Latest Odisha News

BREAKING NEWS

Browsing Category

ଓଡିଶା

Odisha

ରାସ୍ତାରେ ପଇଡ ପିଇଲେ ମୁଖ୍ୟମନ୍ତ୍ରୀ, ବ୍ୟବସାୟୀଙ୍କ ସୁଖଦୁଃଖ ବୁଝିଲେ

ପୁରୀ: ଆଜି ପୁରୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କେନ୍ଦ୍ରୀୟ ସଂସ୍କୃତ ବିଶ୍ୱ ବିଦ୍ୟାଳୟରେ ଆୟୋଜିତ ରାଷ୍ଟ୍ରୀୟ ଶିକ୍ଷାନୀତି ୨୦୨୦ ସନ୍ଦର୍ଭରେ, ଭାରତୀୟ ଜ୍ଞାନ ପରମ୍ପରା ସମ୍ପର୍କରେ ଆଲୋଚନା ଚକ୍ର କାର୍ଯ୍ୟକ୍ରମରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୁରୀ…

Jagannath Temple Closed: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ: ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି। ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ବୁଧବାର କାର୍ତ୍ତିକ କୃଷ୍ଣ ପକ୍ଷ ନବମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ବିତୀୟ ଭୋଗମଣ୍ତପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା…

ଭାଙ୍ଗୁଛି ମାଓଗଡ; ଗତ ୨ ବର୍ଷରେ ଛତିଶଗଡ଼ରେ ମଲେଣି ୯୯୫ରୁ ଅଧିକ ନକ୍ସଲ

ମାଲକାନଗିରି: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ୨୦୨୬ ମାର୍ଚ୍ଚ ସୁଦ୍ଧା ଛତିଶଗଡ଼ ସମେତ ଦେଶରୁ ନକ୍ସଲଙ୍କୁ ମୂଳପୋଛ କରିବା ପାଇଁ ସୁରକ୍ଷା ବାହିନୀକୁ ନିର୍ଦ୍ଦେଶ ଦେବା ପରେ ଆରମ୍ଭ ହୋଇଥିଲା ଘନ ଘନ ଏନକାଉଣ୍ଟର୍‌ । ଯେଉଁଥିରେ ଗତ ଦୁଇ ବର୍ଷରେ ଛତିଶଗଡ଼ରେ ୯୯୫ରୁ ଊର୍ଦ୍ଧ୍ବ ନକ୍ସଲଙ୍କ ମୃତ୍ୟୁ…

ଆରମ୍ଭ ହେବ ଅଲିଭ ରିଡଲେଙ୍କ ଅଣ୍ଡାଦାନ ପ୍ରକ୍ରିୟା, ୭ ମାସ ଧାମରା-ଗହୀରମଥାରେ ମାଛଧରା ମନା

ଭଦ୍ରକ: ଆଉ କିଛି ଦିନ ପରେ ଭଦ୍ରକର ବଙ୍ଗୋପସାଗର ଗହୀରମଥା ଅଞ୍ଚଳରେ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ଭିଡ ଜମିବ । ଏନ୍ତୁଡ଼ିଶାଳଭାବେ ସମଗ୍ର ବିଶ୍ୱରେ ପ୍ରସିଦ୍ଧିଲାଭ କରିଥିବା ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ଅଲିଭ ରିଡଲେଙ୍କର ପ୍ରଜନନ ପ୍ରକ୍ରିୟା ଆରମ୍ଭ ହେବ । ଅଲିଭ ରିଡଲେର ସୁରକ୍ଷା…

ରାଜଧାନୀରେ ଚାଞ୍ଚଲ୍ୟ: AIIMS କର୍ମଚାରୀଙ୍କୁ ଗୁଳିମାଡ଼

ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ। ଭୁବନେଶ୍ବର AIIMSର ଜଣେ ଆଉଟ ସୋର୍ସିଂ କର୍ମଚାରୀଙ୍କୁ ଗୁଳିମାଡ଼ ହୋଇଛି। ଡିଉଟିକୁ ଆସିବା ବେଳେ ଗୋଡ଼ାଇ ଗୋଡ଼ାଇ ଗୁଳି କଲେ ଦୁର୍ବୃତ୍ତ। ତିନି ରାଉଣ୍ଡ ଗୁଳି କରି ଫେରାର ହୋଇ ଯାଇଥିଲେ ଦୁର୍ବୃତ୍ତ। ଗୁରୁତର ଅବସ୍ଥାରେ ତାଙ୍କୁ AIIMS ରେ ଭର୍ତ୍ତି…

