Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏସିଆନ୍ ଗେମ୍ସ ପୂର୍ବରୁ ଦୂତି ଚାନ୍ଦଙ୍କୁ ବଡ଼ ଝଟକା, ଡୋପ୍ ଟେଷ୍ଟରେ ଫେଲ୍

ଭୁବନେଶ୍ୱର: ସ୍ପ୍ରିଣ୍ଟର କ୍ୱିନ୍ ଦୂତି ଚାନ୍ଦଙ୍କୁ ବଡ଼ ଝଟକା ଲାଗିଛି । ଡୋପ୍ ଟେଷ୍ଟରେ ଫେଲ୍ ହେବା ପରେ ଦୂତି ଚାନ୍ଦଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଜଣାପଡ଼ିଛି । ଦୂତି ଚାନ୍ଦଙ୍କୁ ସାମୟିକ ଭାବେ ନିଲମ୍ବନ କରାଯାଇଥିବା ସୂଚନା ମିଳିଛି । ରିପୋର୍ଟ ଅନୁସାରେ, ୨୦୨୨…

ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ ମାମଲା; ଗିରଫ ହେଲା ମୁଖ୍ୟ ଅଭିଯୁକ୍ତ

ଭୁବନେଶ୍ୱର: ଭୁବନେଶ୍ୱର ପଟିଆ ଷ୍ଟେସନରେ ୨ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣାର ମୁଖ୍ୟ ଅଭିଯୁକ୍ତକୁ ଗିରଫ କଲା GRP ପୋଲିସ  । ସୂଚନା ଅନୁଯାୟୀ ସୋମବାର ସନ୍ଧ୍ୟା ସମୟରେ ଭୁବନେଶ୍ୱର ପଟିଆ ରେଳଷ୍ଟେସନ ନିକଟରୁ ୨ ଜଣ ନାବାଳିକାଙ୍କୁ ଦୁଇ ଜଣ ଯୁବକ ବଳ ପୂର୍ବକ ଅପହରଣ କରିନେଇଥିଲେ । ପରେ…

ବିବାଦରେ ହ୍ୟୁମାନ ସାଗର: ଶାରିରୀକ ନିର୍ଯାତନା ଅଭିଯୋଗ ଆଣି ଥାନାରେ ଏଫ୍‌ଆଇଆର୍ ଦେଲେ ପତ୍ନୀ

କଟକ: ଓଡ଼ିଶାର ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ତାଙ୍କ ପତ୍ନୀ ଶ୍ରୀୟା ମିଶ୍ର। ତାଙ୍କୁ ଉଭୟ ଶାରିରୀକ ଓ ମାନସିକ ନିର୍ଯାତନା ଦିଆଯାଇଛି ବୋଲି ମଙ୍ଗଳବାର ସେ କଟକ ମହିଳା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ତା ସହିତ କଟକ ଡିସିପି ପିନାକ ମିଶ୍ରଙ୍କୁ…

ପଟିଆ ଅଞ୍ଚଳରେ ୨ଜଣ ନାବାଳିକାଙ୍କୁ ଗଣଦୁଷ୍କର୍ମ…

ଭୁବନେଶ୍ୱର: ଅସୁରକ୍ଷିତ ରାଜଧାନୀ ଭୁବନେଶ୍ୱର। ସୋମବାର ସନ୍ଧ୍ୟା ସମୟରେ ଭୁବନେଶ୍ୱର ପଟିଆ ରେଳଷ୍ଟେସନ ନିକଟରୁ ୨ ଜଣ ନାବାଳିକାଙ୍କୁ ଦୁଇ ଜଣ ଯୁବକ ବଳ ପୂର୍ବକ ଅପହରଣ କରି ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ପଟିଆ ନିକଟସ୍ଥ ମାଛ ଦୋକାନରେ କାମ କରୁଥିବା ଦୁଇ ଭଉଣୀକୁ ଦୁଇ ଜଣ ଯୁବକ…

ଓଡ଼ିଶା ସୀମାରେ ଡାକୋଟା ବିମାନ…

ଭୁବନେଶ୍ୱର :  ଓଡ଼ିଶା ଆସିଲା ବିଜୁ ବାବୁଙ୍କ ଡାକୋଟା ବିମାନ। କୋଲକାତାସ୍ଥିତ ସୁଭାସ ବୋଷ ଆନ୍ତର୍ଜାତିକ ବିମାନବନ୍ଦରୁ ଏହା ଜାତୀୟ ରାଜପଥ ଦେଇ ଭୁବନେଶ୍ୱର ଆସୁଛି । କୋଲକାତା ବିମାନବନ୍ଦରରୁ ସ୍ୱତନ୍ତ୍ର ଟ୍ରକ୍ ଯୋଗେ ଆସୁଛି ଓଡ଼ିଶା  । ଦୁଇଟି ଟ୍ରକରେ ଭାଗଭାଗ ହୋଇ ଭୁବନେଶ୍ୱରକୁ ଅଣାଯାଉଛି…

