Latest Odisha News

BREAKING NEWS

Browsing Category

ଓଡିଶା

Odisha

ଅନିଶ୍ଚିତତା ଭିତରେ ରାଉରକେଲା ବିମାନବନ୍ଦରର ଭାଗ୍ୟ, ଶୀତକାଳୀନ ବିମାନଉଡ଼ାଣ ସୂଚୀରୁ ପଡିଲା ବାଦ୍

ରାଉରକେଲା: ଶୀତକାଳୀନ ବିମାନଉଡ଼ାଣ ସୂଚୀରୁ ବାଦ୍‌ ପଡିଲା ରାଉରକେଲା ବିମାନବନ୍ଦର । ଆଗାମୀ ୨୦୨୬ ମାର୍ଚ୍ଚ ଯାଏ ରାଉରକେଲା ବିମାନସେବା ପୁନଃଆରମ୍ଭ ହେବନିବୋଲି ଏକପ୍ରକାର ସ୍ପଷ୍ଟ ହୋଇଛି। ସଦ୍ୟ ପ୍ରକାଶିତ ଶୀତକାଳୀନ ବିମାନ ଉଡ଼ାଣ ସୂଚିରୁ ଏହା ସ୍ପଷ୍ଟ ହୋଇଛି । ସୂଚୀ ଅନୁସାରେ ଆସନ୍ତା ୨୬…

ପାର୍ଟ ପ୍ଲଟ୍ ପଞ୍ଜୀକରଣ ପାଇଁ ଆସିଲା ନୂଆ SOP

ଭୁବନେଶ୍ବର: ପାର୍ଟ ପ୍ଲଟ୍ ପଞ୍ଜୀକରଣ ପାଇଁ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ SOP ଜାରି ହୋଇଛି । ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅଂଶ ପ୍ଲଟ ପଞ୍ଜୀକରଣକୁ ସହଜ ଓ ସ୍ଵଚ୍ଚ କରିବା ପାଇଁ SOP ଜାରି କରିଛି। ରାଜସ୍ୱ ମନ୍ତ୍ରୀ ସୁରେଶ କୁମାର…

ଡିସେମ୍ବର ୨୪ରୁ ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା; ଏଥର ସମସ୍ତ କଳାକାର ନୂଆ…

ବରଗଡ଼:ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୨୪ ତାରିଖରୁ ଜାନୁଆରୀ ୩ ତାରିଖ ଯାଏଁ ଅନୁଷ୍ଠିତ ହେବ। କଂସଙ୍କ ଅଟ୍ଟହାସ୍ୟରେ କମ୍ପିବ ବରଗଡ଼। ସ୍ବତନ୍ତ୍ର ଭାବେ ଅନୁଷ୍ଠିତ ବୈଠକରେ ତାରିଖ ଘୋଷଣା ହୋଇଛି । ୧୧ ଦିନ ଧରି ଚାଲିବ ବିଶ୍ବପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ।…

ଚିନ୍ତା କରନାହିଁ, ଓଡ଼ିଶା ସରକାର ତୁମ ସହିତ ଅଛନ୍ତି…ପୀଡ଼ିତା ଡାକ୍ତରୀ ଛାତ୍ରୀଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସନ୍ଧ୍ୟାରେ ପଶ୍ଚିମବଙ୍ଗର ଦୁର୍ଗାପୁରଠାରେ ଗଣଦୁଷ୍କର୍ମର ଶିକାର ହୋଇଥିବା ଓଡ଼ିଆ ଝିଅ, ତାଙ୍କ ମାଆଙ୍କ ସହିତ କଥା ହୋଇଛନ୍ତି । ପୀଡ଼ିତାଙ୍କ ସହ କଥା ହୋଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ । ଏଥିସହ ସେଠାରେ ଉପସ୍ଥିତ ଓଡ଼ିଶା…

ଅବସରପ୍ରାପ୍ତ ଫରେଷ୍ଟର ଗିରଫ; ଘରୁ ହରିଣ ଛାଲ ସହ…

ଦେବଗଡ଼: ଦେବଗଡ଼ ବନଖଣ୍ଡର ଅବସରପ୍ରାପ୍ତ ଫରେଷ୍ଟର କିଶୋର ଚନ୍ଦ୍ର ପ୍ରଧାନଙ୍କୁ ଗିରଫ କରିଛି ବନ ବିଭାଗ। ବାରକୋଟ ଥାନା ଅକ୍ଷରଶିଳା ଗାଁରୁ ଗିରଫ କଲା ବନ ବିଭାଗ । ଘରୁ ହରିଣ ଛାଲ ଓ ମୟୂର ପୁଚ୍ଛ ମିଳିବାରୁ ତାଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ସୂଚନାଥାଉକି, ଚାକିରି ସମୟରେ ହରିଣ…

ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି ବିଳମ୍ବକୁ ନେଇ ରାଜ୍ୟ ସରକାରଙ୍କୁ ବିଜେଡିର ଭର୍ତ୍ସନା


