Latest Odisha News

BREAKING NEWS

Browsing Category

ଓଡିଶା

Odisha

ସରକାରୀ ବୈଠକରେ ମହେଶ୍ୱର ମହାନ୍ତି, ବିଧାୟକ ଜୟନ୍ତ କହିଲେ ବିନା ନିମନ୍ତ୍ରଣରେ ସେ କାହିଁକି ଆସିଛନ୍ତି ?

ପୁରୀ: ସରକାରୀ ବୈଠକରେ ପୂର୍ବତନ ବିଧାୟକ ତଥା ବିଜେଡି ନେତା ମହେଶ୍ୱର ମହାନ୍ତି। ପୁରୀ ସର୍କିଟ ହାଉସରେ ଏକ ବୈଠକ ବସିଥିଲା। ବନ୍ୟା କ୍ଷୟକ୍ଷତି ସମ୍ପର୍କିତକୁ ନେଇ ଏହି ବୈଠକରେ ମହେଶ୍ୱର ମହାନ୍ତିଙ୍କ ଉପସ୍ଥିତିକୁ ନେଇ ପ୍ରଶ୍ନ ଉଠାଇଛନ୍ତି ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ। ଏହି ବୈଠକରେ…

କଣ ପାଇଁ ତହସିଲଦାରଙ୍କ ଗୋଡ ଧରିଲେ ଜିଲ୍ଲା ପରିଷଦ ସଦସ୍ୟ ?

ସୋନପୁର: ସାରା ରାଜ୍ୟରେ ବନ୍ୟାର ବିଭୀଷିକା ପାଇଁ  ଅନେକ ଧନ ଜୀବନ ନଷ୍ଟ ହୋଇଛି  । ମଣିଷ ହୁଅନ୍ତୁ କି ପଶୁ ମୁଣ୍ଡ ଗୁଞ୍ଜିବା ପାଇଁ ଅନେକ ଅସୁବିଧାରେ ପଡୁଛନ୍ତି  । ସୋନପୁର ଜିଲ୍ଲାର  ଖମ୍ବେଶ୍ବରୀପାଲି ଗାଁର ଗରିବ ଲୋକ ମାନେ ବନ୍ୟାରେ ଧନ ଜୀବନ ନଷ୍ଟ ହେବା ପରେ ପାଲ  ଖଣ୍ଡିଏ ପାଇଁ ତହସିଲ…

ଫାଇଲ୍ ଧରି ବୁଲୁଛନ୍ତି ଅଙ୍ଗନୱାଡ଼ି ଦିଦି, ବିଲ୍ ହେଉନଥିବା ଅଭିଯୋଗ

କାମାକ୍ଷାନଗର: ଡେପୁଟେସନରେ ପଠାଇଲେ… କାମ ବି କରାଇଲେ… ହେଲେ ବିଲ୍ ବେଳକୁ କେହି ଧରା ଛୁଆଁ ଦେଉନାହାନ୍ତି । ସିଡିପିଓଙ୍କୁ ଅଭିଯୋଗ ସତ୍ତ୍ୱେ ବିଲ୍ ହେଉନି । ଏମିତି ଅଭିଯୋଗ ଆଣିଛନ୍ତି ଢେଙ୍କନାଳ ଜିଲ୍ଲା ପରଜଙ୍ଗ ବ୍ଲକ ଗେଙ୍ଗୁଟିଆ ଅଙ୍ଗନୱାଡି ସେକ୍ଟରରେ ଥିବା ୧୯ ଜଣ ଅଙ୍ଗନୱାଡି କର୍ମୀ ।…

ଉପରାଷ୍ଟ୍ରପତିଙ୍କୁ ଭେଟିଲେ ବିଜେଡି ସାଂସଦ

ନୂଆଦିଲ୍ଲୀ: ନବନିର୍ବାଚିତ ଭାରତର ଚତୁର୍ଦ୍ଦଶ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ଙ୍କୁ ଭେଟିଲେ ବିଜେଡି ସାଂସଦ । ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରାମର୍ଶ କ୍ରମେ ପୁରୀ ସାଂସଦ ପିନାକୀ ମିଶ୍ର ଏବଂ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ଉପରାଷ୍ଟ୍ରପତିଙ୍କୁ ଭେଟି ଶୁଭେଚ୍ଛା ଜଣାଇଛନ୍ତି ।…

ଇଡି ଦଖଲରେ ବାରିମୂଳ ଆଶ୍ରମ, ତଥାପି କେମିତି ପଶି ପୂଜାର୍ଚ୍ଚନା କଲେ ସାରଥି ଅନୁଗତ ?

