Latest Odisha News

BREAKING NEWS

Browsing Category

ଓଡିଶା

Odisha

ନିୟମଗିରି ସୁରକ୍ଷା ସମିତିରେ ଫାଟ ! ପୋଷ୍ଟରକୁ ନେଇ ବଢ଼ୁଛି ଚର୍ଚ୍ଚା

ରାୟଗଡ଼ା: ନିୟମଗିରି ସୁରକ୍ଷା ସମିତିରେ ଫାଟ ! ଆଦିବାସୀଙ୍କ ହକ୍ ପାଇଁ ଲଢ଼ିବାକୁ ଗଠିତ ନିୟମଗିରି ସୁରକ୍ଷା ସମିତିରେ କିଛି ଠିକ୍ ଚାଲିନି । ଆମେ ଏ କଥା କହୁନାହୁଁ । ନିୟମଗିରି ଅଞ୍ଚଳରେ ଲାଗିଥିବା ପୋଷ୍ଟର ହିଁ ଏହା ବୟାନ କରୁଛି । ଯଦିଓ ଏଭଳି ପୋଷ୍ଟର କିଏ ଲଗାଇଛି ତାହା ସ୍ପଷ୍ଟ ହୋଇ…

ଓଡ଼ିଶାରେ ୨ଟି ନକଲି ବିଶ୍ୱବିଦ୍ୟାଳୟ ନେଇ ସତର୍କ କଲା UGC

ଭୁବନେଶ୍ୱର: ଦେଶରେ ୨୧ଟି ନକଲି ବିଶ୍ୱବିଦ୍ୟାଳୟ ରହିଛି । ଏନେଇ ୟୁନିଭରସିଟି ଗ୍ରାଣ୍ଟ କମିଶନ (UGC) ସତର୍କ କରାଇଛନ୍ତି । ଓଡ଼ିଶାରେ ୨ଟି ନକଲି ବିଶ୍ୱବିଦ୍ୟାଳୟ ଥିବା ଜଣାପଡ଼ିଛି । ଗୋଟିଏ ରାଉରକେଲା ଓ ଗୋଟିଏ ନକଲି ବିଶ୍ୱବିଦ୍ୟାଳୟ ବାରିପଦାରେ ରହିଛି । ରାଉରକେଲାରେ ନବଭାରତ ଶିକ୍ଷା…

ବକେୟା ବିଦ୍ୟୁତ ବିଲ୍ ଆଳରେ ସାଇବର ଲୁଟ୍; ପୋଲିସରେ ଅଭିଯୋଗ କରିବାକୁ କହିଲା ଓଡ଼ିଶା ପୋଲିସ

ଭୁବନେଶ୍ୱର: ରାଜ୍ୟରେ ଏବେ ସାଇବର ଠକଙ୍କ ଜାଲରେ ସାଧାରଣ ଲୋକଙ୍କ ସହ ରାଜ୍ୟ ସରକାରଙ୍କ ବଡ଼ ବାବୁ ବି ଫସିବାରେ ଲାଗିଛନ୍ତି । ସରଳ ମାଧ୍ୟମ ବନିଛି ବିଦ୍ୟୁତ୍ ବିଲ୍ ବା କନେକ୍ସନ ସମ୍ବନ୍ଧୀୟ ନାଟକ । ବିଦ୍ୟୁତ୍ ସଂଯୋଗ କଟିଯିବ! ବକେୟା ବିଲ୍ ଦେବାକୁ କହି ଫୋନକୁ ବିଭିନ୍ନ ପ୍ରକାରେ…

ରାଜ୍ୟରେ ଆବଶ୍ୟକ ଜଳ ଅମଳ ପ୍ରକଳ୍ପ; ଭୂତଳ ଜଳ ରିଚାର୍ଜ ପାଇଁ ୪୯.୨୩ କୋଟିର ଯୋଜନା

ଭୁବନେଶ୍ୱର : ଭୂତଳ ଜଳ ସ୍ତର ରିଚାର୍ଜ ପାଇଁ ରାଜ୍ୟ ସରକାର ଏକ ନୂତନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି । ଏଥିରେ ଆଗାମୀ ୫ବର୍ଷ ମଧ୍ୟରେ ପ୍ରାୟ ୫୦ କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ନୂତନ ଯୋଜନାରେ କୃତ୍ରିମ ରିଚାର୍ଜ ଯୋଗୁଁ ଭୂତଳ ଜଳ ସ୍ତର ବୃଦ୍ଧି ସହିତ ଜଳର ଗୁଣାତ୍ମକ ମାନ ମଧ୍ୟ ବୃଦ୍ଧି…

ରାଜ୍ୟରେ କୋଭିଡରେ ଆଉ ୨ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ ମାମଲା ଖସିଛି । ଗତ ୨୪ ଘଣ୍ଟାରେ ଆଉ ୨୬୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଶୂନରୁ ୧୮ ବର୍ଷ ମଧ୍ୟରେ ୪୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କ୍ୱାରେଣ୍ଟାଇନରୁ ୧୫୩ ଓ ୧୦୯ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ରାଜ୍ୟରେ…

