Latest Odisha News

BREAKING NEWS

Browsing Category

ଓଡିଶା

Odisha

କଣାସରେ ବିଳମ୍ବିତ ରାତିରେ ବୋମା ମାଡ଼

କଣାସ: ପୁରୀ ଜିଲ୍ଲାର କଣାସରେ ବୋମା ମାଡ଼ ହୋଇଛି । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି କଣାସ ଗଡ଼ଖାରଦ ଗ୍ରାମରେ ବୋମା ମାଡ଼ ହୋଇଥିବା ଜଣାପଡ଼ିଛି । ରଘୁ ମାନସିଂହଙ୍କ ଘରେ ବିଳମ୍ବତି ରାତିରେ ଦୁର୍ବୃତ୍ତ ଆକ୍ରମଣ କରିଛନ୍ତି । ୭-୮ ଜଣ ଦୁର୍ବୁତ୍ତ ଆସି ବୋମା ମାଡ଼ କରିଥିବା ଜଣାପଡ଼ିଛି…

ଦୁଇ ମାଲବାହୀ ଟ୍ରକ ଧକ୍କା; ଦୁଇ ମୃତ ଓ ଦୁଇ ଗୁରୁତର

ନୂଆପଡ଼ା: ନୂଆପଡା ଜିଲ୍ଲା ତରବୋଡ ଫାଣ୍ଡି ଜାତୀୟ ରାଜପଥ ନଂ- ୩୫୩ ଉପରେ ଦୁଇ ମାଲବାହୀ ଟ୍ରକ ମୁହାଁ ମୁହିଁ ଧକ୍କା ହୋଇଛି । ଏଥିରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି ଏବଂ ଅନ୍ୟ ଦୁଇ ଜଣ ଗୁରୁତର ହୋଇଛନ୍ତି । ସୂଚନା ଅନୁସାରେ ଶନିବାର ବିଳମ୍ବିତ ରାତିରେ ଟ୍ରକ ନଂ- ଓଡି ୧୮ ଏଫ ୩୫୧୪ ଏବଂ ସିଜି…

ଆଇଆଇଏମ ନାମଲେଖା ପାଇଁ କ୍ୟାଟ୍ ପରୀକ୍ଷା ତାରିଖ ପ୍ରକାଶିତ; ୩ ଅଗଷ୍ଟରୁ ରେଜିଷ୍ଟ୍ରେସନ

ଭୁବନେଶ୍ୱର: ପ୍ରକାଶ ପାଇଲା ଆଇଆଇଏମ(ଇଣ୍ଡିଆନ ଇନଷ୍ଟିଚ୍ୟୁଟ୍ ଅଫ ମ୍ୟାନେଜମେଣ୍ଟ) ପ୍ରବେଶିକା ପରୀକ୍ଷା ତାରିଖ । ବିଧିବଦ୍ଧ ଭାବେ ଆଇଆଇଏମ ବିଜ୍ଞପ୍ତି ଜାରି କରାଯାଇଛି । ୧ ଅଗଷ୍ଟ ରୁ ରେଜିଷ୍ଟ୍ରେସନ ପ୍ରକ୍ରିୟା ଆରମ୍ଭ ହେବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି । ଗୁରୁତ୍ୱପୂର୍ଣ୍ଣ…

ଶିମିଳିପାଳରେ ବିରଳ କଳା ବାଘ ଦୃଶ୍ୟମାନ

ଭୁବନେଶ୍ୱର: ଶିମିଳିପାଳ ଜାତୀୟ ଅଭୟାରଣ୍ୟରେ ଏକ ବିରଳ କଲା ବାଘ ଦେଖିବାକୁ ମିଳିଛି । ଅର୍ନ୍ତଜାତୀୟ ବାଘ ଦିବସରେ ଆଇଏଫଏସ ସୁଶାନ୍ତ ନନ୍ଦ ଏହି ବାଘର ଏକ ଭିଡିଓ ସେୟାର କରିଛନ୍ତି । ବାଘର ପିଠି ପଟ କଳା ହୋଇଥିବା ବେଳେ ସୁନେଲୀ ରଙ୍ଗର ଷ୍ଟ୍ରାପ୍ ଥିବା ଦେଖାଯାଉଛି । Tigers are symbol…

ଝାରସୁଗୁଡ଼ା ଡାକ୍ତରଖାନାରୁ ବିଚାରଧୀନ ଅଭିଯୁକ୍ତ ଫେରାର

ଝାରସୁଗୁଡ଼ା: ଝାରସୁଗୁଡା ଜିଲ୍ଲା ସଦର ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ବିଚାରଧୀନ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି । ସେ ହେଉଛନ୍ତି ଇନ୍ଦ୍ରଜିତ ସହାଣୀ । ଘର ବିହାର ମାଧେପୁର ଥାନା ବୋଥନା ଗାଁ । ତେବେ ସେ ଗତ ୨୬ ତାରିଖ ବ୍ରଜରାଜନଗର ଓରିଏଣ୍ଟ ଥାନା ଅଞ୍ଚଳରୁ ଏକ ଟ୍ରକ ଚୋରି…

