Latest Odisha News

BREAKING NEWS

Browsing Category

ଓଡିଶା

Odisha

ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ. ୧୧ ଯାଏ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି । ଉତ୍ତରକେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ସ୍ପଷ୍ଟ ଚିହ୍ନିତ ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଅବପାତର ରୂପ ନେବ । ଏହା ପ୍ରଭାବର ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା…

[ଶୁଣନ୍ତୁ] ଦିନର ଟପ୍ ହେଡଲାଇନ୍ସ

୧) ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ କଟକ ଇନଡୋର ଷ୍ଟାଡିୟମରେ ଆୟୋଜିତ ପ୍ରଜାତନ୍ତ୍ରର ୭୫ତମ ପ୍ରତିଷ୍ଠା ଦିବସ ଉତ୍ସବରେ ଯୋଗ ଦେଇଛନ୍ତି । ଜୟ ଜଗନ୍ନାଥରୁ ଭାଷଣ ଆରମ୍ଭ କରି ଶାହ କହିଛନ୍ତି, ଓଡ଼ିଶାର ଅଚ୍ଛେଦିନ୍ ଆସିଗଲା । ଓଡ଼ିଶା ଭିତରେ ବିକାଶର ଅପାର…

ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶିତ, ଛାତ୍ରୀ ଆଗୁଆ

ଭୁବନେଶ୍ୱର: ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଅପରାହ୍ଣ ୪ଟାରେ ରେଜଲ୍ଟ ପ୍ରକାଶ ପାଇଛି । ଯୁକ୍ତ ୨ କଳାରେ ଏଥର ପାସ୍ ହାର ୮୨.୧୦ ପ୍ରତିଶତ ରହିଛି । ୨ ଲକ୍ଷ ୧୩ ହଜାର ୪୩୨ ଛାତ୍ରଛାତ୍ରୀ ଯୁକ୍ତ ଦୁଇ କଳା ପରୀକ୍ଷା…

ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ଦର୍ଶନ କରିଛନ୍ତି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ମଧ୍ୟ ଅମିତ ଶାହଙ୍କ ସହ ମନ୍ଦିର ଯାଇଛନ୍ତି । ଶ୍ରାବଣର ଶେଷ ସୋମବାରରେ…

ଭୁବନେଶ୍ବରରେ ପହଁଚିଲେ କେନ୍ଦ୍ରମନ୍ତ୍ରୀ ଅମିତ ଶାହ

ଭୁବନେଶ୍ବର:  କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓଡ଼ିଶାରେ ଆସି ପହଁଚିଛନ୍ତି । ବିଳମ୍ବିତ ରାତିରେ  ବିମାନ ବନ୍ଦରରେ ପହଁଚିଥିଲେ ଅମିତ ଶାହ । ଶାହଙ୍କ ସହ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଆସି ପହଁଚିଛନ୍ତି । …

ଗଛରେ ପିଟିହେଲା କାର, ଦୁର୍ଘଟଣାରେ ଶିକ୍ଷକ ନାରାୟଣ ସାହୁଙ୍କ ମୃତ୍ୟୁ

ଜି ଉଦୟଗିରି:ଫୁଲବାଣୀ ରୁ ଜି ଉଦୟଗିରି ଆସୁଥିବା ବେଳେ ଭଞ୍ଜପଦର ପାଖରେ ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର । ଘଟଣା ସ୍ଥଳରେ ଶିକ୍ଷକ ନାରାୟଣ ସାହୁଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ଏହା ସହ ଗୁରୁତର ଶିକ୍ଷକ ସାନ୍ତୁନୁ ଆଚାର୍ଯ୍ୟ ଙ୍କୁ ଟିକାବାଲି ମେଡ଼ିକାଲ କୁ 108 ଯୋଗେ…

