Latest Odisha News

BREAKING NEWS

Browsing Category

ଓଡିଶା

Odisha

Capital Hospital: ବଦଳିବ କ୍ୟାପିଟାଲ ହସ୍ପିଟାଲ ଦନ୍ତ ବିଭାଗ…

ଭୁବନେଶ୍ବର: ବଦଳିବ କ୍ୟାପିଟାଲ ହସ୍ପିଟାଲ ଦନ୍ତ ବିଭାଗର ରୂପ ରେଖ । ବରିଷ୍ଠ ଦାନ୍ତ ଡାକ୍ତରଙ୍କୁ ନିଯୁକ୍ତି କରାଯିବ । ବିଭାଗରେ ଅତ୍ୟାଧୁନିକ ଚିକିତ୍ସା ଉପଲବ୍ଧ କରାଯିବ । ବିଭାଗରେ ରୋଗୀଙ୍କୁ ନିୟମିତ ହେଉଥିବା ଦୁର୍ବ୍ୟବହାର ଉପରେ ତଦନ୍ତ ହେବ । ଏନେଇ କ’ଣ କ’ଣ ପଦକ୍ଷେପ ନିଆଯିବ ସେନେଇ…

OPSC ପରୀକ୍ଷା ପାଇଁ ବିଜ୍ଞପ୍ତି; ବିଜ୍ଞାପନରେ ନାହିଁ ଓଏଏସ ଓ ଓଏଫଏସ ନିଯୁକ୍ତି ସୂଚନା

ଭୁବନେଶ୍ୱର: ଓଡ଼ିଶା ସିଭିଲ୍ ସେବା ପରୀକ୍ଷା ୨୦୨୫ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଯାହା ପରେ ଏହାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଓଡ଼ିଶା ପୋଲିସ ସେବା, ଓଡ଼ିଶା ଟିକସ ଏବଂ ଆକାଉଣ୍ଟ୍ସ ସେବା, ଓଡ଼ିଶା ସମବାୟ ସେବା, ଓଡ଼ିଶା ଶ୍ରମ ସେବା, ଓଡ଼ିଶା ଉତ୍ପାଦ…

Rairangpur Accident: ୩ବାଇକ୍ ଆରୋହୀଙ୍କ ଉପରେ ମାଡିଗଲା ଯାତ୍ରୀବାହୀ ବସ୍

ମୟୂରଭଞ୍ଜ:ବସ୍ ଧକ୍କାରେ ଚାଲିଗଲା ଜୀବନ । ଯାତ୍ରୀବାହୀ ବସ୍‌ରେ ପିଟିହୋଇ ତଳେ ପଶିଗଲା ବାଇକ୍ । ଘଟଣାସ୍ଥଳରେ୩ ବାଇକ୍ ଆରୋହୀଙ୍କ ମୃତ୍ୟୁ । ରାଇରଙ୍ଗପୁର ଟାଉନ୍ ଥାନା ଅନ୍ତର୍ଗତ ଜାତୀୟ ରାଜପଥ ୨୨୦ର ରାଣୀବନ୍ଧ ନିକଟରେ ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ସୂଚନାଥାଉକି, ଆଜି…

Crocodiles And Bird census: ଜାନୁଆରୀ ୪ରୁ ସାତକୋଶିଆରେ କୁମ୍ଭୀର ଓ ପକ୍ଷୀଗଣନା, ମତ୍ସ୍ୟଜୀବୀଙ୍କୁ ନଦୀକୁ ଯିବା…

ଅନୁଗୁଳ: ଏବେ ଚାଲିଛି ଶୀତ ଋତୁ । ଦେଶ ବିଦେଶରୁ ବହୁ ପକ୍ଷୀଙ୍କ ଆଗମନ ହୋଇଛି ଓଡିଶାକୁ । ଏହି ଅବସରରେ ଅନୁଗୁଳ ଜିଲ୍ଲାର ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡରେ ଥିବା ୫ଟି ବନାଞ୍ଚଳରେ ପକ୍ଷୀ ସହ କୁମ୍ଭୀର ଗଣନା ହେବ । ଜାନୁଆରୀ ୪ ରୁ ୮ ତାରିଖ ପର୍ଯ୍ୟନ୍ତ ୫ ଦିନ ଏବଂ ୧୭ ଓ ୧୮ ତାରିଖ ଦୁଇ ଦିନ…

ସେୟାର ଟେଡ୍ରିଂ ନାଁରେ ୪୦ କୋଟି ଠକେଇ ଅଭିଯୋଗ; ଜଣେ ଗିରଫ

ଭୁବନେଶ୍ୱର: ସେୟାର ବଜାର ସହ ଜଡ଼ିତ ୪୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଠକେଇର ମୁଖ୍ୟ ସନ୍ଦିଗ୍ଧକୁ ବାନ୍ଧିଲା ଇଓଡବ୍ଲୁ। ଅଭିଯୁକ୍ତଙ୍କ ନାମ ଅମିତ ମଣ୍ଡଳ ବୋଲି ଜଣାପଡ଼ିଛି। ଡିସେମ୍ବର ୩୧ ତାରିଖ ଦିନ ପଶ୍ଚିମବଙ୍ଗର ବାଙ୍କୁରାରୁ ଉକ୍ତ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିବା ନେଇ ଓଡ଼ିଶା…