ଦେଶ ପାଇଁ ଗୌରବ ଆଣିଲେ ଓଡିଆ ପୁଅ ବିଶ୍ୱାସ

ନୂଆପଡା: ଆନ୍ତର୍ଜାତୀୟ ପାରା ବ୍ୟାଟମିଣ୍ଟନ ପ୍ରତିଯୋଗିତାରେ ଭାଗ ନେଇ ଦେଶ ତଥା ରାଜ୍ୟ ପାଇଁ ଗୌରବ ଆଣିଛନ୍ତି ନୂଆପଡାର ଜିଲ୍ଲା କୋମନା ବ୍ଲକ ଲରକି ଗାଁର ବିଶ୍ୱାସ ପଣ୍ଡା l ଏହାକୁ ନେଇ ବିଶ୍ୱାସଙ୍କ ପରିବାରକୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟୁଛି । ପରିବାର ସହ ପଡୋଶୀ ମଧ୍ୟରେ…

ସାବାଡ ହେବେ ମଦୁଆ: ସାର୍ବଜନୀନ ସ୍ଥାନରେ ମଦ୍ୟପାନ କଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠାନ

ରାୟଗଡ଼ା: ଏଣିକି ସାବାଡ ହେବେ ମଦୁଆ। ସାର୍ବଜନୀନ ସ୍ଥାନରେ ମଦ୍ୟପାନ କଲେ ନିଆଯିବ କଡ଼ା କାର୍ଯ୍ୟାନୁଷ୍ଠା। ରାୟଗଡ଼ା ଜିଲ୍ଲା ଗୁଣୁପୁର ସବଡିଭିଜନର ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ସାର୍ବଜନୀନ ସ୍ଥାନଗୁଡ଼ିକରେ ମଦ୍ୟପାନ ହେଉଥିବା ଅଭିଯୋଗ ପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଗୁଣପୁର…

ଜଣେ ମହିଳା ମୁଖ୍ୟମନ୍ତ୍ରୀଙ୍କ ଏଭଳି ବୟାନ ଆଶ୍ଚର୍ଯ୍ୟ ଓ ଅପମାନିତ ଅଟେ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପଶ୍ଚିମବଙ୍ଗର ଦୁର୍ଗାପୁରରେ ଜଣେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ଗତକାଲି ମୁଖ୍ୟମନ୍ତ୍ରୀ ଦେଇଥିବା ମନ୍ତବ୍ୟ ଏବେ ଚର୍ଚ୍ଚାର ବିଷୟ ପାଲଟିଛି । ଯାହାକୁ କଡ଼ା ସମାଲୋଚନା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ଯେ, ପଶ୍ଚିମବଙ୍ଗ…

Witchcraft: ଗୁଣିଗାରେଡ଼ିରେ ଜଣଙ୍କର ମୃତ୍ୟୁ: ୫ ଜଣଙ୍କୁ ଗିରଫ କଲା ପୋଲିସ

ବାଲେଶ୍ୱର: ଗୁଣିଗାରେଡି ସନ୍ଦେହରେ ଗୋଟିଏ ପରିବାରକୁ ନିସ୍ତୁକ ମାଡ଼ ଘଟଣାରେ ୫ ଜଣ ଗିରଫ। ବାଲେଶ୍ବର ଜିଲ୍ଲା ମହୁମୁହାଣ ପଞ୍ଚାୟତ ମଲ୍ଲିଚୁଆ ଗାଁରେ ଏହି ଘଟଣା ଘଟିଛି। ଗତ ୨୧ତାରିଖରେ ଗାଁର ଗୋଟିଏ ପରିବାରର ତିନି ସଦସ୍ୟଙ୍କୁ ନିସ୍ତୁକ ମାଡ଼ ମାରିଥିଲେ ଗାଁଲୋକେ। ଗୁଣିଗାରେଡି କରି ଗାଁର…

Nuapada By-Election: ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି (ସୋମବାର) ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ଆଜିଠୁ ନାମାଙ୍କନ କରାଯାଉଛି। ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ ରହିଛି। ୨୨ ତାରିଖ ନାମାଙ୍କନ ଯାଞ୍ଚ ପ୍ରକ୍ରିୟା ହେବ। ୨୪ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ…