Latest Odisha News

BREAKING NEWS

Browsing Category

ଓଡିଶା

Odisha

Loot: ବନ୍ଧୁକ ଦେଖାଇ ମାରପିଟ୍ କରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ଠାରୁ ଲୁଟ୍

ରାୟଗଡ଼ା: ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ କରିବା ସହ ଲୁଟ୍ । ଗୁରୁବାର ରାତିରେ ରାୟଗଡ଼ା ସହର ଫାୟାର ଷ୍ଟେସନ ନିକଟରେ ରହୁଥିବା ପୂର୍ତ୍ତ ବିଭାଗ କର୍ମଚାରୀ ବସନ୍ତ କୁମାର ମିଶ୍ରଙ୍କ ଘରେ ୪ ରୁ ୫ ଜଣ ଦୁର୍ବୃତ୍ତ ପଶିଥିଲେ। ବସନ୍ତଙ୍କୁ ମାରପିଟ୍ କରି ସୁନା ଗହଣା…

ଶୁବଶୀଘ୍ର ଅଗ୍ନିଶମ ସେବା କ୍ଷେତ୍ରରେ ନିଯୁକ୍ତି ପାଇବେ ମହିଳା…

ଭୁବନେଶ୍ବର: ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଆୟୋଜିତ ଅଗ୍ନିଶମ ଓ ଜରୁରୀକାଳୀନ ସେବା, ହୋମଗାର୍ଡ ଏବଂ ନାଗରିକ ସୁରକ୍ଷା କାର୍ଯ୍ୟ ସମ୍ପର୍କିତ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ବିଭିନ୍ନ ଦିଗ ଉପରେ ଆଲୋଚନା କରାଯାଇଥିଲା । ଆଗାମୀ ଦିନରେ ମହିଳାମାନେ ମଧ୍ୟ…

ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ପୋଲିସ ASI

ରାଉଲକେଲା: ଭିଜିଲାନ୍ସ ଜାଲରେ ପୋଲିସ ASI। ଲାଞ୍ଚ ନେବା ବେଳେ ଧରାପଡିଲେ ରାଉରକେଲା ବଡ଼ଗାଁ ଥାନାର ଏଏସଆଇ ଅରୁପାନନ୍ଦ ଦାସ। ଗତକାଲି ଚଢ଼ାଉ କରି ଲାଞ୍ଚ ଟଙ୍କା ସହ ଏଏସଆଇଙ୍କୁ ଘଟଣାସ୍ଥଳରୁ ଧରିଥିଲେ ରାଉରକେଲା ଭିଜିଲାନ୍ସ ବିଭାଗ। ବଡ଼ଗାଁର ରଞ୍ଜନ ଦାସ ଓରଫ ମୁନୁଙ୍କୁ ଢାବାରେ ମଦ ବ୍ୟବସାୟ…

ବେଆଇନ ବାଲି ଚୋରାଚାଲାଣ ଉପରେ ଲାଗିବ ଅଙ୍କୁଶ, ବାଲିଘାଟ ଜଗିବେ ଓଡ଼ିଶା ଶିଳ୍ପ ସୁରକ୍ଷା ବଳ

ଭୁବନେଶ୍ୱର: ରାଜ୍ୟରେ ବଢିଚାଲିଛି ବାଲି ଚୋରା ଚାଲାଣ। ଏଥିରେ ଲାଗିପାରୁନି ଅଙ୍କୁଶ। ବେଆଇନ ବାଲିଘାଟକୁ ନେଇ ଅପରାଧୀମାନେ ରକ୍ତମୁଖା ହେଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ଜିଲ୍ଲାରେ ବାଲିଘାଟ ଜଗିବା ଦାୟିତ୍ବ ଓଡ଼ିଶା ଶିଳ୍ପ ସୁରକ୍ଷା ବଳ (ଓଆଇଏସଏଫ୍‌)କୁ ପ୍ରଦାନ କରାଯିବ। ଏଥିପାଇଁ…

ପିଚୁ ଟ୍ୟାଙ୍କରରେ ଅଗ୍ନିକାଣ୍ଡ, ଡ୍ରାଇଭର ଜୀବନ୍ତ ଦଗ୍ଧ

ଅନୁଗୁଳ: ଅନୁଗୁଳରେ ପିଚୁ ଟ୍ୟାଙ୍କରରେ ଅଗ୍ନିକାଣ୍ଡ। ବିଳମ୍ବିତ ରାତି ବାଲିପଶି ଛକ ନିକଟ ଜାତୀୟ ରାଜପଥ ୧୪୯ରେ ଅଗ୍ନିକାଣ୍ଡ। ବାଲିପଶି ଠାରେ ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର । ଦୂର୍ଘଟଣା ପରେ ଟ୍ୟାଙ୍କରରେ ଅଗ୍ନିକାଣ୍ଡ, ଡ୍ରାଇଭର ଜୀବନ୍ତ ଦଗ୍ଧ । ପୋଲିସ ଘଟଣାସ୍ଥଳ ରେ…

