Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅନ୍ଧାର ରାତିରେ ବ୍ରିଜ ତଳକୁ ଖସିପଡ଼ିଲା ପିକଅପ୍ ଭ୍ୟାନ୍

କାମାକ୍ଷାନଗର: ଢେଙ୍କାନାଳ-କାମାକ୍ଷାନଗର ମୁଖ୍ୟ ରାସ୍ତାର ମହୁଲପାଳ ଗାଁ ନିକଟରେ ବିଳମ୍ବିତ ରାତିରେ ବ୍ରିଜ ତଳକୁ ଖସିପଡିଛି ପିକଅପ ଭ୍ୟାନ । ଅଳ୍ପକେ ବର୍ତ୍ତିଯାଇଛନ୍ତି ଡ୍ରାଇଭରଙ୍କ ସମେତ ୩ ଜଣ ଯାତ୍ରୀ । ଢେଙ୍କାନାଳରୁ କାମାକ୍ଷାନଗର ଆଡକୁ ଯାଉଥିବା ପିକଅପ ଭ୍ୟାନଟି । ମହୁଲପାଳ ଗାଁ…

ରାୟଗଡା ଜିଲ୍ଲାରେ ଲଗାଣ ବର୍ଷା: ଗାଁ ଲୋକେ ହେଉଛନ୍ତି ହନ୍ତସନ୍ତ

ରାୟଗଡ଼ା: ଲଗାଣ ବର୍ଷାରେ ବେହାଲ ରାୟଗଡା ଜିଲ୍ଲାର ଲୋକେ । କିଛି ଗ୍ରାମର ଲୋକେ ପାଣି ଘେରରେ ରହି ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏପରିକି  କୋଲନରା ବ୍ଲକର କାର୍ତିକଗୁଡା ଗ୍ରାମରେ ପାହାଡି ଝରଣାର ପାଣି ମାଡିଯାଇ ବନ୍ୟାର ଭ୍ରମ ସୃଷ୍ଟି କରିଛି । ଗ୍ରାମରେ ପାହାଡି ଝରଣାର…

ସୌଭାଗ୍ୟ ରଥ ଏବଂ ବିଜୟ ଦାସ ବନିଲେ ଆଇରନମ୍ୟାନ

ଭୁବନେଶ୍ୱର: ସୌଭାଗ୍ୟ କୁମାର ରଥ ଏବଂ ବିଜୟ କୁମାର ଦାସ ସଫଳତାର ସହ ଆଇରନମ୍ୟାନ ହେଇଛନ୍ତି। ଅଗଷ୍ଟ ୧୪ ତାରିଖରେ କାଜାଖସ୍ତାନ ରାଜଧାନୀ ଅସ୍ତାନା (ନୂର୍ ସୁଲତାନ) ଠାରେ ଅନୁଷ୍ଠିତ ଆଇରନ ମ୍ୟାନ ଟ୍ରାଇଥଲନ ପ୍ରତିଯୋଗିତାରେ ସୌଭାଗ୍ୟ ଦ୍ଵିତୀୟ ଥର ପାଇଁ ଆଇରନ ମ୍ୟାନ ହୋଇଛନ୍ତି। ସେ ମୋଟ…

ଭୁବନେଶ୍ୱର ସାଇକ୍ଲିଂ ଏବଂ ଆଡଭେଞ୍ଚର କ୍ଲବ ଟାଙ୍ଗଲାଙ୍ଗ ଲା’ରେ କଲେ ପତାକା ଉତୋଳନ

ଭୁବନେଶ୍ୱର: ଭୁବନେଶ୍ୱର ସାଇକ୍ଲିଂ ଏବଂ ଆଡଭେଞ୍ଚର କ୍ଲବ ସୋମବାର ଟାଙ୍ଗଲାଙ୍ଗ ଲା' ଶିଖର ଆରୋହଣ କରି ପତାକା ଉତୋଳନ କରିଛନ୍ତି । ହିମାଳୟର ଟାଙ୍ଗଲାଙ୍ଗ ଲା ଉପରେ ଜାତୀୟ ତ୍ରିକୋଣ (ଏମଏସଏଲ ଉପରେ ୧୭ ୫୮୨ ଫୁଟ) ଖୋଲିଛି । ମନାଲି ଲେ ଖରଦୁଙ୍ଗ ଲା ରେ ସାଇକେଲ ଚାଳନା କରି ଅଷ୍ଟମ ଦିନରେ…

ତଳମୁଣ୍ଡରେ ବନ୍ୟାର ପ୍ରକୋପ କମାଇବାକୁ ହୀରାକୁଦର ୮ଟି ଗେଟ୍‌ ବନ୍ଦ ପାଇଁ ନିଷ୍ପତ୍ତି

ଭୁବନେଶ୍ୱର: ମହାନଦୀର ତଳମୁଣ୍ଡରେ ବନ୍ୟାର ପ୍ରକୋପ ବୃଦ୍ଧି ପାଇଛି। ଲଗାଣ ବର୍ଷା ପରେ କିଛି ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଆଜି ଦିନରେ ଜଳ ସ୍ତର ବୃଦ୍ଧି ପାଉଛି। ଫଳରେ ଏହିସବୁ ଗାଁକୁ ମୁଖ୍ୟ ରାସ୍ତା ସହିତ ସଂଯୋଗ କରୁଥିବା ରାସ୍ତା ଉପରେ ପ୍ରାୟ ୧୦ ଫୁଟ ଉଚର ବନ୍ୟାଜଳ ପ୍ରବାହିତ…

