Latest Odisha News

BREAKING NEWS

Browsing Category

ଓଡିଶା

Odisha

ବଞ୍ଚିବା ପାଇଁ ରାହା ଖୋଜୁଛନ୍ତି ଦୁଃଖିନୀ ମାଆ ଓ ଚାରି ଶିଶୁ କନ୍ୟା

କାମାକ୍ଷାନଗର: ବାପ ଛେଉଣ୍ଡ ୪ ଶିଶୁକନ୍ୟାକୁ ଧରି ବଞ୍ଚିବା ପାଇଁ ରାହା ଖୋଜୁଛି ଦୁଃଖିନୀ ମାଆ । ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ଼ ବ୍ଲକ ଅନ୍ତର୍ଗତ ଚାନ୍ଦପୁର ଗାଁରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ପରିସ୍ଥିତି ।  ଗାଁର ହରିଜନ ସାହିରେ ବାସ କରୁଥିଲେ ରୋହିତ ନାୟକ ଓ  ତାଙ୍କ ସ୍ତ୍ରୀ ମମତା…

ଜମି କହି ରାସ୍ତା ବିକିଦେଲେ ଦଲାଲ

ବ୍ରହ୍ମପୁର:ଜମି ନାହିଁ ହେଲେ ୧୫ ଲକ୍ଷରେ ବିକ୍ରି ହୋଇଛି ଜମି। କୁକୁଡାଖଣ୍ଡି ତହସିଲ ଅନ୍ତର୍ଗତ ରତ୍ନପୁର ଅଞ୍ଚଳରେ ଏଭଳି ଏକ ଜମି ଠକେଇ ସାମ୍ନାକୁ ଆସିଛି। ଜମି କିଣିଥିବା ବ୍ୟକ୍ତି ଟଙ୍କା ମାଗିବା ପରେ ମଧ୍ୟସ୍ଥି ତାଙ୍କୁ ହତ୍ୟା ଧମକ ଦେଉଥିବା ବ୍ରହ୍ମପୁର ସଦର ଥାନାରେ ଅଭିଯୋଗ ହୋଇଛି। ଏ…

୪୫ ହଜାର ଟଙ୍କା ଲାଞ୍ଚ ନେଇ ବନ୍ଧାହେଲେ APO

ବଲାଙ୍ଗିର: ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ଅତିରିକ୍ତ ପ୍ରୋଗ୍ରାମ ଅଫିସର । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକର ଅତିରିକ୍ତ ପ୍ରୋଗ୍ରାମ ଅଫିସର ସୁଶାନ୍ତ କୁମାର ଦାସ ଲାଞ୍ଚ ନେବାବେଳେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି । ମନରେଗା ଯୋଜନାରେ ପୋଖରୀ ସୌନ୍ଦର୍ଯ୍ୟକରଣ କାମ ହୋଇଥିବା…

ବ୍ରହ୍ମପୁରରେ ମାଙ୍କୁ ମେଲାଣି

ବ୍ରହ୍ମପୁର: ବର୍ଷା ମାଡ଼ ସତ୍ତ୍ବେ ଚଳିତ ବର୍ଷ ଶାନ୍ତି ଶୃଙ୍ଖଳାର ମାଁ ଦୁର୍ଗାଙ୍କ ପୂଜା ଶେଷ ହୋଇଯାଇଛି। ଶୁକ୍ରବାର ଭସାଣି ପର୍ବ ଆରମ୍ଭ ହୋଇଯାଇଛି। ବ୍ରହ୍ମପୁର ମହାନଗର ନିଗମ ତରଫରୁ ମଧ୍ୟ ବ୍ୟବସ୍ଥା କରାଯାଇଛି। ଚଳିତ ବର୍ଷ ସହରର ୪୦ଟି ସ୍ଥାନରେ ପୂଜା ଆୟୋଜନ ହୋଇଥିବା ବେଳେ ୪ଟି ସ୍ଥାନରେ…

ନବଜାତର ମୃତ୍ୟୁ ପରେ ଆଖି ବୁଜିଲା ନାବାଳିକା ମାଆ

ଫୁଲବାଣୀ: ନବଜାତ ପରେ ଆଖି ବୁଜିଲା ନାବାଳିକା ମାଆ । ଚିକିତ୍ସାଧୀନ ଅବସ୍ଥାରେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ହୋଇଛି । କିଛିଦିନ ତଳେ ତୁମୁଡ଼ିବନ୍ଧ ବ୍ଲକ ବେଲଘର ଥାନା ରାଙ୍ଗାପୁର ଆବାସିକ ବିଦ୍ୟାଳୟର ଜଣେ ଛାତ୍ରୀ ଗର୍ଭବତୀ ଥିବା ଜଣାପଡ଼ିଥିଲା । ଏନେଇ ଥାନାରେ ଏତଲା ଦେଇଥିଲେ…

