Latest Odisha News

BREAKING NEWS

Browsing Category

ଓଡିଶା

Odisha

ଡଙ୍ଗା ବୁଡି ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ, ଦୁର୍ଘଟଣାର କାରଣ ଅସ୍ପଷ୍ଟ

ପୁରୀ: ଚିଲିକା ହ୍ରଦରେ ରବିବାର ଏକ ଡଙ୍ଗା ବୁଡ଼ିଯିବାରୁ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ଜଣାପଡ଼ି ନଥିବା ବେଳେ ଦୁର୍ଘଟଣାର କାରଣ ଅସ୍ପଷ୍ଟ ରହିଛି। ମିଳିଥିବା ସୂଚନା ଅନୁଯାୟୀ, ପୁରୀ ସହର ଅଞ୍ଚଳରୁ ୧୩ ଜଣ ପର୍ଯ୍ୟଟକ ଭୋଜି କରିବା ପାଇଁ ବ୍ରବ୍ମଗିରିର ଗମ୍ଭାରୀଗାଁ ଠାରୁ ୩…

ଭୁବନେଶ୍ୱରରେ ଘରୋଇ ନର୍ସିଂ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଘରୋଇ ନର୍ସିଂ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ।  ଭୁବନେଶ୍ବର ଏୟାରଫିଲ୍ଡ ଥାନା ଜାମୁକୋଳି ଅଞ୍ଚଳ କଲେଜ ହଷ୍ଟେଲରୁ ମୃତ ନର୍ସିଂ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି । ଛାତ୍ରୀଙ୍କ ଘର ବଲାଙ୍ଗିରରେ ବୋଲି  ଜଣାପଡିଛି ।  ଏହା ହତ୍ୟା ନା ଆତ୍ମହତ୍ୟା ତାହା ପୋଲିସ ତଦନ୍ତ…

ସ୍ତ୍ରୀକୁ ହତ୍ୟା ପରେ ପାଇଖାନା ଟାଙ୍କିରେ ପୋତି ଥିଲା ସ୍ୱାମୀ

କୋରାପୁଟ: କାଳ ହେଲା ଘର କଳି । ସ୍ତ୍ରୀକୁ ମାରି ପାଇଖାନା ଟାଙ୍କିରେ ପୋତି ଦେଲା ସ୍ୱାମୀ । ଅଜବ ଲାଗୁଥିଲେ ବି ଘଟଣାଟି ସତ । କୋରାପୁଟ ଜିଲ୍ଲା କାକିରିଗୁମ୍ମା ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଛି । ଯାହା ସାରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ସୂଚନା ଅନୁସାରେ, ଦଶରଥ ସାହୁ ଓ…

ରାଜ୍ୟ ସରକାରଙ୍କୁ ଘେରିବ ବିଜେପି ମହିଳା ମୋର୍ଚ୍ଚା

ଭୁବନେଶ୍ୱର : ଏନସିଆରବି ରିପୋର୍ଟ-୨୦୨୧ରେ ରାଜ୍ୟରେ ମହିଳା ବିରୋଧୀ ହିଂସା  ବୃଦ୍ଧି ପାଇଥିବାର ଉଲ୍ଲେଖ ରହିଛି  ।  ମହିଳା ଅପହରଣ, ମହିଳା ଅସଦାଚରଣ, ବଳାତ୍କାର, ନାବାଳିକା ଯୈାନ ନିଯ୍ୟାତନା, ମହିଳା ଉତ୍ପୀଡନ ପୂର୍ବ ବର୍ଷ ଅପେକ୍ଷା ବୃଦ୍ଧି ପାଇଛି୍  ।  ୨୩ ବର୍ଷର ନିରୁଙ୍କଶ ଶାସନ ପରେ…

୨ ଛୁଆକୁ ଛାଡ଼ି ମାଆ ଫେରାର୍, ଥାନାରେ ଏତଲା

ବାଲିଗୁଡ଼ା: ଦୁଇ ଛୁଆକୁ ଛାଡ଼ି ମାଆ କେଉଁ ଆଡ଼େ ଫେରାର୍ । ଏଭଳି ଅଭିଯୋଗ ଆସିଛି କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ ସାରିଙ୍ଗିଇର୍ପି ଗାଁରୁ । ଅଭିଯୋଗ ପ୍ରକାରେ ଗାଁର ରାଉତ ପ୍ରଧାନଙ୍କ ପତ୍ନୀ ରାନୀ ନାୟକ ନିଜର ଦୁଇ ଛୁଆଙ୍କୁ ଛାଡ଼ି କେଉଁ ଆଡ଼େ ପଳାଇଛନ୍ତି । ଏନେଇ ପରିବାର ଲୋକେ…

