Latest Odisha News

BREAKING NEWS

Browsing Category

ଓଡିଶା

Odisha

ଏନଇଇଟି ପରୀକ୍ଷା: ଟପ୍ପର ତାଲିକାରେ ଓଡ଼ିଆ

ଭୁବନେଶ୍ୱର: ବୁଧବାର ବିଳମ୍ବିତ ରାତିରେ ପ୍ରକାଶ ପାଇଛି ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ଦ୍ବାରା ଆୟୋଜିତ ହୋଇଥିବା ଏନଇଇଟି ପରୀକ୍ଷା ଫଳ। ଏହି ପରୀକ୍ଷାର ଟପ୍ପର ତାଲିକାରେ ରହିଛନ୍ତି ଓଡିଶାର ପ୍ରିୟ ସୋମଦୂତ ନାୟକ। ପ୍ରିୟ ୭୨୦ରୁ ୭୦୫ ମାର୍କ ରଖି ସର୍ବ ଭାରତୀୟ ସ୍ତରରେ ୩୯…

ବଢ଼ିଲା ଆପଣଙ୍କ ବିଧାୟକଙ୍କ ବୀମା କଭରେଜ ରାଶି

ଭୁବନେଶ୍ୱର: ବଢ଼ିଲା ବିଧାୟକଙ୍କ ସ୍ୱାସ୍ଥ୍ୟ ବୀମା। ଓଡିଶାର ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କ ପାଇଁ ବାର୍ଷିକ ସ୍ୱାସ୍ଥ୍ୟବୀମା କଭରେଜକୁ ଦୁଇଗୁଣା କରାଯାଇଛି। ଯାହା ୫ ଲକ୍ଷରୁ ୧୦ ଲକ୍ଷକୁ ବୃଦ୍ଧି କରାଯାଇଛି । ବୁଧବାର ରାଜ୍ୟ ସରକାର ଏହି ସୂଚନା ଦେଇଛନ୍ତି। ଏହି ସେବା ଚଳିତ ୨୦୨୨-୨୩…

ଓଡ଼ିଶାରେ ପ୍ରତିଷ୍ଠା ହେବ ଟାଟା ମେମୋରିଆଲ କ୍ୟାନସର ହସ୍ପିଟାଲ୍

ଭୁବନେଶ୍ବର: ଭୁବନେଶ୍ୱରରେ ୬୫୦ କୋଟି ଟଙ୍କା ବ୍ୟୟରେ ପ୍ରତିଷ୍ଠା ହେବ ୨୦୦ ଶଯ୍ୟା ବିଶିଷ୍ଟ କ୍ୟାନସର ହସ୍ପିଟାଲ। ଏଥି ଲାଗି ରାଜ୍ୟ ସରକାର ୪୦ଏକର ଜାଗା ଭିତ୍ତିଭୂମିର ବିକାଶ ଲାଗି ଯୋଗାଇବେ ।  ଟାଟା ମେମୋରିଆଲ ସେଣ୍ଟର ଓ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସହ ଏନେଇ ଏମଓୟୁ…

ମିଶନ ଶକ୍ତି ମହିଳାଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:  ୪ ଜିଲ୍ଲାର ମିଶନ ଶକ୍ତି ମା ମାନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ । ଆଜି ସଂଧ୍ୟାରେ ନବୀନ ନିବାସଠାରେ ଯାଜପୁର, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡା ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା ମାନେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ ।…

ରକ୍ତାକ୍ତ ସଂଘର୍ଷ ଘଟଣାରେ କର୍ପୋରେଟର, ପୋଲିସ କର୍ମଚାରୀ ସହ ୭ ଗିରଫ

ବ୍ରହ୍ମପୁର:ବ୍ରହ୍ମପୁର ସହର ବିଜିପୁର ଲକ୍ଷ୍ମୀ ସାହିରେ ମଙ୍ଗଳବାର ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ ରକ୍ତାକ୍ତ ସଂଘର୍ଷ ଘଟିଥିଲା । ଏନେଇ ଉଭୟ ଗୋଷ୍ଠୀ ତରଫରୁ ଏତଲା କ୍ରମରେ ବ୍ରହ୍ମପୁର ଟାଉନ୍‌ ଥାନାରେ ଦୁଇଟି ପୃଥକ ମାମଲା ରୁଜୁ ହୋଇଥିଲା । ପୋଲିସ ଏହି ଘଟଣାରେ ବ୍ରହ୍ମପୁର ମହାନଗର ନିଗମର ୨୫…

