Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏଣିକି ଭିଡିଓ କନଫରେନ୍ସିଂରେ ଶୁଣାଣି ନେଇ ଓଡିଶା ମାନବାଧିକାର କମିଶନଙ୍କ ନିର୍ଦ୍ଦେଶାବଳୀ ଜାରି

ଭୁବନେଶ୍ୱର: ଓଡ଼ିଶା ମାନବାଧିକାର କମିଶନ, ଭୁବନେଶ୍ୱର ସମସ୍ତ ବେଞ୍ଚମାନଙ୍କ ଦ୍ୱାରା ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶୁଣାଣି ସୁଚାରୁ ରୂପେ ସମ୍ପାଦନ ନିମନ୍ତେ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି ପ୍ରକ୍ରିୟାକୁ ଏକୀକୃତ ଏବଂ ସୁବ୍ୟବସ୍ଥିତ କରିବା ପାଇଁ କମିଶନ ନିୟମ ଓ ନିର୍ଦ୍ଦେଶାବଳୀ ଜାରି…

ପୂର୍ବତଟ ରେଳପଥର ଚେତାବନୀ; ଟ୍ରାକ୍ କିମ୍ବା ଚଳନ୍ତା ଟ୍ରେନରେ ସେଲ୍ଫି ଓ ରିଲ୍‌ କଲେ କଡ଼ା କାର୍ଯ୍ୟାନୁଷ୍ଠାନ 

ଭୁବନେଶ୍ୱର: ପୂର୍ବତଟ ରେଳପଥ ଜନସାଧାରଣଙ୍କୁ ବିଶେଷକରି ଯୁବପିଢ଼ି ଏବଂ ସାମାଜିକ ଗଣମାଧ୍ୟମ ରୁଚିଶୀଳମାନଙ୍କୁ ରେଳପଥ ଉପରେ ଟ୍ରାକ୍ ନିକଟରେ କିମ୍ବା ଚାଲୁଥିବା ଟ୍ରେନର ଫୁଟବୋର୍ଡ କିମ୍ବା ଛାତ ଉପରେ ଭିଡିଓ ସୁଟିଂ କରିବା କିମ୍ବା "ରିଲ୍‌" ତିଆରି କରିବାର ମାରାତ୍ମକ ଏବଂ ବେଆଇନ ଅଭ୍ୟାସ…

ଓଡ଼ିଶାରେ ୧ ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ କରିବ ବେଦାନ୍ତ, ମିଳିବ ୧ ଲକ୍ଷ ନିଯୁକ୍ତି 

ଭୁବନେଶ୍ବର: ଆଜି ବେଦାନ୍ତ ଗ୍ରୁପ୍‌ର ଅଧ୍ୟକ୍ଷ ଅନିଲ ଅଗ୍ରୱାଲ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଜ୍ୟରେ ନୂଆ ଶିଳ୍ପ ପ୍ରକଳ୍ପ ବିଷୟରେ ଆଲୋଚନା କରିଛନ୍ତି। ସୂଚନା ଅନୁଯାୟୀ, ଆଗାମୀ ଦିନରେ ବେଦାନ୍ତ ପକ୍ଷରୁ ଓଡିଶାରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ପୁଞ୍ଜି…

ଦୁଇ ଦିନିଆ “ଓଡ଼ିଶା ସହରାଞ୍ଚଳ ସମ୍ମିଳନୀ ୨୦୨୫” ଆରମ୍ଭ

ଭୁବନେଶ୍ବର: ଓଡ଼ିଶା ସରକାରଙ୍କ ଗୃହନିର୍ମାଣ ଓ ନଗରଉନ୍ନୟନ ବିଭାଗ ଦ୍ୱାରା ଆୟାଜିତ ଏକ ଦୁଇ ଦିନିଆ “ଓଡ଼ିଶା ସହରାଞ୍ଚଳ ସମ୍ମିଳନୀ ୨୦୨୫” ଆଜି ଭୁବନେଶ୍ୱରରେ ଉଦଘାଟିତ ହୋଇଛି । ଏଥିରେ ଓଡ଼ିଶାର ସହରଗୁଡ଼ିକୁ ସ୍ମାର୍ଟ, ସମାବେଶୀ ଏବଂ ସ୍ଥାଯ଼ୀ ସହରାଞ୍ଚଳ ଭବିଷ୍ୟତ ଦିଗରେ ଆଗେଇ ନେବାର…

ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲା; ଆଉ ଜଣେ ସହଯୋଗୀ ଗିରଫ 

ବ୍ରହ୍ମପୁର: ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ବ୍ରହ୍ମପୁରର ପୂର୍ବତନ ବିଜେଡି ବିଧାୟକ ବିକ୍ରମ ପଣ୍ଡାଙ୍କ ଘନିଷ୍ଠ ସହଯୋଗୀ ସୁଦର୍ଶନ ଜେନା ଗୁରୁବାର ବୈଦ୍ୟନାଥପୁର ଥାନାରେ ଆତ୍ମସମର୍ପଣ କରିଛନ୍ତି। ଅକ୍ଟୋବର ୬ ତାରିଖ ରାତିରେ ବରିଷ୍ଠ ଓକିଲ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କ…

ଶ୍ରେଣୀ ଗୃହରେ ମେଞ୍ଚା ମେଞ୍ଚା ସାପ ମିଳିବା ଘଟଣା, ଇନଚାର୍ଜ ପ୍ରଧାନ ଶିକ୍ଷୟିତ୍ରୀଙ୍କ ଚେଷ୍ଟାରେ ଭାଙ୍ଗାହେଲା…

