Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ରାଷ୍ଟ୍ର ଉଦ୍ଦେଶ୍ୟରେ ଅଭିଭାଷଣ

ନୂଆଦିଲ୍ଲୀ: ଛ’ସ୍ତରୀ ତମ ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ରାଷ୍ଟ୍ର ଉଦ୍ଦେଶ୍ୟରେ ଅଭିଭାଷଣ ଦେଇଛନ୍ତି । ରାଷ୍ଟ୍ରପତି କହିଛନ୍ତି ମୋର ପ୍ରିୟ ଦେଶବାସୀ, ନମସ୍କାର ! ଛ’ସ୍ତରୀ ତମ ସ୍ୱାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଦେଶରେ…

ମୁଖ୍ୟମନ୍ତ୍ରୀଙ୍କୁ ହାତ ତିଆରି ଜାତୀୟ ପତାକା ପ୍ରଦାନ କଲେ ମିଶନ ଶକ୍ତି ମହିଳା ଗୋଷ୍ଠୀ

ଭୁବନେଶ୍ୱର: ସ୍ୱାଧୀନତାର ୭୫ ବର୍ଷ ପାଳନର ଅବ୍ୟବହିତ ପୂର୍ବରୁ ଶନିବାର ରାଜ୍ୟର ବିଭିନ୍ନ ଅଂଚଳର ମିଶନ ଶକ୍ତି ସଦସ୍ୟା ମାନେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ସେମାନଙ୍କ ହାତ ତିଆରି ଜାତୀୟ ପତାକା ପ୍ରଦାନ କରିଛନ୍ତି । ପ୍ରତି ବଦଳରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ…

ସ୍ୱାଧିନତା ସଂଗ୍ରାମୀଙ୍କ ଏନ୍ତୁଡ଼ିଶାଳ ଗୋପାଳବାଡ଼ି ଏବେ ଅଲୋଡ଼ା

କୋରାପୁଟ: ପରିଚୟ ହଜାଇବାକୁ ବସିଲାଣି ସ୍ୱାଧିନତା ସଂଗ୍ରାମୀଙ୍କ ଏନ୍ତୁଡ଼ିଶାଳ ଗୋପାଳବାଡ଼ି । ଦିନ ଥିଲା ଦେଶ ସ୍ୱାଧୀନରେ ଅବିଭକ୍ତ କୋରାପୁଟ ଜିଲ୍ଲା ପ୍ରମୁଖ ଭୁମିକା ଗ୍ରହଣ କରିଥିଲା । ଏବେ ଏହି ଐତିହାସିକ ସ୍ଥଳି ଏବେ ସମସ୍ତଙ୍କ ପାଇଁ ଅଲୋଡ଼ା ।  ସ୍ବାଧୀନତା ସଂଗ୍ରାମ ପାଇଁ  ଯେଉଁମାନେ…

ଭୁବନେଶ୍ୱରରେ ବିଭାଜନ ବିଭୀଷିକା ସ୍ମୃତି ଦିବସ ପ୍ରଦର୍ଶନୀ

ଭୁବନେଶ୍ବର: "ବିଭାଜନ ବିଭୀଷିକା ସ୍ମୃତି ଦିବସ" ଅବସରରେ ଭୁବନେଶ୍ୱର ରେଳ ଷ୍ଟେସନ ଠାରେ ପୂର୍ବତଟ ରେଳପଥ ପକ୍ଷରୁ ଆୟୋଜିତ ଏକ ପ୍ରଦର୍ଶନୀକୁ ଉଦଘାଟନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ଯେ ଯେଉଁ ମାନଙ୍କର ତ୍ୟାଗ ତପସ୍ୟା ବଳରେ ଆମକୁ…

ବର୍ଷା ପାଣି ଘରେ ପଶିଲା, ପାଣିରେ ବୁଡ଼ି ୩୫ ଦିନର ଶିଶୁ ମୃତ୍ୟୁ

ଖୋର୍ଧା: ଲଗାଣ ବର୍ଷାରେ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ଖୋର୍ଧାରୁ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ବର୍ଷା ପାଣି ଘରେ ପଶିଯାଇଥିବା ବେଳେ ଶୋଇଥିବା ବେଳେ ପାଣିରେ ବୁଡ଼ି ୩୫ ଦିନର ଶିଶୁର ଅକାଳ ମୃତ୍ୟୁ ଘଟିଛି। ଏପରି ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା…

“ଓଡ଼ିଶା ଖୋଲୁନି ହୀରାକୁଦ ଗେଟ୍; ଛତିଶଗଡ଼ରେ ବନ୍ୟା ପରିସ୍ଥିତି”

