Latest Odisha News

BREAKING NEWS

Browsing Category

ଓଡିଶା

Odisha

ମହିମା ମିଶ୍ରଙ୍କ ଘରେ ରେଡ୍ ପରେ ୪ ଜଣଙ୍କୁ ବାନ୍ଧିଲା CBI

ଭୁବନେଶ୍ୱର: ଶିଳ୍ପପତି ମହିମା ମିଶ୍ରଙ୍କ ଘରେ ସିବିଆଇ ରେଡ୍ ପରେ ୪ ଜଣଙ୍କୁ ଗିରଫ କରିଛି । ପାରାଦୀପ ପୋର୍ଟ ଚିଫ୍ ମେକାନିକାଲ ଇଂଜିନିୟର ସରୋଜ ଦାସ, ଠିକାଦାର ସୁମନ୍ତ ରାଉତ, OSL ଅପରେସନ୍ ଡିଜିଏମ୍ ସୂର୍ଯ୍ୟ ନାରାୟଣ ସାହୁଙ୍କ ସହ କେସିଟି ଗ୍ରୁପ୍ ପୋର୍ଟ ଅପରେସନ୍ ମ୍ୟାନେଜର ଶଂଖଶୁଭ୍ର…

କ୍ରୀଡ଼ା ଶିକ୍ଷକଙ୍କ ଅମାପ ସମ୍ପତ୍ତି, ଏକକାଳୀନ ୧୩ଟି ସ୍ଥାନରେ ରେଡ୍

ବ୍ରହ୍ମପୁର: ଭିଜିଲାନ୍ସ ଫାସରେ କ୍ରୀଡ଼ା ଶିକ୍ଷକ । ଗଞ୍ଜାମ ଜିଲ୍ଲା ପାତ୍ରପୁର ବ୍ଲକ ତଥା ଜରଡ଼ା ଥାନା ଦିବ୍ୟସିଂହ ବିଦ୍ୟାପୀଠର କ୍ରୀଡ଼ା ଶିକ୍ଷକ ଦନାର୍ଦ୍ଦନ ସାହୁଙ୍କ ଘରେ ଭିଜିଲାନ୍ସ ରେଡ୍ କରିଛି । ଶୁକ୍ରବାର ସକାଳେ ବ୍ରହ୍ମପୁର ଭିଜିଲାନ୍ସ ପକ୍ଷରୁ ହୋଇଥିବା ଚଢ଼ାଉରେ ୪ଜଣ ଡିଏସ୍‌ପି,…

କାଲି ରେଡ୍ ପରେ ଆଜି CBI ଅଫିସରେ ହାଜର ହେଲେ ମହିମା ମିଶ୍ର

ଭୁବନେଶ୍ୱର: ସିବିଆଇ କାର୍ଯ୍ୟାଳୟରେ ଶିଳ୍ପପତି ମହିମା ମିଶ୍ର । ଗତକାଲି ମହିମା ମିଶ୍ରଙ୍କ କଟକ ସ୍ଥିତ ଘର ସହ OSL ଅଫିସ୍ ଓ ପାରାଦୀପର ଏକାଧିକ ସ୍ଥାନରେ ସିବିଆଇ ରେଡ୍ କରିଥିଲା । ରେଡ୍ ପରେ ସିବିଆଇ ପାରାଦୀପରୁ ୨ ଜଣଙ୍କୁ ଉଠାଇ ଆଣିଥିଲା । ଏଥିସହ କଟକ ଓଡ଼ିଆ ବଜାର ସ୍ଥିତ ମହିମା…

ବିଜେବି କଲେଜରେ +୨ ଛାତ୍ରଙ୍କୁ ଆକ୍ରମଣ; ମିମ୍ ପେଜ୍ ପାଇଁ ସହପାଠୀଙ୍କୁ ମାରିଲେ ତିନି ଛାତ୍ର

ଭୁବନେଶ୍ୱର: ରାଜ୍ୟର ନାଁ କରା ବିଜେବି କଲେଜ ଏବେ ଗଣ୍ଡଗୋଳର କ୍ୟାମ୍ପସ ବନିଗଲାଣି । ରୁଚିକା ମହାନ୍ତି ଆତ୍ମହତ୍ୟା ଘଟଣା ପର ଠାରୁ ନିଇତି କିଛି ନା କିଛି ଘଟଣା ରିପୋର୍ଟ ହେଉଛି । ଗୁରୁବାର ବିଜେବି କଲେଜରେ ପୁଣି ଏକ ଗଣ୍ଡଗୋଳ ଦେଖିବାକୁ ମିଳିଛି । ଇନଷ୍ଟାଗ୍ରାମ୍ ମିମ୍ ପେଜକୁ ନେଇ…

ଦୁର୍ଘଟଣା ନୁହେଁ ଗାଡି ଚଢ଼ାଇ ମା ଝିଅଙ୍କୁ ହତ୍ୟା କରିଥିଲା ଡ୍ରାଇଭର

ଯାଜପୁର: ଅନେକ ସଡକ ଦୁର୍ଘଟଣାରେ ମୃତ ବ୍ୟକ୍ତିଙ୍କୁ ଜାଣିଶୁଣି ହତ୍ୟା କରାଯାଇଥିବା ଅଭିଯୋଗ ହୁଏ । ତେବେ ପ୍ରମାଣ ଅଭାବରୁ ଅପରାଧିମାନେ ଖସିଯାଆନ୍ତି । ଆଜିକାଲି ଦୁର୍ଘଟଣା ଘଟାଇ ହତ୍ୟା କରିବା ନୂଆ ଷଡ଼ଯନ୍ତ୍ର ପାଲଟି ଗଲାଣି । ସାମାନ୍ୟ ଘଟଣାକୁ ନେଇ ଏପରି ହତ୍ୟା କରୁଛନ୍ତି ଅପରାଧି ।…