Puri Accident: ପୁରୀ ବଳଗଣ୍ଡି ଛକରେ ଦୁର୍ଘଟଣା; ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ: ପୁରୀ ବଳଗଣ୍ଡି ଛକରେ ସଡ଼କ ଦୁର୍ଘଟଣାରେ ବୋଲେରୋ ଓ ସ୍କଟି ଧକ୍କାରେ ଜଣେ ନାବାଳକ ମୃତ୍ୟୁ ହୋଇଛି । ଏହି ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ସରକାରଙ୍କ ପକ୍ଷରୁ ୪ ଲକ୍ଷ ଟଙ୍କାର ସହାୟତା…

PUCC ପାଇଁ ଜାନୁଆରୀ ୧୦ରୁ ମିଳିବ ଗ୍ରୀନ୍ ଷ୍ଟିକର୍

ଭୁବନେଶ୍ବର: ଓଡ଼ିଶା ପରିବହନ ବିଭାଗ ଜାନୁଆରୀ ୧୦ ତାରିଖରୁ ରାଜ୍ୟବ୍ୟାପୀ 'ଗ୍ରୀନ୍ ଷ୍ଟିକର' ବ୍ୟବସ୍ଥା ଲାଗୁ କରିବାକୁ ଘୋଷଣା କରିଛି। ଜାନୁଆରୀ ୧୦ ତାରିଖ ପୂର୍ବରୁ PUCC ପାଇଥିବା ଯାନଗୁଡ଼ିକ ପାଇଁ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (RTO) ରେ ସ୍ୱତନ୍ତ୍ର କାଉଣ୍ଟର ସହିତ ଏକ SOP…

ଖଣ୍ଡଗିରି ମାଘ ମେଳା ପାଇଁ ଲାଗିବ ୧୦୦ଟି ସିସିଟିଭି

ଭୁବନେଶ୍ୱର: ମାଘ ମେଳା ପାଖେଇ ଆସୁଥିବା ବେଳେ ଅଶ୍ଲିଳ ନୃତ୍ୟକୁ ନେଇ ବଡ଼ ଘୋଷଣା କରିଛନ୍ତି ମେୟର ସୁଲୋଚନା ଦାସ। ଖଣ୍ଡଗିରି ମାଘ ମେଳାରେ ହେବନି ଅଶ୍ଳୀଳ ନୃତ୍ୟ। ମୋଟ ସାତୋଟି ପେଣ୍ଡାଲରେ ଯାତ୍ରା ପରିବେଷଣ ହେବ। ତେବେ ଯାତ୍ରା ସମୟରେ କୌଣସି ଅଶ୍ଳୀଳ ନୃତ୍ୟ କରିପାରିବେ ନାହିଁ। ସେହିପରି…

Lok Seva Bhavan: ଲୋକସେବା ଭବନରେ ରିଲ୍ସ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ୱର: ରିଲ୍ସ କରିବାକୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ ଆଜି କହିଛନ୍ତି, ଲୋକସେବା ଭବନରେ ରିଲ୍ସ ପାଇଁ ଗୃହ ବିଭାଗ ଆଗକୁ ଗାଇଡ୍‌ ଲାଇନ୍‌ ଆଣିବ । ଲୋକସେବା ଭବନରେ ରିଲ୍ସ କରିବା ଠିକ୍ କଥା ନୁହେଁ, କାର୍ଯ୍ୟ କରୁଥିବା ବ୍ୟକ୍ତି ହୁଅନ୍ତୁ କି…

ଅଭିଯୋଗ ପରେ ହଟିଲା ଅଶୋକ ସ୍ତମ୍ଭକୁ ଘେରି ରହିଥିବା ରାଜନୈତିକ ବ୍ୟାନର

ଭୁବନେଶ୍ୱର: ଗୁରୁବାର ବିଳମ୍ବିତ ରାତିରେ ଓଡ଼ିଶାର ରାଜଧାନୀ କଟକ ରୋଡ୍-ସତ୍ୟନଗର ଓଭରବ୍ରିଜ୍ ଜଙ୍କସନ୍‌ରେ ନୂତନ ବର୍ଷର ଶୁଭେଚ୍ଛା ଲେଖାଥିବା ଅନେକ ରାଜନୈତିକ ହୋର୍ଡିଂକୁ ଭୁବନେଶ୍ୱର ମ୍ୟୁନିସିପାଲ୍ କର୍ପୋରେସନ୍ (BMC) ହଟାଇ ଦେଇଛି। ଏହି ହୋର୍ଡିଂଗୁଡ଼ିକ ଭାରତର ଜାତୀୟ ପ୍ରତୀକ ଅଶୋକ…