ବଢ଼ିଲା ଘୋଡ଼ା ବେପାର ଭୟ, ବେଙ୍ଗାଲୁରୁ ଗଲେ କଂଗ୍ରେସ ବିଧାୟକ

ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଘାରିଛି କ୍ରସ୍ ଭୋଟିଂର ଭୟ। ବେଙ୍ଗାଲୁରୁ ଗଲେ କଂଗ୍ରେସ ବିଧାୟକ। ହୁଇପ୍ ପରେ ରାଜ୍ୟ ବାହାରକୁ ଗଲେ କଂଗ୍ରେସ ବିଧାୟକ। ୮ରୁ ୯ ଜଣ କଂଗ୍ରେସ ବିଧାୟକ ବାହାରକୁ ଯାଇଥିବା ଜଣାପଡ଼ିଛି। ପିସିସି ସଭାପତି ସମସ୍ତଙ୍କୁ ବେଙ୍ଗାଲୁରୁ ନେଇଥିବା…

ରାଜ୍ୟରେ ବୃଦ୍ଧି ପାଉଛି ତାପମାତ୍ରା, ଉପର ମୁହାଁ ପାରଦ

ଭୁବନେଶ୍ୱର: ରାଜ୍ୟରେ ଉପର ମୁହାଁ ପାରଦ। ତାପମାତ୍ରାରେ ଲଗାତାର ବୃଦ୍ଧି ଘଟୁଛି, ଯାହା ଫଳରେ ଶୀତ କମିବା ସହ ଗରମ ବଢ଼ିବାରେ ଲାଗିଛି। ରାଜ୍ୟର ଅଧିକାଂଶ ସ୍ଥାନରେ ତାପମାତ୍ରା ୫-୭ ଡିଗ୍ରୀ ସେଲସିୟସ୍ ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ଆଗାମୀ ଦିନରେ ଏହି ତାତି ଆହୁରି ବଢ଼ିବାର ସମ୍ଭାବନା ଥିବାରୁ…

ଜମିବାଡ଼ି ବିବାଦକୁ ନେଇ ହତ୍ୟାକାଣ୍ଡ;୨ ଦୋଷୀଙ୍କୁ ଆଜୀବନ ଜେଲ୍‌

ବଲାଙ୍ଗୀର:ବଲାଙ୍ଗୀର ଜିଲା ଲୋଇସିଂହା ଥାନା ରାମସିଂହା ଗାଁରେ ୨୦୧୮ ମସିହାରେ ଜମିବାଡ଼ି ବିବାଦକୁ ନେଇ ହତ୍ୟାକାଣ୍ଡ ହୋଇଥିଲା । ହତ୍ୟାକାଣ୍ଡ ମାମଲାର ଗୁରୁବାର ରାୟ ପ୍ରକାଶ ପାଇଛି । ଅତିରିକ୍ତ ଜିଲା ଦୌରାଜଜ୍ (ଦ୍ୱିତୀୟ) ଏହି ମାମଲାର ବିଚାର କରି ଦୁଇ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ…

୧୭୦ ଟଙ୍କାର ଲୋଭ ଦେଖାଇ ସୁନା ଓ ଲକ୍ଷେରୁ ଉର୍ଦ୍ଧ ଟଙ୍କା ଲୁଟ

ଖୋର୍ଦ୍ଧା: ୬୦ ଗ୍ରାମ ସୁନା ଅଳଙ୍କାର ସହ ନଗଦ ୧ ଲକ୍ଷ ୪୪ ହଜାର ଟଙ୍କା ଲୁଟ । ଦୁଇଟି ବାଇକରେ ୩ ତିନି ଜଣ ଲୁଟେରା ଆସି ଲକ୍ଷ ଲକ୍ଷ ଟଙ୍କା ଲୁଟ୍ କରିଛନ୍ତି । ତେବେ ଅଭିନଵ ଢଙ୍ଗରେ ୧୭୦ ଟଙ୍କାର ଲୋଭ ଦେଖାଇ ଲୁଟ କରିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି । ଏପରି ଘଟଣା ଘଟିଛି ବାଲୁଗାଁ ଥାନା…

ପୋଲିସ୍ ପକ୍ଷରୁ ଯୌନ ନିର୍ଯାତନା ବିଷୟରେ ଛାତ୍ରୀଛାତ୍ରଙ୍କୁ ବିଶେଷ ତାଲିମ୍

ଗଜପତି: ଗଜପତି ପୋଲିସ୍ ପକ୍ଷରୁ ବିଦ୍ୟାଳୟରେ ସ୍ଵତନ୍ତ୍ର ତାଲିମ୍ ଦିଆଯାଉଛି । ମୋହନା ଥାନା ଗୁଣ୍ଡୀମା ଆଦର୍ଶ ବିଦ୍ୟାଳୟରେ ପୋସ୍କୋ ଆଇନ୍ ଓ ଶିଶୁ ଯୌନ ନିର୍ଯାତନା ବିଷୟରେ ଛାତ୍ରୀଛାତ୍ରଙ୍କୁ ବିଶେଷ ତାଲିମ୍ ସହ ସଚେତନ କରାଯାଇଛି । ଶିଶୁମାନଙ୍କୁ ପ୍ରଲୋଭନ ଦେଖାଇ କିଛି ଅସାମାଜିକ ଯୁବକ…