Latest Odisha News

BREAKING NEWS

Browsing Category

ଓଡିଶା

Odisha

ବିଧବା ନବୀନାଙ୍କ ଅସହାୟ ପରିବାର, ପ୍ରଶାସନ ସହାୟତାକୁ ଅପେକ୍ଷା

ନବରଙ୍ଗପୁର : ଭଙ୍ଗା ଦଦରା ଘର,୩ ନାବାଳିକା ଝିଅ ସହ ବିଧବା ମହିଳା,ପର ଘରେ ଅଇଁଠା ବାସନ ମାଜିଲେ ପରିବାରକୁ ଗଣ୍ଡେ ଖାଇବାକୁ ମିଳେ । ଅଧାବାଟରୁ ହାତଛାଡି ଆରପାରିକୁ ଚାଲିଗଲା ସ୍ୱାମୀ, ଝିଅ ବି ପାଠଛାଡି ବାସନ ମାଜିବା କାମରେ ମା’କୁ ସହଯୋଗ କରୁଛି । ଏଭଳି ଦୁର୍ଦ୍ଦିନରେ ଦିନ କାଟୁଛନ୍ତି…

ଭିଜିଲାନ୍ସ ଜାଲରେ ପଡ଼ିଲେ ଫରେଷ୍ଟ ଅଫିସର

ଭୁବନେଶ୍ୱର: ଘରେ ରଖିଥିଲେ ପୁଳା ପୁଳା ସମ୍ପତ୍ତି । ମାଡ଼ି ବସିଲା ଭିଜିଲାନ୍ସ  । ଭିଜିଲାନ୍ସ ଜାଲରେ ପଡିଛନ୍ତି ସୁନ୍ଦରଗଡ଼ ଜିଲ୍ଲା ଉଜ୍ଜ୍ୱଳପୁର ଫରେଷ୍ଟ ରେଞ୍ଜ୍ ଅଫିସର ସଂଗ୍ରାମ ମଣିହିରା। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ସମ୍ବଲପୁର,  ବଲାଙ୍ଗିର ଓ ସୁନ୍ଦରଗଡ଼ର  ୫ଟି…

ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆଜି ଶ୍ରୀଜୀଉ ମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନକୁ ୪ ଘଣ୍ଟା ପାଇଁ ବନ୍ଦ ରଖାଯାଇଛି । ଏହା ଏକ ଗୁପ୍ତନୀତି ହୋଇଥିବାରୁ ଏହି ନୀତି ସମୟରେ ଅର୍ଥାତ୍‌ ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ୪ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ…

ଖୋଲିଲା ଧବଳେଶ୍ୱର ପୀଠ, ବାବାଙ୍କୁ ଦର୍ଶନ କରିବେ ଶ୍ରଦ୍ଧାଳୁ

କଟକ: ଓଡ଼ିଶା ପ୍ରସିଦ୍ଧ ଧବଳେଶ୍ୱର ପୀଠ ଆଜିଠୁ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଲା । ଭକ୍ତଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିଛି ପ୍ରଶାସନ । ମହାନଦୀ ମଧ୍ୟରେ ନିର୍ମିତ ହୋଇଛି ଅସ୍ଥାୟୀ ରାସ୍ତା । ଝୁଲାପୋଲ ବଦଳରେ ଅସ୍ଥାୟୀ ରାସ୍ତାରେ ଶ୍ରଦ୍ଧାଳୁ ମାନେ ଯାଇ ବାବା ଧବଳେଶ୍ୱରଙ୍କୁ ଦର୍ଶନ କରିବେ…

ଆଜି ବିଶ୍ୱକପ୍‌ ହକି ଉଦଘାଟନ ଉତ୍ସବ, ଯୋଗଦେବେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର

କଟକ: ଝଲସୁଛି କଟକର ବାରବାଟୀ ଷ୍ଟାଡିୟମ୍‌ । ଆଜି ବାରବାଟୀ ଷ୍ଟାଡିୟମରେ ବିଶ୍ୱକପ୍‌ ହକି ଉଦଘାଟନ ଉତ୍ସବ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ ତଥା ସୂଚନା ଓ ପ୍ରସାରଣ ମନ୍ତ୍ରୀ ଶ୍ରୀ ଅନୁରାଗ ଠାକୁର ଯୋଗଦେବେ । ଅପରାହ୍ଣ ୪ଟାରେ କେନ୍ଦ୍ର କ୍ରୀଡ଼ା ମନ୍ତ୍ରୀ…

ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ପୃଥିବୀ-୨ର ସଫଳ ପରୀକ୍ଷଣ

ଚାନ୍ଦିପୁର: ସ୍ୱଳ୍ପ ଦୂରଗାମୀ ବାଲାଷ୍ଟିକ୍ ମିସାଇଲ୍‌ ପୃଥିବୀ-୨ର ସଫଳ ପରୀକ୍ଷଣ। ମଙ୍ଗବାର ବାଲେଶ୍ୱର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ଏହାର ପରୀକ୍ଷଣ କରାଯାଇଛି। ପୃଥିବୀ-୨ ମାରକ କ୍ଷମାତ ୩୫୦ କିମି ରହିଛି। ମିସାଇଲର ସଫଳ ପରୀକ୍ଷଣ ନେଇ ପ୍ରତିରକ୍ଷା ମନ୍ତ୍ରାଳୟ ପକ୍ଷରୁ ସୂଚନା…

ଆଜି ସାରା ରାଜ୍ୟରେ ସମସ୍ତ ସ୍କୁଲ ଓ କଲେଜ ଗୋଟାଏ ପରଠୁ ବନ୍ଦ

ଭୁବନେଶ୍ୱର : ଆଜି ବାରବାଟିରେ ହକି ବିଶ୍ୱକପର ଉଦଘାଟନ ସମାରୋହ । ଏଥିସହ ବିଶ୍ୱକପ ପାଇଁ ବିଗୁଲ ବି ବାଜିବ। ଏହା ପୂର୍ବରୁ ରାଜ୍ୟ ସରକାର ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ ଦିନ ୧ଟା ପରଠାରୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ସରକାରୀ, ବେସରକାରୀ ତଥା ଅନୁଦାନ ପ୍ରାପ୍ତ ସ୍କୁଲ…

ଭୁବନେଶ୍ୱରରେ ରଣବୀର ସିଂହ, ଦିଶା ପଟାନି ଓ ପ୍ରୀତମ

ଭୁବନେଶ୍ୱର: ବଲିଉଡ ଅଭିନେତା ରଣବୀର ସିଂହ ଓ ଅଭିନେତ୍ରୀ ଦିଶା ପଟାନି ଏବଂ ସଙ୍ଗୀତ ନିର୍ଦ୍ଦେଶକ ପ୍ରୀତମ ଚକ୍ରବର୍ତ୍ତୀ ସଂଧ୍ୟାରେ ଭୁବନେଶ୍ୱର ପହଁଚିଛନ୍ତି। ମଙ୍ଗଳବାର ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। 2023 ପୁରୁଷ ଏଫ୍ଆଇଏଚ୍ ହକି ବିଶ୍ୱକପ୍ର…

କୋଲକାତାରୁ ଆସୁଛି ବିଜୁ ବାବୁଙ୍କ ଡାକୋଟା ବିମାନ

ଭୁବନେଶ୍ୱର: କୋଲକାତାର ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ବିଜୁ ପଟ୍ଟନାୟକଙ୍କ ପ୍ରିୟ ବିମାନ 'ଡାକୋଟା' (ଡିସି-୩) ଓଡ଼ିଶାକୁ ଆସିବ। ଏହି ବିମାନର ପରିବହନ ପାଇଁ ଆବଶ୍ୟକ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଏକ ବଡ ଟ୍ରକରେ ଏହି ବିମାନଟିକୁ ଅଣାଯିବ ବୋଲି ସୂଚନା ରହିଛି।…

ସାବଧାନ! ସିସିଟିଭି ଛାଉଣୀରେ ରାଜଧାନୀ

ଭୁବନେଶ୍ୱର: ହକି ବିଶ୍ୱକପ୍ ପାଇଁ ସିସିଟିଭି ଛାଉଣୀରେ ରାଜଧାନୀ ଭୁବନେଶ୍ୱର। ଅସାମାଜିକ ବ୍ୟକ୍ତି ଓ ଟ୍ରାଫିକ୍ ନିୟମ ଉଲ୍ଲଙ୍ଘନକାରୀଙ୍କ ଉପରେ ନଜର ରଖିବା ପାଇଁ କମିସନରେଟ୍ ପୁଲିସ ପକ୍ଷରୁ ୧୪୭ଟି ଛକରେ ଆଠ ଶହଟି ସିସିଟିଭି କ୍ୟାମେରା ଲଗାଯାଇଛି। ଭୁବନେଶ୍ୱରର ୧୪୭ଟି ଟ୍ରାଫିକ୍ ଛକରେ…