Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ୪୮୫ଟି ମାଓ ପ୍ରଭାବିତ ଗ୍ରାମକୁ ମିଳିବ କ୍ରୀଡ଼ା ସାମଗ୍ରୀ

ଭୁବନେଶ୍ୱର: ଓଡ଼ିଶାର ଦୁର୍ଗମ ତଥା ମାଓ ପ୍ରଭାବିତ ଅଞ୍ଚଳର ଯୁବପିଢ଼ିଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ଏବଂ ସେମାନଙ୍କ ମଧ୍ୟରେ କ୍ରୀଡ଼ା ପ୍ରତିଭାର ବିକାଶ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନକ୍ରମେ କ୍ରୀଡ଼ା ଓ ଯୁବସେବା ବିଭାଗ…

ଭୁବନେଶ୍ୱରରୁ କଟକ ଚଳାଚଳ କରିବ ନମୋ ଟ୍ରେନ; ମେଟ୍ରୋ ପ୍ରକଳ୍ପକୁ ନେଇ ରେଳମନ୍ତ୍ରୀ କହିଲେ…

ଭୁବନେଶ୍ବର: କଟକରୁ ଭୁବନେଶ୍ୱର ଏବଂ ଭୁବନେଶ୍ୱରରୁ କଟକ ମଧ୍ୟରେ ପ୍ରତି ଅଧ ଘଣ୍ଟାରେ ନମୋ ଟ୍ରେନ ଚଳାଚଳ କରିବ ବୋଲି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରାଜ୍ୟସଭାରେ ଏହି ସୂଚନା ଦେଇଛନ୍ତି। ଏହି ଟ୍ରେନ ଚଳାଚଳ ହେଲେ ଦୁଇ ସହର ମଧ୍ୟରେ ଦିନକୁ ଯାତାୟାତ କରୁଥିବା ହଜାର ହଜାର ଯାତ୍ରୀଙ୍କୁ ବଡ଼…

ପ୍ରାପ୍ତବୟସ୍କ ଝିଅ ସ୍ବାଧୀନ ଭାବେ ବଞ୍ଚି ରହିବାର ନିଷ୍ପତ୍ତି ନିଜେ ନେଇପାରିବେ: ହାଇକୋର୍ଟ

କଟକ: ଜଣେ ପ୍ରାପ୍ତବୟସ୍କ ଝିଅ ନିଜ ଇଚ୍ଛାରେ ଯେଉଁଠିବି ରହିପାରିବ । ଯଦି ସେ ସ୍ବାଧୀନ ଭାବେ ବଞ୍ଚି ରହିବାକୁ ନିଷ୍ପତ୍ତି ନିଅନ୍ତି ତେବେ ତାଙ୍କୁ ଏଥିରେ କେହି ବାଧା ଦେଇ ପାରିବେ ନାହିଁ । ଏପରି ଝିଅଙ୍କୁ ଶ୍ଵଶୁରଘର ବା ବାପା-ମା’ଙ୍କ ପାଖରେ ରହିବାକୁ ବାଧ୍ୟ କରିବା ଭଳି ଆଇନରେ ବ୍ୟବସ୍ଥା…

ମାର୍ଚ୍ଚ ୨୧ରୁ ପୁରୀ ବେଳାଭୂମିରେ ତିନି ଦିନିଆ “ଫିଟ୍ ଇଣ୍ଡିଆ କାର୍ଣ୍ଣିଭାଲ୍”

ଭୁବନେଶ୍ୱର: ପୁରୀର ପବିତ୍ର ବେଳାଭୂମିରେ ଆସନ୍ତା ମାର୍ଚ୍ଚ ୨୧ରୁ ୨୩ ତାରିଖ ପର୍ଯ୍ୟନ୍ତ “ଫିଟ୍ ଇଣ୍ଡିଆ କାର୍ଣ୍ଣିଭାଲ୍” ଅନୁଷ୍ଠିତ ହେବାକୁ ଯାଉଛି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ପୁରୀ ବେଳାଭୂମି ସୁସ୍ଥ ଜୀବନଶୈଳୀ ଏବଂ କ୍ରୀଡ଼ା ଭିତ୍ତିକ ସଚେତନତାର ଏକ ପ୍ରମୁଖ ସ୍ଥଳ ପାଲଟିବ।…

Puri Municipality: ଶ୍ରୀଗୁଣ୍ଡିଚା ଓ ବାହୁଡ଼ା ଯାତ୍ରାରେ ବଡ଼ଦାଣ୍ଡରେ ରନ୍ଧାଖାଦ୍ୟ ମନା..

ପୁରୀ: ୨୦୨୬ ରଥଯାତ୍ରା ପାଇଁ ପୁରୀ ମ୍ୟୁନିସିପାଲିଟିର ଡ୍ରାଫ୍ଟ ଆକ୍ସନ ପ୍ଲାନ୍ ପ୍ରସ୍ତୁତ ହୋଇଛି । ଚଳିତ ବର୍ଷ ଶ୍ରୀଗୁଣ୍ଡିଚା ଓ ବାହୁଡ଼ା ଯାତ୍ରା ସମୟରେ ବଡ଼ଦାଣ୍ଡରେ ରନ୍ଧା ଖାଦ୍ୟ ନ ବାଣ୍ଟିବାକୁ ନିଆଯାଇଛି ନିଷ୍ପତ୍ତି । ଫଳରେ ବଡ଼ଦାଣ୍ଡରେ ଅଇଁଠା ପତ୍ର, ପାଣି ବୋତଲ ପଡ଼ିବନି। ବଡ଼ଦାଣ୍ଡ…

