Latest Odisha News

BREAKING NEWS

Browsing Category

ଓଡିଶା

Odisha

ଓଏଲଏକ୍ସରେ ଚଢା ଦରରେ ହକି ଟିକେଟ ବିକ୍ରି କରି ୫ ଯୁବକ ଗିରଫ

ଭୁବନେଶ୍ୱର: ହକି ଟିକେଟ କଳାବଜାରୀ କରି ୫ ଗିରଫ। ଆସନ୍ତାକାଲି ଭାରତର ମ୍ୟାଚ ରହିଛି । ଏହା ପୂର୍ବରୁ ଓଏଲଏକ୍ସ ଏବଂ ଅନ୍ୟାନ୍ୟ ସୋଶିଆଲ ମିଡିଆ ପ୍ଲାଟଫର୍ମରେ ଟିକେଟ ବିକ୍ରି କରୁଥିବା ବେଳେ ପୋଲିସ ହାତରେ ଧରାପଡିଛନ୍ତି କିଛି ଯୁୂବକ।  ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଜାନୁଆରି ୧୯…

ସମ୍ ହସ୍ପିଟାଲ୍ ଦ୍ୱିତୀୟ କ୍ୟାମ୍ପସ୍ ନିର୍ମାଣ ଘଟଣା; ଏନ୍‌ଜିଟିଙ୍କ ରହିତାଦେଶ ଉପରେ ହାଇକୋର୍ଟଙ୍କ ରୋକ

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠ ଫୁଲନଖରାଠାରେ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ର କ୍ୟାମ୍ପସ-୨ ନିର୍ମାଣ ପ୍ରସଙ୍ଗରେ ଜାତୀୟ ଗ୍ରୀନ୍ ଟ୍ରିବ୍ୟୁନାଲ୍ (ଏନ୍‌ଜିଟି) ଡିସେମ୍ବର ୧୨, ୨୦୨୨ରେ ପ୍ରଦାନ କରିଥିବା ନିର୍ଦ୍ଦେଶ ଉପରେ ପରବର୍ତୀ ଶୁଣାଣି ପର୍ଯ୍ୟନ୍ତ…

ନକଲି ଔଷଧ ବିକ୍ରି ଅଭିଯୋଗରେ ଜଣେ ଗିରଫ

ବରଗଡ଼: ନକଲି ଔଷଧ ବିକ୍ରି ଅଭିଯୋଗରେ ବରଗଡରେ ଏକ ଔଷଧ ଦୋକାନର ମାଲିକଙ୍କୁ ଗିରଫ କରିଛି ପୋଲିସ। ମଙ୍ଗଳବାର ଏ ନେଇ ଟାଉନ୍ ଥାନାରେ ଅଶୋକ ମେଡିକାଲ୍ ହଲର ମାଲିକ ସୁନୀଲ ଅଗ୍ରଓ୍ୱାଲଙ୍କ ନାଁରେ  ଏକ ଏଫ୍ଆଇଆର୍ ରୁଜୁ ହୋଇଥିଲା। ଏହି ଏଫଆଇଆରରେ ବାରଣାସୀର 3 ଜଣ ଡ୍ରଗ୍ସ ଯୋଗାଣକାରୀଙ୍କ ନାଁ ମଧ୍ୟ…

‘ଓଡିଶାର ଗରିବ ଲୋକଙ୍କ ଅଧିକାର ଛଡାଇ ନେଉଛି ବିଜେପି’

ଭୁବନେଶ୍ୱର: ବିଜେପି ସବୁବେଳେ ରାଜ୍ୟର ଗରିବ ଲୋକଙ୍କ ଅଧିକାରକୁ ଛଡାଇ ନେଇଛି । ଓଡ଼ିଶାର ଗରିିବଙ୍କୁ ମିଳିବାକୁ ଥିବା ଲକ୍ଷ ଲକ୍ଷ ପ୍ରଧାନମନ୍ତ୍ରୀ ଆବାସ ଘରହେଉ କିମ୍ବା ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା ଅଧୀନରେ ୫ କିଲୋଗ୍ରାମ ମାଗଣା ଚାଉଳ ହେଉ ବିଜେପି ଏହାକୁ ଲୋକଙ୍କଠାରୁ ଛଡ଼ାଇ…

ପରକୀୟା ପ୍ରୀତିରୁ ଦିବ୍ୟାଙ୍ଗ ଯୁବତୀଙ୍କୁ ହତ୍ୟା ମାମଲାରେ ଦୁଇ ଗିରଫ

ବ୍ରହ୍ମପୁର: ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ଅନ୍ତର୍ଗତ ଚୌଧୁରୀ ଟିକରପଡା ଗ୍ରାମର ଦିବ୍ୟାଙ୍ଗ ଯୁବତୀ ବିଷ୍ଣୁପ୍ରିୟା ସାହୁ(୩୧)ହତ୍ୟା ଘଟଣାର ପର୍ଦ୍ଦାଫାସ ହୋଇଛି। ମୃତ ବିଷ୍ଣୁପ୍ରିୟାଙ୍କ ପଡୋଶୀ ଘର ଜଣେ ମହିଳା ହିଁ ଏହି ହତ୍ୟା ଘଟଣାର ମାଷ୍ଟରମାଇଣ୍ଡ। ମହିଳାଙ୍କ ସହ ଗ୍ରାମର ଜଣେ ଯୁବକଙ୍କ…

