Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାଜ୍ୟ ଆଇଏସ ସ୍ତରରେ ଅଦଳବଦଳ: ବିଷ୍ଣୁପଦ ସେଠୀ ହେଲେ ଉଚ୍ଚଶିକ୍ଷା ସଚିବ

ଭୁବନେଶ୍ୱର: ରାଜ୍ୟ ବରିଷ୍ଠ ଆଇଏସ ଅଫିସର ତଥା ସଚିବ ସ୍ତରରେ ଧରଣର ଅଦଳବଦଳ ହୋଇଛି । ଅଫିସର ମାନଙ୍କୁ କିଛି ଗୁରୁତ୍ୱପୂର୍ଣ୍ଣ ବିଭାଗର ମୁଖ୍ୟ ଦାୟିତ୍ୱ ମିଳିଥିବା ବେଳେ ଅନ୍ୟ ବିଭାଗ ଗୁଡ଼ିକର ଅତିରିକ୍ତ ଦାୟିତ୍ୱ ମିଳିଛି । କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ଅରବିନ୍ଦ ପାଢ଼ୀଙ୍କୁ…

ଋଣ ଦେବା ବାହାନାରେ ଶତାଧିକ ମହିଳାଙ୍କୁ ଠକେଇ, ଦମ୍ପତି ଗିରଫ

ଝାରସୁଗୁଡ଼ା: ଋଣ ଦେବା ବାହାନାରେ ଶତାଧିକ ମହିଳାଙ୍କୁ ଠକି ବନ୍ଧା ହେଲେ ସ୍ୱାମୀ, ସ୍ତ୍ରୀ । ମୁଦ୍ରା ଯୋଜନାରେ ଲୋନ୍ ଦେବା ବାହାନାରେ ଦମ୍ପତି ଶହେରୁ ଅଧିକ ମହିଳାଙ୍କୁ ୨ ଲକ୍ଷରୁ ଅଧିକ ଟଙ୍କା ଠକିଥିବା ଅଭିଯୋଗ ହୋଇଛି । ଏପରିକି ଅଭିଯୁକ୍ତ ସୁଜାତା ନିଜକୁ ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନାରେ…

ଓଡ଼ିଶାରେ ଅଛନ୍ତି ୧୭ ଲକ୍ଷରୁ ଅଧିକ ବୁଲା କୁକୁର; ଉତ୍ତରପ୍ରଦେଶରେ ସର୍ବାଧିକ

ଭୁବନେଶ୍ୱର: ଓଡ଼ିଶାରେ ଅଛନ୍ତି ୧୭ ଲକ୍ଷରୁ ଅଧିକ ସଂଖ୍ୟକ ବୁଲା କୁକୁର । ୨୦୧୯ ମସିହା ପ୍ରାଣୀଧନ ଗଣନା ହିସାବରେ ଭାରତରେ ସର୍ବାଧିକ ବୁଲା କୁକୁର ଉତ୍ତରପ୍ରଦେଶରେ ଅଛନ୍ତି । ଏହା ପଛକୁ ଦ୍ୱିତୀୟ ସ୍ଥାନରେ ରହିଛି ଓଡ଼ିଶା । ଉତ୍ତର ପ୍ରଦେଶରେ ୨୦ ଲକ୍ଷ ୫୯ ହଜାର ୨୬୧ଟି ବୁଲା କୁକୁର ଅଛନ୍ତି…

ରାଷ୍ଟ୍ରପତିଙ୍କୁ ଭେଟିଲେ ଓଡ଼ିଶା ବିଧାୟକ ମଣ୍ଡଳୀ; ତାରା ବାହିନୀପତି ଦେଲେ କୋଟପାଟ ଶାଢ଼ୀ

ଭୁବନେଶ୍ୱର: ଭୋଟ୍ ଦେଇ ଜିତେଇଥିଲେ । ଆଜି ଆତିଥ୍ୟତା ଗ୍ରହଣ କଲେ ଓଡ଼ିଶା ବିଧାନସଭାର ସଭ୍ୟ ଗଣ । ବୁଧବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଓଡ଼ିଶାର ଏକ ବିଧାୟକ ମଣ୍ଡଳୀ ଭେଟିଛନ୍ତି। ରାଷ୍ଟ୍ରପତି ଭବନରେ ନିଜ ରାଜ୍ୟର ବିଧାୟକଙ୍କୁ ଭେଟି ରାଷ୍ଟ୍ରପତି ଖୁସି ବ୍ୟକ୍ତ କରିଛନ୍ତି ।…

ଏଏସଆଇ ସଂରକ୍ଷିତ ସମସ୍ତ ସ୍ମାରକୀ ଅଗଷ୍ଟ୫ ରୁ ୧୫ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ମାଗଣା

ଭୁବନେଶ୍ୱର: ଭାରତର ୭୫ ତମ ସ୍ୱାଧୀନତା ଦିବସ ତଥା 'ଆଜାଦୀ କା ଅମୃତ ମହୋତ୍ସବ' ଅବସରରେ ଏଏସଆଇ ପକ୍ଷରୁ ଆସିଛି ବଡ଼ ଉପହାର । ଦେଶରେ ଏଏସଆଇ ଦ୍ୱାରା ସଂରକ୍ଷିତ ସମସ୍ତ ସ୍ମାରକୀ ଏବଂ ଐତିହ୍ୟସ୍ଥଳୀକୁ ପର୍ଯ୍ୟଟକଙ୍କ ପାଇଁ ଟିକେଟ୍ ଫ୍ରି ଅର୍ଥାତ୍ ମାଗଣା କରାଯାଇଛି । ଅଗଷ୍ଟ୫ ତାରିଖରୁ ୧୫…

