Latest Odisha News

BREAKING NEWS

Browsing Category

ଓଡିଶା

Odisha

ଫ୍ରୋଜେନ ମଟର ବ୍ୟବସାୟ କରନ୍ତୁ..ପାଆନ୍ତୁ ୫୦ରୁ ୮୦ ପ୍ରତିଶତ ଲାଭ

ଭୁବନେଶ୍ଠର: ଶୀତଦିନେ ବଜାରରେ ଫ୍ରୋଜେନ ମଟରର ବେଶ୍ ଚାହିଦା ରହିଛି । ଏପରି ପରିସ୍ଥିତିରେ ଆପଣ ଏହି ବ୍ୟବସାୟ ଆରମ୍ଭ କରି ବହୁତ ଭଲ ରୋଜଗାର କରିପାରିବେ । ସାଧାରଣତଃ ସମସ୍ତେ ଫ୍ରୋଜନ ମଟର ତରକାରୀ ପସନ୍ଦ କରନ୍ତି । ଘରେ ଘରେ ପ୍ରିୟ ଖାଦ୍ୟ ଭାବରେ ମଟର ବ୍ୟବହୃତ ହେଉଥାଏ ।  ତେଣୁ ବଜାରରେ…

‘ମୁଁ ଚାଲି ଯାଉଛି, କାରଣ ଏହା ବୋଧେ ମୋ ପାଇଁ ଏକମାତ୍ର ରାସ୍ତା..’

ମୁଁ ଚାଲି ଯାଉଛି । କାରଣ ଏହା ବୋଧେ ମୋ ପାଇଁ ଏକମାତ୍ର ରାସ୍ତା.. । ସରି ଦିଦି । ମୁଁ ତତେ ବହୁତ ଭଲ ପାଏ । ମମି ପାପ ତତେ ଲାଗିଲେ । ସେ ମୋତେ ମିଛି କହି ବାହା ହେଲେ । ଶାରୀରିକ, ମାନସିକ, ଆର୍ଥିକ ନିର୍ଯାତନା ଦେଲେ । ମାଡ, ଗାଳି, ଭାଷା ଝଗଡା, ବ୍ଲାକେମଲ..ଆଉ ସହି ପାରୁନି ଦିଦି.. ।…

ପାରିବାରିକ କଳହର କରୁଣ ପରିଣତି; ପୁଅର ତଣ୍ଟିକାଟି ଜୀବନ ହାରିଲା ସାବତ ମା’

କଟକ: ମଧୁପାଟଣାରୁ ଆସିଲା ଚାଞ୍ଚଲ୍ୟକର ଘଟଣା  । ଦୁଇ ବର୍ଷର ଛୁଆକୁ ତଣ୍ଟି କାଟି ମାରିଲା ମା’ । ଛୁଆକୁ ମାରିବା ପରେ ମା’ର ଆତ୍ମହତ୍ୟା। ଏଭଳି ଅଭାବନୀୟ ଘଟଣା କଟକ ମଧୁପାଟଣାର ଶ୍ରୀରାମନଗର ଅଞ୍ଚଳରେ ଘଟିଛି  । ଜଣେ ମା ଦୁଇ ବର୍ଷର ଶିଶୁ ପୁତ୍ରର ତଣ୍ଟି ଚିପି ହତ୍ୟା କରିଛି  । ପୁଅକୁ ହତ୍ୟା…

ନଦୀ କୂଳରେ ଫସି ରହିଲେ୧ ହଜାରରୁ ଅଧିକ ଲୋକ

ଢେଙ୍କାନାଳ : ବ୍ରାହ୍ମଣୀ ନଦୀରେ ଅଟକିଲା ବେଆଇନ ଯାତ୍ରୀବାହି ଡଙ୍ଗା । ନଦୀ କୂଳରେ ଫସି ରହିଲେ୧ ହଜାରରୁ ଅଧିକ ଲୋକ । ଏଭଳି ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ ଜିଲ୍ଲା ନାଧେରା ଗାଁ ସ୍ଥିତ ବ୍ରାହ୍ମଣୀ ନଦୀ କୂଳରେ  । ମାଆ ରାମଚଣ୍ଡୀଙ୍କ ମକର ଯାତ୍ରାକୁ ଯାଇ ଫସି ରହିଥିଲେ ହଜାର ହଜାର…

ଗୁଳି ଚାଳନାରେ ବ୍ରୋଞ୍ଚ ହାତେଇଲେ ଦଶମ ଶ୍ରେଣୀ ଛାତ୍ରୀ ଶ୍ରେଷ୍ଠ ଶର୍ମା  

ଭୁବନେଶ୍ୱର : ସିବିଏସ୍ଇ ଜାତୀୟ ଶୁଟିଂ ଚାମ୍ପିଅନସିପରେ ବ୍ରୋଞ୍ଜ ହାସଲ କଲେ ଶ୍ରେଷ୍ଠ ଶର୍ମା  । ରାଞ୍ଚିରେ ସିବିଏସ୍ଇ ଜାତୀୟ ଶୁଟିଂ ଚାମ୍ପିଅନସିପ ଆୟୋଜିତ ହୋଇଥିଲା । ନିଜ ଦକ୍ଷତା ଅନୁସାରେ ଗୁଳିଚାଳନା କରି ବଜୟ ହୋଇଛନ୍ତି ୧୭ ବର୍ଷର ଝିଅ ଶ୍ରେଷ୍ଠ ଶର୍ମା ଭୁବନେଶ୍ୱରର ଆଦିତ୍ୟ…

