Latest Odisha News

BREAKING NEWS

Browsing Category

ଓଡିଶା

Odisha

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ, ପଛୁଆ ବର୍ଗ ଆୟୋଗର ତୁରନ୍ତ ପୁନର୍ଗଠନ ହେଉ

ଭୁବନେଶ୍ବର: ଓଡ଼ିଶା ରାଜ୍ୟ ପଛୁଆ ବର୍ଗ ଆୟୋଗ (ଓଏସସିବିସି)ର ତୁରନ୍ତ ପୁନର୍ଗଠନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ପତ୍ର ଲେଖି ଅନୁରୋଧ କଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସାମାଜିକ ନ୍ୟାୟ ପ୍ରଦାନ ଏବଂ ପଛୁଆ ବର୍ଗର ଲୋକଙ୍କ ଆଶା ଆକାଂକ୍ଷା ପୂରଣ ଦିଗରେ…

ଓଡ଼ିଶାରେ ଜମି କିଣାବିକା ନିୟମରେ ବଡ଼ ପରିବର୍ତ୍ତନ; ସରକାର ଜାରି କଲେ ନୂଆ ଏସଓପି

ଭୁବନେଶ୍ବର: ଓଡ଼ିଶାରେ ଜମି କିଣାବିକା ନିୟମରେ ବଡ଼ ପରିବର୍ତ୍ତନ । ଏନେଇ ନୂଆ SOP ଜାରି କଲେ ରାଜ୍ୟ ସରକାର । ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଗତ ୧୯ ତାରିଖରେ ସ୍ଥାବର ସମ୍ପତ୍ତିର ବେଞ୍ଚମାର୍କ ମୂଲ୍ୟର ଦ୍ୱିବାର୍ଷିକ ସଂଶୋଧନ ପାଇଁ ଏକ ବିସ୍ତୃତ ସୂଚନା…

Odisha Vigilance: ଭିଜିଲାନ୍ସ ଜାଲରେ ଜୁନିଅର ଆକାଉଣ୍ଟାଣ୍ଟ

ବାଲେଶ୍ବର: ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଭିଜିଲାନ୍ସ ରେଡ ହୋଇଛି। ବାଲେଶ୍ଵର ଚୂନ ଭାଟି ନିକଟରେ ଥିବା ସାଇ ଗାର୍ଡେନ ଉପରେ ଭିଜିଲାନ୍ସ ଟିମର ଚଢ଼ାଉ। ରବୀନ୍ଦ୍ର କୁମାର ବାରିକଙ୍କ ବାଲେଶ୍ଵରରେ ଥିବା ବିଭିନ୍ନ ସମ୍ପତ୍ତି ଉପରେ ରେଡ୍। ରବୀନ୍ଦ୍ର କୁମାର ବାରିକ ସିଭିଲ ସପ୍ଲାଏ ଅଫିସ୍…

ସବୁ ଚିଟ୍‌ଫଣ୍ଡ ଜମାକାରୀ ପାଇବେ ଟଙ୍କା

ଭୁବନେଶ୍ୱର: କ୍ଷୁଦ୍ର ଚିଟ୍ ଫଣ୍ଡ ଜମାକାରୀଙ୍କ ପାଇଁ ଏକ ବଡ଼ ଆଶ୍ୱସ୍ତି। ଓଡ଼ିଶା ସରକାର ଯୋଗ୍ୟ ଦାବିଦାରଙ୍କ ପାଇଁ ଟଙ୍କା ଫେରସ୍ତ ପ୍ରକ୍ରିୟା ସମାପ୍ତ କରିବାର ଶେଷ ତାରିଖ ଜାନୁଆରୀ ୩୧, ୨୦୨୬ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଅର୍ଥ ବିଭାଗ ଦ୍ୱାରା ଜାରି ଏକ ବିଜ୍ଞପ୍ତିରେ କୁହାଯାଇଛି…

ଭିତରକନିକାକୁ ଛୁଟୁଛି ପର୍ଯ୍ୟଟକଙ୍କ ସୁଅ; ଗୋଟିଏ ଦିନରେ ବୁଲିଲେ ୨୮୬୪ ପର୍ଯ୍ୟଟକ

ରାଜନଗର: ଚାଲିଛି ପର୍ଯ୍ୟଟନ ଋତୁ । ଏହି ସମୟରେ ବିଭିନ୍ନ ପର୍ଯ୍ୟଟନସ୍ଥଳରେ ଲୋକଙ୍କ ଭିଡ ଜମିବାରେ ଲାଗିଛି । ଏହା ଭିତରେ ଭିତରକନିକା ଜାତୀୟ ଉଦ୍ୟାନରେ ଜମୁଛି ପର୍ଯ୍ୟଟକଙ୍କ ଭିଡ଼ । ବନ ବିଭାଗର ସୂଚନା ମୁତାବକ, ରବିବାର ଜାତୀୟ ଉଦ୍ୟାନକୁ ଗୋଟିଏ ଦିନରେ ୨୮୬୪ ପର୍ଯ୍ୟଟକ ଆସିଥିଲେ ।…

