Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅନେକ ସ୍ଥାନରେ ଭାସିଗଲା ପୋଲ, ଏକାଧିକ ଗାଁ ବାହ୍ୟ ଜଗତରୁ ବିଛିନ୍ନ

ବାଲିଗୁଡ଼ା: ସାରା ରାଜ୍ୟରେ ଲାଗି ରହିଛି ଲଘୁଚାପ ଜନିତ ଲଗାଣ ବର୍ଷା । ଲଗାଣ ବର୍ଷାରେ ବେହାଲ୍ କନ୍ଧମାଳ ଜିଲ୍ଲାର ବାଲିଗୁଡ଼ା ଅଞ୍ଚଳ । ଖଡଗ୍ ନଦୀ, ରାଉଳ ନଦୀ, ଦମଦେଇନାଳ ଭଳି ବିଭିନ୍ନ ଛୋଟବଡ଼ ନଦୀ ନାଳରେ ଜଳସ୍ତର ବୃଦ୍ଧି ପାଉଥିବା ବେଳେ ଅନେକ ସ୍ଥାନରେ ଯାତାୟାତ ବାଧାପ୍ରାପ୍ତ ହୋଇଥିବା…

ସଂଗ୍ରାମ ଜେନାଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ପାଳିତ

ଭୁବନେଶ୍ୱର : ସଂଗ୍ରାମ କେଶରୀ ଜେନା ସ୍ମୃତି ସଂସଦ ପକ୍ଷରୁ ସ୍ମୃତି ସଂସଦର ସଭାପତି ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱରରେ ସ୍ୱର୍ଗତ ସଂଗ୍ରାମ କେଶରୀ ଜେନାଙ୍କର ପ୍ରଥମ ଶ୍ରାଦ୍ଧବାର୍ଷିକୀ ପାଳନ କରାଯାଇଛି । ଏହି ଅବସରରେ ଏକ ସର୍ବଦଳୀୟ ସ୍ମୃତିସଭା ଆୟୋଜିତ…

ରାଜସ୍ୱ ବିଭାଗରେ ନିଯୁକ୍ତି ସୁଯୋଗ

ଭୁବନେଶ୍ବର: ରାଜ୍ୟରେ  ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଲାଗି ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ଏଥିପାଇଁ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି  । ରାଜ୍ୟରେ ମୁଖ୍ୟ ରାଜସ୍ବ ଆୟ ଖଣି ଓ ଲଘୁ ଖଣି ରୁ ସର୍ବାଧିକ ଆସୁଛି।  ସେଥିପାଇଁ ଲଘୁ ଖଣିଜ ସମ୍ବଦ୍ଧୀୟ ବ୍ୟାପାରର ସୁପରିଚାଳନା ପାଇଁ…

୧୬ଟି ଗେଟ୍ ଦେଇ ହୀରାକୁଦ ଜଳଭଣ୍ଡାରରୁ ପାଣି ନିଷ୍କାସିତ

ଭୁବନେଶ୍ୱର: ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର କମୁଛି । ତେଣୁ ପର୍ଯ୍ୟାୟକ୍ରମେ ଗେଟ୍ ଗୁଡିକୁ ବନ୍ଦ କରାଯାଉଛି। ଯଦିଓ ଉତ୍ତର ଓଡିଶାରେ ବର୍ଷା ହେଉଛି ହେଲେ ଏହାର ପ୍ରଭାବ ମହାନଦୀ ସହିତ ନାହିଁ। ଗତକାଲି ଏହି ସୂଚନା ଦେଇଥିଲେ ଏସଆରସି ପ୍ରଦୀପ ଜେନା। ତେଣୁ ଆଜି ଆଉ ୪ଟି ଗେଟ୍ ବନ୍ଦ କରାଯାଇଛି।…

ଗଭୀର ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା, ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗର ଉପକୂଳ ଓ ତତସଂଲଗ୍ନ ଉତ୍ତର ଓଡ଼ିଶାରେ ଉପରେ ଗଭୀର ଅବପାତ ସକ୍ରିୟ ରହିଛି । ଏହା ବିଗତ ୬ ଘଣ୍ଟା ହେଲା ଘଣ୍ଟା ପ୍ରତି ୧୮ କିଲୋମିଟର ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରୁଛି । ଗଭୀର ଅବପାତ ଦକ୍ଷିଣ ଝାଡ଼ଖଣ୍ଡର ଜାମସେଦପୁର ଠାରୁ ଦକ୍ଷିଣଦକ୍ଷିଣ-ପଶ୍ଚିମରେ…