ହାଇୱା ଧକ୍କାରେ ଚାଲିଗଲା ୪ବର୍ଷର ଶିଶୁର ଜୀବନ

ବ୍ରହ୍ମପୁର: ଗଞ୍ଜାମ ଜିଲା ହିଂଜିଳି ଥାନା ଅନ୍ତର୍ଗତ ସିକିରି ଗ୍ରାମରେ ସୋମବାର ପୂର୍ବାହ୍ନରେ ହାଇୱା ଧକ୍କାରେ ଜଣେ ୪ ବର୍ଷୀୟ ଶିଶୁର ଜୀବନ ଚାଲିଯାଇଛି। ମୃତକ ଜଣକ ହେଲେ ପ୍ରମୋଦ ଦଳାଇଙ୍କ ପୁଅ ହିମାଂଶୁ। ମିଳିଥିବା ସୂଚନା ଅନୁଯାୟୀ, ହିଂଜିଳି ଠାରୁ ତାରାତାରିଣୀ ରାସ୍ତାରେ ଅଛି ସିକିରି…

ଗଭୀର ସମୁଦ୍ରରେ ନିଖୋଜ ୧୩ ମତ୍ସ୍ୟଜୀବୀ ଠାବ

ପାରାଦୀପ :ଗଭୀର ସମୁଦ୍ରକୁ ଯାଇଥିବା ଦୁଇଟି ମାଛଧରା ବୋଟ ନିଖୋଜ ହୋଇଯାଇଥିଲା। ଗଭୀର ସମୁଦ୍ରରେ ନିଖୋଜ ୧୩ ମତ୍ସ୍ୟଜୀବୀ ଠାବ ସୂଚନା  । ଯୋଗାଯୋଗ ହୋଇଥିବା ନେଇ ଓମ୍ଫା ସଭାପତି ଶ୍ରୀକାନ୍ତ ପରିଡ଼ା ସୂଚନା ଦେଇଛନ୍ତି । ଜେଟି ଅଭିମୁଖେ ଫେରୁଥିବା ସୂଚନା ରହିଛି ।   ୫ ଦିନ ହେବ ୨ଟି ବୋଟରେ ମାଛ…

ବେଆଇନ ଗୋରୁ ଚାଲାଣ ବେଳେ ଓଲଟି ପଡ଼ିଲା କଣ୍ଟେନର ,୧୨ ଗୋରୁ ମୃତ

ଭୋଗରାଇ :  ବେଆଇନ ଗୋରୁ ଚାଲାଣ ବେଳେ ଓଲଟି ପଡ଼ିଲା କଣ୍ଟେନର । ଆଖି ବୁଜିଲେ ୨୦ରୁ ଅଧିକ ଗୋରୁ । କଣ୍ଟେନରରେ ପ୍ରାୟ ୨୦୦ରୁ ଅଧିକ ଗୋରୁଙ୍କୁ ଓଡ଼ିଶାରୁ ପଶ୍ଚିମବଙ୍ଗ ଚାଲାଣ କରାଯାଉଥିବା ବେଳେ ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ୫୭ ନଂ ରାଜ୍ୟ ରାଜପଥର ମହାନ୍ତି ଛକ ନିକଟରେ ଘଟିଲା ଅଘଟଣ ।  ଆଜି…

ରାଇସ ମିଲରେ ଚାଉଳ ବସ୍ତା ତଳେ ଚାପି ହୋଇ ଦୁଇ ଶ୍ରମିକ ମୃତ

ନୟାଗଡ଼ : ଚାଉଳ ବସ୍ତା ତଳେ ଚାପି ହୋଇ ଦୁଇ ଶ୍ରମିକ ମୃତ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନୟାଗଡ଼ ଓଡ଼ଗାଁ ଥାନା ରୋହୀବାଙ୍କରେ ଥିବା ମା ମଙ୍ଗଳା ରାଇସ ମିଲରେ । ସେହି  ମିଲରେ କାମ କରୁଥିବା ବେଳେ ଚାଉଳ ବସ୍ତା ତଳେ ଚାପି ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ…

ସାରା ରାଜ୍ୟରେ ଘନ କୁହୁଡ଼ିର ଆସ୍ତରଣ, ଦିଶୁନି ଟ୍ୱିନ୍‌ ସିଟି

ଭୁବନେଶ୍ୱର: ରାଜ୍ୟରେ ଶୀତ ପ୍ରକୋପ କମିଥିବା ବେଳେ କୁହୁଡ଼ି ଦେଖାଦେଇଛି । ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଛି । ଫଳରେ ୨୦ରୁ ୩୦ ମିଟର ଦୂରକୁ କିଛି ଦୃଶ୍ୟମାନ ହେଉନାହିଁ । ଖାଲି ଭୁବନେଶ୍ୱର ନୁହେଁ ଘନକୁହୁଡ଼ିର ଆସ୍ତରଣରେ ଘୋଡେଇ ହୋଇଛି କଟକ…