Latest Odisha News

BREAKING NEWS

Browsing Category

ଓଡିଶା

Odisha

Weather Update: କାଳବୈଶାଖୀ ପ୍ରଭାବରେ ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ସତର୍କତା ଜାରି

ଭୁବନେଶ୍ୱର: ରାଜ୍ୟରେ କିଛିଦିନ ହେବ ଜାରି ରହିଥିବା ଖରା ଓ ଗରମରେ ବ୍ରେକ୍‌ ଲାଗିଛି। କମିବ ଦିନ ତାପମାତ୍ରା, ତାତିରୁ ମିଳିବ ଆଶ୍ଵସ୍ତି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୨୦ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇପାରେ। ୧୭ ତାରିଖ…

ନକଲି ସିବିଆଇ ଅଧିକାରୀ ପରିଚୟ ଦେଇ କୋଟିଏ ଟଙ୍କାର ସୁନା ଲୁଟ୍; ୩ ଆନ୍ତଃରାଜ୍ୟ ଲୁଟେରା ଗିରଫ

​ବ୍ରହ୍ମପୁର: ସିବିଆଇ ଅଫିସର କହି କୋଟିଏ ଟଙ୍କାର ସୁନା ଲୁଟ କରିଛନ୍ତି ଦୁର୍ବୁତ୍ତ । ଏହି ଘଟଣାରେ ୩ ଜଣ ଆନ୍ତଃରାଜ୍ୟ ଲୁଟେରାଙ୍କୁ ଗିରଫ କରିଛି ବ୍ରହ୍ମପୁର ପୋଲିସ । ଅଭିଯୁକ୍ତଙ୍କ ନିକଟରୁ ୧୪ ଲକ୍ଷ ୮୦ ହଜାର ଟଙ୍କାର ସୁନା ଅଳଙ୍କାର ମଧ୍ୟ ଜବତ ହୋଇଛି । ଗିରଫ ଅଭିଯୁକ୍ତମାନେ ହେଲେ…

ଇଗ୍ନୋର ନାମଲେଖା ଅବଧି ଚଳିତ ମାର୍ଚ୍ଚ ୩୦ ତାରିଖକୁ ବୃଦ୍ଧି

ଭୁବନେଶ୍ବର: ବିଭିନ୍ନ ବର୍ଗର ଲୋକଙ୍କ ଆବଶ୍ୟକତାକୁ ଅନୁଧ୍ୟାନ କରି ଇଗ୍ନୋ କର୍ତ୍ତୃପକ୍ଷ ଜାନୁଆରୀ-୨୦୨୬ ଶିକ୍ଷାସତ୍ର ପାଇଁ ନାମଲେଖା ଅବଧିକୁ ଏବଂ ପୁନଃ ପଞ୍ଜିକରଣ ସମାୟାବଧିକୁ ମଧ୍ୟ ଚଳିତ ମାସ ୩୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି (ସାର୍ଟିଫିକେଟ୍ ଏବଂ ସେମିଷ୍ଟାର-ଆଧାରିତ…

ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନଗୁଡ଼ିକର ଚଳାଚଳରେ ସଂଶୋଧିତ ପରିବର୍ତ୍ତନ

ଭୁବନେଶ୍ୱର: ଯାତ୍ରୀ ସୁବିଧା ଏବଂ କାର୍ଯ୍ୟକ୍ଷମ ଦକ୍ଷତା ବୃଦ୍ଧି କରିବା ପାଇଁ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ, ପୂର୍ବ ତଟ ରେଳପଥ ପୁରୀ ରେଳ ଷ୍ଟେସନରେ ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ଉନ୍ନତିକରଣ କାର୍ଯ୍ୟ ଘୋଷଣା କରିଛି । ଏହି କାର୍ଯ୍ୟରେ ଷ୍ଟେସନ ୟାର୍ଡରେ ବାଲାଷ୍ଟଲେସ୍ ଟ୍ରାକ୍ ନିର୍ମାଣ…

୨୭ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ଅଭିଯୁକ୍ତକୁ ଗିରଫ କଲା ଭୁବନେଶ୍ୱର ଅବକାରୀ ଟିମ୍

ଭୁବନେଶ୍ୱର: ବାଲେଶ୍ବରରୁ ଭୁବନେଶ୍ୱର ବ୍ରାଉସୁଗାର ଚାଲାଣ ବେଳେ ଧରାପଡ଼ିଲା ବେପାରୀ । ଶିଶୁ ଭବନ ଛକରେ ଅବକାରୀ ଟିମ୍ ଅଭିଯୁକ୍ତକୁ ଗିରଫ କରିଛି ଭୁବନେଶ୍ୱର ଅବକାରୀ ଟିମ୍ । ଅଭିଯୁକ୍ତ ଠାରୁ ୨୭ ଲକ୍ଷ ଟଙ୍କାର ବ୍ରାଉସୁଗାର ଜବତ କରିଛି ପୋଲିସ । ଅଭିଯୁକ୍ତ ହେଲେ ତପୁ । ଏଥିସହ ଅଭିଯୁକ୍ତ…

