Latest Odisha News

BREAKING NEWS

Browsing Category

ଓଡିଶା

Odisha

ପ୍ରଶାସନିକ ସ୍ତରରେ ଅଦଳବଦଳ

ଭୁବନେଶ୍ୱର:  ରାଜ୍ୟ ସରକାର ଆଇଏଏସ ସ୍ତରରେ  ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ  ବିଜ୍ଞପ୍ତି ପ୍ରକାଶ ପାଇଛି ।ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି  ଅନୁସାରେ – ୧୯୯୩ ବ୍ୟାଚ୍‌ ଆଇଏଏସ ତଥା ଇସ୍ପାତ ଓ ଖଣି ବିଭାଗ ପ୍ରମୁଖ ସଚିବ ଦେଓରଞ୍ଜନ…

[ଦେଖନ୍ତୁ ଭିଡିଓ] କାରରେ ଟେକି ନେଇ ଆଶାକର୍ମୀଙ୍କୁ ଦୁଷ୍କର୍ମ ପରେ ଫୋପାଡ଼ି ଦେଲେ

ପାରଦୀପ: ପାରାଦୀପରେ ଚାଞ୍ଚଲ୍ୟ । କାରରେ ଆସିଲେ, ରାସ୍ତାରୁ ଆଶାକର୍ମୀଙ୍କୁ ଅପରହରଣ ପରେ ଦୁଷ୍କର୍ମ କରି ଫିଙ୍ଗି ଦେଲେ । ଏଭଳି ଅଭିଯୋଗ ଆସିଛି ବନ୍ଦର ନଗରୀ ପାରାଦୀପରୁ । ପାରାଦୀପ ବନ୍ଦରାଞ୍ଚଳରେ ଜଣେ ଆଶା କର୍ମୀଙ୍କୁ ଅପହରଣ ପରେ ଦୁଷ୍କର୍ମ ନେଇ ଥାନାରେ ଅଭିଯୋଗ ହୋଇଛି । ପୀଡ଼ିତାଙ୍କ…

ସୀମାନ୍ତରେ ଲାଲ୍ ହିଂସା, ଘରୁ ଡାକି ନେଇ ଗଳା କାଟି ଦେଲେ ମାଓବାଦୀ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ ପୁଣି ମାଓ ହିଂସା ଦେଖିବାକୁ ମିଳିଛି । ପୋଲିସ ଇନଫର୍ମର ସନ୍ଦେହରେ ଜଣେ ଯୁବକଙ୍କୁ ହତ୍ୟା କରିଛି ଲାଲ୍ ବାହିନୀ । ମୃତକ ଫରେଷ୍ଟଗାଓ ଥାନା ଖଡ଼କାଗାଓର ରାମଲାଲ ପୋଡାଇ । ବିଳମ୍ବିତ ରାତିରେ ୧୦ରୁ ୧୫ଜଣ ସଶସ୍ତ୍ର ନକ୍ସଲ ଖଡକାଗାଓ…

କ୍ୟାନସର ହସ୍ପିଟାଲ ନିର୍ମାଣ କାର୍ଯ୍ୟ ସମୀକ୍ଷା କଲେ ସାଂସଦ ଅପରାଜିତା ଷଡଙ୍ଗୀ 

ଭୁବନେଶ୍ୱର : ଭୁବନେଶ୍ୱର NISER ଠାରେ ହେବାକୁ ଥିବା କ୍ୟାନସର ହସ୍ପିଟାଲ ନିର୍ମାଣ କାର୍ଯ୍ୟ କୁ ସମୀକ୍ଷା କରିଛନ୍ତି ସାଂସଦ ଅପରାଜିତା ଷଡଙ୍ଗୀ ।  ଭୁବନେଶ୍ୱର ଲୋକସଭା ଅନ୍ତର୍ଗତ ଜଟଣୀ ଠାରେ NISER  କ୍ୟାମ୍ପସ ମଧ୍ୟରେ ୬୫୦କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେଉଛି ଟାଟା ମେମୋରିଆଲ…

ମହିଳା ପୋଲିସ ଏସ୍ଆଇଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

ବାଲିଗୁଡ଼ା: ପୋଲିସ ଏସ୍ଆଇଙ୍କ ଆତ୍ମହତ୍ୟା । କନ୍ଧମାଳ ଜିଲ୍ଲା ଘୁ.ଉଦୟଗିରିରେ ଜଣେ ମହିଳା ପୋଲିସ ଏସ୍ଆଇ ଆତ୍ମହତ୍ୟା କରିଛନ୍ତି । ଆଜି ସକାଳେ ଘୁ.ଉଦୟଗିରି ଥାନାରେ କାର୍ଯ୍ୟରତ ପୋଲିସ୍ ଏସ୍ଆଇ ସ୍ୱାଗତିକା ବେହେରାଙ୍କ ମୃତଦେହ ତାଙ୍କ ସରକାରୀ ବାସଭବନରୁ ମିଳିଛି । ନିଜ ବେକରେ ଓଢ଼ଣୀ…

