Latest Odisha News

BREAKING NEWS

Browsing Category

ଓଡିଶା

Odisha

ସିଡିଏ ଅଞ୍ଚଳର ବୁଦ୍ଧିଜୀବୀଙ୍କ ସହ ମେୟର ଓ କମିଶନରଙ୍କ ଆଲୋଚନା

କଟକ: କଟକ ମହାନଗର ନିଗମ ସମ୍ଳିଳନୀ କକ୍ଷରେ ସିଡିଏ ଅଞ୍ଚଳର ବୁଦ୍ଧିଜୀବୀଙ୍କ ସହ ମେୟର ସୁବାଷ ସିଂହ ଓ କମିଶନର ନିଖିଳ ପବନ କଲ୍ୟାଣ ସିଡିଏ ଅଞ୍ଚଳରସମସ୍ୟା ସମ୍ପର୍କିତ ଆଲୋଚନା କରିଥିଲେ  । ଆଜି ପ୍ରଥମଥର ପାଇଁ ମେୟର ସୁବାସ ସିଂହ ଓ କମିଶନର ନିଖିଲ ପବନ କଲ୍ୟାଣଙ୍କ ଆହ୍ବାନ କ୍ରମେ ସିଡିଏ…

ଏନଡିଏରେ ସାମିଲ ହେବାକୁ ନବୀନଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଆହ୍ୱାନ, ଜବାବ ରଖିଲା ବିଜେଡି

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସି କେନ୍ଦ୍ରମନ୍ତ୍ରୀ ରାମଦାସ ଅଠାଓ୍ୱାଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦଳ ବିଜେଡି ଏନଡିରେ ସାମିଲ ହେବା ଉଚିତ ବୋଲି କହିଥିଲେ। ବିଭିନ୍ନ ପ୍ରସଙ୍ଗରେ ବିଜେପି ସରକାରକୁ ସଂସଦରେ ସମର୍ଥନ କରୁଛି ବିଜେଡି । ଏପରି ସ୍ଥିତିରେ ରାଜ୍ୟରେ ଦୁଇ ଦଳ ଦିଲ୍ଲୀରେ…

ଆସୁଛି ୫ଜି: ଡିଜିଟାଲ ହେବ ଭାରତ, କିନ୍ତୁ ଓଡ଼ିଶାକୁ ମିଳିବନି ସେବା

ଭୁବନେଶ୍ୱର: ଦେଶରେ ୫ଜିର ଯୁଗ ଆରମ୍ଭ ହେବାକୁ ଯାଉଛି । ଡିଜିଟାଲ ହେବ ଭାରତ  । ସେଥି ପାଇଁ କେନ୍ଦ୍ର ସରକାର ସ୍ପେକ୍ଟ୍ରମ୍ ବିକ୍ରୀ କରିସାରିଛନ୍ତି । ଅଗଷ୍ଟ ମାସ ଶେଷ ସୁଦ୍ଧା ଜିଓ, ଭୋଡାଫୋନ୍ କିମ୍ବା ଏୟାରଟେଲ ୫ଜି ସେବା ଲଞ୍ଚ କରିପାରନ୍ତି। ଅଗଷ୍ଟ ମାସରେ ୫ଜି ସେବା ଲଞ୍ଚ କରିବାକୁ…

ଲାଞ୍ଚ ନେଇ ଧରା ପଡ଼ିଲେ ଢେଙ୍କାନାଳ ଆଇନ୍ ମହାବିଦ୍ୟାଳୟର ମୁଖ୍ୟ କିରାଣି

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଢେଙ୍କାନାଳ ଆଇନ୍ ମହାବିଦ୍ୟାଳୟର ମୁଖ୍ୟ କିରାଣି ଉତ୍ତମ କୁମାର ରାଉତ । ଜଣେ ପୂର୍ବତନ ଏଲ୍ଏଲବି ଛାତ୍ରଙ୍କ ସାର୍ଟିଫିକେଟ୍ ଦେବା ପାଇଁ ଲାଞ୍ଚ ନେବା ବେଳେ ମୁଖ୍ୟ କିରାଣି ଉତ୍ତମ ରାଉତ ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି । ଛାତ୍ର ଜଣଙ୍କୁ ସାର୍ଟିଫିକେଟ୍…

ପ୍ରବଳ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ବିଭିନ୍ନ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଆଜି ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।…

