Latest Odisha News

BREAKING NEWS

Browsing Category

ଓଡିଶା

Odisha

କିଏ ହେବେ ରାଜ୍ୟ ବିଜେପିର ନୂଆ ସଭାପତି, ଫାୟାର ବ୍ରାଣ୍ଡ ନେତାଙ୍କୁ ବାଛିବ କି ବିଜେପି?

ଭୁବନେଶ୍ୱର: ରାଜ୍ୟ ବିଜେପିର ନୂଆ ମଙ୍ଗୁଆଳ କିଏ ହେବେ । ଏବେର ସଭାପତି ସମୀର ମହାନ୍ତିଙ୍କ କାର୍ଯ୍ୟକାଳ ଆସନ୍ତା ମାସରେ ଶେଷ ହେବାକୁ ଯାଉଛି। ତେଣୁ ନୂଆ ମଙ୍ଗୁଆଳ କିଏ ହେବେ ତାକୁ ନେଇ ଚର୍ଚ୍ଚା ବଢ଼ିଛି। ଯଦିଓ ରାଜ୍ୟ ବିଜେପିର ନେତୃତ୍ବ ଗୋଟିଏ ନିର୍ଦ୍ଦିଷ୍ଟ ଗୋଷ୍ଠୀର ଇସାରାରେ ପରିଚାଳିତ…

କିଟରେ ହକି ବିଶ୍ୱକପ୍‍ ଟ୍ରଫି, ଅଲିମ୍ପିଆନଙ୍କ ସମେତ ୧୫ ହଜାର କ୍ରୀଡ଼ାବିତଙ୍କ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା

ଭୁବନେଶ୍ୱର: ପୁରୁଷ ବିଶ୍ୱକପ୍‍ ହକି ଟ୍ରଫି ଆଜି ଓଡ଼ିଶାରେ ପହଞ୍ଚିବା ପରେ ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ସ୍ଥାନ ପରିକ୍ରମା କରିବା ପରେ ଶେଷରେ କିଟ୍‍ ପରିସରରେ ପହଞ୍ଚିଥିଲା । କିଟ୍‍ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ୨ରୁ କିଟ୍‍ ଓ କିସ୍‍ର ଛାତ୍ରଛାତ୍ରୀ ତଥା କର୍ମଚାରୀମାନେ ଟ୍ରଫିକୁ କିଟ୍‍…

ସନ୍ଦେହ ଘେରରେ ଋଷ ପର୍ଯ୍ୟଟକଙ୍କ ଆତ୍ମହତ୍ୟା, ଝିଅର ଅନୁମତି ପରେ ହେବ ଶବ ସତ୍କାର

ରାୟଗଡ଼ା: ୪୮ ଘଣ୍ଟା ମଧ୍ୟରେ ୨ ଋଷୀୟ ପର୍ଯ୍ୟଟକଙ୍କ ମୃତ୍ୟୁ । ପ୍ରଶ୍ନ ଅନେକ, ଉତ୍ତର ଖୋଜୁଛି ପୋଲିସ । ପ୍ରଥମେ ୨୨ ତାରିଖରେ ବ୍ଲାଡିମିର ବିଦାନୋଭଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିଲା । ବ୍ଲାଡିମିରଙ୍କ ମୃତ୍ୟୁର ଦିନକ ପରେ ଆଖି ବୁଜିଥିଲେ ବନ୍ଧୁ ଆଣ୍ଟୋଭା ପାଭେଲ୍ । ଆଣ୍ଟୋଭା ରହୁଥିବା…

ଉପନିର୍ବାଚନ ସଙ୍କେତ, ଫମ୍ପା ହେବ କି ଶରତଙ୍କ ୯ରୁ ୯୦ ବାଣ ?

ଭୁବନେଶ୍ୱର:  ୨୦୨୪ ନିର୍ବାଚନକୁ ଆଉ ବର୍ଷେରୁ ଅଧିକ ସମୟ ବାକି ଅଛି । ତା’ପୂର୍ବରୁ ରାଜ୍ୟରେ ଆଗୁଆ ନିର୍ବାଚନ ନେଇ ରାଜନୈତିକ ଗତିବିଧି ଜୋର୍ ଧରିଛି । ବିଜେପି, ବିଜେଡି ଓ କଂଗ୍ରେସ ତିନିଦଳର ନେତା କହୁଛନ୍ତି ୨୦୨୪ରେ ସେମାନେ ସରକାର ଗଢ଼ିବେ ? ତେବେ ୨୦୨୪ରେ ଓଡ଼ିଶାରେ କିଏ ଦଖଲ କରିବ…

ପୁରୀରେ ବିଜେଡିର ବଡ଼ ଆୟୋଜନ, ୨୦୨୪ ପାଇଁ କି ମନ୍ତ୍ର ଦେବେ ନବୀନ ?