ଲଖନପୁର ଜେଇଙ୍କୁ ଧରିଲା ଭିଜିଲାନ୍ସ; ୨୫ ହଜାର ଲାଞ୍ଚ ଜବତ

ଭୁବନେଶ୍ୱର: ଝାରସୁଗୁଡ଼ାର ଲଖନପୁର ବ୍ଲକର କନିଷ୍ଠ ଯନ୍ତ୍ରୀ ଜେଇ ଜଣେ ସପ୍ଲାୟର ପାଖରୁ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଲଖନପୁର ବ୍ଲକର କନିଷ୍ଠ ଯନ୍ତ୍ରୀ ଟିକେନାଥ ଭଇଁଷା। ଏହି ବ୍ଲକରେ ବିଭିନ୍ନ ସାମଗ୍ରୀ ଯୋଗାଉଥିବା ଏହି ସପ୍ଲାୟର କୋଶଲ…

ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ବୈଷ୍ଣବ ମହାନ୍ତିଙ୍କ ଦୁଇଟି ପୁସ୍ତକ ଉନ୍ମୋଚିତ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  ନବୀନ ନିବାସଠାରେ ବୈଷ୍ଣବ ପ୍ରସାଦ ମହାନ୍ତିଙ୍କ ଲିଖିତ ଦୁଇଟି ପୁସ୍ତକ ଶେଷ ଚିଠି ଓ ଭାଗବତ କଥାମୃତ ଉନ୍ମୋଚନ କରିଛନ୍ତି। ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ଶ୍ରୀ ମହାନ୍ତିଙ୍କୁ ତାଙ୍କର ସାରସ୍ବତ କୃତି ପାଇଁ ଅଭିନନ୍ଦନ ଜଣାଇଥିଲେ ଏବଂ ଆଗାମୀ ଦିନରେ…

ମହିମା ମିଶ୍ରଙ୍କ ପୁଅକୁ ଜେରା କରୁଛି ସିବିଆଇ

ଭୁବନେଶ୍ୱର: ରାଜ୍ୟର ଜଣାଶୁଣା ଶିଳ୍ପପତି ତଥା ବ୍ୟବସାୟୀ ମହିମା ମିଶ୍ରଙ୍କ ପୁଅ ଚନ୍ଦନ ମିଶ୍ରଙ୍କୁ ଜେରା କରୁଛି ସିବିଆଇ । ଭୁବନେଶ୍ୱର ସ୍ଥିତ ସିବିଆଇ ଅଫିସରେ ଏହି ଜେରା ଚାଲିଛି । ଦିଲ୍ଲୀ ସିବିଆଇର ଏକ ଟିମ୍ ଏଥିପାଇଁ ଭୁବନେଶ୍ୱର ଆସିଥିବା ସୂଚନା ରହିଛି। ଏହି ଟିମ୍ ଭୁବନେଶ୍ୱର ପହଞ୍ଚିବା…

ଲୋ ରେବି – ଲୋ ନିଆଁ – ଲୋ ହଇଜା

ଭୁବନେଶ୍ୱର: ଲୋ ରେବି, ଲୋ ନିଆଁ, ଲୋ ଚୁଲି – ପଢ଼ିବା ବେଳେ ବହୁତ କଷ୍ଟ ଅନୁଭବ ହୋଇଥିଲା । ଫକୀରମୋହନ ସେନାପତିଙ୍କ ଆତ୍ମାକୁ କେତେ ବାଧିଥିଲା ଯେ, ୧୮୯୮ ମସିହାରେ ହଇଜାକୁ ତାଙ୍କ ପ୍ରାରମ୍ଭ ଗଳ୍ପରେ ସ୍ଥାନ ଦେଇଥିଲେ । ଶହେ ବର୍ଷ ପରେ ଓଡ଼ିଶାରେ ସେପରି ଝାଡ଼ା ବାନ୍ତିରେ ଅନେକ ରେବତୀ…

ଆମେରିକାର ଏୟାର ଷ୍ଟ୍ରାଇକରେ ଆତଙ୍କବାଦୀ ଜଓ୍ୱାହିରି ସହିତ ନିପାତ ହୋଇଛି ହକ୍କାନି ପରିବାର !

କାବୁଲ: ଆମେରିକାର ଏୟାର ଷ୍ଟ୍ରାଇକରେ ଆତଙ୍କବାଦୀ ସଂଗଠନ ଅଲ-କାଏଦାର ମୁଖ୍ୟ ଆୟମାନ-ଅଲ୍-ଜଓ୍ୱାହିରି ସହିତ ସେ ରହୁଥିବା ତାଲିବାନ ନେତା ହକ୍କାନି ପରିବାର ଲୋକ ମଧ୍ୟ କିଛି ମୃତ୍ୟୁବରଣ କରିଛନ୍ତି। ତାଜାକିସ୍ତାନରେ ରହୁଥିବା ଆଫଗାନିସ୍ତାନ ଦୂତାବାସର ଅଧିକାରୀ ମହମ୍ମଦ ଜାହିର ଅଘବର ଏହି…