ଶ୍ୱେତାଙ୍କ ଅଡିଓ କଲ ଭାଇରାଲ: ବୟଫ୍ରେଣ୍ଡକୁ ସମନ କରିବ କମିଶନରେଟ ପୋଲିସ

ଭୁବନେଶ୍ୱରରେ: ମହିଳା ଇଞ୍ଜିନିୟର ଶ୍ୱେତା ଉତ୍କଳ କୁମାରୀଙ୍କ ଆତ୍ମହତ୍ୟା ଘଟଣାର ତଦନ୍ତ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବାକୁ ବୟଫ୍ରେଣ୍ଡ ସୌମ୍ୟଜିତ ମହାପାତ୍ରଙ୍କୁ ସମନ କରିବ କମିଶନରେଟ ପୋଲିସ। ଗତକାଲି ମୃତକଙ୍କ ପରିବାର ଲୋକେ ଥାନାରେ ସୌମ୍ୟଜିତଙ୍କ ନାଁରେ ଏତଲା ଦେବା ପରେ ଏବଂ ଶ୍ୱେତା…

ଆନ୍ତଃଜାତି ବିବାହକୁ ପ୍ରୋତ୍ସାହନ ଦେଲେ ସମାଜରେ ସମାନତା ଆସିବ

ଭୁବନେଶ୍ୱର:  ଆନ୍ତଃଜାତି ବିବାହକୁ ପ୍ରୋତ୍ସାହନ ଦେଲେ ସମାଜରେ ସମାନତା ଆସିପାରିବ । ରାଜ୍ୟ ଅତିଥି ଭବନରେ ସାମାଜିକ ନ୍ୟାୟ ଓ ସଶକ୍ତିକରଣ ରାଷ୍ଟ୍ର ମନ୍ତ୍ରୀ ରାମଦାସ ଅଠାଓ୍ବଲେ  ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରି ଏହା କହିଛନ୍ତି । କେନ୍ଦ୍ରମନ୍ତ୍ରୀ ଡକ୍ଟର ଅଠାୱଲେ କହିଥିଲେ ଯେ…

ମାଟି କାନ୍ଥପଡ଼ି ପୁଅ, ଝିଅ ମୃତ

ଉଦଳା: ମୟୂରଭଞ୍ଜ ଜିଲ୍ଲା ଉଦଳା ଥାନା ଅନ୍ତର୍ଗତ ରାଇଡାହି ଗାଁରେ କାନ୍ଥ ପଡ଼ି ଚାଲିଗଲା ଦୁଇ ପିଲାଙ୍କ ଜୀବନ। ଏଭଳି ଦୁଃଖଦ ଘଟଣା ଘଟଣାକୁ ନେଇ ଗାଁରେ ଶୋକର ଛାୟା ଖେଳିଯାଇଛି ।  ମୃତ ଦୁଇଜଣ ପିଲା  ହେଲେ ପୁଅ ଜ୍ୟୋତି ଶଙ୍କର ସିଂ ଓ ଯଶୋଦା ସିଂ। ଜ୍ୟୋତିଙ୍କୁ ୬ବର୍ଷ ହୋଇଥିବାବେଳେ…

ଆଜି ଶ୍ରୀଜଗନ୍ନାଥଙ୍କ କାଳୀୟ ଦଳନ ବେଶ ନୀତି

ପୁରୀ: ଆଜି ମହାପ୍ରଭୁଙ୍କ କାଳୀୟ ଦଳନ ବେଶ । ସଂଧ୍ୟା ଧୂପ ପୂର୍ବରୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ଏହି ବେଶ ହେବ ।  ଭାଦ୍ରବ କୃଷ୍ଣ ଏକାଦଶୀରେ ଶ୍ରୀମନ୍ଦିରରେ କାଳୀୟ ଦଳନ ନୀତି ଓ ଧେନୁକାସୁର ବଧ ପ୍ରସ୍ତାବ ହେବାର ବିଧି ରହିଛି । ଏହି ଅବସରରେ ମହାପ୍ରଭୁ କାଳୀୟ ଦଳନ ବେଶରେ ଦର୍ଶନ ଦେବେ । କନାରେ…

ସନ୍ଦୀଗ୍ଧ ଗେରୁଆ ବସ୍ତ୍ରଧାରୀଙ୍କୁ ଅଟକ ରଖିଲା ପୋଲିସ

ବ୍ରହ୍ମପୁର: ଗେରୁଆ ବସ୍ତ୍ର ପିନ୍ଧା ଭିକ୍ଷାବୃତ୍ତି କରୁଥିଲେ, କିନ୍ତୁ ହିନ୍ଦୁ ଦେବାଦେବୀଙ୍କ ଫଟୋକୁ ଦେଖି ଚିହ୍ନି ପାରିଲେନି । ଏଭଳି ୭ ଜଣ ସନ୍ଦୀଗ୍ଧଙ୍କୁ ଧରି ନିର୍ଧୁମ ଛେଚିଛନ୍ତି ସ୍ଥାନୀୟ ଲୋକେ । ବ୍ରହ୍ମପୁର ସହର ବୈଦ୍ୟନାଥପୁର ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଛି । ପୋଲିସ ସେମାନଙ୍କୁ…