Latest Odisha News

BREAKING NEWS

Browsing Category

ଓଡିଶା

Odisha

ପିଡିଏସ ଦୁର୍ନୀତି ଅଭିଯୋଗ ନେଇ ବିଡିଓଙ୍କ ଦ୍ବାରସ୍ଥ ହେଲେ ହିତାଧିକାରୀ

ନୂଆପଡା : ହିତାଧିକାରୀଙ୍କୁ ମିଳୁନି ପିଡ଼ିଏସ ସାମଗ୍ରୀ । କାର୍ଡ଼ ବନ୍ଦ ହୋଇଥିବା କହି ଫେରାଇ ଦେଉଛନ୍ତି । ଏଭଳି ଦୃଶ୍ୟ ନୂଆପଡ଼ା ଜିଲ୍ଲା ତୁକୁଲା ଗ୍ରାମ ପଞ୍ଚାୟତରେ ଦେଖିବାକୁ ମିଳିଛି । ହିତାଧିକାରୀ ପଞ୍ଚାୟତକୁ ସାମଗ୍ରୀ ଆଣିବାକୁ ଗଲେ ତୁମର କାର୍ଡ ବନ୍ଦ ହୋଇଯାଇଛି କହି ଫେରାଇ…

ଅଙ୍ଗନବାଡ଼ି କର୍ମୀଙ୍କ ମିଥ୍ୟା ବୟାନକୁ ବିରୋଧ

ଜଗତସିଂହପୁର: ଅଙ୍ଗନବାଡ଼ି କର୍ମୀଙ୍କ ମିଥ୍ୟା ବୟାନକୁ ବିରୋଧ କରି ଥାନାର ଦ୍ୱାରସ୍ଥ ହେଲେ ଶତାଧିକ ଅଙ୍ଗନବାଡ଼ି କର୍ମୀ। ଘଟଣାଟି ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଳକ ସମନ୍ବିତ ଶିଶୁ ବିକାଶ କାର୍ଯ୍ୟଳୟରେ ଦେଖିବାକୁ ମିଳିଛି। ସୂଚନା ମୁତାବକ ଗତ ୨ଦିନ ତଳେ କୁଜଙ୍ଗ ବ୍ଳକ ତଳପଡା ସେକ୍ଟରର ଜଣେ…

ଗିରଫ ହେଲେ ବିଜେଡି ଯୁବ ସାଧାରଣ ସମ୍ପାଦକ ଅମରେନ୍ଦ୍ର ପ୍ରତାପ ସ୍ୱାଇଁ

କଟକ: ଗିରଫ ହେଲେ ବିଜେଡିର ଯୁବ ସାଧାରଣ ସମ୍ପାଦକ ଅମରେନ୍ଦ୍ର ପ୍ରତାପ ସ୍ୱାଇଁ । କଟକ ତେଲେଙ୍ଗାପେଣ୍ଠ ଅଂଚଳରେ ଥିବା ଏକ ସୋ’ ରୁମ ସାମ୍ନାରେ ଜଣେ ଯୁବକଙ୍କୁ ତଳେ ଆଣ୍ଠେଇ ମାଡ ମାରିବା ଓ ପରେ ସ୍ଥାନୀୟ ଲୋକଙ୍କୁ ମାଡ ମାରିବା ଘଟଣାରେ ଅମରେନ୍ଦ୍ର ଗିରଫ ହୋଇଛନ୍ତି । ଏହି ମାମଲାରେ କଟକ ସଦର…

ଓଡ଼ିଶୀ ନୃତ୍ୟ ସହିତ କୁଚିପୁଡ଼ି ନୃତ୍ୟରେ ଦର୍ଶକ ହେଲେ ବିଭୋର

ଭୁବନେଶ୍ୱର  -ତ୍ରିଧାରା ଅନୁଷ୍ଠାନ ଦ୍ୱାରା ଆୟୋଜିତ ୧୬ତମ ଗୁରୁ ଦେବପ୍ରସାଦ ପୁରସ୍କାର ଉତ୍ସବର ଦ୍ୱିତୀୟ ସଂଧ୍ୟାରେ ଓଡ଼ିଶୀ ଦଳଗତ, ଦୈତ୍ୟ ଓ ଏକକ ନୃତ୍ୟ ସହିତ କୁଚିପୁଡ଼ି ନୃତ୍ୟର ଏକ ସୁନ୍ଦର ମିଶ୍ରଣ ରବୀନ୍ଦ୍ର ମଣ୍ଡପରେ ଦେଖିବାକୁ ମିଳିଥିଲା । ଦ୍ୱିତୀୟ ସନ୍ଧ୍ୟାର ପ୍ରଥମ ଉପସ୍ଥାପନା ଥିଲା…

ରାଜ୍ୟରେ ବରିଷ୍ଠ ଆଇଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ରାଜ୍ୟରେ ଆଇଏଏସ ସ୍ତରରେ  ଅଦଳବଦଳ କରିଛନ୍ତି ସରକାର । ଆର କେ ଶର୍ମାଙ୍କୁ ବୋର୍ଡ ଅଫ ରେଭନ୍ୟୁ ମେମ୍ବର ଭାବେ ଅବସ୍ଥାପିତ କରାଯାଇଥିବାବେଳେ  ୧୯୮୯ ବ୍ୟାଚ୍ ଆଇଏଏସ୍ ପ୍ରଦୀପ କୁମାର ଜେନାଙ୍କୁ କୃଷି ଉତ୍ପାଦନ କମିଶନର ଭାବେ ଅତିରିକ୍ତ ଦାୟିତ୍ବ ମିଳିଛି । ପ୍ରଦୀପ ଜେନା ଯୋଜନା ଓ…

