Latest Odisha News

BREAKING NEWS

Browsing Category

ଓଡିଶା

Odisha

Road Accident: ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟ୍ରକ୍ , ୧୦ରୁ ଅଧିକ ଗୁରୁତର

ବୌଦ୍ଧ: ଖୋର୍ଦ୍ଧା ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଭୈରବୀ ମନ୍ଦିର ନିକଟରେ ଭୟଙ୍କର ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ଧକ୍କା ଦେଲା ଟ୍ରକ୍ । ଏଥିରେ ୧୦ରୁ ଉର୍ଦ୍ଧ୍ଵ ଯାତ୍ରୀ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତର ଆହତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ…

Keonjhar Shutdown: ଆଜି ୧୨ ଘଣ୍ଟିଆ କେନ୍ଦୁଝର ବନ୍ଦ ଡାକରା

କେନ୍ଦୁଝର: ଆଜି ୧୨ ଘଣ୍ଟିଆ କେନ୍ଦୁଝର ବନ୍ଦ । ବିଶ୍ବହିନ୍ଦୁ ପରିଷଦ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ହିନ୍ଦୁ ଜନଜାତି ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ବିରୁଦ୍ଧରେ,  ଅନୁପ୍ରବେଶକାରୀ, ଉପଦ୍ରବକାରୀ, ଅସାମାଜିକ କାର୍ଯ୍ୟରେ ଲିପ୍ତ ବ୍ୟକ୍ତିମାନଙ୍କୁ ଚିହ୍ନଟ କରି ଜିଲ୍ଲାରୁ ବାହାର…

କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ପାଇଁ କିଏ ଦାୟୀ? ମା’ ଓ ସମ୍ପର୍କୀୟ ଭଉଣୀ ମୁହାଁମୁହିଁ…

ଭୁବନେଶ୍ବର: ଆରପାରିରେ ଓଡ଼ିଆ ସଙ୍ଗୀତ ଜଗତର ଭର୍ସାଟାଇଲ୍ ସିଙ୍ଗର ହ୍ୟୁମାନ ସାଗର । ଭୁବନେଶ୍ବର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ହ୍ୟୁମାନଙ୍କର ଗତ ରାତିରେ ପରଲୋକ ହୋଇଛି । ତେବେ ହ୍ୟୁମାନଙ୍କ ମୃତ୍ୟୁକୁ ନେଇ ସାଙ୍ଘାତିକ ଅଭିଯୋଗ କରିଛନ୍ତି ତାଙ୍କ ମାଆ । ଏହାକୁ ନେଇ ମୁହାଁମୁହିଁ…

ଜାଡରେ କଲବଲ ରାଜ୍ୟବାସୀ, ଜି.ଉଦୟଗିରି ରାଜ୍ୟର ସବୁଠୁ ଥଣ୍ଡା ଅଞ୍ଚଳ

ଭୁବନେଶ୍ବର: ସମଗ୍ର ରାଜ୍ୟରେ ଏବେ ଶୀତର ପ୍ରକୋପ ଜାରି ରହିଛି । ଜି.ଉଦୟଗିରି ରାଜ୍ୟର ସବୁଠୁ ଥଣ୍ଡା ଅଞ୍ଚଳ ପାଲଟିଛି । ତେବେ ବୁଧବାରଠାରୁ ରାଜ୍ୟରେ ଥଣ୍ଡା ପ୍ରକୋପ କମିବ, କିନ୍ତୁ ଆଭ୍ୟନ୍ତରୀଣ, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଶୀତ ଅନୁଭୂତ ହେବ । ମଙ୍ଗଳବାର ରାତିରୁ ତାପମାତ୍ରା ବଢ଼ିପାରେ ବୋଲି…

ହ୍ୟୁମାନଙ୍କ ଦେହାନ୍ତ ସଙ୍ଗୀତ ପାଇଁ ଅପୂରଣୀୟ କ୍ଷତି: ଶୋକ ପ୍ରକାଶ କଲେ ମୋହନ ଓ ନବୀନ

ଭୁବନେଶ୍ୱର: ଲୋକପ୍ରିୟ ଓଲିଉଡ୍ ଗାୟକ ହ୍ୟୁମାନ୍ ସାଗରଙ୍କର ସୋମବାର ସନ୍ଧ୍ୟାରେ ଏମ୍ସ-ଭୁବନେଶ୍ୱରରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କର ବୟସ ୩୬ ବର୍ଷ ଥିଲା। ତେବେ ତାଙ୍କ ଦେହାନ୍ତରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝି ଶୋକ ପ୍ରକାଶ କରି କହିଛନ୍ତି,…