ଦିନକରେ ୫୯ ଜୁଆଡ଼ିଙ୍କୁ ଧରି ଦୁଇ ଲକ୍ଷ ଜବତ କଲା ବ୍ରହ୍ମପୁର ପୋଲିସ

ବ୍ରହ୍ମପୁର: ଗଞ୍ଜାମ ଜିଲାରେ ଦଶହରା ଠାରୁ କୁମାର ପୂର୍ଣ୍ଣିମା ପର୍ଯ୍ୟନ୍ତ ଜୁଆ ଖେଳ ପ୍ରଚୁର ପରିମାଣରେ ଚାଲିଥାଏ। ଏହା ବେଆଇନ୍‌ ହୋଇଥିବା ଯୋଗୁ ବର୍ତ୍ତମାନ ଧରପଗଡ଼କୁ ଜୋର୍‌ଦାର୍‌ କରିଛି ବ୍ରହ୍ମପୁର ପୋଲିସ। ବୁଧବାର ଗୋଟିଏ ଦିନରେ ପୋଲିସ ୫୯ଜଣ ଜୁଆଡ଼ିଙ୍କୁ ଧରିବା ସହିତ ସେମାନଙ୍କ ପାଖରୁ…

ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ‘ବ୍ଲାକମେଲିଂ’ କରୁଥିବା ଯୁବତୀ ଅର୍ଚ୍ଚନା !

ଭୁବନେଶ୍ୱର: ନେତା, ପୁଲିସ ଏବଂ ପ୍ରଯୋଜକଙ୍କୁ ବ୍ଲାକମେଲିଂ କରୁଥିବା ଅଭିଯୋଗରେ ଗିରଫ ହୋଇଛନ୍ତି ଭୁବନେଶ୍ବର ସତ୍ୟ ବିହାରର ଅଞ୍ଚଳର ମହିଳା ଅର୍ଚ୍ଚନା ନାୟକ। ନିକଟରେ ପ୍ରଯୋଜକ ଅକ୍ଷୟ ପରିଜା ଆଣିଥିବା ବ୍ଲାକମେଲିଂ ଅଭିଯୋଗରେ ସଂପୃକ୍ତ ଯୁବତୀଙ୍କ ଲିଙ୍କ୍ ରହିଥିବା ସୂଚନା ରହିଛି।…

ବ୍ୟବସାୟୀଙ୍କ ଘରେ ପଶି ଲୁଟ୍‌ କଲେ ୬ଜଣ ଦୁର୍ବୁତ୍ତ

କାମାକ୍ଷାନଗର : ବ୍ୟବସାୟୀଙ୍କ ଘରୁ ନଗଦ ୭ ଲକ୍ଷ ଟଙ୍କା ସହ ୧୫ ଲକ୍ଷ ଟଙ୍କାର ସୁନାଗହଣା ଲୁଟ୍‌  । ଢେଙ୍କାନାଳ ଜିଲ୍ଲା ପରଜଙ୍ଗରେ ଥିବା ବ୍ୟବସାୟୀ ବିନୟ କୁମାର ସାହୁଙ୍କ ଘରୁ ହୋଇଛି ଲୁଟ । ଦୁର୍ବୁତ୍ତ ମାନେ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଗୋଟିଏ ଘର ଭିତରେ ପରିବାର ଲୋକଙ୍କୁ ବନ୍ଦୀ…

ଧାମନଗର ଉପନିର୍ବାଚନ ପାଇଁ ଆଜିଠୁ ନାମାଙ୍କନ, ପ୍ରକାଶ ପାଇଲା ବିଜ୍ଞପ୍ତି

ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ଏଥିସହ ଆଜିଠୁ ନାମାଙ୍କନ ଦାଖଲ ଆରମ୍ଭ ହୋଇଛି । ଭଦ୍ରକ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ଅକ୍ଟୋବର ୧୪ ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ । ୧୫ ତାରିଖରେ ନାମାଙ୍କନ ପତ୍ର ଯାଞ୍ଚ,…

ପୁଲିସ, ନେତା ଓ ପ୍ରଯୋଜକଙ୍କ ଅଶ୍ଳୀଳ ଭିଡିଓ ଭର୍ତ୍ତି ପେନ୍ ଡ୍ରାଇଭ୍ ଜବତ

ଭୁବନେଶ୍ୱର: ନେତା, ପୋଲିସ ଏବଂ ପ୍ରଯୋଜକଙ୍କ ଅଶ୍ଲୀଳ ଭିଡିଓ ଭର୍ତ୍ତି ପେନ୍ ଡ୍ରାଇଭ ଜବତ । ଦୀର୍ଘ ଦିନ ଧରି ଜଣେ ବିବାହିତା ମହିଳା ଏହି ସବୁ ପଦ ପଦବୀରେ ଥିବା ଲୋକଙ୍କୁ ନିଜ ଜାଲରେ ଫସାଇ ବ୍ଲାକେମଲିଂ କରୁଥିଲେ। ଶେଷରେ ଗତକାଲି ରାତିରେ ଖଣ୍ଡଗିରି ପୋଲିସ ଏହି ମହିଳାଙ୍କୁ ଗିରଫ କରିଛି।…