Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗାଡି ପଛପଟେ ନାଲି ଆଲୁଅ ବାଧ୍ୟତାମୂଳକ, ଅକ୍ଚୋବରରୁ ନିୟମ କଡ଼ାକଡ଼ି

ଭୁବନେଶ୍ୱର: ଏଣିକି ଗାଡ଼ି ପଛରେ ରିଫ୍ଲେଟିଭ୍ ଟେପ୍ ବା ନାଲି ଆଲୁଅ ରହିବା ବାଧ୍ୟତାମୂଳକ ହେବ। ଗାଡି ଦୁର୍ଘଟଣାକୁ ନଜରରେ ରଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ଗତକାଲି ରାଜ୍ୟ ସଡ଼କ ନିରାପତ୍ତା ପରିଷଦର ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା। ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ…

ରବିବାର ଘୁର୍ଣ୍ଣିବଳୟ, ୪୮ ଘଣ୍ଟା ମଧ୍ୟରେ ଲଘୁଚାପ

ଭୁବନେଶ୍ୱର: ୧୮ ସେପ୍ଟେମ୍ବରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ସେପ୍ଟେମ୍ବର ୧୮ରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି…

ସମ୍ବଲପୁର-ଝାରସୁଗୁଡ଼ା ବିଜୁ ଏକ୍ସପ୍ରେସ୍ ୱେରେ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ

ଝାରସୁଗୁଡ଼ା: ସମ୍ବଲପୁର-ଝାରସୁଗୁଡ଼ା ବିଜୁ ଏକ୍ସପ୍ରେସ୍ ୱେ ର  ସରବାହାଲ ନିକଟରେ ଏକ କୋଇଲା ବୋଝେଇ ହାଇଓ୍ବା ବସ୍ କୁ ଧକ୍କା ଦେବାରୁ ୫ ଜଣଙ୍କ ମୃତ୍ୟୁ ହୋଇଛି । ହାଇଓ୍ବା ଓ ବସ୍ ମଧ୍ୟରେ ଧକ୍କା ହେବା ଫଳରେ ୧୪ ଜଣ ଯାତ୍ରୀ ଆହତ ମଧ୍ୟ ହୋଇଛନ୍ତି । ସନ୍ଧ୍ୟା ସମୟରେ ଭୂଷଣ କାରଖାନାରୁ…

କମ୍ପାନୀରୁ ଶ୍ରମିକଙ୍କୁ ନେଇ ଫେରିବା ବେଳେ ବସକୁ ପିଟିଲା ହାଇୱା, ୩ ମୃତ

ଝାରସୁଗୁଡ଼ା: ବସକୁ ପିଟିଲା ହାଇୱା । ୩ ଜଣଙ୍କ ମୃତ୍ୟୁ । ଝାରସୁଗୁଡ଼ା ବିଜୁ ଏକ୍ସପ୍ରେସ୍ ୱେରେ ଜେଏସଡବ୍ଲୁର ଶ୍ରମିକଙ୍କୁ ନେଇ ଫେରୁଥିବା ବସକୁ ହାଇୱା ଧକ୍କା ଦେବା ଫଳରେ ୩ ଜଣଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ୧୫ରୁ ୨୦ ଜଣ ଆହତ ହୋଇଛନ୍ତି । ତେବେ କିଭଳି ପରିସ୍ଥିତିରେ ଦୁର୍ଘଟଣା…

ମହାଆଡ଼ମ୍ବରରେ ହେବ କଳିଙ୍ଗ ବାଲିଯାତ୍ରା ମହୋତ୍ସବ

ପାରାଦୀପ: ଏବର୍ଷ କମ୍ପିବ କଳିଙ୍ଗ ବାଲିଯାତ୍ରା ମହୋତ୍ସବ । ମହାମାରୀ କରୋନା ପାଇଁ ବିଗତ ୨ ବର୍ଷ ହେଲା ପାରାଦୀପର ପ୍ରସିଦ୍ଧ କଳିଙ୍ଗ ବାଲିଯାତ୍ରା ବନ୍ଦ ରହିଥିଲା । ଏ ବର୍ଷ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ମହାଆଡ଼ମ୍ବରରେ ହେବ । ଏନେଇ ସୂଚନା ଦେଇଛନ୍ତି ବାଲିଯାତ୍ରା କମିଟିର ଅଧ୍ୟକ୍ଷା ତଥା…