ମୁକ୍ତା ଯୋଜନାର କାର୍ଯ୍ୟକାରିତାରେ ତ୍ରୁଟି ପାଇଁ କଠୋର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର :  ଭାରତରେ ସର୍ବ ପ୍ରଥମ  ଏବଂ ସହରାଞ୍ଚଳରେ ରହୁଥିବା ଦୁର୍ବଳ ସହରାଞ୍ଚଳ ଶ୍ରମିକ ତଥା ପ୍ରବାସୀ ଶ୍ରମିକଙ୍କ ପାଇଁ ଜୀବିକା ସୁଯୋଗ ସୁନିଶ୍ଚିତ କରିବା ପାଇଁ  ଓଡ଼ିଶା ସରକାରଙ୍କ ପକ୍ଷରୁ ୨୦୨୦ ମସିହାରେ ‘ମୁକ୍ତା ଯୋଜନାର ଶୁଭାରମ୍ଭ କରା ଯାଇଥିଲା। ଯେଉଁ ଉଦ୍ଦେଶ୍ୟରେ…

ଛାତ୍ରୀଙ୍କୁ ଅପହରଣ ପରେ ୪ ଦିନ ଧରି ସ୍କୁଲ୍ ଗାଡ଼ି ଡ୍ରାଇଭର ଦୁଷ୍କର୍ମ କରିଥିବା ଅଭିଯୋଗ

ପାରାଦୀପ: ପାରାଦୀପରେ ଲଜ୍ଜା । ଅପହରଣ ପରେ ଛାତ୍ରୀଙ୍କୁ ୪ ଦିନ ଧରି ଦୁଷ୍କର୍ମ ସହ ସ୍କୁଲ୍ ଗାଡ଼ି ଡ୍ରାଇଭର ଅତ୍ୟାଚାର କରିଥିବା ଅଭିଯୋଗ ହୋଇଛି । ଏନେଇ ପାରାଦୀପ ଲକ୍ ଥାନାରେ ମାମଲା ରୁଜୁ ହୋଇଥିବା ବେଳେ ପୋଲିସ ଅଭିଯୁକ୍ତ ଅନୀଲ ନାୟକ ଓରଫ ଚିନୁକୁ ଗିରଫ କରିଛି । ନାବାଳିକାଙ୍କ ଡାକ୍ତରୀ…

[ଦେଖନ୍ତୁ ଭିଡିଓ] ଜାତୀୟ ଶିକ୍ଷକ ପୁରସ୍କାର ପାଇବେ ପୁରୀ ମାଟିର ପୁଅ ଈଶ୍ୱର ଚନ୍ଦ୍ର ନାୟକ

ପୁରୀ: ଜାତୀୟ ପୁରସ୍କାର ପାଇବେ ପୁରୀ ମାଟିର ପୁଅ ଈଶ୍ୱର ଚନ୍ଦ୍ର ନାୟକ । ଗୁରୁ ଦିବସରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଠାରୁ ଈଶ୍ୱର ଚନ୍ଦ୍ର ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କରିବେ । ଚଳିତ ବର୍ଷ ଦେଶରୁ ୪୬ ଜଣ ଶିକ୍ଷକ ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ମନୋନୀତ ହୋଇଥିବା ବେଳେ ଈଶ୍ୱର…

ଟ୍ୱିନ ଟାୱାର ଧ୍ୱଂସ ଟିମରେ ଓଡିଆ ପୁଅ

ଭୁବନେଶ୍ୱର : ୯ ସେକେଣ୍ଡରେ ନୋଏଡାର ସେକ୍ଟର ୯୩ ଏ ରେ ଥିବା ସୁପରଟେକ୍ ଟ୍ବିନ୍ ଟାୱାର ଧୂଂସସ୍ତୂପରେ ପରିଣତ ହୋଇଛି। ବିସ୍ଫୋରଣ ବେଳେ ଆଖପାଖ କୌଣସି ଟାୱାର ଅବା ଜନବସତିରେ ବିଶେଷ କିଛି କ୍ଷୟକ୍ଷତି ହୋଇନଥିଲା । ସରକାରଙ୍କ ନିର୍ଦ୍ଦେଶକ୍ରମେ ଏସବୁ ହୋଇଥିଲା ଓ ଏଥିରେ କାହାରି କିଛି କ୍ଷତି…

ସାତଲହଡି ମଠରେ ଆୟୋଜିତ ହେଲା ଅତିବଡୀ ଜଗନ୍ନାଥ ଦାସଙ୍କ ଜୟନ୍ତୀ ସମାରୋହ

ପୁରୀ: ଓଡିଆ ଭାଷା ଓ ସଂସ୍କୃତି ବିଭାଗ ଓଡିଶା ସରକାରଙ୍କ ଆନୁକୂଲ୍ୟରେ ଓଡିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଅତିବଡୀ ଜଗନ୍ନାଥ ଦାସଙ୍କ ଜୟନ୍ତୀ ସମାରୋହ ସ୍ଥାନୀୟ ସାତଲହଡି ମଠରେ ଆୟୋଜିତ ହୋଇଛି । ଏହି ଜୟନ୍ତୀ ସମାରୋହରେ ଓଡିଶା ସାହିତ୍ୟ ଏକାଡେମୀ ସଭାପତି ହୃଷିକେଶ ମଲ୍ଲିକ ସଭାମୁଖ୍ୟ ଓ…