କ୍ରୀଡା ଓ ଯୁବସେବା ବିଭାଗ ପକ୍ଷରୁ ୭୬ ତମ ସ୍ୱାଧୀନତା ଦିବସ ପାଳିତ

ଭୁବନେଶ୍ୱର: କ୍ରୀଡା ଓ ଯୁବସେବା ବିଭାଗ ପକ୍ଷରୁ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ଠାରେ ୭୬ ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି ।  ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ତଥା ଓଡିଶା ହକି ପ୍ରମୋସନ କାଉନସିଲର ଅଧକ୍ଷ ପଦ୍ମଶ୍ରୀ ଦିଲୀପ ତିର୍କୀ ଜାତୀୟ ପତାକା ଉତ୍ତୋଳନ କରିଵା ସହ ଉପସ୍ଥିତ…

୨୨ ପୁଲିସ କର୍ମଚାରୀଙ୍କୁ ପଦକ ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର:  ୭୬ତମ ସ୍ୱାଧୀନତା ଦିବସ ଅବସରରେ  ପୁଲିସ ଅଧିକାରୀ ଓ  କର୍ମଚାରୀଙ୍କୁ ପୁଲିସ ପଦକ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ସାହସିକତା ପାଇଁ ୯ ଜଣଙ୍କୁ ପୁଲିସ ପଦକ, ବିଶିଷ୍ଟ ସେବା ପାଇଁ ୨ ଜଣଙ୍କୁ ରାଷ୍ଟ୍ରପତି ପୁଲିସ ପଦକ ଏବଂ ଉଲ୍ଲେଖନୀୟ ସେବା ପାଇଁ ୧୧ଜଣଙ୍କୁ…

ଆଖୁଆପଦାରେ ବିପଦ ସଙ୍କେତ ଉପରେ ବନ୍ୟା ଜଳ

ଭଦ୍ରକ: ବୈତରଣୀ ନଦୀରେ ଜଳ ପତ୍ତନ ବୃଦ୍ଧି ପାଇବା ପରେ ଭଦ୍ରକ ଜିଲ୍ଲାର ଧାମନଗର ଓ ଭଣ୍ଡାରିପୋଖରୀ ବ୍ଲକ ଅଞ୍ଚଳରେ ବନ୍ୟା ଆସିଛି। ଆଖୁଆପଦା ଠାରେ ବିପଦ ସଙ୍କେତ ୧୭.୮୩ ମିଟର ଥିବା ବେଳେ, ବର୍ତ୍ତମାନ ଜଳସ୍ତର ୧୮.୭୫ ମିଟର ଉପରେ ବନ୍ୟାଜଳ ପ୍ରବାହିତ ହେଉଛି । ଭଣ୍ଡାରିପୋଖରୀ ବ୍ଲକର…

ଜଗତସିଂହପୁରରେ ବନ୍ୟା ମୁକାବିଲା ପାଇଁ ପହଞ୍ଚିଲା ଏନଡିଆରଏଫ

ପାରାଦୀପ: ଜଗତସିଂହପୁର ଜିଲ୍ଲାରେ ବନ୍ୟା ପରିସ୍ଥିତି ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ସୋମବାର ପାରାଦୀପରେ ଏନଡିଆରଏଫ ର ଏକ ୨୫ ଜଣିଆ ଟିମ୍ ପହଞ୍ଚିଛନ୍ତି । ମହାନଦୀର ଜଳ ସ୍ତର ବୃଦ୍ଧି ପାଉଥିବାରୁ ଏହାର ଶାଖା ନଦୀ ଗୁଡ଼ିକରେ ବନ୍ୟା…

ଜଳମଗ୍ନ ଭଟ୍ଟାରିକା ମନ୍ଦିର; ପ୍ରାଙ୍ଗଣରେ ୧୪୪ ଧାରା ଜାରି

କଟକ: ରାଜ୍ୟର ପ୍ରସିଦ୍ଧ ଦେବୀ ପୀଠ ଭଟ୍ଟାରିକାରେ ସ୍ଥାନୀୟ ପ୍ରଶାସନ ଦ୍ୱାରା ୧୪୪ ଧାରା ଜାରି ହୋଇଛି । ଅତିରିକ୍ତ ତହସିଲଦାର ତପନ କୁମାର ପରିଡ଼ା ଭଟ୍ଟାରିକା ମନ୍ଦିର ପରିସରରେ ୧୪୪ ଧାରା ଜାରି କରିଛନ୍ତି । ମହାନଦୀରେ ବନ୍ୟା ଆସିବାରୁ, ଏହାର କୂଳରେ ଅବସ୍ଥିତ ଭଟ୍ଟାରିକା ମନ୍ଦିର ଜଳମଗ୍ନ…