ଶୌଚାଳୟ ଯିବା ବେଳେ ବିଦ୍ୟାଳୟ କାନ୍ଥ ପଡ଼ି ଛାତ୍ରୀଙ୍କ ମୃତ୍ୟୁ

ଗୁଣୁପୁର: ବିଦ୍ୟାଳୟରେ ଅଘଟଣ । ଶୌଚାଳୟ ଯିବା ବେଳେ ବିଦ୍ୟାଳୟ ଫାଟକ କାନ୍ଥ ପଡ଼ି ଜଣେ ଛାତ୍ରୀଙ୍କ ମୃତ୍ଯୁ ହୋଇଛି । ରାୟଗଡା ଜିଲ୍ଲା ପଦ୍ମପୁର ବ୍ଲକ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏଭଳି ଅଭାବନୀୟ ଘଟଣା ଶୁକ୍ରବାର ଘଟିଛି । ବିଦ୍ୟାଳୟର ପଞ୍ଚମ ଶ୍ରେଣୀ ଛାତ୍ରୀ ଆହୁତି ଶବର ବିଦ୍ୟାଳୟ…

ସଙ୍କୁଚିତ ହେଉଛି ବାଲୁଖଣ୍ଡ ଅଭୟାରଣ୍ୟ, କୋଷ୍ଟାଲ ରେଗୁଲେସନ୍ ଜୋନ୍ ନିୟମର ହେଉଛି ଉଲ୍ଲଂଘନ

ପୁରୀ: ଉଚ୍ଚ ଜୁଆର ଆସୁଥିବା ସମୁଦ୍ରର ୫୦୦ ମିଟର ଦୂରରେ ସ୍ଥାୟୀ ନିର୍ମାଣର ନିୟମ ରହିଥିବା ବେଳେ ପୁରୀରେ ଉଲ୍ଲଂଘନ ହେଉଛି । ବାଲୁଖଣ୍ଡ ଅଭୟାରଣ୍ୟର ଅତି ନିକଟରେ ସ୍ଥାୟୀ ଜନବସତି ଗଢ଼ି ଉଠିଥିବା ବେଳେ ପୁରୀ କୋଣାର୍କ ଉନ୍ନୟନ କର୍ତ୍ତୃପକ୍ଷ (PKDA), ବନ ବିଭାଗ ଓ ଜିଲ୍ଲା ପ୍ରଶାସନ…

ଲାଇଟ୍ ଲିଭାଇବାକୁ ନେଇ କାନ କାମୁଡ଼ି ଛିଣ୍ଡାଇ ଦେଲେ

ସୋନପୁର: ଗାଁ ଦାଣ୍ଡରେ ଲାଇଟ୍ ଲିଭାକୁ ନେଇ ଅଭାବନୀୟ ଘଟଣା ଘଟିଛି । ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ଯାଲୋଏ ପଞ୍ଚାୟତ କଲାପଥର ଗାଁରେ । ଗୁରୁବାର ଗାଁରେ ଲାଇଟ୍ ଲିଭାକୁ ନେଇ ୨ ଯୁବକଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଯାହା ପରେ ଜଣେ ଯୁବକ ଅନ୍ୟ ଜଣଙ୍କ କାନକୁ କାମୁଡ଼ି ଛିଣ୍ଡାଇ…

ପୁରୁଣା ଅଡିଓକୁ ନେଇ ସୋସିଆଲ୍ ମିଡିଆରେ ବର୍ଷାଙ୍କୁ ପ୍ରଶ୍ନ କଲେ ଅନୁଭବ

ଭୁବନେଶ୍ୱର: ବର୍ଷା ତୁମେ କୁହ… ଏ ସ୍ୱର କାହାର ? ଫୋନରେ ତୁମେ ଓ ତୁମ ଭଉଣୀ ମୋ ପରିବାର ବିରୋଧରେ କଣ ଏମିତି ଗପୁଥିଲ । ୨ ବର୍ଷର ପୁରୁଣା ଅଡିଓକୁ ପୁଣି ପ୍ରସଙ୍ଗ କରିଛନ୍ତି କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି । ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ସହ ବିବାହ ବିଚ୍ଛେଦ ମାମଲାରେ କୋର୍ଟରେ…

କିଶୋର ଭାଇନାଙ୍କ ହୋଟେଲ୍ ଉଚ୍ଛେଦ କଲା ବିଏମସି, ସିଲ୍ ପରେ ପୁଣି ଖୋଲି କରୁଥିଲେ ବେପାର

ଭୁବନେଶ୍ୱର: ଖାଦ୍ୟ ସହ ଖେଳନି । ଲୋକଙ୍କୁ ଖରାପ ଖାଇବା ଦିଅନି । ସ୍ୱଚ୍ଛ, ସୁସ୍ଥ ପରିବେଶରେ ରାନ୍ଧ ଓ ଲୋକଙ୍କୁ ଖାଇବାକୁ ଦିଅ । ନତେଚ୍ ଆପଣଙ୍କ ହୋଟେଲରେ ବି ରେଡ୍ କରିବ ବିଏମସି । ପ୍ରଥମେ ସିଲ୍ ପରେ ନ ମାନିଲେ ନେବ କଡ଼ା କାର୍ଯ୍ୟାନୁଷ୍ଠାନ । ଦୂରଦର୍ଶନ ନିକଟରେ ଥିବା କିଶୋର ଭାଇନାଙ୍କ…