ମାଓବାଦୀଙ୍କୁ ଧରାଇବାକୁ ପୋଷ୍ଟର ମାରିଲା ପୋଲିସ, ୧୮ ଟପ୍ ନେତାଙ୍କ ନାଁରେ ରହିଛି ଏତିକି ପୁରସ୍କାର ରାଶି…

କନ୍ଧମାଳ: ମାଓବାଦୀଙ୍କୁ ଧରିବାକୁ ମାଓ ପ୍ରବଣ କନ୍ଧମାଳ ଜିଲ୍ଲାର କୋଟଗଡ଼ ଓ ବାଲିଗୁଡାରେ ପୋଷ୍ଟର ଲଗାଇଲା ପୋଲିସ । ୧୮ ଜଣ ଟପ୍ ମାଓନେତାଙ୍କ ନାଁରେ ପୋଷ୍ଟର ଲଗାଯାଇଛି । ସେମାନଙ୍କ ନାଁରେ ୮ କୋଟି ୪୦ ଲକ୍ଷ ଟଙ୍କାର ପୁରସ୍କାର ରାଶି ଥିବା ସୂଚନା ରହିଛି । ପୋଷ୍ଟରରେ ଦୁଇଟି…

ବିଜେଡିର କିଏ ହେବ ଉତ୍ତରାଧିକାରୀ ସେନେଇ ପୁଣି କଟାକ୍ଷ କଲେ ଶ୍ରୀମୟୀ

ଭୁବନେଶ୍ବର: କିଛି ଦିନର ବ୍ୟବଧାନ ପରେ ପୁଣି ସୋସିଆଲ୍ ମିଡିଆରେ ବିଜେଡିକୁ କଟାକ୍ଷ କଲେ ନେତ୍ରୀ ଶ୍ରୀମୟୀ ମିଶ୍ର । ସୁଜାତା କାର୍ତ୍ତିକେୟନ ପାଣ୍ଡିଆନଙ୍କ ଏଣ୍ଟ୍ରିକୁ ନେଇ ପ୍ରଶ୍ନ ଉଠାଇଲେ ଶ୍ରୀମୟୀ । ବିଜେଡିର ଉତ୍ତରାଧିକାରୀ ଟଣାଓଟରାକୁ ନେଇ କଲେ ଆକ୍ଷେପ । ବିଜେଡି ଯୁବନେତାଙ୍କ ବଣଭୋଜିର…

Cold Wave: ରାଜ୍ୟରେ ଜାରି ରହିବ ଶୀତ, ରାତି ତାପମାତ୍ରା ସାମାନ୍ୟ ପ୍ରାୟ ୧ ଡିଗ୍ରୀ ଯାଏ ବଢ଼ିପାରେ…

ଭୁବନେଶ୍ୱର: ଜାଡରେ ଥରହର ସାରା ଓଡିଶା । ଏଭଳି ପରିସ୍ଥିତି ଆଗକୁ ମଧ୍ୟ ଜାରି ରହିବ । ରାତି ତାପମାତ୍ରା ସାମାନ୍ୟ ପ୍ରାୟ ୧ ଡିଗ୍ରୀ ଯାଏ ବଢ଼ିପାରେ । ୩୦ ତାରିଖ ବେଳକୁ କିଛି ସ୍ଥାନରେ ଅଧିକ ଶୀତ ହେବନି ଓ ପାଗ ଆରାମଦାୟକ ରହିବ ବୋଲି ପୂର୍ବାନୁମାନ କରଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର…

ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ଗଜପତି ମହାରାଜାଙ୍କ ବଡ ବୟାନ…

ପୁରୀ: ଇସ୍କନର ଅଦିନିଆ ରଥଯାତ୍ରାକୁ ନେଇ ପୁଣି ପ୍ରତିକ୍ରିୟା ରଖିଛନ୍ତି ପୁରୀ ଗଜପତି ମହାରାଜ । ସେ କହିଛନ୍ତି ଯେ, ଇସ୍କନର ଅଦିନିଆ ରଥଯାତ୍ରା ଏକପ୍ରକାର ଅପପ୍ରଚାର । ଏଭଳି କରିବା ଦ୍ବାରା ଏକ ଖରାପ ପରମ୍ପରା ସୃଷ୍ଟି ହେଉଛି । ଶାସ୍ତ୍ର ମତ ଅନୁଯାୟୀ ରଥଯାତ୍ରା ପାଳନ ହେବା ଉଚିତ ।…