Latest Odisha News

BREAKING NEWS

Browsing Category

ଓଡିଶା

Odisha

ଲେମ୍ବୁପାଲିରେ ହାତୀ ଆତଙ୍କ

ସୁବର୍ଣ୍ଣପୁର :  ଲେମ୍ବୁପାଲି ଗାଁ ରେ ଖେଳିଯାଇଛି ହାତୀ ଆତଙ୍କ  । ଭୟରେ ଦିନ କାଟୁଛନ୍ତି ଲୋକେ। ସୁବର୍ଣ୍ଣପୁର ଜିଲ୍ଲା ତରଭା ବ୍ଲକ ଲେମ୍ବୁପାଲି ଅଞ୍ଚଳରେ ଦେଖିବାକୁ ମିଳିଛି ୧୩ ଟିକିଆ ହାତୀ ପଲ I ବଲାଙ୍ଗୀର ଜିଲ୍ଲା ଆଠଗାଁ ରେଞ୍ଜରୁ ଏହି ହାତୀପଲ ଆସିଥିବା ସୂଚନା ମିଳିଛି I…

ପୁରୀରେ ଗୋଶାଣୀ ଯାତ୍ରା

ପୁରୀ : ଗତକାଲି ପୁରୀରେ ଅନୁଷ୍ଠିତ ହୋଇଯାଇଛି ଗୋଶାଣୀ ଉତ୍ସବ। ପରମ୍ପରା ଅନୁଯାୟୀ ଦଶମୀ ତିଥି ଠାରୁ ମୃଣ୍ମୟୀ ମୂର୍ତ୍ତି ମାନଙ୍କୁ ମନ୍ତ୍ର ମେଲାଣି ଦିଆ ସରିଥାଏ । ପରେ ଏକାଦଶୀରେ ସିଂହଦ୍ୱାର ଠାରେ ଦେବୀସଭା ଚିହ୍ନିତ ସ୍ଥାନରେ ସମସ୍ତ ମୃଣ୍ମୟୀ ଗୋଶାଣୀ ମୁର୍ତ୍ତି ସହ, ସଂପାତି,…

ଓଡ଼ିଶା ସିଭିଲ୍ ସର୍ଭିସ୍ ରେଜଲ୍ଟ : ତେଜସ୍ବିନୀ ବେହେରା ଓସିଏସ ଟପ୍ପର

ଭୁବନେଶ୍ବର: ପ୍ରକାଶ ପାଇଛି ଓଡ଼ିଶା ସିଭିଲ୍ ସର୍ଭିସ୍ ରେଜଲ୍ଟ । ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷାରେ ୩୯୨ ଜଣ ଆଶାୟୀ କୃତକାର୍ଯ୍ୟ ହୋଇଛନ୍ତି ।ଏମାନଙ୍କ ମଧ୍ୟରେ ୧୪୮ ଜଣ ଛାତ୍ରୀ ଅଛନ୍ତି ।  ଟପ୍ ଥ୍ରୀରେ ଛାତ୍ରୀ ରହିଛନ୍ତି । ଭୁବନେଶ୍ୱରର ୨୪ ବର୍ଷୀୟା ତେଜସ୍ୱିନୀ ବେହେରା ପ୍ରଥମ…

ଘରେ ବିକୁଥିଲେ ମଦ, ଅବକାରୀକୁ ଦେଖି ତାଲା ପକାଇଲେ

ବ୍ରହ୍ମପୁର: ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଜଗଦଳପୁର ଗ୍ରାମରେ ଲୋକନାଥ ସାହୁ ନାମକ ଜଣେ ବ୍ୟକ୍ତି ଘରେ ବିଦେଶୀ ମଦ ରଖି ବିକ୍ରି କରିଥିବା ଅଭିଯୋଗରେ ଅବକାରୀ ବିଭାଗ ଶୁକ୍ରବାର ଚଢ଼ାଉ କରିଥିଲା । ତେବେ ଅଧିକାରୀଙ୍କୁ ଦେଖି ଲୋକନାଥ ଘରେ ତାଲା ପକାଇଦେଇଥିଲେ । ଶେଷରେ ଅଧିକାରୀମାନେ ଗ୍ରୀଲ…

ଅର୍ଚ୍ଚନାଙ୍କ ପଛରେ କିଏ ସେ ଅଦୃଶ୍ୟ ଶକ୍ତି ?

ଭୁବନେଶ୍ୱର: କାହା ସାହାଯ୍ୟରେ ବଢ଼ୁଥିଲା ଅର୍ଚ୍ଚନାଙ୍କ ପ୍ରତିପତ୍ତି ? ବ୍ଲାକମେଲର ଅର୍ଚ୍ଚନା ଗିରଫ ପରେ ଖୋଲୁଛି ଗୁମର । ଭୁବନେଶ୍ୱର ସତ୍ୟ ବିହାରରେ ଅର୍ଚ୍ଚନାଙ୍କ ରହିଛି ଆଲିସାନ୍ ବଙ୍ଗଳା । ଚର୍ଚ୍ଚା ହେଉଛି, ଏହି ବିଶାଳ ଅଟ୍ଟାଳିକା ପାଇଁ ଅର୍ଚ୍ଚନାଙ୍କୁ ଜାଗାଠୁ ନେଇ ଅର୍ଥ ସବୁକିଛି…