ରାଜ୍ୟରେ ଖୋଲିବ ୩୬ଟି ନୂଆ ଥାନା

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢ଼ିବାରେ ଲାଗିଛି ଅପରାଧ । ଏହା ସହିତ ତାଳ ଦେଇ ବଢୁଛି ଅପରାଧିକ ମାମଲା । ପ୍ରତ୍ୟେକ ଦିନ ରାଜ୍ୟର କୋଣ ଅନୁକୋଣରୁ ଆସୁଛି ବିଭିନ୍ନ ଅଭିଯୋଗ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ନେଇଛନ୍ତି ପଦକ୍ଷେପ  । ଅପରାଧକୁ ରୋକିବା ସହ ଏଭଳି ଅପରାଧର ଶିକାର…

ସାର ଯୋଗାଇବାରେ କେନ୍ଦ୍ର କରୁଛି ଅବହେଳା , କେନ୍ଦ୍ରମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ।

ଭୁବନେଶ୍ୱର:  ରାଜ୍ୟକୁ ଆବଶ୍ୟକତା ଅନୁସାରେ ସାର ଯୋଗାଇବାରେ କେନ୍ଦ୍ର କରୁଛି ଅବହେଳା । ଯାହାଫଳରେ ଖରିଫ ବେଉଷଣ ସମୟରେ ଚାଷୀମାନେ ସମସ୍ୟାର ସମ୍ମୁଖୀନ ହେଉଛନ୍ତି  । ଏଥିଯୋଗୁ ଫସଲ ଉତ୍ପାଦନ ପରିମାଣ ହ୍ରାସ ପାଇବାର ଆଶଙ୍କା ସୃଷ୍ଟି ହୋଇଛି  । ଏଥର ଭଲ ମୌସୁମୀ ବର୍ଷା ହୋଇଥିବାରୁ…

ଆଜି ଏଏସଓ ପରୀକ୍ଷା: ଖୋର୍ଦ୍ଧାର ୧୩୯ ଶିକ୍ଷାନୁଷ୍ଠାନ ଛୁଟି

ଭୁବନେଶ୍ବର:ଆଜି ସହକାରୀ ସେକ୍ସନ୍‍ ଅଫିସର (ଏଏସଓ) ପରୀକ୍ଷା ପାଇଁ ଖୋର୍ଦ୍ଧା ଜିଲ୍ଲାର ଶିକ୍ଷାନୁଷ୍ଠାନ ଗୁଡିକ  ବନ୍ଦ ରହିବ। ଜିଲ୍ଲା ପ୍ରଶାସନ ପକ୍ଷରୁ ଖୋର୍ଦ୍ଧା ଜିଲ୍ଲାର ୧୩୯ ଶିକ୍ଷାନୁଷ୍ଠାନକୁ ସ୍ୱତନ୍ତ୍ର ଛୁଟି ଘୋଷଣା କରାଯାଇଛି। ଏଏସଓ ପରୀକ୍ଷା ପାଇଁ ଖୋର୍ଦ୍ଧା ଜିଲ୍ଲାର ଏହି ୧୩୯ଟି…

ସରକାରୀକୃତ ବନ୍ୟା ଯୋଗୁଁ ରାଜ୍ୟର ୧୦ ଲକ୍ଷ ଲୋକ ଦୁର୍ଦ୍ଦଶାରେ : ଶରତ ପଟ୍ଟନାୟକ

ଭୁବନେଶ୍ୱର : ରାଜ୍ୟରେ ଦେଖା ଦେଇଥିବା ଭୟଙ୍କର ବନ୍ୟାରେ ୧୫ ଟି ଜିଲ୍ଲା ପ୍ରଭାବିତ ହୋଇଥିଲାବେଳେ ୧୦ ଲକ୍ଷରୁ ଉର୍ଦ୍ଧ୍ୱ ଲୋକ ପାଣି ଘେରରେ ରହି ଚରମ ଦୁର୍ଦ୍ଦଶାରେ କାଳତିପାତ କରୁଛନ୍ତି । ହଜାର ହଜାର ଏକର ଫସଲ ଜଳମଗ୍ନ ହୋଇ ସଂପୂର୍ଣ୍ଣ ନଷ୍ଟ ହୋଇଯାଇଥିବାବେଳେ ଗୃହପାଳିତ ପଶୁ ନାହିଁ ନଥିବା…

ଲୋକାର୍ପିତ ହେଲା ବ୍ରହ୍ମପୁର ବନଖଣ୍ଡର ପ୍ରଥମ ଇକୋ ଟୁରିଜିମ୍‌

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ସ୍ୱତନ୍ତ୍ର ପର୍ୟ୍ୟଟନ କ୍ଷେତ୍ର ଘୋଡାହାଡ ଜଳ ଭଣ୍ଡାର ଠାରେ ଇକୋ ଟୁରିଜିମ୍‌ କ​‌​‌ମ୍ପ୍ଳେକ୍ସ ଲୋକାର୍ପିତ ହୋଇଯାଇଛି । ରାଜ୍ୟ ପ୍ରଧାନ ମୁଖ୍ୟ ବନ ସଂରକ୍ଷକ(ବନ୍ୟପ୍ରାଣୀ)ଶଶି ପଲ ମୁଖ୍ୟ ଅତିଥି ଭାବେ ଯୋଗାଦେଇ ଏହାକୁ ଲୋକାର୍ପିତ କରିଥିଲେ । ସମ୍ମାନୀତ ଅତିଥି…