ପରଲୋକରେ ଲୋକପ୍ରିୟ ଓଲିଉଡ୍ ଗାୟକ ହ୍ୟୁମାନ୍ ସାଗର

ଭୁବନେଶ୍ୱର: ଲୋକପ୍ରିୟ ଓଲିଉଡ୍ ଗାୟକ ହ୍ୟୁମାନ୍ ସାଗରଙ୍କର ସୋମବାର ସନ୍ଧ୍ୟାରେ ଏମ୍ସ-ଭୁବନେଶ୍ୱରରେ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କର ବୟସ ୩୬ ବର୍ଷ ଥିଲା। ତାଙ୍କୁ ଶୁକ୍ରବାର ଅପରାହ୍ନରେ ଗୁରୁତର ଅବସ୍ଥାରେ ଏମ୍ସ-ଭୁବନେଶ୍ୱରରେ ଭର୍ତ୍ତି କରାଯାଇଥିଲା। ଯାହାପରେ ତାଙ୍କ…

ଏୟାରଲିଫ୍ଟ ପାଇ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍ ନାହିଁ: ହ୍ୟୁମାନ ସାଗରଙ୍କ ପତ୍ନୀ

ଭୁବନେଶ୍ବର: ୩୪ ବର୍ଷୀୟ ଓଲିଉଡ ଗାୟକ ହ୍ୟୁମାନ ସାଗରଙ୍କୁ ଶୁକ୍ରବାର ଦିନ ଏମ୍ସ-ଭୁବନେଶ୍ୱରର ମେଡିକାଲ୍ ଇଣ୍ଟେନ୍ସିଭ୍ କେୟାର ୟୁନିଟ୍ (MICU)ରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ନେଇ ସୂଚନା ମିଳିଛି। ତାଙ୍କୁ ୭୨ ଘଣ୍ଟା ଧରି କଡ଼ା ନିରୀକ୍ଷଣରେ…

କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲର ୧୧ତମ ଜାତୀୟ ଶିଶୁ ସାହିତ୍ୟ ମହୋତ୍ସବ ଉଦଯାପିତ

ଭୁବନେଶ୍ୱର: କିଟ୍ ଇଣ୍ଟରନ୍ୟାସନାଲ ସ୍କୁଲର ୧୧ତମ ଜାତୀୟ ଶିଶୁ ସାହିତ୍ୟ ମହୋତ୍ସବ ୨୦୨୫ ରବିବାର ଉଦଯାପିତ ହୋଇଯାଇଛି। ଶନିବାର ଓ ରବିବାର ଦୁଇ ଦିନ ଧରି ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଛାତ୍ରଛାତ୍ରୀମାନଙ୍କୁ କଳ୍ପନା, ସର୍ଜନଶୀଳତା ଏବଂ କାହାଣୀ କହିବାର ଉତ୍ସାହ ପାଇଁ ଆକର୍ଷିତ…

କେନ୍ଦ୍ରାପଡାରେ ଆରମ୍ଭ ହୋଇଛି ବାଂଲାଦେଶୀ ଚିହ୍ନଟ; ବସ୍ ଓ ଯାନବାହାନ ଯାଞ୍ଚ

କେନ୍ଦ୍ରାପଡା: ଜଗତସିଂହପୁରରେ ସନ୍ଦିଗ୍ଧ ବାଂଲାଦେଶୀଙ୍କ କାରନାମା ସାମ୍ନାକୁ ଆସିବା ପରେ କେନ୍ଦ୍ରାପଡ଼ା ଜିଲ୍ଲାରେ ମଧ୍ୟ ବାଂଲାଦେଶୀଙ୍କୁ ଧରିବା ଲାଗି ଯାଞ୍ଚ କରାଯାଉଛି। ବିଭିନ୍ନ ସ୍ଥାନରେ ପୋଲିସ ବ୍ଲକିଂ ଚେକିଂ ଆରମ୍ଭ କରିଛି । ବିଭିନ୍ନ ଯାତ୍ରୀବାହୀ ବସ୍ ଓ ଅନ୍ୟ ଗାଡ଼ିମୋଟର ଯାଞ୍ଚ…

Barabati India-South Africa T20 match: ପୁଣି କମ୍ପିବ ବାରବାଟୀ ଷ୍ଟାଡିୟମ; ଡିସେମ୍ବର୧ରୁ ଟି-୨୦ ମ୍ୟାଚର ଅନଲାଇନ…

କଟକ:ବାରବାଟୀ(Barabati)ରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ(India VS South Africa T20) ପାଇଁ ଡିସେମ୍ବର ୫ରୁ ଟିକେଟ୍‌ ବିକ୍ରି ଆରମ୍ଭ ହେବ। ସୂଚନା ଦେଲେ OCA ସମ୍ପାଦକ ସଞ୍ଜୟ ବେହେରା । ଷ୍ଟାଡିୟମର ୬ଟି କାଉଣ୍ଟରରେ ଟିକେଟ୍‌ ବିକ୍ରି ହେବ। ଡିସେମ୍ବର ୧ ତାରିଖରେ ଅନଲାଇନରେ ଟିକେଟ୍‌…