନପଡ଼ାର ଏବଂ ମଲ୍ଲିକ…

ଦଳ ଶାସନକୁ ଆସିବାଠାରୁ ମହିଳାଙ୍କ ଉପରେ ଫୋକସ୍ ରହିଛି : ନବୀନ

ପୁରୀ : ୨୬ ବର୍ଷରେ ପାଦ ଥାପିଛି ବିଜେଡି । ଏହି ଅବସରରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମହିଳା ସଶକ୍ତିକରଣ ଉପରେ ଗୁରୁତ୍ୱ ଦେଇଛନ୍ତି । ବିଜୁ ବାବୁଙ୍କ ଆଦର୍ଶକୁ ମନେ ପକାଇ ଦେଇ ସେ କହିଛନ୍ତି, ବିଜୁ ବାବୁ ଜଣେ ଜନନାୟକ । ତାଙ୍କ ଆଦର୍ଶରେ ଦଳ ଏବେ ବି ଆଗେଇ ଚାଲିଛି । ଓଡିଶାର ଉନ୍ନତି…

ସଂକ୍ରମଣ ଭିତରେ ମାଟ୍ରିକ, ଯୁକ୍ତ ଦୁଇ ପରୀକ୍ଷା କେମିତି ହେବ ? ସୂଚନା ଦେଲେ ଶିକ୍ଷାମନ୍ତ୍ରୀ

ଭୁବନେଶ୍ଠର: ଭୟାବହ ହେଉଛି କୋଭିଡ ସଂକ୍ରମଣ । ଯଦିଓ ରାଜ୍ୟରେ ବିଏଫ.୭ ଭାରିଏଣ୍ଟକୁ ନେଇ ଭୟ କରିବାର କିଛି ନାହିଁ ବୋଲି ସ୍ୱାସ୍ଥ୍ୟ ବିଶେଷଜ୍ଞ କହୁଛନ୍ତି ତଥାପି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି । ଏସବୁ ଭିତରେ ଆଗକୁ ରହିଛି ମାଟ୍ରିକ ପରୀକ୍ଷା  । ସଂକ୍ରମଣ ଭିତରେ ମାଟ୍ରିକ ପରୀକ୍ଷା…

ବିଜେଡିର ରୌପ୍ୟ ଜୟନ୍ତୀକୁ ସତ୍ୟାଗ୍ରହ ଜରିଆରେ କାଉଣ୍ଟର କରୁଛି ବିଜେପି

ପୁରୀ: ପୁରୀ ତାଳବଣିଆରେ ବିଜେପି ପାଳନ କରୁଛି ରୌପ୍ୟ ଜୟନ୍ତୀ । ଅନ୍ୟ ପଟେ ବିଜେପି ଓ କଂଗ୍ରେସ ଶାସକ ଦଳକୁ ବିରୋଧ କରିଛି । ବିଜେପି ସତ୍ୟାଗ୍ରହ ଜାରି ରଖିଥିବାବେଳେ ପୁରୀ ଛାତ୍ର କଂଗ୍ରେସ ନବୀନ ପଟ୍ଟନାୟକଙ୍କ ଗସ୍ତକୁ ବିରୋଧ କରିଛି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଛକରେ ଛାତ୍ର କଂଗ୍ରେସ…

୨୫ ବର୍ଷର ଅପରାଜେୟ ରାଜା ‘ନବୀନ’..ଅପରାଜିତ ଦଳ ‘ବିଜେଡି’

ଭୁବନେଶ୍ୱର:ବିଜୁ ଜନତା ଦଳ (ବିଜେଡି) ଆଜି ପାଳୁଛି ତାର ୨୫ ତମ ପ୍ରତିଷ୍ଠା ଦିବସ । ୫ମ ଟର୍ମରେ  ବିଜୟୀ ମୁକୁଟ ପିନ୍ଧି ରାଜୁତି କରୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଞ୍ଚଳିକ ଦଳ ଭାବେ ଖାଲି ରାଜ୍ୟ ନୁହେଁ, ଜାତୀୟ ସ୍ତରରେ ବି ନିଜର ଦବଦବା ସୃଷ୍ଟି କରିପାରିଛି ବିଜେଡି  । ଜଣେ…