SCB Fire Tragedy: SCBରେ ନିଆଁ ଲାଗି ମୃତ୍ୟୁ ଘଟଣା;ରିପୋର୍ଟ ମାଗିଲେ NHRC

କଟକ:SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଏହି SCBରେ ନିଆଁ ଲାଗି ୧୦ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ସଚିବଙ୍କୁ ରିପୋର୍ଟ ମାଗିଲେ ଜାତୀୟ ମାନବାଧିକାର କମିଶନ । ଘଟଣାର ଅନୁଧ୍ୟାନ କରି…

ଏହି ଜିଲାର ରବରର ରହିଛି ଚାହିଦା;ହେକ୍ଟର ପିଛା ଚାଷୀଙ୍କୁ ମିଳୁଛି ୨ଲକ୍ଷ ଲାଭ

ଗଜପତି:ପାହାଡିଆ ଅଞ୍ଚଳରେ ରବର ଚାଷ କରି ଚାଷୀ ବେଶ୍‌ ଉପକୃତ ହେଉଛନ୍ତି । ଗଜପତି ଜିଲାରେ ଏବେ ୨ହଜାରରୁ ଅଧିକ ହେକ୍ଟର ଜମିରେ ରବର ଚାଷ ହେଉଛି। ଚାଷୀ ହେକ୍ଟର ପିଛା ୨ଲକ୍ଷ ଟଙ୍କା ଲାଭ ପାଉଛନ୍ତି। ଜିଲାର ଗୁମ୍ମା, ମୋହନା, କାଶୀନଗର, ଗୋଷାଣୀ ବ୍ଲକରେ ଚାଷୀ ରବର ଚାଷ କରୁଥିବା ବେଳେ…

କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ୨୦୨୫; ଓଡିଶାରୁ ବିଶିଷ୍ଟ କବି ଗିରିଜା କୁମାର ବଳିୟାରସିଂ ମନୋନିତ

ଭୁବନେଶ୍ବର: କେନ୍ଦ୍ର ସାହିତ୍ୟ ଏକାଡେମୀ ତରଫରୁ ୨୦୨୫ ବର୍ଷ ପାଇଁ ସାହିତ୍ୟ ଏକାଡେମୀ ପୁରସ୍କାର ‌ଘୋଷଣା କରାଯାଇଛି । ବିଭିନ୍ନ ଭାଷାରେ ସାରା ଭାରତର ବିଶିଷ୍ଟ ଲେଖକମାନଙ୍କୁ ଏକାଡେମୀ ପକ୍ଷରୁ ଚୟନ କରାଯାଇଛି । କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ଓଡ଼ିଆ, ହିନ୍ଦୀ, ବଙ୍ଗଳା, ତେଲୁଗୁ,…

ଓଡ଼ିଶା ମଧ୍ୟ ଦେଇ ନିର୍ମାଣ ହେବ ୫୨୨ କିଲୋମିଟର ହାଇସ୍ପିଡ୍‌ କରିଡ଼ର, ୯ଟି ଜିଲ୍ଲାର ୨୭ଟି ସହରକୁ କରିବ ସଂଯୋଗ

ଭୁବନେଶ୍ୱର: ଖଡ଼ଗପୁର-ଟାଙ୍ଗୀ-ବିଶାଖାପାଟଣା-ବିଜୟୱାଡ଼ା ଏକ୍ସପ୍ରେସ୍‌ ୱ ତଥା ହାଇସ୍ପିଡ୍‌ କରିଡ଼ର ନିର୍ମାଣ ନେଇ ଏକ ଉଚ୍ଚସ୍ତରୀୟ ବୈଠକ ଲୋକସେବା ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ନିର୍ମାଣ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଓଡ଼ିଶା…

ରାଜ୍ୟସଭା ନିର୍ବାଚନରେ ବିଜୟୀ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ଭୁବନେଶ୍ବର: ସରିଲା ଭୋଟ୍‌ ଗଣତି । ହାଇଭୋଲ୍ଟେଜ ଲଢେଇ ଭିତରେ ପ୍ରକାଶ ପାଇଲା ରାଜ୍ୟସଭା ନିର୍ବାଚନ ଫଳ । ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ଦିଲ୍ଲୀପ ରାୟ ଓ ସଂନ୍ତୃପ୍ତ ମିଶ୍ର । ହାରିଲେ ଦତ୍ତେଶ୍ବର ହୋତା । ସଂତୃପ୍ତଙ୍କୁ ୩୧ଟି ଭୋଟ୍‌ ମିଳିଥିବାବେଳେ ଦିଲ୍ଲୀପ…