Latest Odisha News

BREAKING NEWS

Browsing Category

ଓଡିଶା

Odisha

Nuapada By-Election: ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନ ପାଇଁ ଆଜି (ସୋମବାର) ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ଆଜିଠୁ ନାମାଙ୍କନ କରାଯାଉଛି। ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ ରହିଛି। ୨୨ ତାରିଖ ନାମାଙ୍କନ ଯାଞ୍ଚ ପ୍ରକ୍ରିୟା ହେବ। ୨୪ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ…

ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

ଭୁବନେଶ୍ବର: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । ମହିଳା କମିଶନ ଅଧ୍ୟକ୍ଷାଙ୍କ ସମେତ ୩ ଜଣିଆ ଟିମ୍ ଦୁର୍ଗାପୁର ଗସ୍ତରେ ଗଲେ । ପୀଡ଼ିତା ଛାତ୍ରୀଙ୍କ ଚିକିତ୍ସା ସଂପର୍କରେ ପଚାରି ବୁଝିବୁ…

ରାଜ୍ୟରୁ ଫେରିଯିବ ମୌସୁମୀ; ବିଭିନ୍ନ ସ୍ଥାନରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ଏବେ ଆଉ ବଡ ବର୍ଷା ସମ୍ଭାବନା ନାହିଁ । ଗତ ଦୁଇ ଦିନ ହେବ ରାଜ୍ୟରୁ ବର୍ଷା ପରିମାଣ କମିଯାଇଛି । ମୌସୁମୀ ଅପସାରଣ ପାଇଁ ପାଗ ଅନୁକୂଳ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରୁ ଫେରିବା…

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ୨ କୁଖ୍ୟାତ ଅପରାଧୀଙ୍କୁ ଅଟକ ରଖିଲା ପୋଲିସ

ବ୍ରହ୍ମପୁର: ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାକୁ ସପ୍ତାହେ ପୁରିଥିଲେ ବି ପୋଲିସ ହାତ ଖାଲି ରହିଛି । ଏହା ଭିତରେ ଆଉ ୨ ଜଣଙ୍କୁ ଉଠାଇ ନେଇଛି ପୋଲିସ । ଏମାନଙ୍କ ନାମରେ ପୂର୍ବରୁ ହତ୍ୟା ମାମଲା ରହିଥିବାବେଳେ, କୁଖ୍ୟାତ ଅପରାଧୀ ବୋଲି କୁହାଯାଉଛି । ଉଭୟଙ୍କ…

ନୂଆପଡାରେ ଫ୍ଲାଗ୍ ମାର୍ଚ୍ଚ; ସହଯୋଗ ପାଇଁ ଏସ୍‌ପିଙ୍କ ନିବେଦନ

ନୂଆପଡ଼ା: ନୂଆପଡା ବିଧାନସଭା ଉପନିର୍ବାଚନ ଆସନ୍ତା ନଭେମ୍ବର ୧୧ ତାରିଖରେ ଅନୁଷ୍ଠିତ ହେବ । ନାମାଙ୍କନ ଦାଖଲର ଶେଷ ତାରିଖ ଅକ୍ଟୋବର ୨୦ । ଉପନିର୍ବାଚନ ପାଇଁ ବିଜ୍ଞପ୍ତି ଅକ୍ଟୋବର ୧୩ ତାରିଖରେ ଜାରି କରାଯିବ। ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ବାଚନ ଅଧିକାରୀଙ୍କ ଅଫିସ୍ ପରିସରରେ ବାରିକେଟ୍…

ଦରଘା ବଜାର ବିସର୍ଜନ ଶୋଭାଯାତ୍ରା ବେଳେ ଗୋଷ୍ଠୀ ସଂଘର୍ଷ ଘଟଣା; ଆଉ ୪ ଗିରଫ

କଟକ: କଟକ ଦୁର୍ଗାପୂଜା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ବେଳେ ଗଣ୍ଡଗୋଳ ଘଟଣାରେ ଆଉ ୪ ଜଣ ଗିରଫ ହୋଇଛନ୍ତି । ଗିରଫ କଲା କଟକ ଦରଘା ବଜାର ଥାନା ପୋଲିସ । ପୂର୍ବରୁ ୯ ଗିରଫ ହୋଇଥିଲେ । ମୋଟ୍ ଗିରଫଦାରୀ ସଂଖ୍ୟା ୧୩କୁ ବୃଦ୍ଧି ପାଇଛି । ଏନେଇ ଅନ୍ୟ କାହାର ସମ୍ପୃକ୍ତି ରହିଛି ସେନେଇ ଅଧିକ…