କେନ୍ଦ୍ରାପଡ଼ା: ବାରିମୂଳରେ ଗହଳି । ସାରଥିଙ୍କୁ ଖୋଜୁଛନ୍ତି ଅନୁଗାମୀ । କେନ୍ଦ୍ରାପଡ଼ା ଉପକଣ୍ଠ ବାରିମୂଳରେ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳଙ୍କ ଫଟୋକୁ ପୁଣି ପୂଜାର୍ଚ୍ଚନା କରିଛନ୍ତି ସାରଥି ଅନୁଗତ । ବାରିମୂଳ ଆଶ୍ରମ ଭିତରେ ଜୋର ଜବରଦସ୍ତ ପଶି ଅନୁଗତ ସାରଥିଙ୍କ ପୂଜାର୍ଚ୍ଚନା…

ବନ୍ୟା ଦୃଷ୍ଟିରୁ ଘୁଞ୍ଚିଲା ଯୁକ୍ତ ୨ ଛାତ୍ରଛାତ୍ରୀମାନଙ୍କ ନାମଲେଖା

ଭୁବନେଶ୍ବର : ରାଜ୍ୟରେ ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୁକ୍ତ ୨ ଛାତ୍ରଛାତ୍ରୀମାନଙ୍କ ନାମଲେଖା ତାରିଖ ବୃଦ୍ଧି କରାଯାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସଙ୍କ ଅନୁମୋଦନ କ୍ରମେ ଯୁକ୍ତ ୨ ନାମଲେଖା ନିମନ୍ତେ ପରିବର୍ତ୍ତିତ କାର୍ଯ୍ଯସୂଚୀ ପ୍ରସ୍ତୁତ ହୋଇଛି।…

ନିର୍ମାଣ କାର୍ଯ୍ୟର ତଦାରଖ କରିଛନ୍ତି କଟକ ମେୟର ଓ କମିଶନର

କଟକ: ଆଜି ଅପରାହ୍ନରେ ଓଡ଼ିଶାର ସର୍ବ ବୃହତମ ଶିଶୁ ଚିକତ୍ସା କେନ୍ଦ୍ର ଶିଶୁ ଭବନର ନିର୍ମାଣ କାର୍ଯ୍ୟ ତଦାରଖ କଲେ ମେୟର ସୁବାସ  ସିଂହ  ଏବଂ କଟକ ମହାନଗର ନିଗମ କମିଶନର ନିଖିଳ ପବନ କଲ୍ୟାଣ  । ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ଉଦ୍ୟମରେ ୧୧୬ କୋଟି ଟଙ୍କା ବିନିମୟରେ ବ୍ରିଜ ଏବଂ ରୂଫ …

ସୁବର୍ଣ୍ଣରେଖାରେ ଜଳସ୍ତର ବଢ଼ିବ, ବନ୍ୟା ଆଶଙ୍କା କମ୍: ଏସଆରସି

ଭୁବନେଶ୍ୱର: ବଙ୍ଗୋପସାଗରେ ସୃଷ୍ଟ ହୋଇଥିବା ଲଘୁଚାପ ଅବପାତରେ ପରିଣତ ହେବା ପରେ ଗତକାଲିଠୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେଉଛି। ତେଣୁ ସବୁର୍ଣ୍ଣରେଖାରେ ଜଳସ୍ତର ବଢିବ ବୋଲି ଏସଆରସି ସୂଚନା ଦେଇଛନ୍ତି। ମୟୂରଭଞ୍ଜର ଉପରମୁଣ୍ଡରେ ରହିଥିବା ଝାଡଖଣ୍ଡରେ ମଧ୍ୟ ପ୍ରବଳ ବର୍ଷା ହେଉଛି। ହେଲେ…

ଓଡ଼ିଶାରେ ବିଜେଡି-ବିଜେପିର ବିକଳ୍ପ ହେବ କହିଲା ଆମ୍ ଆଦମୀ ପାର୍ଟି, ଜବାବ ଦେଲେ ଅପରାଜିତା

ଭୁବନେଶ୍ୱର: ଆମ୍ ଆଦମୀ ପାର୍ଟି ଶୁକ୍ରବାର ଦିନ କହିଛି ଯେ ଓଡିଶାରେ ବିଜେଡି ଏବଂ ବିଜେପିର ବିକଳ୍ପ ଭାବରେ ନିଜକୁ ମଜବୁତ କରିବା ପାଇଁ ରଣନୀତି ପ୍ରସ୍ତୁତ କରୁଛି। ରବିବାର ଭୁବନେଶ୍ୱରରେ କର୍ମୀଙ୍କୁ ନେଇ ଏକ ସମ୍ମିଳନୀ କରିବ ବୋଲି ଦଳ କହିଛି। ଏହି କାର୍ଯ୍ୟକ୍ରମକୁ ଦିଲ୍ଲୀ କ୍ୟାଣ୍ଟନମେଣ୍ଟ…

ବନ୍ୟଜୀବନ ଉପରେ ନପଡୁ କୋଇଲା ଖଣିର ପ୍ରଭାବ : ମୁଖ୍ୟଶାସନ ସଚିବ

ଭୁବନେଶ୍ୱର : ଓଡିଶାରେ ନୂତନ ଆବଣ୍ଟିତ କୋଇଲା ବ୍ଲକ ଅଞ୍ଚଳରେ  ବନ୍ୟଜୀବନ ସୁରକ୍ଷା ଓ ପରିଚାଳନା ଯୋଜନାର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର। ଏହି ଅଞ୍ଚଳରେ ବନ୍ୟଜନ୍ତୁ ସଂରକ୍ଷଣ, ସୁରକ୍ଷା ଏବଂ ମୁକ୍ତ ଚଳପ୍ରଚଳ  ପାଇଁ ଏକ ବିସ୍ତୃତ ଯୋଜନା ପ୍ରସ୍ତୁତ କରିବାକୁ…