ମନ୍ତ୍ରୀ ସମୀର ଦାଶଙ୍କ ଲାଗି ବଢ଼ୁଛି ଅଡ଼ୁଆ, କାଲି ୧୦୦ଟି ସ୍ଥାନରେ ବିଜେପି ଦାହ କରିବ କୁଶ ପୁତ୍ତଳିକା

ଭୁବନେଶ୍ୱର/ପୁରୀ: ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଆତ୍ମହତ୍ୟା ଉପରୁ ଏଯାଏ ପରଦା ହଟିନି । ଆଜି ପୋଲିସ ଧର୍ମେନ୍ଦ୍ରଙ୍କ ଭୁବନେଶ୍ୱର ଶିଶୁପାଳଗଡ଼ ସ୍ଥିତ ଘରେ ତଦନ୍ତ କରିଛି । ଧର୍ମେନ୍ଦ୍ରଙ୍କ ପତ୍ନୀଙ୍କ ସହ ପରିବାରର ଅନ୍ୟ ସଦସ୍ୟ ଓ ପଡ଼ୋଶୀଙ୍କୁ ପଚରାଉଚରା କରିଛି ପୋଲିସ…

ଖଲିକୋଟ ବିଶ୍ବବିଦ୍ୟାଳୟରେ ୧୧୨ଟି ଶିକ୍ଷକ ପଦବୀ ସୃଷ୍ଟି

ବ୍ରହ୍ମପୁର:ଖଲିକୋଟ ଏକକ ବିଶ୍ବବିଦ୍ୟାଳୟରେ ୧୧୨ଟି ଶିକ୍ଷକ ପଦବୀ ସୃଷ୍ଟି କରାଯାଇଛି। ଏନେଇ ଉଚ୍ଚ ଶିକ୍ଷା ବିଭାଗ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ପ୍ରଫେସର, ଆସୋସିଏଟ୍‌ ପ୍ରଫେସର ଏବଂ ଆସିଷ୍ଟାଣ୍ଟ ପ୍ରଫେସର ପଦବୀ ରହିଛି। ମୋଟ ୧୬ଟି ବିଭାଗରେ ଏହି ୧୧୨ଟି ପଦବୀ ସୃଷ୍ଟି ହୋଇଥିବା…

୧୩ରୁ ସ୍ନାତକ, ୧୭ରୁ ସ୍ନାତକୋତ୍ତର ଶ୍ରେଣୀର ପାଠପଢ଼ା

ଭୁବନେଶ୍ବର: ୨୦୨୨-୨୩ ଶିକ୍ଷା ବର୍ଷରେ ନାମ ଲେଖାଇଥିବା ସ୍ନାତକ(ଯୁକ୍ତ ତିନି) ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆସନ୍ତା ୧୩ ତାରିଖରୁ ଆରମ୍ଭ ହେବ। ସେହିଭଳି ସ୍ନାତକୋତ୍ତର(ପିଜି) ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଆସନ୍ତା ୧୭ ତାରିଖରୁ ଚାଲିବ। ଏନେଇ ଶୁକ୍ରବାର ଉଚ୍ଚ ଶିକ୍ଷା ବିଭାଗର…

ପାପ ପଇସାରେ ଏଭଳି ରାଜକୀୟ ଠାଣିରେ ଚଳୁଥିଲେ ଅର୍ଚ୍ଚନା

ଭୁବନେଶ୍ୱର: ଦାମୀ ଗାଡ଼ି ସାଙ୍ଗକୁ ରାଜ ଉଆସ ଭଳି ଘର । ଘରେ ପୋଷା ହୋଇଛନ୍ତି ଭଳିକି ଭଳି ଦାମୀ କୁକୁର ସହ ଗୋଟିଏ ଘୋଡ଼଼ା । ଦେଖିବାକୁ ସମ୍ଭ୍ରାନ୍ତ ଓ ଭଦ୍ର । ହେଲେ ଭଦ୍ର ମୁଖା ତଳେ ଛପି ରହିଥିଲା ସୈତାନ୍ । ମହିଳା ଜଣଙ୍କ ଅନେକ ନାମୀ ଦାମୀ ଲୋକଙ୍କୁ ନିଜ ଜାଲରେ ଫସାଇବା ପରେ କରୁଥିଲେ…

ଡ୍ୟାମ୍‌ରୁ ମାଡ଼ିଆସିଲା ପାଣି ନଦୀରେ ଫସିଗଲେ ୧୦ ଜଣ 

ଦେବଗଡ଼ : ସେଲ୍ଫି ନେବା ସମୟରେ ହଠାତ୍‌ ମାଡିଆସିଲା ପାଣି। ନଦୀରେ ଫସିଗଲେ ୧୦ ଜଣ  ।  ଦେବଗଡ଼ ଜିଲ୍ଲା ରିଆମାଳ ବ୍ଲକ ଜାମୁନାଳି ଗାଁ ଦେଇ ବୋହି ଯାଇଥିବା ନଦୀ ଭିତରେ ଲୋକ ଫସିରହିଥିବା ବେଳେ ଡ୍ୟାମ୍‌ରୁ ପାଣି ମାଡ଼ି ଆସିବାରୁ ସମସ୍ତଙ୍କ ଜୀବନ ବିପଦରେ ପଡ଼ିଯାଇଥିଲା। ଫସିଥିବା ଲୋକମାନେ…