Latest Odisha News

BREAKING NEWS

Browsing Category

ଓଡିଶା

Odisha

ଭାସ୍କର ଚନ୍ଦ୍ର ପାତ୍ର ହେଲେ ଆସିଏଆର- ଜାତୀୟ ଧାନ ଗବେଷଣା କେନ୍ଦ୍ର ନିର୍ଦ୍ଦେଶକ

ଭୁବନେଶ୍ୱର: ଡ. ଭାସ୍କର ଚନ୍ଦ୍ର ପାତ୍ର ଆଇସିଏଆର- ଜାତୀୟ ଧାନ ଗବେଷଣା କେନ୍ଦ୍ର କଟକର ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ସେପ୍ଟେମ୍ବର ୧ ତାରିଖ ଦିନ ଡ. ପାତ୍ର କାର୍ଯ୍ୟରେ ଯୋଗ ଦେଇଛନ୍ତି । ପୂର୍ବତନ ନିର୍ଦ୍ଦେଶିକା ଡ. ପଦ୍ମିନୀ ସ୍ୱାଇଁଙ୍କ ଅବସର ପରେ ଭାସ୍କର ଚନ୍ଦ୍ର…

ବାଉନସର ରଖିବାପାଇଁ ଦରକାର ଅନୁମତି

ଭୁବନେଶ୍ୱର : ବାଉନସର ରଖିବାପାଇଁ ଦରକାର ଅନୁମତି । କମିଶନରେଟ ପୋଲିସ ବିନା ଅନୁମତିରେ ବାର ମାଲିକ ମାନେ ବାଉନସର ରଖିପାରିବେନାହିଁ   । ୨ ମାସ ପର୍ଯ୍ୟନ୍ତ ବାର ମାନଙ୍କରେ ଏହି ନିୟମ ଲାଗୁ ରହିବ  । ସେପ୍ଟେମ୍ବର ୭ ରୁ ନଭେମ୍ୱର ୫ ପର୍ଯ୍ୟନ୍ତ ନିୟମ ଲାଗୁ କରାଯିବ  । ସୁରକ୍ଷା ଦୃଷ୍ଟିରୁ…

ଅପରାଜିତାଙ୍କୁ ତୀବ୍ର ବିରୋଧ

ଭୁବନେଶ୍ୱର :  ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ବିଜେପି କର୍ମୀଙ୍କ ବିରୋଧ । ବେଗୁନିଆର ମଣ୍ଡଳ ସଭାପତି ମାନଙ୍କ ସହ ୪୦ ପଞ୍ଚାୟତର ବିଜେପି କର୍ମୀ ଓ ସମର୍ଥକମାନେ ସାଂସଦଙ୍କୁ ଖୋଲାଖୋଲି ବିରୋଧ କରିଛନ୍ତି। ବିଜେପି ଦଳୀୟ ସଂଗଠନର କର୍ମକର୍ତ୍ତା ଓ ସଦସ୍ୟଙ୍କୁ ଅଣଦେଖା କରି ସାଂସଦ…

ଝାଡ଼ାବାନ୍ତିରେ ଆଇ, ନାତି ମୃତ, ୨୫ରୁ ଅଧିକ ଆକ୍ରାନ୍ତ

ପାଟଣାଗଡ଼: ପୁଣି ବ୍ୟାପିଲା ଝାଡ଼ାବାନ୍ତି । ଝଡ଼ାଇ ନେଲା ୨ ପ୍ରାଣ । ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଦେଦର୍ହ ଗାଁରେ ଝାଡ଼ା ବାନ୍ତିରେ ଆକ୍ରାନ୍ତ ଆଇ, ନାତିଙ୍କ ମୃତ୍ୟୁ ହୋଇଛି । ଗାଁର ଏକାଧିକ ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ବେଳେ ୨୫ରୁ ଅଧିକ ଜଣଙ୍କୁ ପାଟଣାଗଡ଼…

ଜଳବାୟୁ ପରିବର୍ତ୍ତନ ପାଇଁ ଓଡ଼ିଶା ଖର୍ଚ୍ଚ କରିବ ୨.୪୫ ଲକ୍ଷ କୋଟି

ଭୁବନେଶ୍ୱର: ଓଡ଼ିଶା ଜଳବାୟୁ କ୍ଷେତ୍ର ରୂପାନ୍ତରଣ ପାଇଁ ୨.୪୫ ଲକ୍ଷ କୋଟି ଟଙ୍କା ଖର୍ଚ୍ଚ କରିବ। ଆଗାମୀ ଦଶ ବର୍ଷ ଭିତରେ ଏହି ଟଙ୍କା ଖର୍ଚ୍ଚ କରିବାକ ଯୋଜନା ପ୍ରସ୍ତୁତ କରାଯାଇଛି । ଜଳବାୟୁ ପରିବର୍ତ୍ତନ ପାଇଁ ରାଜ୍ୟ ଆକ୍ସନ୍ ପ୍ଲାନ୍ (SAPCC-II) ରେ ଉଲ୍ଲେଖ କରାଯାଇଛି । ୨୦୨୧ରୁ…

