Latest Odisha News

BREAKING NEWS

Browsing Category

ଓଡିଶା

Odisha

ମାଗଣା ଚାଉଳରେ ପେଟ ପୂରୁଛି, ହେଲେ ପୁଷ୍ଟିକର ଖାଦ୍ୟରୁ ବଞ୍ଚିତ

ରାୟଗଡ଼ା: ରାଜ୍ୟ ତଥା କେନ୍ଦ୍ର ସରକାରଙ୍କ ଖାଦ୍ୟ ସୁରକ୍ଷା ଯୋଜନା ମାଧ୍ୟମରେ ଗରିବ ଏବଂ ଅସହାୟ ଲୋକଙ୍କୁ ମାଗଣା ଚାଉଳ ଯୋଗାଇ ଦିଆଯାଉଛି। ଏହି ଯୋଜନା ଫଳରେ ରାୟଗଡ଼ା ଭଳି ଆଦିବାସୀ ଅଧ୍ୟୁଷିତ ତଥା ଦୁର୍ଗମ ଜିଲ୍ଲାରେ ଲୋକଙ୍କ ପେଟକୁ ଦୁଇ ଓଳି ଦୁଇ ମୁଠା ଖାଇବାକୁ ମିଳୁଛି ସତ, କିନ୍ତୁ ଶରୀର…

ଆଗକୁ ବଢ଼ୁଛି ମୌସୁମୀ: ସମ୍ପୂର୍ଣ୍ଣ ଉପକୂଳ ଅଞ୍ଚଳ ଛୁଇଁଲା, ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହେବାରେ ଲାଗିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)ର ସଦ୍ୟତମ ସୂଚନା ଅନୁଯାୟୀ, ମୌସୁମୀ ଏବେ ଓଡ଼ିଶାର ଆହୁରି ଅନେକ ଜିଲ୍ଲାକୁ ଅଗ୍ରସର ହୋଇ ସମ୍ପୂର୍ଣ୍ଣ ଉପକୂଳ ଅଞ୍ଚଳକୁ ଛୁଇଁ ସାରିଛି। ଦୀର୍ଘ ଦିନର…

Puri Police:ରଥଯାତ୍ରା ପୂର୍ବରୁ କ୍ରାଇମ୍ ଫ୍ରି ପାଇଁ ବଡ଼ ପଦକ୍ଷେପ; ୨୪ ଘଣ୍ଟାରେ ୨୩ ଅଭିଯୁକ୍ତ ଗିରଫ

ପୁରୀ: ଆସନ୍ତା ରଥଯାତ୍ରାକୁ ଦୃଷ୍ଟିରେ ରଖି ଆକ୍ସନ ମୋଡରେ ପୁରୀ ପୋଲିସ । ସହରକୁ ଅପରାଧମୁକ୍ତ ଓ ସୁରକ୍ଷିତ ରଖିବା ପାଇଁ ପୁଲିସ ଆକ୍ସନ ମୋଡକୁ ଆସିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୩ ଜଣ ଅଭିଯୁକ୍ତ ଗିରଫ କରାଯାଇଥିବା ବେଳେ ୮ଟି ମାମଲା ରୁଜୁ ହୋଇଛି । ଅଭିଯୁକ୍ତଙ୍କ ଠାରୁ ଖଣ୍ଡା, ଛୁରୀ, ଲୁହା…

ସରପଞ୍ଚ ଚାମେଲି ଓଝା ମାମଲାରେ ତେଜିଲା ରାଜନୀତି: ଭେଟିଲେ ବିଧାୟିକା ସୋଫିଆ, ଅଡୁଆରେ ବିଡିଓ

ସରପଞ୍ଚ ଚାମେଲି ଓଝା ମାମଲାରେ ତେଜିଲା ରାଜନୀତି: ଭେଟିଲେ ବିଧାୟିକା ସୋଫିଆ, ଅଡୁଆରେ ବିଡିଓ କେନ୍ଦ୍ରାପଡ଼ା: ମହାକାଳପଡ଼ା ବ୍ଲକ ଅଧୀନସ୍ଥ ତିଖିରି ପଞ୍ଚାୟତର ଚର୍ଚ୍ଚିତ ସରପଞ୍ଚ ଚାମେଲି ଓଝାଙ୍କ ଗିରଫଦାରୀ ମାମଲା ଏବେ ରାଜ୍ୟ ରାଜନୀତିରେ ଏକ ନୂଆ ଝଡ଼ ସୃଷ୍ଟି କରିଛି। ଏହି…

