Latest Odisha News

BREAKING NEWS

Browsing Category

ଓଡିଶା

Odisha

ଇଲେକ୍ଟ୍ରିକ୍‍ ଗାଡ଼ି ସୋ’ରୁମ୍‍ରୁ ନକଲି ଗୁଟ୍‍ଖା ଜବତ

ବ୍ରହ୍ମପୁର: ବ୍ରହ୍ମପୁର ସହରର ଫାଷ୍ଟଗେଟ୍‍ ସ୍ଥିତ ଏକ ଇଲେକ୍ଟ୍ରିକ୍‍ ଗାଡ଼ି ସୋ’ରୁମ୍‍ରୁ ନକଲି ଗୁଟ୍‍ଖା ଜବତ କରିଛି ବ୍ରହ୍ମପୁର ବଡ଼ ବଜାର ଥାନା ପୋଲିସ। କୌଣସି ସୂତ୍ରରୁ ସୂଚନା ପାଇ ଶୁକ୍ରବାର ସକାଳେ ସୋ’ରୁମ୍‍ରେ ଚଢ଼ଉ କରାଯାଇଥିଲା। ତେବେ ଚଢ଼ଉ ଖବର ଆଗୁଆ ପାଇ ସୋ’ରୁମ୍‍ ମାଲିକ ଫେରାର୍‍…

ଯାଜପୁର ଉପରେ ବିଜେପିର ନଜର, ସ୍ଥିତି ପରଖିବାକୁ ଆସିଛନ୍ତି କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର: ବିଜେପିର ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡାଙ୍କ ନିର୍ଦ୍ଦେଶକ୍ରମେ ୨୦୧୯ରେ ଯେଉଁ ୧୪୪ ଲୋକସଭା ଆସନରେ ବିଜେପି ଦୁର୍ବଳ ଥିଲା ତାକୁ ସୁଦୃଢ କରିବାକୁ ରଣନୀତି ଆରମ୍ଭ କରିଛନ୍ତି ଦାୟିତ୍ୱରେ ଥିବା କେନ୍ଦ୍ରମନ୍ତ୍ରୀ। ଏହି କ୍ରମରେ ଆଜି ଓଡିଶା ଆସିଛନ୍ତି କେନ୍ଦ୍ର ଆଦିବାସୀମନ୍ତ୍ରୀ…

ଏମକେସିଜିରେ ପୁଣି ଖସିଲା ସିଲିଂ

ବ୍ରହ୍ମପୁର: ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟରେ ପୁଣି ଅଘଟଣ। ଗୁରୁବାର ସୁପର ସ୍ପେସିଆଲିଟି କୋଠାର ପଞ୍ଚମ ମହଲାରେ ଛାତରୁ ସିଲିଂ ଖସିଥିଲା। ଦିନକ ପରେ ଅର୍ଥାତ ଶୁକ୍ରବାର ସକାଳେ ଏହି କୋଠାର ତୃତୀୟ ମହଲାର ଅନ୍ତଃସ୍ରାବ(endocrinology)…

କିସ୍‍କୁ ବିଶ୍ୱର ଶ୍ରେଷ୍ଠ ଜାତିସଂଘ ସାକ୍ଷରତା ପୁରସ୍କାର

ଭୁବନେଶ୍ବର: ଶିକ୍ଷା କ୍ଷେତ୍ରରେ କିସ୍ କୁ ପୁଣି ସଫଳତା  ।  ଜାତିସଂଘ ପକ୍ଷରୁ କିସ୍‌କୁ ବିଶ୍ବ ସ୍ତରରେ ସର୍ବଶ୍ରେଷ୍ଠ ଶିକ୍ଷା ସମ୍ମାନ ‘ୟୁନେସ୍କୋ ଇଣ୍ଟରନ୍ୟାସନାଲ ଲିଟେରାସି ପୁରସ୍କାର-୨୦୨୨’ ପ୍ରଦାନ କରାଯାଇଛି। ଏହି ଅନ୍ତର୍ଜାତୀୟ ଶିକ୍ଷା ପୁରସ୍କାର ପାଇବାରେ କିସ୍‍ ବିଶ୍ୱର ପ୍ରଥମ…

ପ୍ରିୟ ସୋମଦତ୍ତ ନାୟକ ଓଡ଼ିଶା ପାଇଁ ଆଣିଛନ୍ତି ଗୈାରବ, ଚାରିଆଡୁ ଶୁଭେଚ୍ଛା

ଭୁବନେଶ୍ବର: ମେଡିକାଲ  ପ୍ରବେଶିକା ପରୀକ୍ଷା ନିଟ୍‌ରେ ଓଡ଼ିଶାରୁ ଟପ୍ପର ହୋଇଥିବା ପ୍ରିୟ ସୋମଦତ୍ତ ନାୟକଙ୍କୁ ସାଇ ଇଣ୍ଟରନାସନାଲ ସ୍କୁଲ ପକ୍ଷରୁ ଶୁଭେଚ୍ଛା ଜଣାଯାଇଛି। ଓଡ଼ିଶା ପାଇଁ ସେ ଗୈାରବ ଆଣିଥିବା ସହ ସାଇ ଇଣ୍ଟରନାସନାଲ ସ୍କୁଲର ନାମକୁ ମଧ୍ୟ ଗୈାରବାନିତ୍ୟ କରିଛନ୍ତି ।   ସୋମଦତ୍ତ  …