ତାଳବଣିଆରେ ବିଜେଡିର ଜନ୍ମଉତ୍ସବ, ୨୦୨୪ ପାଇଁ ଗୁରୁମନ୍ତ୍ର ଦେବେ ଦଳ ସୁପ୍ରିମୋ

ପୁରୀ: ବିଜୁ ଜନତା ଦଳକୁ ୨୫ ବର୍ଷ ପୂରିଛି । ୨୬ ବର୍ଷରେ ପାଦ ଦେଇଛି ବିଜେଡି । ରୌପ୍ୟ ଜୟନ୍ତୀ ପାଳନ କରୁଛି ଦଳ । ଶ୍ରୀକ୍ଷେତ୍ର ପୁରୀରୁ ଆଜି ଶଙ୍ଖନାଦ ଦେବ ଶଙ୍ଖ ଦଳ  । ୨୦୨୪ ପାଇଁ ବି ନୂଆ ମନ୍ତ୍ର ଦେବେ ଦଳ ମୁଖିଆ । ତାଳବଣିଆରେ ଦଳର ଜନ୍ମ ଉତ୍ସବ ପାଳନ କରୁଛି ବିଜେଡି । ଦଳ ସଭାପତି…

ସାପ କାମୁଡ଼ିଲା ବୋଲି…

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାର ମୁଖ୍ୟ ଡାକ୍ତରଖାନାରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଏକ ସାପ କାମୁଡିବା ପରେ ଜଣେ ବ୍ୟକ୍ତି ସାପ ଧରି ମେଡିକାଲରେ ପହଞ୍ଚିଛନ୍ତି। କାଳେ ଡାକ୍ତର ଜାଣିପାରିବେ ନାହିଁ କେଉଁ ସାପ କାମୁଡିଛି ବୋଲି ସାପ କାମୁଡାର ଶିକାର ହୋଇଥିବା ବ୍ୟକ୍ତିଙ୍କ ସାନ ଭାଇ…

ବ୍ରହ୍ମପୁରରେ ଘରୋଇ ହସପିଟାଲରେ ଜିଲାପାଳ, ଏସ୍‌ପିଙ୍କ ଚଢ଼ଉ

ବ୍ରହ୍ମପୁର: ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସକେୱାଇ) କାର୍ଡର ସୁପରିଚାଳନାକୁ ନେଇ ପ୍ରଶାସନ ଓ ପୁଲିସ ପକ୍ଷରୁ ସହରର ବିଭିନ୍ନ ଘରୋଇ ହସପିଟାଲରେ ପୁଣି ଥରେ ଯାଞ୍ଚ କରାଯାଇଛି। ରବିବାର ଅପରାହ୍ନରେ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା, ବ୍ରହ୍ମପୁର ଏସପି ସର୍ବଣା ବିବେକ ଏମ,…

କିଏ ହେବେ ରାଜ୍ୟ ବିଜେପିର ନୂଆ ସଭାପତି, ଫାୟାର ବ୍ରାଣ୍ଡ ନେତାଙ୍କୁ ବାଛିବ କି ବିଜେପି?

ଭୁବନେଶ୍ୱର: ରାଜ୍ୟ ବିଜେପିର ନୂଆ ମଙ୍ଗୁଆଳ କିଏ ହେବେ । ଏବେର ସଭାପତି ସମୀର ମହାନ୍ତିଙ୍କ କାର୍ଯ୍ୟକାଳ ଆସନ୍ତା ମାସରେ ଶେଷ ହେବାକୁ ଯାଉଛି। ତେଣୁ ନୂଆ ମଙ୍ଗୁଆଳ କିଏ ହେବେ ତାକୁ ନେଇ ଚର୍ଚ୍ଚା ବଢ଼ିଛି। ଯଦିଓ ରାଜ୍ୟ ବିଜେପିର ନେତୃତ୍ବ ଗୋଟିଏ ନିର୍ଦ୍ଦିଷ୍ଟ ଗୋଷ୍ଠୀର ଇସାରାରେ ପରିଚାଳିତ…

କିଟରେ ହକି ବିଶ୍ୱକପ୍‍ ଟ୍ରଫି, ଅଲିମ୍ପିଆନଙ୍କ ସମେତ ୧୫ ହଜାର କ୍ରୀଡ଼ାବିତଙ୍କ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା

ଭୁବନେଶ୍ୱର: ପୁରୁଷ ବିଶ୍ୱକପ୍‍ ହକି ଟ୍ରଫି ଆଜି ଓଡ଼ିଶାରେ ପହଞ୍ଚିବା ପରେ ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ସ୍ଥାନ ପରିକ୍ରମା କରିବା ପରେ ଶେଷରେ କିଟ୍‍ ପରିସରରେ ପହଞ୍ଚିଥିଲା । କିଟ୍‍ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ୨ରୁ କିଟ୍‍ ଓ କିସ୍‍ର ଛାତ୍ରଛାତ୍ରୀ ତଥା କର୍ମଚାରୀମାନେ ଟ୍ରଫିକୁ କିଟ୍‍…