ମିସ୍ ଆଣ୍ଡ୍ ମିସେସ୍ ଇଣ୍ଡିଆ କୁଇନ୍ ପ୍ରତିଯୋଗିତାରେ ଓଡ଼ିଆ ଝିଅଙ୍କ କମାଲ

ଭୁବନେଶ୍ୱର: ମିସ୍ ଆଣ୍ଡ୍ ମିସେସ୍ ଇଣ୍ଡିଆ କୁଇନ୍ ଅଫ ହାର୍ଟସ୍ ସିଜିନ୍‌-୫ରେ ଓଡ଼ିଆ ଝିଅ ଗୁଡ୍ଡିଙ୍କ କମାଲ । ମିସେସ୍ ପପୁଲାର ଏବଂ କନ୍‌ଫିଡେଂଟ କାଟାଗୋରୀରେ ସମସ୍ତଙ୍କୁ ପଛରେ ପକାଇ ବିଜେତା କ୍ରାଉନ ହାସଲ କରିଛନ୍ତି । ନୂଆଦିଲ୍ଲୀ କନକପୁରସ୍ଥିତ ଏକ ହୋଟେଲରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ…

କାର ପାର୍କିଂ ନେଇ ଗୋଷ୍ଠୀ ସଂଘର୍ଷ: ଜଣେ ମୃତ

ଗଜପତି : ପାରଳାଖେମୁଣ୍ଡି ଗୋଲା ସାହିରେ ସାମାନ୍ୟ ବଚସାକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ ହୋଇଛି । ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି । ମୃତକ ଜଣକ ହେଲେ ଏସ୍ ଶ୍ରୀନିବାସ ରାଓ । ମଙ୍ଗଳବାର ସନ୍ଧ୍ୟାରେ ଗୋଲାସାହିରେ ଏକ କାର ପାର୍କିଂକୁ ନେଇ ଦୁଇ…

ପଦ ଛାଡ଼ିବାର ୩ ମାସ ପରେ କଂଗ୍ରେସ ଛାଡ଼ିଲେ ସତ୍ୟ ପ୍ରକାଶ ନାୟକ

ଭୁବନେଶ୍ୱର: ଅସନ୍ତୋଷ ବଖାଣି କଂଗ୍ରେସ ପଦରୁ ୩ ମାସ ତଳେ ଇସ୍ତଫା ଦେଇଥିଲେ ସତ୍ୟପ୍ରକାଶ ନାୟକ । ଆଜି ମଙ୍ଗଳବାର ହାତ ଛାଡ଼ିଛନ୍ତି ସତ୍ୟପ୍ରକାଶ । ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଶରତ ପଟ୍ଟନାୟକଙ୍କୁ ସତ୍ୟ ପ୍ରକାଶ ଇସ୍ତଫା ପତ୍ର ପଠାଇଛନ୍ତି । ଇସ୍ତଫା ଦେବା ସହ ସତ୍ୟପ୍ରକାଶ ଦଳର…

ପିଏମ ଆବାସ ଯୋଜନା ପ୍ରସଙ୍ଗରେ ରାଜ୍ୟପାଳଙ୍କୁ ଭେଟିଲା ବିଜେପି ପ୍ରତିନିଧି ଦଳ

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଯୋଗ୍ୟ ହିତାଧିକାରୀଙ୍କୁ ଘର ବଣ୍ଟନ କରାଯାଉ ଦାବିରେ ମଙ୍ଗଳବାର ରାଜ୍ୟପାଳଙ୍କୁ ଭେଟିଛି ବିଜେପିର ଏକ ପ୍ରତିନିଧି ଦଳ । ପିଏମ ଆବାସ ଯୋଜନାରେ ଓଡ଼ିଶାକୁ ସଦ୍ୟତମ ମିଳିଥିବା ଅତିରିକ୍ତ ୯.୫୯ ଲକ୍ଷ ଘର ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଦାନ କରିବାକୁ…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କଲେ ୯୨ ଖଣ୍ଡ ଗ୍ରାମର ଚାଷୀ

ଅନୁଗୋଳ: ଅନୁଗୋଳ ଜିଲ୍ଲା ଚାଷୀ ସୁରକ୍ଷା କମିଟି ପକ୍ଷରୁ ମଙ୍ଗଳବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ବିଭିନ୍ନ ଦାବି ନେଇ ୯୨ ଖଣ୍ଡ ଗ୍ରାମର ୩ ହଜାରରୁ ଅଧିକ ଚାଷୀ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କରିଥିଲେ । ପରେ ଜିଲ୍ଲାପାଳଙ୍କ ଜରିଆରେ…