ଭିଜିଲାନ୍ସ ଜାଲରେ ବାଲିପାଟଣା ଏଏସଆଇ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଧରାପଡ଼ିଲେ ମହିଳା ଏଏସଆଇ । ରାଜଧାନୀ ଉପକଣ୍ଠ ବାଲିପାଟଣା ଥାନାର ମହିଳା ଏଏସଆଇ ପୁସ୍ପଲତା ପାଇକରାୟଙ୍କୁ ବୁଧବାର ଓଡ଼ିଶା ଭିଜିଲାନ୍ସ ଲାଞ୍ଚ ନେବା ବେଳେ ଧରିଛି । ଜଣେ ଏତଲାକାରୀଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ମାଡ଼ି ବସିଥିଲା…

ଶ୍ରୀମନ୍ଦିର ଗର୍ଭଗୃହରୁ ପଥର ଖସିବା ନେଇ ଚର୍ଚ୍ଚା । ଆଦ୍ରତା ପାଇଁ ପଥର ନୁହେଁ ପ୍ଲାଷ୍ଟର ଖସିଛି

ପୁରୀ :  ଶ୍ରୀମନ୍ଦିରରୁ କୌଣସି ପଥର ଖସିନାହିଁ  । ଆଦ୍ରତା ପାଇଁ ରତ୍ନସିଂହାସନ ଶ୍ରୀବଳଭଦ୍ରଙ୍କ ପଛ ପଟ ପାର୍ଶ୍ଵରୁ ଲାଇମ୍ ପ୍ଲାଷ୍ଟର ଚୂନ ଖଣ୍ଡ ଖସିଛି । ଶ୍ରୀମନ୍ଦିର କମାଣ୍ଡାରଙ୍କ ରିପୋର୍ଟ ଆଧାରରେ ଗତକାଲି ସକାଳ ଧୂପ ପରେ ଏହି ଘଟଣା ଘଟିଛି। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ…

ପୁଞ୍ଜାପାଇ ଭରା ନଈରୁ ଉଦ୍ଧାର ହେଲେ ମା’ ଓ ପୁଅ

ରାୟଗଡ଼ା : ଲଗାଣ ବର୍ଷା । ଉଛୁଳା ନଈ। ଆଉ ସେହି ଉଛୁଳା ଭରା ନଈ ମଝିରେ ଫସିଯାଇଛନ୍ତି ମାଆ -ପୁଅ। ଏମିତି ଏକ ଛାତିଥରା ଦୃଶ୍ୟ ଦେଖିବାକୁ ମିଳିଥିଲା ରାୟଗଡ଼ା କୁମ୍ବିକୋଟା ପୁଞ୍ଜାପାଇ ଗାଁରେ। ଗାଁରେ ରାସ୍ତା ସମସ୍ୟା। କିଛି କାମ ପାଇଁ ଗଲେ ନଦୀ ଏକମାତ୍ର ଭରସା। ଗାଁର ନନ୍ଦିନୀ କାଡ୍ରାକା…

ପାଟଣାଗଡ଼ ଓ କୁଚିଣ୍ଡାରେ ଖୋଲାଯିବ ନୂଆ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ

ଭୁବନେଶ୍ୱର: ସମ୍ବଲପୁରର କୁଚିଣ୍ଡା ଓ ବଲାଙ୍ଗିରର ପାଟଣାଗଡ଼ ଠାରେ ଦୁଇଟି ନୂତନ ସରକାରୀ ଶିଳ୍ପ ତାଲିମ ପ୍ରତିଷ୍ଠାନ (ITI) ଖୋଲାଯିବ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହାଦ୍ୱାରା ଏହି ଜନଜାତି ବହୁଳ ଅଞ୍ଚଳର ଯୁବ ସମାଜ ବିଶେଷ ଭାବରେ ଉପକୃତ ହେବେ । କୁଚିଣ୍ଡାରେ…

ଅଣ୍ଟାଏ ପାଣିରେ ବୁଡ଼ି ସ୍କୁଲ ଯାଉଛନ୍ତି ପିଲା; ଅଧାପନ୍ତରିଆ ପଡ଼ିଛି ବ୍ରିଜ୍

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ବିପଦପୂର୍ଣ୍ଣ ଭାବେ ଛାତ୍ରଛାତ୍ରୀ ମାନେ ନଦୀ ପାର ହେଉଥିବା ନେଇ ଚିତ୍ର ଦେଖିବାକୁ ମିଳୁଛି। ସଦ୍ୟତମ ଘଟଣା ସୋରଡ଼ା ବ୍ଲକ ନୂଆଗଡ଼ ପଞ୍ଚାୟତରେ ସାଂଘାତିକ ଦୃଶ୍ୟ ସାମ୍ନାକୁ ଆସିଛି। ପଞ୍ଚାୟତକୁ ଯିବାକୁ କେଶରା, ନାଗପୁର, ବାରଧାଙ୍ଗିଡ଼ି,…