ସ୍ବର୍ଗଦ୍ବାରରେ ଶ୍ରାଦ୍ଧ ଓ ପୂଜା ସାମଗ୍ରୀ ବିକ୍ରୟ କେନ୍ଦ୍ରର ଦାୟିତ୍ବ ନବ ଓରମାସ

ପୁରୀ-  ସ୍ୱର୍ଗଦ୍ୱାର ପରିସର ମଧ୍ୟରେ ଥିବା ପୂଜା ଓ ଶ୍ରାଦ୍ଧ ସାମଗ୍ରୀ ବିକ୍ରୟ କେନ୍ଦ୍ର ପରିଚାଳନା ଦାୟିତ୍ବ ନେବାକୁ ଯାଉଛି ଓର୍ମାସ। ପୁରୀ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏ ସଂକ୍ରାନ୍ତରେ ଏକ ବୁଝାମଣାପତ୍ର  ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ପୁରୀ ଠାରେ ସ୍ୱର୍ଗଦ୍ୱାର ସେବା ସମିତି ଓ…

ହୀରାକୁଦ ଡ୍ୟାମ୍‌ରେ ଗାଧୋଉଥିବା ବେଳେ ବୁଡ଼ିଯାଇ ୨ ନିଖୋଜ

ଓଡ଼ିଶା ସମ୍ବାଦ ବ୍ୟୁରୋ:  ହୀରାକୁଦ ଡ୍ୟାମ୍‌ରେ ଗାଧୋଉଥିବା ବେଳେ ବୁଡ଼ିଯାଇଛନ୍ତି ଦୁଇଜଣ ଏମସିଏଲ କର୍ମଚାରୀ । ସ୍ଥାନୀୟ ଲୋକ କିଛି ସମୟ ଖୋଜାଖୋଜି କରି ନପାଇବାରୁ ଏହି ଖବର ଚାରିଆଡେ ପ୍ରସାରିତ ହୋଇଥିଲା ।  ୨ ଜଣ ହେଲେ ଏମସିଏଲ କର୍ମଚାରୀ ଝାଙ୍କରାଣୀ ମନ୍ଦିର ନିକଟ ଡ୍ୟାମ୍‌ରେ…

କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ଦୁଇ ଦିନିଆ ଓଡ଼ିଶା ଗସ୍ତ; ଜାଣନ୍ତୁ କ’ଣ ରହିଛି କାର୍ଯ୍ୟକ୍ରମ

ଭୁବନେଶ୍ୱର: କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ରବିବାର ସଂଧ୍ୟା ସାଢ଼େ ଆଠଟା ସମୟରେ ମନ୍ତ୍ରୀ ବିଜୁ ପଟ୍ଟନାୟକ ବିମାନ ବନ୍ଦର ଭୁବନେଶ୍ୱରରେ ପହଞ୍ଚିବେ । ଏଠାରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯିବ ବୋଲି ଓଡ଼ିଶା ବିଜେପି ପକ୍ଷରୁ ଜାରି ପ୍ରେସ…

ଲୋନ୍ ଆପ୍ ଠକେଇ: ଗିରଫ ତିନି ଜଣଙ୍କୁ ରିମାଣ୍ଡରେ ନେଲା ମୁମ୍ବାଇ ପୋଲିସ

ଭୁବନେଶ୍ୱର: ଜାଲି ଲୋନ ଆପ୍ ଠକେଇ ମାମଲାରେ ଓଡ଼ିଶା ଇଓଡବ୍ଲୁ ଗିରଫ କରିଥିବା ତିନି ଅଭିଯୁକ୍ତଙ୍କୁ ମୁମ୍ବାଇ ପୋଲିସ ରବିବାର ରିମାଣ୍ଡରେ ନେଇଛି । ସେମାନେ ହେଉଛନ୍ତି - ନୀତିନ ମଲ୍ଲିକ, ସୁଶାନ୍ତ ଏବଂ ରକ୍ଷିତ । ନୀତିନ ମଲ୍ଲିକ ବିରୋଧରେ ଜିରଗାଓଁର ଚିଫ୍ ମେଟ୍ରୋପଲିଟାନ…