ଗଞ୍ଜେଇ ଚାଲାଣରେ ମାଷ୍ଟର ମାଇଣ୍ଡ ସିଭିଲ୍‌ ଇଞ୍ଜିନିୟର ଛାତ୍ର ଗିରଫ

କୋରାପୁଟ: ଗଞ୍ଜେଇ ଚୋରାଚାଲାଣ ଅଭିଯୋଗରେ ସିଭିଲ ଇଞ୍ଜିନିୟର ଛାତ୍ର ତଥା ମାଷ୍ଟର ମାଇଣ୍ଡଙ୍କୁ ଗିରଫ କଲା କୋରାପୁଟ ଜିଆରପି ପୋଲିସ । ଗିରଫ ଅଭିଯୁକ୍ତ ଜଣକ ହେଲେ ଦୈତାରୀ ଖେମୁଣ୍ଡୁ । ସେ ଗଞ୍ଜେଇ ଚୋରା ଚାଲାଣର ମାଷ୍ଟର ମାଇଣ୍ଡ ଭାବେ ପରିଚିତ । ରବିବାର ଦୈତାରୀକୁ କୋରାପୁଟ ରେଲୱେ ଷ୍ଟେସନ…

ଭଦ୍ରକ ଟାଉନ ଥାନାର ASI ନିଲମ୍ବିତ; କାରଣ…

ଭଦ୍ରକ:ଭଦ୍ରକ ଟାଉନ ଥାନାର ASI ସୁଶାନ୍ତ ନାୟକ ନିଲମ୍ବିତ। ଆଜି ଭଦ୍ରକ ଏସ୍‌ପି ମନୋଜ ରାଉତ ସୁଶାନ୍ତ ନାୟକଙ୍କୁ କାର୍ଯ୍ୟରେ ଅବହେଳା ଯୋଗୁଁ ନିଲମ୍ବନ କରିଛନ୍ତି । ସେ ଟାଉନ ଥାନାରେ ପ୍ରାୟ ୨ବର୍ଷ ହେଲା କାର୍ଯ୍ୟ କରୁଥିଲେ । ପୋଲିସ ସେବା ଓ କାର୍ଯ୍ୟକୁ ସେ ଠିକ ଭାବରେ ସମ୍ପାଦନ କରୁ ନ…

ଜଙ୍ଗଲରେ ମାଓବାଦୀ ଖଞ୍ଜିଥିବା ୩ଟି ଲ୍ୟାଣ୍ଡମାଇନକୁ ନିଷ୍କ୍ରିୟ କଲେ ସୁରକ୍ଷାକର୍ମୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲ୍ଲାରେ ସୁରକ୍ଷାକର୍ମୀଙ୍କୁ ସଫଳତା । ମାଓବାଦୀମାନେ ଜଙ୍ଗଲରେ ଖଞ୍ଜିଥିବା ୩ଟି ଲ୍ୟାଣ୍ଡମାଇନକୁ ନିଷ୍କ୍ରିୟ କରାଯାଇଥିଲା । ତୁରନ୍ତ ବୋମା ନିଷ୍କ୍ରିୟ ଦଳ ଘଟଣାସ୍ଥଳରେ ପହଞ୍ଚି ବୋମାଗୁଡିକକୁ ଅତି ସତର୍କତାର ସହ…

ଫିଟିଲା ଭାଗ୍ୟ!ଜାଲରେ ପଡିଲା କୋଟିଏ ଟଙ୍କାର ମାଛ, କିଣିଲା ଫାର୍ମା କମ୍ପାନୀ

ଜଳେଶ୍ୱର:ଜାଲରେ ପଡ଼ିଲା କୋଟିଏ ଟଙ୍କାର ମାଛ ,କୋଟିପତି ବନିଗଲେ ଜଣେ ଟ୍ରଲର ମାଲିକ । ଓଡିଶା ସୀମାନ୍ତବର୍ତ୍ତୀ ପଶ୍ଚିମବଙ୍ଗ ଦୀଘା ମୁହାଣରେ ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ୯୦ଟି ତେଲିଆ ଭୋଲା ମାଛ । ଗଭୀର ସମୁଦ୍ରରେ ଏହି ମାଛ ମିଳିଥାଏ। ପ୍ରତି ମାଛର ଓଜନ ୩୦ରୁ ୩୫ କେଜି ହେବ । ପ୍ରାୟ…