ଭୁବନେଶ୍ୱର: ହୀରାକୁଦରେ ଗେଟ୍ ଖୋଲାଯାଉନି, ତେଣୁ ଛତିଶଗଡ଼ରେ ଭୟଙ୍କର ବନ୍ୟା ପରିସ୍ଥିତି । ଛତିଶଗଡ଼ ସରକାରର ମୁଖ୍ୟ ଯନ୍ତ୍ରୀ ରାକେଶ କୁମାର ନଗେରିଆ ଏହି ଅଭିଯୋଗ କରିଛନ୍ତି । ନଗେରିଆ କହିଛନ୍ତି ଯେ- ହୀରାକୁଦ କର୍ତ୍ତୃପକ୍ଷ ଠିକ୍ ଭାବେ ଗେଟ୍ ଖୋଲୁନାହାନ୍ତି ବୋଲି ଛତିଶଗଡ଼ରେ…

ଓଡ଼ିଶାରେ ବନ୍ୟା ପାଇଁ ଛତିଶଗଡ ଦାୟୀ କି? ଜବାବ ରଖିଲେ ଏସଆରସି

ଓଡ଼ିଶା ସମ୍ବାଦ ବ୍ୟୁରୋ: ମହାନଦୀରେ ଉପରମୁଣ୍ଡରେ ଲଗାଣ ବର୍ଷା ପରେ ରାଜ୍ୟରେ ମହାନଦୀ ଏବଂ ଏହାକୁ ସଂଲଗ୍ନ ହୋଇଥିବା ନଦୀର ଜଳସ୍ତର ବୃଦ୍ଧି ପାଇଛି। ଛତିଶଗଡ ଉପରମୁଣ୍ଡରେ ରହିଛି । ତେଣୁ ତଳିଆ ଅଞ୍ଚଳକୁ ପାଣି ଆସୁଥିବାରୁ ବନ୍ୟା ପରିସ୍ଥିତି ଉପୁଜୁଛି ବୋଲି କୁହାଯାଉଛି। ଏପରି ସ୍ଥିତିରେ…

ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆସୁଛି: ଏସଆରସି

ଭୁବନେଶ୍ୱର: ଳଘୁଚାପ ଜନିତ ପ୍ରବଳ ବର୍ଷା ପରେ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇଛି। ତେଣୁ ଆଗାମୀ ଦିନରେ ବନ୍ୟା ଆଶଙ୍କା ରହିଛି। ଉପୁଜିଥିବା ସ୍ଥିତି ଏବଂ ସମ୍ଭାବିତ ପାଣିପାଗ ରିପୋର୍ଟକୁ ଦେଖିଲେ ଏବେ ଏକ ମଧ୍ୟମ ଧରଣର ବନ୍ୟା ପରିସ୍ଥିତି ସୃଷ୍ଟି ହେବ ବୋଲି ଏସଆରସି କହିଛନ୍ତି।…

ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଲଘୁଚାପରେ ପରିଣତ, ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଲଘୁଚାପରେ ପରିଣତ ହୋଇଛି। ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏବେ ଏହି ଲଘୁଚାପ ପଶ୍ଚିମବଙ୍ଗର ଦିଘାରୁ ଦକ୍ଷିଣ-ପୂର୍ବ ଦିଗରେ ୧୦ କି.ମି. ଏବଂ ଓଡିଶାର ବାଲେଶ୍ୱର ଜିଲ୍ଲାରୁ ପୂର୍ବ-ଉତ୍ତର-ପୂର୍ବ ଦିଗରେ ୯୦…

ହୀରାକୁଦ ଡ୍ୟାମ୍‌ର ୩୪ଟି ଗେଟରୁ ପାଣି ପ୍ରବାହିତ, ତଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି

ଭୁବନେଶ୍ୱର: ଲଘୁଚାପ ଜନିତ ଲଗାଣ ବର୍ଷା ପାଇଁ ରାଜ୍ୟରେ ସୃଷ୍ଟି ହୋଇଛି ବନ୍ୟା ଆଶଙ୍କା । ଯଦି ଏହିପରି ବର୍ଷା ଜାରି ରୁହେ ତାହେଲେ ଆସନ୍ତାକାଲି ବେଳକୁ ରାଜ୍ୟରେ ବନ୍ୟା ବୋଲି କୁହାଯିବ। ରାଜ୍ୟରେ ବର୍ଷାର ପରିଣାମ ସେଭଳି ନରହିଥିଲେ ବି ମହାନଦୀର ଉପରମୁଣ୍ଡରେ ଅର୍ଥାତ ଛତିଶଗଡରେ ଲଗାଣ…