ରାଷ୍ଟ୍ରପତିଙ୍କୁ ଭେଟିବାକୁ ଯିବେ ୨୫ ବିଧାୟକ

ଭୁବନେଶ୍ୱର: ଓଡ଼ିଶାର ବିଧାୟକ ଭେଟିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ । ଏଥିପାଇଁ ଅଗଷ୍ଟ ୨ରେ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଦିଲ୍ଲୀ ଗସ୍ତ କରିବେ ଓଡିଶାର ୨୫ ବିଧାୟକ। ୩ ତାରିଖ ଦିନ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହି ଭେଟଘାଟ ଏକ ସୌଜନ୍ୟମୂଳକ…

[ଦେଖନ୍ତୁ ଭିଡିଓ] ଗ୍ରାମୀଣ କର୍ମ ନିଯୁକ୍ତି ଯୋଜନାରେ ଘୋଟାଲା। ପାଉଣା ନମିଳିଲେ ଆନ୍ଦୋଳନ ଜୋରଦାର

ନୂଆପଡ଼ା : ଗାଁର ଗରିବଙ୍କ ପାଇଁ କର୍ମ ନିଯୁକ୍ତି ଯୋଜନା ଯେମିତି ପ୍ରହସନ ପାଲଟିଛି । କିଛି ଅସାଧୁ କର୍ମଚାରୀ ମାଲାମାଲ ହେଉଥିବା ବେଳେ ଗାଁର ଗରିବ କାମ କରି ଦି ପଇସା ପାଇବାକୁ ଚାହିଁ ବସିଛି । ଯେମତି ଏହି ଖଡ଼ିଆଳ ଦାବ୍ରି ପଞ୍ଚାୟତର ବିଭିନ୍ନ ଗାଁର ଉନ୍ନତିକରଣ ପାଇଁ ରାସ୍ତାରୁ ନେପଇ ପୋଖରୀ…

ବିରୋଧୀ ଦଳ ନେତା ହେଲେ ଜୟ ନାରାୟଣ ମିଶ୍ର

ଭୁବନେଶ୍ୱର: ନୂଆ ବିରୋଧୀ ଦଳ ନେତା ବାଛିଲା ବିଜେପି । ଜୟ ନାରାୟଣ ମିଶ୍ର ହୋଇଛନ୍ତି ନୂଆ ବିରୋଧୀ ଦଳ ନେତା । ବିରୋଧୀ ଦଳ ନେତା ଭାବେ ଜୟ ନାରାୟଣଙ୍କ ନାଁ ଘୋଷଣା କରିଛନ୍ତି ରାଜ୍ୟ ବିଜେପି ସହପ୍ରଭାରୀ । ସମ୍ବଲପୁର ବିଧାୟକ ତଥା ବରିଷ୍ଠ ବିଜେପି ନେତା ଜୟ ନାରାୟଣ ମିଶ୍ର ପ୍ରଦୀପ୍ତ ନାଏକଙ୍କ…

ଚିଟଫଣ୍ଡ ମାମଲାରେ ପ୍ରଭାତ ବିଶ୍ୱାଳଙ୍କ ସମ୍ପତ୍ତି ଆଟାଚ୍ କଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ

କଟକ: ପୂର୍ବତନ କଟକ-ଚୌଦ୍ୱାର ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କ ସମ୍ପତ୍ତି ଇଡି ଆଟାଚ୍ କରିଛି । ପ୍ରଭାତ ବିଶ୍ୱାଳଙ୍କ ୩ କୋଟି ୯୨ ଲକ୍ଷ ଟଙ୍କାର ସମ୍ପତ୍ତି ED ଆଟାଚ୍ କରିଥିବା ଜଣାପଡ଼ିଛି । ମନି ଲଣ୍ଡରିଂ ଆକ୍ଟ ଅନୁସାରେ ସମ୍ପତ୍ତି ଆଟାଚ୍ କରିଛି ED । ଅଣ ବ୍ୟାକିଙ୍ଗ ସଂସ୍ଥା ଜରିଆରେ…

ବିଧାୟକଙ୍କ ଦରମା ବୃଦ୍ଧି ଦାବିରେ ଗୃହରେ ଏକାଠି ହେଲେ ସବୁ ଦଳ

ଭୁବନେଶ୍ୱର: ବିଧାୟକଙ୍କ ଦରମା ବୃଦ୍ଧି ଦାବିରେ ବିଧାନସଭାରେ ଏକାଠି ହୋଇଛନ୍ତି ସବୁ ଦଳ । ଶୂନ୍ୟକାଳରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ବିଜେପି, କଂଗ୍ରେସ ଓ ବିଜେଡି ସଦସ୍ୟ ଉଠାଇଛନ୍ତି । ପ୍ରଥମେ ଦରମା ବୃଦ୍ଧି ପ୍ରସଙ୍ଗ ଉଠାଇଥିଲେ ମୋହନ ମାଝୀ । କହିଥିଲେ ୨୦୧୭ରେ ବିଧାୟକଙ୍କ ଦରମା ଶେଷ…