Latest Odisha News

BREAKING NEWS

Browsing Category

ଓଡିଶା

Odisha

ଗଞ୍ଜେଇ ଚାଲାଣ ବେଳେ ଦୁଇ ବଙ୍ଗଳାଦେଶୀଙ୍କ ସମେତ ୪ ଗିରଫ

ବ୍ରହ୍ମପୁର:ଗଜପତି ଜିଲାରୁ ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ବାଙ୍ଗଲାଦେଶର ଦୁଇ ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ଜାତୀୟ ରାଜପଥ-୧୬ର ଜଗନ୍ନାଥପୁର ଛକରୁ ଦକ୍ଷିଣାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ଅଧିକାରୀମାନେ ଏହି ଦୁଇ ବାଙ୍ଗଲାଦେଶୀଙ୍କ ନିକଟରୁ ୨୧ କେଜି ଗଞ୍ଜେଇ ଜବତ କରିଛନ୍ତି।…

ହାଇକୋର୍ଟରେ ହାତୀ ଶିକାର ମାମଲାରେ ଅସ୍ପଷ୍ଟ ସତ୍ୟପାଠ: ପୁଣି ଦାଖଲ ପାଇଁ ପିସିସିଏଫଙ୍କୁ ନିର୍ଦ୍ଦେଶ

କଟକ: ରାଜ୍ୟରେ ଲଗାତାର ଭାବେ ହେଉଥିବା ହାତୀ ଶିକାର ମାମଲାକୁ ପିସିସିଏଫ ଅଫିସରୁ ହାଇକୋର୍ଟରେ ଅସ୍ପଷ୍ଟ ତଥ୍ୟ ଦାଖଲ ହୋଇଛି । ପ୍ରଧାନ ମୁଖ୍ୟ ବନ ସଂରକ୍ଷକ(ପିସିସିଏଫ)ଙ୍କ ଅଫିସର ଜଣେ ପ୍ରମୁଖ ସଂରକ୍ଷକ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିଥିଲେ । ୫ ଜୁଲାଇ ୨୦୨୨ରେ ହାଇକୋର୍ଟରେ ଏଡି…

ଜୁଲାଇ ପହିଲା ସୁଦ୍ଧା ଓଡିଶାରେ ୧୧୮ଟି ବିଦ୍ୟୁତ୍ ଯାନ ଚାର୍ଜିଂ ଆଉଟ୍ ଲେଟ୍

ନୂଆଦିଲ୍ଲୀ:  ଭାରତରେ ହାଇବ୍ରିଡ୍ ଏବଂ  ଇଲେକ୍ଟ୍ରିକ୍ ଯାନ ଗୁଡିକୁ (ଫେମ୍ ଇଣ୍ଡିଆ) ଦ୍ରୁତ ଗତିରେ ଗ୍ରହଣ କରିବା ଏବଂ ଏହା ଅଧିକ ପରିମାଣରେ ଉତ୍ପାଦନ ହେବା ଯୋଗୁଁ ପର୍ଯ୍ୟାୟ – ୨ରେ ସାର୍ବଜନିନ ପରିବହନ ନିମନ୍ତେ ଇଲେକ୍ଟ୍ରିକ୍ ଯାନବାହନ (ଇଭି) ବ୍ୟବହାରକୁ ପ୍ରୋତ୍ସାହିତ କରାଯାଉଛି ।…

ଦେଶର ୪୫ଟି ସ୍ଥାନରେ ବିକଶିତ ହେଉଛି ଜଳମାର୍ଗ ପରିବହନ ସେବା

ନୂଆଦିଲ୍ଲୀ:  କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଏବଂ ଜଳମାର୍ଗ ମନ୍ତ୍ରୀ ଶ୍ରୀ ସର୍ବାନନ୍ଦ ସୋନୱାଲ ରାଜ୍ୟସଭାରେ ଏକ ଲିଖିତ ଉତ୍ତର ଦେଇ କହିଛନ୍ତି  ଯେ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଏବଂ ଜଳମାର୍ଗ ମନ୍ତ୍ରଣାଳୟ ରୋ-ରୋ/ରୋ-ପେକ୍ସ ଫେରୀ ପରିବହନ ସେବାକୁ ପ୍ରୋତ୍ସାହନ ଦେଉଛି । ଏହି ଜଳ…

ପଦ୍ମପୁର ଇଲେକ୍ଟ୍ରିକାଲ ଜେଇ ଭିଜିଲାନ୍ସ ଦ୍ୱାରା ଗିରଫ

ରାୟଗଡ଼ା: ପଦ୍ମପୁର ଇଲେକ୍ଟ୍ରିକାଲ ସେକ୍ସନର କନିଷ୍ଠ ଯନ୍ତ୍ରୀ ଜିତେନ୍ଦ୍ର ପଟ୍ଟନାୟକଙ୍କୁ ଭିଜିଲାନ୍ସ ଗିରଫ କରିଛି । ଜଣେ ବ୍ୟକ୍ତିଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କୋରାପୁଟ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି । ଅଭିଯୋଗକାରୀଙ୍କ ଉଠା ଜଳସେଚନ ପଏଣ୍ଟକୁ ପୁନଃ ସଂଯୋଗ…