ବ୍ରହ୍ମପୁରରେ ବନ୍ଦ ଘରୁ ନେଇଗଲେ ୬ଶହ ଗ୍ରାମ୍‌ ସୁନା, ୧୧ ଲକ୍ଷ ଟଙ୍କା

ବ୍ରହ୍ମପୁର:ବ୍ରହ୍ମପୁର ସହରରେ ପୁଣି ଥରେ ମାତିଛନ୍ତି ଚୋର ଦଳ । ତାଲା ବନ୍ଦ ଘରୁ ପ୍ରାୟ ୬ଶହ ଗ୍ରାମ୍‌ ଓଜନର ସୁନା ଅଳଙ୍କାର ସହ ନଗଦ ୧୧ ଲକ୍ଷ ଟଙ୍କା ଓ କିଛି ରୂପା ଅଳଙ୍କାର ଚୋରି କରିନେଇଛନ୍ତି । ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ବ୍ରହ୍ମପୁର ସୋମନାଥନଗର ତୃତୀୟ…

ବନ୍ୟାରେ ଭାଙ୍ଗିଛି ୧୪ ହଜାର ୨୩୫ ଘର

ଭୁବନେଶ୍ୱର : ପ୍ରବଳ ବର୍ଷା ପରେ ରାଜ୍ୟରେ ବନ୍ୟାର ବିଭୀଷିକା ସୃଷ୍ଟି ହୋଇଥିଲା  । ଏଥିରେ ରାଜ୍ୟରେ ଅନେକ ଧନ ଜୀବନ ନଷ୍ଟ ହୋଇଥିଲା ।  ଆଜି ରାଜ୍ୟରେ ହୋଇଥିବା ବନ୍ୟାର କ୍ଷୟକ୍ଷତି ରିପୋର୍ଟ ଆସିଛି। ବନ୍ୟାରେ ୧୪ ହଜାର ୨୩୫ ଘର ଭାଙ୍ଗିଛି । ଏଥିରେ ୧ଲକ୍ଷ ୨୬ ହଜାର ୧୬୨ ହେକ୍ଟର ଚାଷଜମି…

ବିର୍ସା ମୁଣ୍ଡା ହକି ଷ୍ଟାଡିୟମର ଅନୁଧ୍ୟାନ କଲା FIH

ରାଉରକେଲା: ଇଣ୍ଟରନ୍ୟାସନାଲ୍ ହକି ଫେଡରେସନ୍ ଟିମ୍ ରାଉରକେଲା ସ୍ଥିତ ନବନିର୍ମିତ ବିର୍ସା ମୁଣ୍ଡା ଷ୍ଟାଡିୟମ୍ ବୁଲି ଦେଖିଛନ୍ତି । ୨୦୨୩ ପୁରୁଷ ହକି ବିଶ୍ୱକପ୍ ଓଡ଼ିଶାରେ ଆୟୋଜିତ ହେବ । ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ ସହ ରାଉରକେଲା ବିର୍ସା ମୁଣ୍ଡା ଷ୍ଟାଡିୟମରେ ମ୍ୟାଚ୍ ଖେଳାଯିବ ।…

ଜଳସାଥୀମାନଙ୍କ ସଶକ୍ତୀକରଣ ଉପରେ କର୍ମଶାଳା

ଭୁବନେଶ୍ୱର :  ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଆନୁକୂଲ୍ୟରେ ପରିଚାଳିତ ବିଭିନ୍ନ ସହରାଞ୍ଚଳବିକାଶ କାର୍ଯ୍ୟକ୍ରମ ‌ ଗୁଡିକର  ରୂପାୟନ ଦାୟିତ୍ଵରେ ଥିବା ସିଟି ମିଶନ୍ ମ୍ୟାନେଜର୍ ମାନଙ୍କ‌୍ୟ କାର୍ଯ୍ୟ ପରିଚାଳନା ସଂପର୍କରେ ସମୀକ୍ଷା ଓ ଜଳସାଥୀଙ୍କ ପ୍ରଶିକ୍ଷଣ ଉପରେ ଏକ…

ବ୍ରାହ୍ମଣୀ ନଦୀରୁ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଅନୁଗୁଳ: ବ୍ରାହ୍ମଣୀ ନଦୀରୁ ନିଖୋଜ ଯୁବକଙ୍କ ମୃତଦେହ ଉଦ୍ଧାର । ତାଳଚେର ଗହମ ଅଞ୍ଚଳ ଦେଇ ବହି ଯାଇଥିବା ବ୍ରାହ୍ମଣୀ ନଦୀରୁ ଜଣେ ଯୁବକଙ୍କ ମୃତଦେହ ମିଳିଛି । ହାତ ଗୋଡ଼ ବନ୍ଧା ଯାଇଥିବା ଅବସ୍ଥାରେ ନଦୀରେ ଭାସି ଯାଉଥିବା ବେଳେ ସ୍ଥାନୀୟ ଲୋକ ଉଦ୍ଧାର କରି ପୋଲିସକୁ ସୂଚନା ଦେଇଥିଲେ । ମୃତ…