Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏସସିବି ଅଗ୍ନି ଦୁର୍ଘଟଣା; ଫ୍ୟାକ୍ଟ ଫାଇଣ୍ଡିଙ୍ଗ୍ ଟିମ୍ ଗଠନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କଟକ ଏସ୍.ସି.ବି ମେଡିକାଲ କଲେଜ ଓ ହସ୍ପିଟାଲରେ ଘଟିଯାଇଥିବା ଦୁର୍ଭାଗ୍ୟଜନକ ଅଗ୍ନିକାଣ୍ଡ ଏବଂ ଏଥିପାଇଁ ରୋଗୀମାନଙ୍କ ମୃତ୍ୟୁ ଘଟଣା । ଏନେଇ ଏକ ଫ୍ୟାକ୍ଟ ଫାଇଣ୍ଡିଙ୍ଗ୍ ଟିମ୍ ଗଠନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କେଉଁ କାରଣରୁ ଏଭଳି ଦୁର୍ଭାଗ୍ୟଜନକ ଅଗ୍ନିକାଣ୍ଡ…

୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଶିକ୍ଷା ବିଭାଗର ଆକାଉଣ୍ଟାଣ୍ଟ

ବରଗଡ଼: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ରଗଡ଼ ଜିଲ୍ଲା ବରପାଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ କନିଷ୍ଠ କିରାଣୀ ତଥା ଆକାଉଣ୍ଟାଣ୍ଟ ରଜନୀକାନ୍ତ କର । ବକେୟା ଦରମା ପାଇଁ ୬ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଓଡ଼ିଶା ଭିଜିଲାନ୍ସ ତାଙ୍କୁ ଗିରଫ…

Cross-Voting in Rajya Sabha Election: ରାଜ୍ୟସଭା ନିର୍ବାଚନରେ କ୍ରସ୍-ଭୋଟିଂ କରିଛନ୍ତି କଂଗ୍ରେସର ୩ ବିଧାୟକ

ଭୁବନେଶ୍ଵର: ରାଜ୍ୟସଭା ନିର୍ବାଚନରେ କ୍ରସ୍-ଭୋଟିଂ ଅଭିଯୋଗ। ରାଜ୍ୟ ରାଜନୀତିରେ ବଡ଼ ବିବାଦ ସୃଷ୍ଟି କରିଛି। ବିରୋଧୀ ଦଳର ଅନେକ ବିଧାୟକ ସେମାନଙ୍କ ଦଳୀୟ ଲାଇନ ବିରୋଧରେ ଭୋଟ ଦେଇଥିବା ଜଣାପଡ଼ିଛି। ମୋଟ୍ ୮ ଜଣ ବିଧାୟକ କ୍ରସ୍-ଭୋଟିଂ କରିଛନ୍ତି ବୋଲି ଜଣାପଡିଛି। ମିଳିଥିବା ସୂଚନା…

Rajya Sabha Poll Row: ବିଧାୟିକା ଉପାସନା ମହାପାତ୍ରଙ୍କ ଭୋଟ୍ ନେଇ ବିବାଦ, ବିଜେପି ପ୍ରକ୍ରିୟାରେ ହେରଫେର କରୁଛି…

ଭୁବନେଶ୍ଵର: ଓଡିଶାରେ ରାଜ୍ୟସଭା ନିର୍ବାଚନ ସମୟରେ ବ୍ରହ୍ମଗିରି ବିଧାୟକ ଉପାସନା ମହାପାତ୍ର ଓଭରରାଇଟିଂ ଯୋଗୁଁ ଦ୍ୱିତୀୟ ବାଲଟ୍ ପେପର ମାଗିବା ପରେ ଏକ ବିବାଦ ଦେଖାଦେଇଥିଲା, ଯାହାକୁ ନେଇ ଖପ୍ପା ବିରୋଧୀ ଏଜେଣ୍ଟ। ବିଜେଡି, କଂଗ୍ରେସ ଏହାକୁ ଜୋରଦାର ବିରୋଧ କରିଥିବା ବେଳେ କିଛି ସମୟ ପାଇଁ…

CPET 2026: ବଢ଼ିଲା CPET ପରୀକ୍ଷା ଆବେଦନ ପାଇଁ ସମୟ ସୀମା

ଭୁବନେଶ୍ବର: CPET ପରୀକ୍ଷା ପାଇଁ ଆବେଦନ କରିବାର ସମୟ ସୀମା ବଢିଲା । ଆବେଦନର ସମୟ ସୀମାକୁ ମାର୍ଚ୍ଚ ୧୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି ହୋଇଛି । CPET ପରୀକ୍ଷା ପାଇଁ ଆଗ୍ରହୀ ଥିବା ଛାତ୍ରଛାତ୍ରୀମାନେ ମାର୍ଚ୍ଚ ୧୮ ତାରିଖ ରାତି ୧୧.୪୫ ଘଟିକା ପର୍ଯ୍ୟନ୍ତ ସାମ୍ସ (SAMS) ପୋର୍ଟାଲକୁ ଯାଇ ନିଜର…