କେନ୍ଦୁଝରରେ ହଷ୍ଟେଲ ଅନ୍ତେବାସୀମାନଙ୍କ ପାଇଁ ମାଣ୍ଡିଆ ଲଡୁ ବ୍ୟବସ୍ଥାର ଶୁଭାରମ୍ଭ

କେନ୍ଦୁଝର : ପ୍ରତି ବ୍ୟକ୍ତିଙ୍କ ଖାଦ୍ୟ ଥାଳିରେ ଅଧିକ ପୋଷଣଯୁକ୍ତ ମାଣ୍ଡିଆ ଜାତୀୟ ଖାଦ୍ୟ ସାମିଲ କରି ସମସ୍ତେ ସୁସ୍ଥ ରୁହନ୍ତୁ ବୋଲି ରାଜ୍ୟ ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ, ହସ୍ତତନ୍ତ, ବୟନ ଓ ହସ୍ତକଳା ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢୀ ଆହ୍ୱାନ ଜଣାଇଛନ୍ତି ।…

ପୁରୀ ଅଭିମୁଖେ ଆସୁଥିବା ତୀର୍ଥଯାତ୍ରୀ ବସ ଦୁର୍ଘଟଣାର ଶିକାର

ଟାଙ୍ଗୀ: କୋଲକାତାରୁ ପୁରୀ ଅଭିମୁଖେ ଆସୁଥିବା ଏକ ତୀର୍ଥଯାତ୍ରୀ ବସ ଦୁର୍ଘଟଣାର ଶିକାର ହୋଇଛି। କଟକ ଜିଲ୍ଲା ଟାଙ୍ଗୀ ବନ୍ଦାଳସ୍ଥିତ ଟୋଲ ପ୍ଲାଜା ନିକଟରେ ବସଟି ଦୁର୍ଘଟଣାର ଶିକାର ହୋଇଛି। ସନ୍ଧ୍ୟା ପ୍ରାୟ ୭ଟା ସମୟରେ ୧୬ ନମ୍ବର ଜାତୀୟ ରାଜପଥରେ। ଖବର ଲେଖା ହେବା ସୁଦ୍ଧା ଦୁର୍ଘଟଣାରେ…

ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ପଦ୍ମପୁରକୁ ନବୀନଙ୍କ ଭେଟି

ଭୁବନେଶ୍ୱର: ବରଗଡ ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ପରଲୋକ ପରେ ଖାଲି ପଡ଼ିଛି ଏହି ଆସନ। ଖୁବଶୀଘ୍ର ନିର୍ବାଚନ ପାଇଁ ତାରିଖ ଘୋଷଣା ହେବାକୁ ଯାଉଛି। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ପଦ୍ମପୁରରେ ୪୮୮ କୋଟି ଟଙ୍କାର ନୂଆ ପ୍ରକଳ୍ପର ଶୁଭାରମ୍ଭ ହୋଇଛି। ସମସ୍ତଙ୍କ…

ମୁଖ୍ୟଯନ୍ତ୍ରୀ ନିହାର ରଞ୍ଜନ ଦାସ ଗିରଫ

ଭୁବନେଶ୍ୱର: ଗିରଫ ହେଲେ ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ (ଆର୍‌ଡବ୍ଲୁଏସ୍‌ଏସ୍‌) ଭୁବନେଶ୍ୱର ସର୍କଲର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ନିହାର ରଞ୍ଜନ ଦାଶ। ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ନିଜର କଳା ଟଙ୍କାକୁ କ୍ରିପଟୋ କରେନ୍ସିରେ ଇନଭେସ୍ଟମେଣ୍ଟ …

ପ୍ରଫେସର ଲକ୍ଷ୍ମଣ କୁମାର ମହାପାତ୍ର ସ୍ମାରକୀ ବକ୍ତୃତା ଆୟୋଜିତ

ଭୁବନେଶ୍ୱର: ପ୍ରଫେସର ଲକ୍ଷ୍ମଣ କୁମାର ମହାପାତ୍ରଙ୍କ ଜନ୍ମବାର୍ଷିକୀ ପାଳନ ଉପଲକ୍ଷେ ଆୟୋଜିତ ହୋଇଛି ବକ୍ତୃତା । ଲକ୍ଷ୍ମଣ କୁମାର ମହାପାତ୍ର ମେମୋରିଆଲ୍ ଟ୍ରଷ୍ଟ ଏବଂ ଉତ୍କଳ ବିଶ୍ୱବିଦ୍ୟାଳୟର ନୃତତ୍ତ୍ୱ ବିଜ୍ଞାନ ସ୍ନାତକତ୍ତୋର ବିଭାଗର ମିଳିତ ଆନୁକୂଲ୍ୟରେ ଦ୍ୱିତୀୟ ପ୍ରଫେସର ଲକ୍ଷ୍ମଣ…