Latest Odisha News

BREAKING NEWS

Browsing Category

ଓଡିଶା

Odisha

କ୍ରିକେଟର ନୂଆ ଟ୍ରେଣ୍ଡ, ଛାତ ଉପରେ ରଙ୍ଗୀନ ଆଲୋକ ସହ ଖେଳା ଯାଉଛି ମ୍ୟାଚ୍

କଟକ: ରଙ୍ଗୀନ ଆଲୋକ ସାଙ୍ଗକୁ ଶୀତୁଆ ସନ୍ଧ୍ୟା ଆଉ ଛାତ ଉପର । ଆପଣ ଭାବୁଥିବେ କୌଣସି ପାର୍ଟି ବୋଧେ । ନା ଆଜ୍ଞା… କ୍ରିକେଟକୁ ନେଇ ୟେ ହେଉଛି କଟକିଆଙ୍କ ନୂଆ ଅନ୍ଦାଜ । ଗଲି କ୍ରିକେଟ୍ ପରେ ଏବେ ଦେଖିବାକୁ ମିଳିଛି ଟେରିସ୍ କ୍ରିକେଟ୍ । ସନ୍ଧ୍ୟାବେଳେ ଛାତ ଉପରେ ଚାଲିଛି କ୍ରିକେଟ୍…

ମିଛ ଖବର ଓ ବଟି ମାଗିବା ଅଭିଯୋଗରେ ବନ୍ଧାହେଲେ ୨ ୱେବ୍ ସାମ୍ବାଦିକ

ଭୁବନେଶ୍ୱର: ରାଜଧାନୀରେ ପୋଲିସ ୨ ଜଣ ୱେବ୍ ସାମ୍ବାଦିକଙ୍କୁ ଗିରଫ କରିଛି । ସୂଚନା ଅନୁସାରେ, ୨ ସାମ୍ବାଦିକ ଭରତପୁର ଥାନା ଅଞ୍ଚଳରେ ଥିବା ଏକ ଗେଷ୍ଟ ହାଉସକୁ ବ୍ଲାକମେଲିଂ କରିବା ସହ ଚାନ୍ଦା ମାଗିଥିଲେ । ହୋଟେଲ ପକ୍ଷରୁ ଥାନାରେ ଅଭିଯୋଗ ପରେ ପୋଲିସ ଉଭୟଙ୍କୁ ଗିରଫ କରିଛି । ସୂଚନା…

ଗୋବରରେ ଦୀପ ପ୍ରସ୍ତୁତ କରୁଛନ୍ତି ଶିକ୍ଷକ

ବ୍ରହ୍ମପୁର: ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗୀ ହାଇସ୍କୁଲର କମ୍ପୁଟର୍‌ ଶିକ୍ଷକ ନଳିନୀକାନ୍ତ ସାହୁ ଗୋବରରେ ଦୀପ ପ୍ରସ୍ତୁତ କରୁଛନ୍ତି। ଏଥି ସହିତ ପ୍ରଦୁଷଣ ମୁକ୍ତ ଦୀପାବଳି ନେଇ ବାର୍ତ୍ତା ଦେଉଛନ୍ତି। ତାଙ୍କର ଏଭଳି କାର୍ଯ୍ୟକୁ ନେଇ ଅଞ୍ଚଳରେ ଚର୍ଚ୍ଚା ଲାଗି ରହିଥିବା ସହ ଅନେକ…

ସାମ୍ବାଦିକ ସମ୍ମିଳନୀ କରି ସରପଞ୍ଚଙ୍କ ବିରୋଧରେ ଅଭିଯୋଗ ଆଣିଲେ ଗ୍ରାମବାସୀ

ଯାଜପୁର: ସରପଞ୍ଚଙ୍କ ପରିବାର ବିରୁଦ୍ଧରେ ସାମ୍ବାଦିକ ସମ୍ମିଳନୀ କରି ଅଭିଯୋଗ କଲେ ଗ୍ରାମବାସୀ । ଯାଜପୁର ବିଞ୍ଝାରପୁର ବ୍ଲକ ଗୁହାଳି ପଞ୍ଚାୟତର ସରପଞ୍ଚ ଦିବ୍ୟଜ୍ୟୋତି ଘଡାଇ ଓ ତାଙ୍କ ପରିବାର ବିରୁଦ୍ଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି ପଞ୍ଚାୟତବାସୀ। ସରପଞ୍ଚଙ୍କ ଶ୍ଵଶୂର, ସ୍ଵାମୀ ଓ ଦିଅର…

ପିଡିଏସ ଚାଉଳ ବଣ୍ଟନରେ ଦୁର୍ନୀତି ଅଭିଯୋଗ

ନୂଆପଡା : ପିଡିଏସ ଚାଉଳ ପାଇବାରୁ ବଞ୍ଚିତ ହୋଇଥିବା ଅଭିଯୋଗ ଆଣିଲେ ରଜନା ପଂଚାୟତ ବାସୀ । ୮୮୬ ହିତାଧିକାରୀଙ୍କ ଚାଉଳ ହଡ଼ପ ହୋଇଥିବା ଅଭିଯୋଗ ହୋଇଛି। ନୂଆପଡା ଜିଲ୍ଲା କୋମନା ବ୍ଲକ ରଜନା ପଂଚାୟତ ଚାରି ଗୋଟି ଗାଁକୁ ନେଇ ଗଠିତ । ଏହି ପଂଚାୟତର ଅଧିବାସୀ ତିଖାଲି ଡ୍ୟାମ ନିର୍ମାଣରେ…