[ଦେଖନ୍ତୁ ଭିଡିଓ] ଆସନ୍ତାକାଲି ପ୍ରକାଶ ପାଇବ +୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ବର: ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ । ଅପରାହ୍ଣ ୪ଟା ବେଳେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଫଳାଫଳ ପ୍ରକାଶ ପାଇବ ବୋଲି ଜଣାପଡ଼ିଛି । ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳାଫଳ କାଲି ପ୍ରକାଶ ପାଇବା ସହ କଳାର ଫଳାଫଳ ସପ୍ତାହକ…

ଅଦ୍ଭୂତ ସଂଯୋଗ: ରାଷ୍ଟ୍ରପତି ଭାବେ ଶପଥ ନେଲେ ଓଡ଼ିଆ; ଗାର୍ଡ ଅଫ୍ ଅନର ନେତୃତ୍ୱ ନେଲେ ଓଡ଼ିଆ

ନୂଆଦିଲ୍ଲୀ: ସୋମବାର ପୁରା ଭାରତ ଜଣେ ମହିଳା ଆଦିବାସୀ ଓଡ଼ିଆଙ୍କୁ ସର୍ବୋଚ୍ଚ ସାମ୍ବିଧାନିକ ପଦବୀରେ ଅବସ୍ଥାପିତ ଉତ୍ସବ ମନାଇଛି । ସେହି ମୁହୂର୍ତ୍ତରେ ଆଉ ଜଣେ ଓଡ଼ିଆ ଅଫିସରଙ୍କ ନେତୃତ୍ୱରେ ମାଡାମ୍ ପ୍ରେସିଡେଣ୍ଟଙ୍କୁ ଗାର୍ଡ ଅଫ୍ ଅନର ଦିଆଯାଇଛି । ସେ ହେଉଛନ୍ତି ଶିଖ୍ ରେଜିମେଣ୍ଟ ଷଷ୍ଠ…

ବାବୁସାନ୍-ପ୍ରକୃତି ବିବାଦ ମାମଲା । ପ୍ରକୃତିଙ୍କୁ ପୋଲିସର ଘଣ୍ଟାଏ ଜେରା

ଭୁବନେଶ୍ୱର : ଚେନ୍ନାଇରୁ ଫେରିବା ପରେ ପ୍ରକୃତିଙ୍କ ବୟାନ ପୋଲିସ ରେକର୍ଡ କରିଛି । ପୋଲିସକୁ ଯାହା ଉତ୍ତର ଦେବା କଥା ପ୍ରକୃତି  ଦେଇସାରିଛନ୍ତି ।  ଚେନ୍ନାଇରୁ ଫେରିବା ପରେ ବୟାନ ଦେବା ପାଇଁ ପୋଲିସ କହିଥିଲା । ତେଣୁ ଆଇନ୍ ତା ବାଟରେ ଯିବ ବୋଲି ଆଶା କରୁଛି । ପ୍ରକୃତିଙ୍କ ବିରୋଧରେ…

[ଦେଖନ୍ତୁ ଭିଡିଓ] ବେଲଗାମ ହଇଜା । ୨୦ଗାଁରେ ବଢିଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା

ରାୟଗଡା  : ନିୟନ୍ତ୍ରଣ ହେଉନି ହଇଜା, ବଢୁଛି ଚିନ୍ତା । ୨୦ ଗ୍ରାମରେ ହଇଜା ରୋଗୀ  । ଆଜି ଚିହ୍ନଟ ହେଲେ ୩୦ ହଇଜା ଆକ୍ରାନ୍ତ ।  ରାୟଗଡା ଜିଲ୍ଲା କାଶୀପୁର ବ୍ଲକରେ ବ୍ୟାପିଥିବା ହଇଜା ନିୟନ୍ତ୍ରଣକୁ ଆସୁନାହିଁ । ଥମିବା ପରିବର୍ତ୍ତେ ପ୍ରତିଦିନ ନୂତନ ରୋଗୀ ଚିହ୍ନଟ ହେବା କାରଣରୁ ସ୍ଥିତି…

ଗାଁକୁ ଗାଁ ବ୍ୟାପୁଛି ହଇଜା: ଗୋଟିଏ ଦିନରେ ୩୦ରୁ ଅଧିକ ଆକ୍ରାନ୍ତ ଚିହ୍ନଟ

ରାୟଗଡ଼ା: କାଶୀପୁର ବ୍ଲକରେ ବ୍ୟାପିଥିବା ହଇଜା ନିୟନ୍ତ୍ରଣକୁ ଆସୁନାହିଁ। ଥମିବା ପରିବର୍ତ୍ତେ ପ୍ରତିଦିନ ନୂଆ ରୋଗୀ ଚିହ୍ନଟ ହେବା କାରଣରୁ ସ୍ଥିତି ଉଦବେଗ ଜନକ ମୁହାଁ ହୋଇଛି। ଏବେର ସଦ୍ୟ ରିପୋର୍ଟ ଅନୁଯାୟୀ ରାୟଗଡା କାଶୀପୁର ବ୍ଲକର ୨୦ଟି ଗାଁକୁ କବଳିତ କରିସାରିଲାଣି ହଇଜା ।  ଏବେ…