ପେନସନ କାଗଜପତ୍ର ପାଇଁ ୧୦ ହଜାର ଲାଞ୍ଚ ନେଲା ବେଳେ ଦୁଇ ଗିରଫ

ବ୍ରହ୍ମପୁର:ଜଣେ ଅବସରପ୍ରାପ୍ତ କର୍ମଚାରୀଙ୍କ ପେନ୍‌ସନ୍‌ ସଂପର୍କିତ କାଗଜପତ୍ର କରାଇଦେବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁଇଜଣଙ୍କୁ ଧରିଛି ବ୍ରହ୍ମପୁର ଭିଜିଲାନ୍ସ। ସେମାନେ ହେଲେ ଗଞ୍ଜାମ ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟର କନିଷ୍ଠ ସହାୟକ ସୁଶିଲ​‌ କୁମାର ପଟ୍ଟନାୟକ…

ମନ୍ଦିର ଦର୍ଶନ ପାଇଁ ଅନଲାଇନରେ ମିଳିବ ଟିକେଟ

ଭୁବନେଶ୍ୱର: ମନ୍ଦିର ଦର୍ଶନ ପାଇଁ  ଅନଲାଇନରେ ମିଳିବ ଟିକେଟ  । ଓଡିଶାରେ ଭଗବାନଙ୍କର ଦର୍ଶନ ଲାଗି ଆଗ୍ରହ ରହିଥିବା ଭକ୍ତମାନଙ୍କ ପାଇଁ ଏହା ଏକ ସୁବର୍ଣ୍ଣ ସୁଯୋଗ ହେବ। ଦେଶବିଦେଶ ର ଭକ୍ତ ମାନେ ମନ୍ଦିର ଦର୍ଶନ ସହ ପୂଜା ଓ ପ୍ରସାଦ ସେବନ ପାଇଁ ଅନଲାଇନ ପୋର୍ଟାଲ ମାଧ୍ୟମରେ ଆଗୁଆ ଟିକେଟ…

ସ୍ୱଧାର ଗୃହରୁ ଦୁଇ ଜଣ ନାବାଳିକା ନିଖୋଜ

ରାୟଗଡ଼ା: ରାୟଗଡ଼ା ସହରରେ ଥିବା ସେହ୍ନ ସ୍ୱଧାର ଗୃହରୁ ୨ ଜଣ ନାବାଳିକା ନିଖୋଜ ହୋଇ ଯାଇଛନ୍ତି । ସ୍ୱଧାର ଗୃହରେ କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ଏପରି ଘଟଣା ଘଟିଥିବା ଅଭିଯୋଗ ହୋଇଛି । ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଙ୍କ ହସ୍ତକ୍ଷେପ ପରେ ରାୟଗଡ଼ା ଥାନାରେ ୨ ନାବାଳିକା ନିଖୋଜ ନେଇ ଏତଲା…

କଟକରୁ କର୍ତ୍ତବ୍ୟପଥ: ଇଣ୍ଡିଆ ଗେଟରେ ନେତାଜୀ ସୁଭାଷ ବୋଷ

ନୂଆଦିଲ୍ଲୀ: ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ପ୍ରତିମୂର୍ତ୍ତିକୁ ଅନାବରଣ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି  । ଇଣ୍ଡିଆ ଗେଟ ନିକଟରେ ଶୋଭା ପାଉଛନ୍ତି ନେତାଜୀ ଶୁଭାଷ ବୋଷ । ସ୍ବାଧୀନତାର 75 ବର୍ଷ ପରେ ନେତାଜୀଙ୍କୁ ଦେଶ ପକ୍ଷରୁ ମିଳିଛି ବଡ଼ ସମ୍ମାନ । କଟକ ଓଡ଼ିଆ ବଜାରରେ ଜନ୍ମ…

ପୁରୁଷ ହକି ବିଶ୍ୱକପ୍, ପୁଲ ଡିରେ ଭାରତ

ଭୁବନେଶ୍ୱର : ଓଡ଼ିଶାରେ ହେବାକୁ ଯାଉଛି ପୁରୁଷ ହକି ବିଶ୍ୱକପ୍ । ୨୦୨୩ରେ ପୁରୁଷ ହକି ବିଶ୍ୱକପ୍ ଓଡ଼ିଶାରେ ହେବ ବୋଲି ଆଜିଠାରୁ ଘୋଷଣା ହୋଇଛି । ଭୁବନେଶ୍ୱର ଲୋକସେବା ଭବନ କନଭେନସନ ସେଣ୍ଟରରେ ହୋଇଛି ଡ୍ର ସେରମନି। ବିଶ୍ୱକପ୍ ପାଇଁ  ଆଜି ପୁଲ୍ ଘୋଷଣା କରାଯାଇଛି। ମୋଟ୍ ୪ଟି ପୁଲରେ…