ଜାତୀୟ ଶିକ୍ଷକ ପୁରସ୍କାର ପାଇଲେ ପୁରୀର ଈଶ୍ୱର ଚନ୍ଦ୍ର

ନୂଆଦିଲ୍ଲୀ: ପୁରୀ ମାଟିର ପୁଅ ଈଶ୍ୱର ଚନ୍ଦ୍ର ନାୟକ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କରିଛନ୍ତି । ଗୁରୁ ଦିବସରେ ଦିଲ୍ଲୀରେ ବିଜ୍ଞାନ ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଈଶ୍ୱରଙ୍କ ସହ ୪୬ ଜଣ ଶିକ୍ଷକଙ୍କୁ ପୁରସ୍କୃତ କରିଛନ୍ତି । ନିମାପଡ଼ା ବ୍ଲକ…

ପାରାଦୀପ ଗଣଦୁଷ୍କର୍ମ ପୀଡ଼ିତା ଗଡ଼କୁଜଙ୍ଗରୁ ଉଦ୍ଧାର

ପାରାଦୀପ: ପାରାଦୀପରେ ୧୭ ବର୍ଷୀୟା ନାବାଳିକା ଅପହରଣ ଓ ଗଣ ଦୁଷ୍କର୍ମ ମାମଲା ଦୈନିକ ନୂଆ ମୋଡ଼ ନେଉଛି । ଏହି ମାମଲାରେ ଅଭିଯୁକ୍ତ ଜଣକ ଗିରଫ ପରେ ପୀଡ଼ିତା ଶନିବାର ଠାରୁ ନିଖୋଜ ଥିଲେ। ସୋମବାର ସକାଳେ ପୀଡ଼ିତାଙ୍କୁ ଗଡ଼ କୁଜଙ୍ଗରୁ ଉଦ୍ଧାର କରାଯାଇଛି । ସୂଚନାନୁସାରେ,…

ଆଜି ଠାରୁ ରାଜ୍ୟରେ ବଢ଼ିବ ବର୍ଷା

ଭୁବନେଶ୍ୱର: ଆଜି ଠାରୁ ରାଜ୍ୟରେ ରାଜ୍ୟରେ ବଢିବ ବର୍ଷାର ବିସ୍ତୃତି। ଆଗାମୀ ୨୪ ଘଣ୍ଟା ମଧ୍ୟରେ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷାର ସମ୍ଭାବନା ଅଛି ବୋଲି ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟରୁ ଜଣାପଡ଼ିଛି । ଏବେ ସପ୍ତାହ ବ୍ୟାପୀ ହେଉଥିବା ଗୁଳୁଗୁଳିରୁ ଟିକିଏ ଆଶ୍ୱସ୍ତି…

ଗୁରୁ ବ୍ରହ୍ମା,ଗୁରୁ ବିଷ୍ଣୁ, ଗୁରୁ ଦେବ ମହେଶ୍ୱର

ଗୁରୁ ବ୍ରହ୍ମା,ଗୁରୁ ବିଷ୍ଣୁ, ଗୁରୁ ଦେବ ମହେଶ୍ୱର ଗୁରୁ ସାକ୍ଷାତ ପରଂବ୍ରହ୍ମ ତସ୍ମୈଶ୍ରୀ ଗୁରବେ ନମଃ। ଆଜି ଗୁରୁ ଦିବସ । ଗୁରୁଙ୍କୁ ମନେ ପକାଇବାର ଦିନଟିଏ । ସବୁ ଶିକ୍ଷା ମୂଳରେ ଗୁରୁଙ୍କ ଆଦର୍ଶ ଓ ଅବଦାନ ଯଥେଷ୍ଟ ରହିଥାଏ । ଶିକ୍ଷା ମଣିଷର ଖାଲି ସ୍ବଭାବ ବଦଳାଇନଥାଏ ଭାବମୂର୍ତ୍ତି ବି…

କଳାହାଣ୍ଡିରେ ଡାଇରିଆ ଆତଙ୍କ, ସପ୍ତାହକରେ ୪ ଜଣଙ୍କର ମୃତ୍ୟୁ ସୂଚନା

ଭବାନୀପାଟଣା: ରାୟଗଡ଼ା ଓ କୋରାପୁଟ ଜିଲ୍ଲାରେ ଝାଡାବାନ୍ତି ବ୍ୟାପିବା ପରେ ଏବେ କଳାହାଣ୍ଡିରେ ଝାଡାବାନ୍ତି ବ୍ୟାପିଛି। ସପ୍ତାହକ ମଧ୍ୟରେ ୪ ଜଣଙ୍କର ଡାଇରିଆରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। କଳାହାଣ୍ଡି ଜିଲ୍ଲାର ବିରିକୋଟ, ଗୁଣପୁର, ବଡ ଛତରଙ୍ଗା ପଞ୍ଚାୟତ ଅଧୀନରେ ଥିବା ଗାଁ ଗୁଡ଼ିକ ଗତ…