SCB ଅଗ୍ନିକାଣ୍ତ ଘଟଣାରେ ରାଷ୍ଟ୍ରପତିଙ୍କ ଶୋକ, ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କା ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

କଟକ: କଟକର ଏସସିବି ମେଡିକାଲର ଅଗ୍ନିକାଣ୍ତ ଘଟଣାରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ତାଙ୍କର ଗଭୀର ସମବେଦନା ଏବଂ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି। ଏହି ଘଟଣାରେ ପ୍ରଧାନମନ୍ତ୍ରୀ ମୋଦି ମୃତକଙ୍କ…

Rajya Sabha Election: ରାଜ୍ୟସଭା କ୍ରସ୍-ଭୋଟିଂ ନେଇ ଶିବକୁମାରଙ୍କ ଚାଞ୍ଚଲ୍ୟା ବୟାନ, “ଓଡ଼ିଶା କଂଗ୍ରେସ…

ନୂଆଦିଲ୍ଲୀ: ଦେଶର ୩୭ ଟି ରାଜ୍ୟସଭା ଆସନ ପାଇଁ ଆଜି ଭୋଟ୍ ଗ୍ରହଣ ଆରମ୍ଭ ହୋଇଯାଇଛି। ତଥାପି, ଏହି ଆସନ ମଧ୍ୟରୁ ୨୬ ଟି ପୂର୍ବରୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇସାରିଛି। ଭୋଟ୍ ଦେବାର ଠିକ୍ ପୂର୍ବରୁ, କର୍ଣ୍ଣାଟକର ଉପମୁଖ୍ୟମନ୍ତ୍ରୀ ଡିକେ ଶିବକୁମାର ଏକ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ସେ…

President’s Breakfast Meeting: SCB ହସ୍ପିଟାଲ ଦୁର୍ଘଟଣା: ରାଷ୍ଟ୍ରପତିଙ୍କ ସହ ଜଳଖିଆ ବୈଠକରେ ଯୋଗ ଦେବେନି…

ନୂଆଦିଲ୍ଲୀ: ରବିବାର ବିଳମ୍ବିତ ରାତିରେ କଟକ ସ୍ଥିତ ବଡ଼ ମେଡିକାଲରେ ଘଟିଥିବା ଅଘଟଣ ପ୍ରତି ନିଜର ଦୁଃଖ ପ୍ରକାଶ କରି, ବିଜୁ ଜନତା ଦଳ (BJD)ର ସମସ୍ତ ସାଂସଦ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା ଆୟୋଜିତ ଜଳଖିଆ ବୈଠକରେ ଯୋଗ ନଦେବାକୁ ନିଷ୍ପତି ନେଇଛନ୍ତି। ଏଭଳି…

SCB ଅଗ୍ନିକାଣ୍ଡ: ମୃତକଙ୍କ ମିଳିଲା ପରିଚୟ, ICU ଭିତରେ ଫସିଥିଲେ ରୋଗୀ

କଟକ: SCB ମେଡିକାଲରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଏହି ଅଗ୍ନିକାଣ୍ଡରେ ୧୦ ମୃତକଙ୍କ ମିଳିଲା ପରିଚୟ ମିଳିଛି। ୧୦ ମୃତକ ଜଣଙ୍କ ମଧ୍ୟରେ ରମେଶ ପରିଡ଼ା, ଦାଶରୁ ମୁଣ୍ଡା, ଏମ.ଡି ନ୍ୟୁମ,…

Weather Update: ଝଡ଼ବର୍ଷା ନେଇ ଏହି ସବୁ ଜିଲ୍ଲାକୁ ଅରେଞ୍ଜ୍‌ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ କିଛିଦିନ ହେବ ଜାରି ରହିଥିବା ଖରା ଓ ଗରମରେ ବ୍ରେକ୍‌ ଲାଗିଛି। କମିବ ଦିନ ତାପମାତ୍ରା, ତାତିରୁ ମିଳିବ ଆଶ୍ଵସ୍ତି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆଗାମୀ ପାଞ୍ଚ ଦିନ ଯାଏ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିବ । ଦିନର ତାପମାତ୍ରା ୩ରୁ ୫ ଡିଗ୍ରୀ କମ ରହିବ।…