Prison Death:ଜେଲ୍‌ ଭିତରେ କଏଦୀର ଝୁଲନ୍ତା ମୃତଦେହ ଉଦ୍ଧାର; ହତ୍ୟା ଅଭିଯୋଗ ଆଣିଲେ ପରିବାର

ବଲାଙ୍ଗିର:ବଲାଙ୍ଗିର ଜେଲ ଭିତରେ କଏଦୀଙ୍କ ସନ୍ଦେହ ଜନକ ମୃତ୍ୟୁ । ମୃତ କଏଦୀ ବଲାଙ୍ଗିର ସଦର ଥାନା କୁଶଙ୍ଗ ଗାଁର ଭୀଷ୍ମଦେବ ସାହୁ ଓରଫ ଗୋପାଳ । ଆଜି ଜେଲ ଭିତରେ ଝୁଲନ୍ତା ଅବସ୍ଥାରେ ଭୀଷ୍ମଦେବଙ୍କ ମୃତଦେହ ଉଦ୍ଧାର କରାଯାଇଛି। ୨୦୨୧ ମସିହାରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ଜେଲ ଯାଇଥିଲେ…

ନବୀନଙ୍କ ଆରୋପ ‘ଘୋଡା ବେପାର କରୁଛି ବିଜେପି’, କଡା ଉତ୍ତର ରଖିଲେ ଜୟନାରାୟଣ

ଭୁବନେଶ୍ବର: ଆସନ୍ତା ୧୬ ତାରିଖରେ ଅନୁଷ୍ଠିତ ହେବ ରାଜ୍ୟ ସଭା ନିର୍ବାଚନ । ଏହି ରାଜ୍ୟସଭା ନିର୍ବାଚନକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓ ବିଜେପି ବିଧାୟକ ଜୟନାରାୟଣ ମିଶ୍ର ମୁହାଁମୁହିଁ ହୋଇଛନ୍ତି । ଘୋଡା ବେପାରକୁ ନେଇ ପରସ୍ପରକୁ ଆକ୍ଷେପ କରିଛନ୍ତି । ରାଜ୍ୟସଭାରେ ବିଜେପି…

ରାଜ୍ୟରେ ଯଦି କଂଗ୍ରେସର ସ୍ଥିତି ଏପରି ହୋଇଛି ସେଥିପାଇଁ କେବଳ ବିଜେଡି ଦାୟୀ: ସୋଫିଆ

କଟକ: ରାଜ୍ୟସଭା ନିର୍ବାଚନ ଆଗରୁ ଖୋଲା ଅସନ୍ତୋଷ ଝାଡିଛନ୍ତି କଂଗ୍ରେସ ବିଧାୟିକା ସୋଫିଆ ଫିର୍ଦ୍ଦୋସ୍ । ବିଜେଡି ସହ ବୁଝାମଣାକୁ ନେଇ ବିଷୋଦଗାର କରିଛନ୍ତି ସେ । ରାଜ୍ୟସଭା ପାଇଁ ପ୍ରାର୍ଥୀ ଚୟନ ପୂର୍ବରୁ କାହାସହ ଆଲୋଚନା ହୋଇନି । ବିଧାୟକମାନଙ୍କ ସହ ଆଲୋଚନା ହୋଇଥିଲେ ଭଲ ହୋଇଥାନ୍ତା ।…

ଗତକାଲି ୨ ଝିଅଙ୍କୁ କୂଅରେ ଫିଙ୍ଗି ହତ୍ୟା କରିଥିଲା ମାଆ: ଆଜି ଝୁଲନ୍ତା ଅବସ୍ଥାରେ ମାଆର ମୃତଦେହ ଉଦ୍ଧାର

ସମ୍ବଲପୁର: ଶୁକ୍ରବାର ସମ୍ବଲପୁର ଜିଲ୍ଲାରେ ଜଣେ ମହିଳା ତାଙ୍କ ଦୁଇ ନାବାଳିକା ଝିଅଙ୍କୁ ଏକ କୂଅରେ ଫିଙ୍ଗି ହତ୍ୟା କରିଥିବା ଖବର ସାମ୍ନାକୁ ଆସିଥିଲା । ଏବେ ଏହି ଘଟଣାରେ ଉକ୍ତ ହତ୍ୟାକାରିଣୀ ମାଆ ଆତ୍ମହତ୍ୟା କରିଥିବା ଜଣାପଡିଛି । ଆଜି ଝୁଲନ୍ତା ଅବସ୍ଥାରେ ମାଆର ମୃତଦେହ ମିଳିଛି ।…

ଡ଼ ମାୟାଧର ମାନସିଂହଙ୍କୁ ଉପେକ୍ଷା ଓ ନନ୍ଦଳାକୁ ଅବହେଳା କରିବା ସରକାରଙ୍କ ହୀନମନ୍ୟତା: ବିଜେଡି

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ସଂସ୍କୃତି ବିଭାଗ ଓଡ଼ିଶାର ୨୫ ଜଣ ବରପୁତ୍ରଙ୍କ ଗ୍ରାମକୁ ଐତିହ୍ୟ ଗ୍ରାମ ଭାବରେ ଘୋଷଣା କରିଛନ୍ତି । ଅଥଚ ଏ ତାଲିକାରେ କବି ପଦ୍ମଶ୍ରୀ ଡ. ମାୟାଧର ମାନସିଂହଙ୍କ ଗାଁ ନନ୍ଦଳା ଗ୍ରାମ ନାହିଁ । ସରକାରଙ୍କ ଏହି ବୈମାତୃକ ମନୋଭାବକୁ କଡ଼ା ସମାଲୋଚନା କରିଛନ୍ତି ବିଜୁ…