ଭୁବନେଶ୍ୱର: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତିକୁ ନେଇ ବିଜେପି ଦେଇଥିବା ପ୍ରତିଶ୍ରୁତି ରକ୍ଷା କରିପାରିନାହିଁ ଏବଂ ଏନେଇ ରାଜ୍ୟ ବିଜେପି ସରକାରର ଉଦେ୍ଦଶ୍ୟ ମନ୍ଦ ରହିଛି। ଶଙ୍ଖ ଭବନ ଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ସାଧାରଣ ସମ୍ପାଦକ ତଥା ରାଜ୍ୟସଭା ସାଂସଦ ଶୁଭାଶିଷ…

ଏସଆଇ ନିଯୁକ୍ତି ଦୁର୍ନୀତି ମାମଲା; ୨ ଜଣଙ୍କ ବିରୋଧରେ ଲୁକଆଉଟ୍ ସର୍କୁଲାର…

ଭୁବନେଶ୍ୱର: ପୋଲିସ ସବ-ଇନ୍ସପେକ୍ଟର (ଏସଆଇ) ନିଯୁକ୍ତି ଦୁର୍ନୀତି ମାମଲାର ତଦନ୍ତ କରି ଓଡ଼ିଶା କ୍ରାଇମବ୍ରାଞ୍ଚ ଦୁଇ ଜଣ ଫେରାର ବ୍ୟକ୍ତିଙ୍କ ବିରୁଦ୍ଧରେ ଲୁକଆଉଟ୍ ସର୍କୁଲାର ନୋଟିସ ଜାରି କରିଛି। ଅଭିଯୁକ୍ତମାନଙ୍କୁ ଦେଶ ଛାଡିବାରୁ ରୋକିବା ପାଇଁ କ୍ରାଇମବ୍ରାଞ୍ଚ ଇମିଗ୍ରେସନ ବ୍ୟୁରୋକୁ…

ଆସନ୍ତା ବର୍ଷରୁ ହବିଷ୍ୟାଳିଙ୍କ ପାଇଁ ଡିଜିଟାଲ୍ ପଞ୍ଜୀକରଣ ବ୍ୟବସ୍ଥା

ଭୁବନେଶ୍ୱର: ପୁରୀରେ କାର୍ତ୍ତିକ ହବିଷ୍ୟାଳି ବ୍ରତ ୨୦୨୫ ଆୟୋଜନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନରେନ୍ଦ୍ର କୋଣ ସ୍ଥିତ ବୃନ୍ଦାବତୀ ନିବାସ ଠାରେ ହବିଷ୍ୟାଳି ମା’ମାନଙ୍କ ଆଲୋଚନା କରିଥିଲେ। ଏହି ଅବସରରେ ସେ କହିଥିଲେ ଯେ ହବିଷ୍ୟାଳି ମା’ମାନଙ୍କ ଭକ୍ତି ହେଉଛି ଓଡ଼ିଶାର ନୈତିକ…

ଏଥର ୭ ନୁହେଁ ୯ ଦିନ ହେବ ଭଦ୍ରକ କାଳୀପୂଜା;ପୂଜା ମଣ୍ଡପକୁ ୫୦ ହଜାର…

ଭଦ୍ରକ: ଐତିହାସିକ ଭଦ୍ରକ କାଳୀପୂଜା ପାଇଁ ପୂଜା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷଠାରୁ ପ୍ରତିବର୍ଷ ୯ ଦିନ ଧରି କାଳୀ ପୂଜା ଆୟୋଜନ ହେବ । ଅକ୍ଟୋବର ୨୯ରେ ଭସାଣ ଉତ୍ସବ ଲାଗି ସ୍ଥିର କରାଯାଇଛି। ଏହାସହ ସଂସ୍କୃତି ବିଭାଗ ପକ୍ଷରୁ ଜିଲ୍ଲାର ପ୍ରମୁଖ ୧୦ ମଣ୍ଡପକୁ ୫୦ ହଜାର ଟଙ୍କା…

Nuapada By-Election: ବିଜେପି, ବିଜେଡି ଲଢେଇରେ ଫାଇଦା ନେଇପାରେ କଂଗ୍ରେସ

ଭୁବନେଶ୍ୱର: ନଭେମ୍ବର ୧୧ରେ ହେବ ନୂଆପଡା ଉପନିର୍ବାଚନ । ସେଥିପାଇଁ ଏବେଠାରୁ ରାଜନୀତି ସରଗରମ ହୋଇଛି । ବିଜେଡି, ବିଜେପି ନିଜ ପ୍ରାର୍ଥୀ ଘୋଷଣା କରିନଥିଲେ ମଧ୍ୟ ଭୋଟରେ ଜିତିବା ପାଇଁ ରଣକୌଶଳ ଆରମ୍ଭ କରିଦେଇଛନ୍ତି । ବିଜେପି ତରଫରୁ ଜୟ ଢୋଲକିଆ ପ୍ରାର୍ଥୀ ହେବା ଏକପ୍ରକାର ନିଶ୍ଚିତ ଥିବା…