ସୁନ୍ଦରଗଡ଼ ସରକାରୀ ମେଡିକାଲ କଲେଜରେ ୧୦୦ ଏମବିବିଏସ୍ ସିଟ୍ ଲାଗି ଅନୁମୋଦନ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାବାସୀଙ୍କ ପାଇଁ ଖୁସି ଖବର। ସୁନ୍ଦରଗଡ଼ ସହରର ଶଙ୍କରାଠାରେ ନିର୍ମିତ ନୂତନ ସରକାରୀ ମେଡିକାଲ କଲେଜରେ ଏମବିବିଏସ୍ ପାଠପଢ଼ା ଲାଗି ନାସନାଲ ମେଡିକାଲ କମିଶନ ବିଧିବଦ୍ଧ ଅନୁମତି ଦେଇଛନ୍ତି। ୧୦୦ଟି ସିଟ୍ ଲାଗି ଏହି ମଞ୍ଜୁରୀ ମିଳିଛି। ୨୦୨୨-୨୩ ଶିକ୍ଷାବର୍ଷରୁ ପାଠପଢ଼ା…

ଲଘୁଚାପ ପ୍ରଭାବରେ 4ଟି ଜିଲ୍ଲାରେ ବର୍ଷା ହେବ

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ଚାରିଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି କହିଛନ୍ତି ଏସଆରସି ପ୍ରଦୀପ ଜେନା । ବାଲେଶ୍ବର, ମୟୂରଭଂଜ, ଭଦ୍ରକରେ ବର୍ଷା ପାଇଁ ଆଗୁଆ ସତର୍କ ରହିଛି ପ୍ରଶାସନ । 2ଟି ଏନଡିଆରଏଫ ଟିମକୁ ପଠାଯାଇଥିବା ସେ ସୂଚନା ଦେଇଛନ୍ତି । ରାଜ୍ୟର ବନ୍ୟାସ୍ଥିତି…

ରାଷ୍ଟ୍ରୀୟ ପ୍ରବକ୍ତାଙ୍କ ବିରୋଧରେ ରାଜ୍ୟ ପ୍ରବକ୍ତା: ଲୋକେ ଗ୍ରହଣ କରିବେ କେମିତି?

ଭୁବନେଶ୍ୱର: ଓଡ଼ିଶା ବିଜେପିରେ ଚାଲିଛି କି ଏବେ ଗୋଷ୍ଠୀ କନ୍ଦଳ? ଦଳ 2009ରୁ ଶାସନରେ ନଥିବା ବେଳେ ପୁଣି ସରକାରରେ ଆସିବାକୁ କେନ୍ଦ୍ରୀୟ ନେତାମାନେ ଗୋଡକାଢ଼ି ବସିଛନ୍ତି । ତେବେ ଶାହ ଓଡ଼ିଶାରେ ସରକାର ଆସିବ ବୋଲି କହିଥିଲା ବେଳେ ଏଠି କିନ୍ତୁ ନେତା ଗୋଡଟଣାଟଣିରେ ବ୍ୟସ୍ତ । କେଉଁ ନେତା…

ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ସୋନପୁର: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି  ।  ପ୍ରତିବର୍ଷ ଭାଦ୍ରବ ପଂଚମୀ ତିଥିରେ ନୂଆଁଖାଇ ଆସୁଥିଲେ ହେଁ ନିଜ ନିଜର ଇଷ୍ଟ ଦେବୀଙ୍କୁ ନେଇ ଲଗ୍ନ ସ୍ଥିର ହୋଇଥାଏ  ।  ସୁବର୍ଣ୍ଣପୁର ଗଡଜାତ ସହ ପଂଚରା ଅଂଚଳ ପାଇଁ ଏବର୍ଷ ପଣ୍ଡିତ ମହାସଭା ଜଗନ୍ନାଥ ମନ୍ଦିର…

ମଧ୍ୟାହ୍ନ ଭୋଜନ ଖାଇ ଛାତ୍ରଛାତ୍ରୀ ଅସୁସ୍ଥ, ୫୩ ଜଣ ମେଡିକାଲରେ ଭର୍ତ୍ତି

କାମାକ୍ଷାନଗର: ମଧ୍ୟାହ୍ନ ଭୋଜନ ଖାଇ ଛାତ୍ରଛାତ୍ରୀ ଅସୁସ୍ଥ । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ ସୋଗର ଗାଁରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏକାଧିକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇ ପଡ଼ିଛନ୍ତି । ଅସୁସ୍ଥ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୫୩ ଜଣଙ୍କୁ ଅଁଳାବେରେଣୀ ଗୋଷ୍ଠୀ…