ବ୍ରହ୍ମପୁରର କଦର୍ଯ୍ୟ ରାସ୍ତା ନେଇ ଦାନା ବାନ୍ଧୁଛି ଆନ୍ଦୋଳନ

ବ୍ରହ୍ମପୁର: ଦକ୍ଷିଣ ଓଡ଼ିଶାର ପ୍ରାଣକେନ୍ଦ୍ର ବ୍ରହ୍ମପୁର ସହରର କଦର୍ଯ୍ୟ ରାସ୍ତାକୁ ନେଇ ଏବେ ସହରବାସୀଙ୍କ ମଧ୍ୟରେ ଆନ୍ଦୋଳନ ଦାନା ବାନ୍ଧୁଛି। ବ୍ରହ୍ମପୁର ମହାନଗର ନିଗମ ଏବଂ ପୂର୍ତ୍ତ ବିଭାଗର ଅପରାଗତାକୁ ନେଇ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ଖୁବ୍‌ ଶୀଘ୍ର ରାସ୍ତା ମରାମତି ଦିଗରେ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିକାଣ୍ଡ, ଜଣେ ଗୁରୁତର

ସୁବର୍ଣ୍ଣପୁର: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁଳିକାଣ୍ଡ। ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜପୁର ଥାନା ରୁଗୁଡିପାଲି ଗାଁରେ ରବିବାର ରାତିରେ ଘଟିଛି ଏପରି ଅଘଟଣ। ସୂଚନା ଅନୁସାରେ ରୁଗୁଡିପାଲି ଗାଁର ପଞ୍ଚାନନ ମିଶ୍ର ଗାଁରେ ଥିବାବେଳେ ବାଘରତୈଲାର ଜଣେ ଯୁବକ ଆସି ୫ ରୁ ୬ ରାଉଣ୍ଡ ଗୁଳି…

ମିଳିଲାନି ଜାମିନ୍, ଜେଲରେ ରହିବେ ରହସ୍ୟମୟୀ ଅର୍ଚ୍ଚନା ନାଗ

ଭୁବନେଶ୍ୱର: ରହସ୍ୟମୟୀ ବ୍ଲାକମେଲର ଅର୍ଚ୍ଚନାର ଜାମିନ୍ ଆବେଦନ ଖାରଜ ହୋଇଛି । ଭୁବନେଶ୍ୱର SDJM କୋର୍ଟ ସୋମବାର ଅର୍ଚ୍ଚନା ନାଗଙ୍କ ଜାମିନ୍ ଆବେଦନ ଖାରଜ କରି ଦେଇଛନ୍ତି । ବିଳାସପୂର୍ଣ୍ଣ ଜୀବନ ବିତାଉଥିବା ଅର୍ଚ୍ଚନା ଅକ୍ଟୋବର ୬ରେ ଗିରଫ ପରେ ଜେଲରେ ରହିଛି । ଅର୍ଚ୍ଚନା ନାଗ ତା ନାଗ ଫାସରେ…

ସୃଷ୍ଟି ହେଲା ଘୂର୍ଣ୍ଣି ବଳୟ, ୨୦ ତାରିଖ ସୁଦ୍ଧା ଲଘୁଚାପ ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଆଜି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଘୂର୍ଣ୍ଣି ବଳୟଟି ବାୟୁମଣ୍ଡଳର ୩.୧ କିମି ଯାଏ ବ୍ୟାପିଛି । ପ୍ରଭାବରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୨୦ତାରିଖ ବେଳକୁ ଏକ ଲଘୁଚାପ…

ଯୁବକଙ୍କ ହାତ ବାନ୍ଧି ଗାଡ଼ି ପଛରେ ଦୌଡ଼ାଇବାକୁ ନେଇ କ’ଣ କହିଲେ କଟକ ଡିସିପି ?

କଟକ: ବିଚ୍ ରାସ୍ତାରେ ଦୁର୍ବୃତ୍ତଙ୍କ ବର୍ବରତା ପରେ ମୁହଁ ଖୋଲିଛନ୍ତି କଟକ ଡିସିପି ପିନାକ ମିଶ୍ର । ଡିସିପି କହିଛନ୍ତି, ଦୁର୍ବୃତ୍ତ ଯୁବକଙ୍କ ହାତ ବାନ୍ଧି ଗାଡ଼ି ପଛରେ ଦୌଡ଼ାଇବାକୁ ଟ୍ରାଫିକ୍ ପୋଲିସ ଦେଖି ନାହିଁ । ପୋଲିସ ଯାଞ୍ଚ କରୁଛି । ଯଦି ଦୁର୍ବୃତ୍ତ କୌଣସି ଟ୍ରାଫିକ୍ ପୋଷ୍ଟ…