Latest Odisha News

BREAKING NEWS

Browsing Category

ଓଡିଶା

Odisha

ହାଇଦ୍ରାବାଦରେ ଓଡ଼ିଆ ଶିକ୍ଷୟିତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା

ଭୁବନେଶ୍ୱର/ହାଇଦ୍ରାବାଦ: ପଶ୍ଚିମବଙ୍ଗରେ ଓଡ଼ିଶାର ଜଣେ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା ମନରୁ ନଲିଭୁଣୁ ଏବେ ଏପରି ଏକ ସମାନ ମାମଲା ସାମ୍ନାକୁ ଆସିଛି। ହାଇଦ୍ରାବାଦରେ ଓଡ଼ିଆ ଶିକ୍ଷୟିତ୍ରୀଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଛି। ଯାହାକି ଏବେ ଚାଞ୍ଚଲ୍ୟର ବିଷୟ ପାଲଟିଛି। ତେଲଙ୍ଗାନା…

୧୭୦ ନକ୍ସଲଙ୍କ ଆତ୍ମସମର୍ପଣ ପ୍ରସ୍ତୁତି, ମୁଖ୍ୟମନ୍ତ୍ରୀଙ୍କ ଆଗରେ କରିବେ ସରେଣ୍ଡର

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡରେ ନକ୍ସଲ କରିବେ ଆତ୍ମସମର୍ପଣ। ଏନେଇ ପୋଲିସ ହେଇଛି ସଜବାଜ। ବଡ଼ ନକ୍ସଲଙ୍କ ଚାଲିଛି ଆତ୍ମସମର୍ପଣ ପ୍ରସ୍ତୁତି। ସେଣ୍ଟ୍ରାଲ କମିଟି ମେମ୍ବର ରୁପେଶ ନେତୃତ୍ବରେ ୧୭୦ ନକ୍ସଲ କରିବେ ଆତ୍ମସମର୍ପଣ। ଇନ୍ଦ୍ରାବତୀ ଡିଭିଜନ ଏବଂ ମାଡ୍ ଡିଭିଜନର ୧୫୦ରୁ…

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ: ବାହାର ରାଜ୍ୟରୁ ୪ ଅଭିଯୁକ୍ତଙ୍କୁ ଉଠାଇ ଆଣିଲା ପୋଲିସ

ବ୍ରହ୍ମପୁର: ବିଜେପି ନେତା ତଥା ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ଘଟଣା । ପୋଲିସ ହାତରେ ସାର୍ପ ସୁଟର ଧରାପଡିଥିବା ସୂଚନା ମିଳୁଛି । ବିହାରରୁ ୨ ଜଣଙ୍କୁ ଉଠାଇ ଆଣିଛି ବ୍ରହ୍ମପୁର ପୋଲିସ। ସେହିପରି ପଶ୍ଚିମବଙ୍ଗରୁ ମଧ୍ୟ ଆଉ ୨ ଜଣଙ୍କୁ ପୋଲିସ ଉଠାଇ ଆଣିଥିବା ସୂଚନା ରହିଛି। ମୁଖ୍ୟ…

Odisha Highcourt: ୭୧୧ ହିନ୍ଦୀ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ରଦ୍ଦ, ପୁଣି ହେବ ପ୍ରିଲିମିନାରି ପରୀକ୍ଷା

କଟକ: ହିନ୍ଦୀ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ରଦ୍ଦ, ପୁଣି ହେବ ପ୍ରିଲିମିନାରି ପରୀକ୍ଷା। ୭୧୧ଟି ହିନ୍ଦୀ ଶିକ୍ଷକ ପଦବୀ ପୂରଣ ପାଇଁ ଓଡ଼ିଶା ଷ୍ଟାଫ୍ ସିଲେକ୍ସନ୍ କମିସନ୍‌ ପକ୍ଷରୁ ଅନୁଷ୍ଠିତ ନିଯୁକ୍ତି ପ୍ରକ୍ରିୟାକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ହିନ୍ଦୀ ଶିକ୍ଷକ ପଦ ପାଇଁ ଏ ପର୍ଯ୍ୟନ୍ତ…

CM Mohan Majhi: ବିହାରରେ ମୁଖ୍ୟମନ୍ତ୍ରୀ ମୋହନଙ୍କ କ୍ୟାମ୍ପେନ୍

ଭୁବନେଶ୍ୱର: ବିହାର ନିର୍ବାଚନ ମୈଦାନରେ ଓଡିଶା ମୁଖ୍ୟମନ୍ତ୍ରୀ। ଷ୍ଟାର କ୍ୟାମ୍ପେନରେ ମୋହନ ମାଝୀ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁକ୍ରବାର ବିହାର ଗସ୍ତରେ ଯାଇ ବାଙ୍କା ଜିଲ୍ଲାରେ ବିଜେପି ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ପ୍ରଚାର କରିବେ। ଆଦିବାସୀ ପ୍ରବଣ ଏହି ଜିଲ୍ଲାରେ ସେ ବିଧାନସଭା…