ପୁରୀ: ବିଜେଡି ପାଳିବ ୨୬ ତମ ପ୍ରତିଷ୍ଠା ଦିବସ । ୧୯୯୭ ଡିସେମ୍ବର ୨୬ରେ ପ୍ରତିଷ୍ଠା ହୋଇଥିବା ବିଜୁ ଜନତା ଦଳକୁ ଆସନ୍ତାକାଲି ୨୫ ପୂରି ୨୬ ଚାଲିବ । ଏହି ଅବସରରେ ଦଳ ପୁରୀରେ କରିବ ଶକ୍ତି ପ୍ରଦର୍ଶନ । ପ୍ରତିଷ୍ଠା ଦିବସରେ ବିଜେଡି ପ୍ରାୟ ୫୦ ହଜାର କର୍ମୀଙ୍କୁ ଏକାଠି କରୁଥିବା ବେଳେ ୨୦୨୪…

ଗୁଣି ଗାରେଡ଼ି ସନ୍ଦେହରେ ବୃଦ୍ଧାଙ୍କ ହାତରେ ଗରମ ପାଣି ଢାଳି ବିଷ୍ଠା ଖୁଆଇଲେ

ମାଲକାନଗିରି: ଏକବିଂଶ ଶତାଦ୍ଦୀରେ ବି ଅନ୍ଧ ବିଶ୍ୱାସର ବଶବର୍ତ୍ତୀ ମଣିଷ । ଗୁଣି ଗାରେଡି ସନ୍ଦେହ ମଣିଷ ସମାଜକୁ ଯେମିତି ଜାବୁଡ଼ି ଧରିଛି । କଳାଯାଦୁ ଭୟରେ ଜଣେ ବୃଦ୍ଧାଙ୍କ ଉପରକୁ ଗରମ ପାଣି ମାଡ଼ । ମାଲକାନଗିରିରେ ଦେଖିବାକୁ ମିଳିଛି ଏହି ଅଭାବନୀୟ ଦୃଶ୍ୟ । ବୃଦ୍ଧାଙ୍କ ଡାହାଣ ହାତରେ ଗରମ…

ବଡ଼ଦିନ ପାଇଁ ଚଳଚଞ୍ଚଳ ପୁରୀ ସହର ଓ ବେଳାଭୂମି, ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼

ପୁରୀ : ବଡ଼ଦିନ ତଥା ଖ୍ରୀଷ୍ଟମାସ ପାଇଁ ଲୋକାରଣ୍ୟ ହୋଇଛି ଜଗନ୍ନାଥଧାମ ପୁରୀ । ସେପଟେ ଆଜି ପୁରୀ  ବେଳାଭୂମିରେ ପ୍ରବଳ ଜନସମାଗମ ଦେଖିବାକୁ ମିଳୁଛି । ମନ ମୋହୁଛି ଖ୍ରୀଷ୍ଟମାସର ବାଲୁକା କଳା । ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ମାନସ  କୁମାର ସାହୁଙ୍କ ହାତର ଯାଦୁ ଦେଖିବା…

ଟମାଟୋରେ ବିଶ୍ୱର ସର୍ବବୃହତ ସାନ୍ତାକ୍ଳଜ୍‌‌

ବ୍ରହ୍ମପୁର: ଗଞ୍ଜାମ ଜିଲାର ଗୋପାଳପୁର ବେଳାଭୂମି ପରିସରରେ ଟମାଟୋରେ ବିଶ୍ୱର ସର୍ବବୃହତ ସାନ୍ତାକ୍ଳଜ୍‌‌ ପ୍ରସ୍ତୁତ କରିଛନ୍ତି ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ। ଗୋପାଳପୁର ବେଳାଭୂମି ମହୋତ୍ସବ କାର୍ଯ୍ୟକ୍ରମରେ ସାମିଲ ହେବା ଅବସରରେ ଏହି ବିରଳ କଳାକୃତି ପ୍ରସ୍ତୁତ…

ରାଜଧାନୀକୁ ଫେରିଲା ପଥୋତ୍ସବ, ଭଳିକି ଭଳି କାର୍ଯ୍ୟକ୍ରମରେ ଜନପଥ ଲୋକାରଣ୍ୟ

ଭୁବନେଶ୍ୱର : ରାଜଧାନୀକୁ ଫେରିଲା ପଥୋତ୍ସବ । ଆଜି ସକାଳୁ ସକାଳୁ ରାଜଧାନୀ ଜନପଥ ହୋଇଥିଲା ଲୋକାରଣ୍ୟ । ବଡ଼ଦିନ ପାଇଁ ଲୋକଙ୍କ ମନରେ ଖୁବ ଉତ୍ସାହ ଭରିଯାଇଛି । ପଥୋତ୍ସବରେ ଭଳି କି ଭଳି କାର୍ଯ୍ୟକ୍ରମ ଲୋକଙ୍କୁ ଆକର୍ଷିତ କରିଛି । କେଉଁଠି ନାଚ ଗୀତ ତ କେଉଁଠି କ୍ରୀଡ଼ା କସରତ । ଚିତ୍ରାଙ୍କନ…