ଯାଜପୁର: ବରୀ ଅନ୍ତର୍ଗତ ରତ୍ନଗିରି ଉଚ୍ଚ ବିଦ୍ୟାଳୟର ଇ-ଲାଇବ୍ରେରୀ ଏବଂ କମ୍ପ୍ୟୁଟର ରୁମ୍ ଭିତରୁ ଗତ କିଛି ଦିନ ତଳେ ଅନେକ ସାପ ଛୁଆ ଏବଂ ଅଣ୍ଡା ଉଦ୍ଧାର ହୋଇଥିଲା। ଏଇ ଘଟଣା ପରେ ଛାତ୍ରଛାତ୍ରୀ ମାନଙ୍କର ଅଭିଭାବକ ମାନେ ଗତ ଶନିବାର ୧୮ ତାରିଖ ଦିନ ଆସି ଜବରଦସ୍ତି ନିଜ ନିଜର ପିଲା ମାନଙ୍କୁ…

Napada Bypoll 2025: ନୂଆପଡ଼ା ଉପନିର୍ବାଚନ; ୮ ଜୋନ୍‌ରେ ୮ ମନ୍ତ୍ରୀଙ୍କୁ ଦାୟିତ୍ବ ଦେଲା ବିଜେପି

ନୂଆପଡା:ନୂଆପଡ଼ା ଉପନିର୍ବାଚନ ହାତେଇବା ପାଇଁ ପ୍ରୟାସ ଜାରି ରଖିଛନ୍ତି ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ । ତେବେ ବିଜେପି ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରି ନୂଆପଡ଼ା ଉପନିର୍ବାଚନ ପାଇଁ ୮ ମନ୍ତ୍ରୀଙ୍କୁ ୮ଟି ଜୋନର ଦାୟିତ୍ୱ ଦେଇଛି । ୮ଟି ଜୋନକୁ ଜଗିବେ ୮ ଜଣ ମନ୍ତ୍ରୀ । ବଞ୍ଜରୀ…

ମନରେଗା କାମ ତ୍ୱରାନ୍ୱିତ ନେଇ ଜିଲ୍ଲାପାଳଙ୍କ ଅସନ୍ତୋଷ, ବନ୍ଦ କଲେ ଡିଇଓଙ୍କ ଦରମା

କଟକ: ମନରେଗା କାମ ତ୍ବରାନ୍ବିତ ନେଇ ଜିଲ୍ଲାପାଳଙ୍କ ଅସନ୍ତୋଷ। ୭ ବ୍ଲକ ଡିଇଓଙ୍କ ଦରମା ବନ୍ଦ କଲେ ଜିଲ୍ଲାପାଳ । ଅକ୍ଟୋବରରୁ ଡିସେମ୍ବର ପର୍ଯ୍ୟନ୍ତ ଦରମା ବନ୍ଦ କଲେ ଜିଲ୍ଲାପାଳ । ଆଠଗଡ, ବାଙ୍କୀ, ସାଲେପୁର, ମାହାଙ୍ଗା, ନିଶ୍ଚିନ୍ତକୋଇଲି, ନରସିଂହପୁର ଓ ଟାଙ୍ଗୀ ଚୌଦ୍ୱାର ବ୍ଲକରେ ହୋଇନି…

କ୍ରିପ୍ଟୋ କରେନ୍ସି ଲିଙ୍କର ସନ୍ଧାନ: ଜଣେ ଓଡିଆଙ୍କ ସମେତ ୩୨ ଜଣ ଅଟକ

କଟକ: କଟକ ଶିଖରପୁର ଅଞ୍ଚଳରେ ଏକ ହୋଟେଲରେ ଚଢାଉ କରି ପଶ୍ଚିମବଙ୍ଗର ୩୨ଜଣଙ୍କୁ ଅଟକ ରଖିଛି ପୁଲିସ । ଏନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି କଟକ ଡିସିପି ରିଷିକେଶ ଖିଲାରୀ । ଘଟଣା ଉପରୁ ପରଦା ଉଠାଇଛନ୍ତି କଟକ ଡିସିପି । ୩୨ ଜଣ ପଶ୍ଚିମବଙ୍ଗ ଲୋକ କଟକର ହୋଟେଲରୁ ଧରାପଡ଼ିବା ମାମଲାରେ କଟକ…

Gold rate today: ଲଗାତାର ସୁନା-ରୁପା ଦରରେ ବଡ଼ ଧରଣର ହ୍ରାସ: ୫ ଦିନରେ କମିଲା ଏତିକି ଟଙ୍କା

ଭୁବନେଶ୍ୱର: ସୁନା ଦାମ ଆକାଶ ଛୁଆଁ ହେବା ପରେ ଦର ଖସିବାରେ ଲାଗିଛି । କେବଳ ସୁନା ନୁହେଁ, ରୁପା ଦର ମଧ୍ୟ ଖସିଛି । ଧନତେରାସ ଓ ଦୀପାବଳି ପରେ ସୁନା, ରୁପାର ଦାମ ଖସିଛି। ଦୀପାବଳି ପରେ ସୁନା ଏବଂ ରୁପା ଦରରେ ଦେଖାଦେଇଛି ବଡ଼ ହ୍ରାସ। ଉଭୟ ଧାତୁ ନିଜ ନିଜର ସର୍ବକାଳୀନ ରେକର୍ଡ ସ୍ତରରୁ…