Weather Update: ଫେରିଗଲା କି ମୌସୁମୀ? ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ପୁଣି ଆସୁଛି ଆଉ ଏକ ଲଘୁଚାପ। ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ। ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ଅନୁମାନ। ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଅଧିକ ଘନୀଭୂତ ହେବ। ଏପଟେ ଦେଶରୁ ସଂପୂର୍ଣ୍ଣ ବିଦାୟ ନେଇଛି ଦକ୍ଷିଣପଶ୍ଚିମ ମୌସୁମୀ…

ଋଷିକେଶରେ ଅଦିନିଆ ରଥଯାତ୍ରାକୁ ନେଇ ନିଜ ପକ୍ଷ ରଖିଲା ଇସ୍କନ

ଭୁବନେଶ୍ୱର: ଅଦିନିଆ ରଥଯାତ୍ରା ଉପରେ ଗୁରୁବାର ଇସ୍କନ ଋଷିକେଶ ପକ୍ଷରୁ ପ୍ରତିକ୍ରିୟା ସାମ୍ନାକୁ ଆସିଛି । ଇସ୍କନ ପକ୍ଷରୁ ଏକ ସୂଚନା ଜାରି କରି କୁହାଯାଇଛି ଯେ, ଅଦିନିଆ ରଥଯାତ୍ରାରେ ଇସ୍କନ ଋଷିକେଶର କୌଣସି ଭୂମିକା ନଥିଲା । ଏହି ରଥଯାତ୍ରା ମଧୁବନ ଆଶ୍ରମ ଦ୍ୱାରା କରାଯାଇଥିଲା । ଏହି…

ନୂଆପଡା ଉପନିର୍ବାଚନ ପ୍ରଚାର ପାଇଁ ୫୨ ଜଣ ନେତାଙ୍କୁ ମିଳିଲା ଗୁରୁ ଦାୟିତ୍ବ

ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନ ୨୦୨୫ ପାଇଁ ବିଜୁ ଜନତା ଦଳ ଗୁରୁବାର ଦିନ ଦାୟିତ୍ବ ବଣ୍ଟନ କରିଛି । ପ୍ରଚାର ପାଇଁ ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୫୨ ଜଣ ବିଜେଡି ନେତାଙ୍କୁ ନିୟୋଜିତ କରିଛନ୍ତି । ନୂଆପଡ଼ା ଏନଏସି, କୋମନା ବ୍ଲକ ଓ ଖରିଆରରୋଡ୍‌ ଏନଏସିରେ ଦଳର ନେତାମାନଙ୍କୁ ଦାୟିତ୍ବ…

୧୫ ଲକ୍ଷ ଟଙ୍କା ମୂଲ୍ୟର ଗଞ୍ଜେଇ ଜବତ, ୪ ଗିରଫ

ଅନୁଗୋଳ: ଅନୁଗୋଳ ଜିଲ୍ଲାରୁ ୧୫୦ କେଜି ଗଞ୍ଜେଇ ଜବତ ହୋଇଛି । ଏହି ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କରିବା ସହ ଦୁଇଟି କାର ଜବତ କରିଛି ଅବକାରୀ ବିଭାଗ । ଗିରଫ ଅଭିଯୁକ୍ତମାନଙ୍କ ମଧ୍ୟରୁ ଦୁଇ ଜଣଙ୍କ ଘର ଫୁଲବାଣୀ ଜିଲ୍ଲାରେ ହୋଇଥିବା ବେଳେ ଜଣଙ୍କର ଅନୁଗୋଳ ଓ ଅନ୍ୟ ଜଣଙ୍କର ପୁରୀ ଜିଲ୍ଲାର…

ପୋଲିସ ଏସଆଇ ପରୀକ୍ଷା କେଳେଙ୍କାରୀର ମୁଖ୍ୟ ଦଲାଲ ଗିରଫ

ଭୁବନେଶ୍ୱର: ପୋଲିସ ଏସଆଇ ପରୀକ୍ଷା ମହାଘୋଟାଲା । କେଳେଙ୍କାରୀର ମୁଖ୍ୟ ଦଲାଲ ମୁନା ମହାନ୍ତିଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ । ମୁନାଙ୍କ ସହ ତାଙ୍କର ଘନିଷ୍ଠ ସହଯୋଗୀ ସୁକାନ୍ତ ମହାରଣା ସମେତ ମୋଟ ୩ ଜଣଙ୍କୁ ଦଶପଲ୍ଲା ନିକଟରୁ ଗିରଫ କରାଯାଇଛି । ମୁନା ପୂର୍ବରୁ ଦଶପଲ୍ଲାର ଏକ ଫାର୍ମ…