ଶିକାରୀଙ୍କ ଟାର୍ଗେଟରେ ବାଘ: ପୁଣି ବାଘ ଛାଲ ଜବତ

ମୟୂରଭଞ୍ଜ: ଶିକାରୀଙ୍କ ଟାର୍ଗେଟରେ ବାଘ । ପୁଣି ବାଘ ଛାଲ ଜବତ ଜବତ କରିଛି ପୋଲିସ । ଏହି ଘଟଣାରେ ୩ ଜଣଙ୍କୁ ଗିରଫ ମଧ୍ୟ କରିଛି । ସେମାନେ ହେଲେ ଭୋଳାଗଡିଆ ଗ୍ରାମର ଚିତ୍ତରଞ୍ଜନ ସାହୁ, ତ୍ରିଲୋଚନ ସାହୁ ଓ ବଣିଆବସା ଗ୍ରାମର ଗେଣ୍ଡୁରୁ । ମଙ୍ଗଳବାର ରାତିରେ ଖୁଣ୍ଟା ପୋଲିସ କୌଣସି ସୂତ୍ରରୁ…

ରାମନାଗୁଡ଼ା ପଞ୍ଚାୟତ ଅଧକ୍ଷ୍ୟଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ପତ୍ନୀ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ରାମନାଗୁଡ଼ା ପଞ୍ଚାୟତ ଅଧ୍ୟକ୍ଷଙ୍କ ପତ୍ନୀ ରୀନା ଶବର ସାହାରା ପରିବାର ପରାମର୍ଶ କେନ୍ଦ୍ରର ଦ୍ୱାରସ୍ଥ ହୋଇଛନ୍ତି । ତାଙ୍କୁ ତାଙ୍କ ସ୍ୱାମୀ ରବି ଶଙ୍କର ଗମାଙ୍ଗ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିବା ନେଇ ଅଭିଯୋଗ କରିଛନ୍ତି । ସେ ତାଙ୍କ ପିଲାଙ୍କର କୌଣସି…

ଆଉ ୩ ଦିନ ଘନ କୁହୁଡ଼ି, ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଶୀତ କମିଥିବା ବେଳେ ଭୋରରୁ ଲାଗି ରହୁଛି ଘନ କୁହୁଡ଼ି । ଏଭଳି ପାଗ ଆଉ ୩ ଦିନ ଯାଏ ଲାଗି ରହିବ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେପଟେ ୧୯ ସକାଳ ଯାଏ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁରରେ ସ୍ୱଳ୍ପ ବର୍ଷା…

ଜମି ବିକ୍ରି ଏବଂ ଅଧିଗ୍ରହଣ ଦାବି ନେଇ ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ଅନୁଗୋଳ : ଚାଷୀ ସୁରକ୍ଷା କମିଟି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ । ଜିଲ୍ଲାର ୯୨ଟି ରାଜସ୍ବ ଗ୍ରାମରୁ ଚକବନ୍ଦୀ ରେକର୍ଡ ଉଚ୍ଛେଦ କରିବା ସହିତ ଜମି ବିକ୍ରି କରିବା ଏବଂ ଅଧିଗ୍ରହଣ ସ୍ଥଗିତ ରଖିବା ନେଇ ଦାବି କରି ରାଜରାସ୍ତାକୁ ଓହ୍ଲାଇଲେ ଶତାଧିକ ଚାଷୀ ।…

ପକ୍ଷାଘାତ ରୋଗୀଙ୍କ ବ୍ରେନ କଣ୍ଟ୍ରୋଲ ପାଇଁ ନିଓ ଡିଭାଇସ ସହ ପକେଟ ସିପିୟୁ ଉଦ୍ଭାବନ କଲେ ୧୧ ବର୍ଷର ବାଳକ

କାମାକ୍ଷାନଗର : ବୟସ ସିନା କମ୍ କିନ୍ତୁ ମୁଣ୍ଡରେ ଅନେକ ଇନଭେଟିଭ୍ ଆଇଡ଼ିଆ । ପକ୍ଷାଘାତ ରୋଗୀଙ୍କ ବ୍ରେନ କଣ୍ଟ୍ରୋଲ ପାଇଁ ନିଓ ଡିଭାଇସ ସହ ପକେଟ ସିପିୟୁ ଉଦ୍ଭାବନ କରି ଚର୍ଚ୍ଚାରେ ୧୧ ବର୍ଷର ବାଳକ ପ୍ରତୀକ । ପ୍ରତୀକ ତାଳଚେର ଥର୍ମାଲ ସ୍ଥିତ ଡିଏଭି (DAV) ସ୍କୁଲର ଷଷ୍ଠ ଶ୍ରେଣୀର ଛାତ୍ର ।…