ଢେଲା ମାରି କୁକୁରକୁ ମାରି ଦେଲେ ପଡ଼ୋଶୀ, ଥାନାରେ ଏତଲା

ଅନୁଗୁଳ: ପୁଅ ପରି କୁକୁରକୁ ପାଳିଥିଲେ । ୪ ବର୍ଷର ଜିମି ଥିଲା ଘରର ସଦସ୍ୟ । ସାନଠୁ ବଡ଼ ଜିମି ପାଇଁ ପାଗଳ ଥିଲେ । ହେଲେ କୁକୁର ପ୍ରତି ପରିବାରର ଅନାବଳି ସ୍ନେହକୁ ସହ୍ୟ କରି ପାରୁ ନଥିଲେ ପଡ଼ୋଶୀ । ଶେଷରେ ପଡ଼ୋଶୀଙ୍କ ଇଟା ଓ ଢେଲା ମାଡ଼ରେ ଜିମିର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ଏନେଇ…

[ଦେଖନ୍ତୁ ଭିଡିଓ] ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ୪ ବଖରା

ଯାଜପୁର: ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ୪ ବଖରା ଘର । ଯାଜପୁର ଜିଲ୍ଲା ବରୀ ଥାନା ଅନ୍ତର୍ଗତ କାଇମାଟିଆ ଗାଁରେ ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗି ଯାଇଥିଲା । ଗାଁର ବାବନ ସାହୁଙ୍କ ଘରେ ହଠାତ୍ ନିଆଁ ଲାଗି ଥିଲା । ନିଆଁ ଲିଭାଇବାକୁ ଉଦ୍ୟମ କରିଥିଲେ ହେଁ ବିଫଳ…

 “ଲିଙ୍ଗଗତ ସମ୍ବେଦନଶୀଳତା ଉପରେ ଲେଖିବା ଏବଂ ରିପୋର୍ଟିଂ କରିବା” କର୍ମଶାଳା

ଭୁବନେଶ୍ୱର : ଗଣମାଧ୍ୟମରେ ଲିଙ୍ଗଗତ ସମାନତା ତଥା ସମ୍ବେଦନଶୀଳତାକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ୟୁନିସେଫ୍‌, ଓଡ଼ିଶା ତରଫରୁ ସ୍ଥାନୀୟ ହୋଟେଲ କ୍ରାଉନ ଆନୁକୂଲ୍ୟରେ ସାମ୍ବାଦିକମାନଙ୍କ ପାଇଁ “ଲିଙ୍ଗଗତ ସମ୍ବେଦନଶୀଳତା ଉପରେ ଲେଖିବା ଏବଂ ରିପୋର୍ଟିଂ କରିବା” ଶୀର୍ଷକ ଏକ କର୍ମଶାଳା…

ତୁରନ୍ତ ସିପିଆର ଦିଆଯାଉଥିବା ହୃଦ୍‌ଘାତ ପୀଡ଼ିତଙ୍କ ବଞ୍ଚିବାର ସମ୍ଭାବନା ୨-୩ ଗୁଣ ଅଧିକ

ଭୁବନେଶ୍ୱର : ଭାରତରେ ପ୍ରତି ଚାରି ଜଣରେ ଜଣଙ୍କର ମୃତ୍ୟୁ ହୃଦ୍‌ଘାତ କାରଣରୁ ହେଉଛି। ବର୍ତ୍ତମାନ ସମୟରେ ସମଗ୍ର ଦେଶରେ ହୃଦ୍ ରୋଗ ମୃତ୍ୟୁର ମୁଖ୍ୟ କାରଣ ଭାବେ ଉଭା ହୋଇଛି। ନିକଟରେ ହସ୍ପିଟାଲ ବାହାରେ ହଠାତ୍ ହୃଦ୍‌ଘାତ କାରଣରୁ ଦେଶରେ ଅନେକ ପ୍ରସିଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା…

ଲାଞ୍ଚ ନେଇ ଧରାପଡ଼ିଲେ ଏମ୍‌କେସିଜିର ଦୁଇ ନର୍ସ

ବ୍ରହ୍ମପୁର: ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟର ପ୍ରସୂତି ଓ ସ୍ତ୍ରୀ ରୋଗ ବିଭାଗରେ ଲାଞ୍ଚ କାରବାର ବୃଦ୍ଧି ପାଇବାରେ ଲାଗିଛି । ବୁଧବାର ରାତିରେ ପୁଣି ଏକ ଏଭଳି ଲାଂଚ ଘଟଣା ଘଟିଛି । ଜଣେ ଗରିବ ମହିଳାଙ୍କୁ ପ୍ରସବ ପରେ ବଳପୂର୍ବକ ଲାଞ୍ଚ…