ପରକୀୟା ପ୍ରୀତି ପାଇଁ ସାଙ୍ଗକୁ ମାରି ପୋତିଦେଲା ସାଙ୍ଗ

ବାଲେଶ୍ଵର: ସାଙ୍ଗକୁ ଡାକି ମାରିଲା ସାଙ୍ଗ। ଅପହରଣ ପରେ ଯୁବକଙ୍କୁ ହତ୍ୟା । ମାଟିତଳେ ପୋତିଦେଲା ଅଭିଯୁକ୍ତ । ବାଲେଶ୍ଵର ଜିଲ୍ଲା ନୀଳଗିରି ବ୍ଲକ ଜାମୁନା ଗାଁର ଏହି ଘଟଣା । ମୃତକ ହେଲେ ଏହି ଗାଁର ବୀରେନ୍ଦ୍ର ବେହେରା । ସୂଚନାଥାଉକି, ବୀରେନ୍ଦ୍ର ବେହେରା ନାମକ ବ୍ୟକ୍ତିଙ୍କ ଅପହରଣ ନେଇ…

ମହାକାଳପଡ଼ା ସରପଞ୍ଚ ଚାମେଲି ଓଝା ବିବାଦ ପ୍ରସଙ୍ଗ, ଜଣେ ଗିରଫ

କେନ୍ଦ୍ରାପଡ଼ା: ମହାକାଳପଡ଼ା ବ୍ଲକ୍‌ ତିଖିରି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚାମେଲି ଓଝାଙ୍କୁ ଆକ୍ରମଣ ଘଟଣା । ଅଭିଯୁକ୍ତ ପାର୍ଥସାରଥୀ ସାମନ୍ତରାୟଙ୍କୁ ଗିରଫ କଲା ମହାକାଳପଡ଼ା ପୋଲିସ । ମୋବାଇଲ ଛଡାଇବା ଓ ଦୁର୍ବ୍ୟବହାର କରିବା ଅଭିଯୋଗରେ ଏହି ଗିରଫ କରାଯାଇଥିବା ସୂଚନା ରହିଛି । ଗତ ୧୦…

୨୦ରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଓଡ଼ିଶା ଗସ୍ତ: ପାହାଡ଼ପୁର ପରିଦର୍ଶନ ସହ ରାଜ୍ୟ ବିଜେପି ସରକାରଙ୍କ ବର୍ଷପୂର୍ତ୍ତି…

ଭୁବନେଶ୍ୱର: ଆସନ୍ତା ୨୦ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଗସ୍ତ କାଳରେ ସେ ମୟୂରଭଞ୍ଜ ଜିଲ୍ଲାର ଐତିହାସିକ ସ୍ଥଳ ପରିଦର୍ଶନ କରିବା ସହିତ ରାଜ୍ୟରେ ବିଜେପି ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉତ୍ସବରେ ସାମିଲ ହେବାର ପ୍ରମୁଖ କାର୍ଯ୍ୟକ୍ରମ…

ରାଜ୍ୟରେ କଡ଼ାକଡ଼ି ହେବ ହେଲମେଟ୍ ଓ ସିଟ୍ ବେଲ୍ଟ ଚେକିଂ

ଭୁବନେଶ୍ୱର: ରାଜ୍ୟରେ ଲଗାତାର ବଢୁଥିବା ସଡ଼କ ଦୁର୍ଘଟଣା ଏବଂ ଟ୍ରାଫିକ୍ ସମସ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏବେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଆଗାମୀ ଦିନରେ ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ବିଶେଷ କରି ରାଜପଥ ଓ…

ଗ୍ରୀଷ୍ମ ଛୁଟି ପରେ ଜୁନ୍ ୧୮ରେ ଖୋଲିବ ସ୍କୁଲ୍‌: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ସରି ସରି ଆସୁଛି ଗ୍ରୀଷ୍ମ ଛୁଟି । ଆସନ୍ତା ୧୮ ତାରିଖରେ ଖୋଲିବ ରାଜ୍ୟର ସମସ୍ତ ଘରୋଇ ଓ ସରକାରୀ ସ୍କୁଲ୍‌ । ଏନେଇ ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଯଦି ୧୮ ପର୍ଯ୍ୟନ୍ତ ବେଶୀ ଖରା ହୁଏ ତାହେଲେ ଚିନ୍ତା କରାଯିବ । ବର୍ତ୍ତମାନ ସୁଦ୍ଧା ଅନ୍ୟ କୌଣସି…

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲା: ପରିବାର ଲୋକଙ୍କ ବୟାନ ରେକର୍ଡ କଲା ବାରଙ୍ଗ ପୋଲିସ

କଟକ/ଉଦଳା: ବାଲେଶ୍ୱର ଫକୀର ମୋହନ ମେଡିକାଲ କଲେଜର ତୃତୀୟ ବର୍ଷ ଏମବିବିଏସ୍ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ପୋଲିସ ତଦନ୍ତ ଜୋରଦାର କରିଛି। କଟକର କାଠଯୋଡ଼ି ନଦୀରୁ ତାଙ୍କ ମୃତଦେହ ଉଦ୍ଧାର ହେବା ପରେ ଏବେ ଏହି ଘଟଣାରେ ପ୍ରେମ ବ୍ୟାପାର ଓ ହତ୍ୟା ଅଭିଯୋଗକୁ…