Latest Odisha News

BREAKING NEWS

Browsing Category

ଓଡିଶା

Odisha

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ହଇଜା ନେଲା ପୁଣି ଏକ ଜୀବନ, ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ରାୟଗଡ଼ା: କାଶୀପୁରରେ ପୁଣି ଥରେ ହଇଜା ନେଇଛି ଆଉ ଏକ ମୁଣ୍ଡ । ଏଥିସହ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି ପାଇଛି । ମୃତକ ଜଣକ ହେଉଛନ୍ତି ଡୁଡୁକାବାହାଲ ପଞ୍ଚାୟତ ଡେଙ୍ଗାଗୁଡା ଗ୍ରାମର ଅର୍ଜୁନ ଜାନି (୫୫) । ଡେଙ୍ଗାଗୁଡା ଗାଁର ୬ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହେବାରୁ ସେମାନଙ୍କୁ ଟିକିରି…

ବିରୋଧୀଙ୍କ କ୍ରସ୍‌ଭୋଟିଂ : ଓଡ଼ିଶାରୁ 1 ଆସାମରୁ 22

ଓଡ଼ିଶା ସମ୍ବାଦ ବ୍ୟୁରୋ: ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ନିର୍ବାଚନ ସହଜରେ ଜିତିଛନ୍ତି । ପୂର୍ବରୁ ମଧ୍ୟ ସେ ବିଜୟଲାଭ କରିବେ ବୋଲି ଜଣାଥିଲା । କିନ୍ତୁ ମୋଦିଙ୍କ ମାଷ୍ଟର ଷ୍ଟ୍ରୋକ ଏବେ 2024 ନିର୍ବାଚନ ପୂର୍ବରୁ ସମସ୍ତଙ୍କୁ ଚକିତ କରିଛି। ବିରୋଧୀ ଦଳମାନେ ନିଜ ଦଳର ବିଧାୟକ…

ଲଣ୍ଡନ ସ୍କୁଲ ଅଫ୍ ଇକୋନମିକ୍ସର “ଅର୍ବାନ-୯୫ ଏକାଡେମୀ ରେସିଡେନ୍ସି ୱିକରେ ରାଉରକେଲା

ରାଉରକେଲା : ଲଣ୍ଡନ ସ୍କୁଲ ଅଫ୍ ଇକୋନମିକ୍ସ ପକ୍ଷରୁ କରାଯାଇଥିବା "ଅର୍ବାନ-୯୫ ଏକାଡେମୀ ରେସିଡେନ୍ସି ୱିକ' କାର୍ଯ୍ୟକ୍ରମରେ ସ୍ମାର୍ଟ ସିଟି ରାଉରକେଲା ବିଶ୍ୱର ପ୍ରମୁଖ ୧୦ଟି ସହର ଭିତରେ ସ୍ଥାନ ପାଇଛି । ଅକ୍ଟୋବର ୧୦ରୁ ୧୪ ତାରିଖ ଯାଏଁ ଲଣ୍ଡନଠାରେ ହେବାକୁ ଥିବା ଏହି "ସହରା ଳ…

ସିବିଏସଇ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଫଳ: ସାଇ ଇଣ୍ଟରନାଶନାଲ ସ୍କୁଲର ଶତ ପ୍ରତିଶତ ସଫଳତା

ଭୁବନେଶ୍ୱର: ଚଳିତ ବର୍ଷ ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶିତ ହୋଇଛି। ଏଥିରେ ଭୁବନେଶ୍ୱରର ସାଇ ଇଣ୍ଟରନାସନାଲସ୍କୁଲକୁ ଶତ ପ୍ରତିଶତ ସଫଳତା ମିଳିଛି। ଉଭୟ ଶ୍ରେଣୀରେ ଶତ ପ୍ରତିଶତ ଛାତ୍ରଛାତ୍ରୀ କୃତକାର୍ଯ୍ୟ ହେବା ସହ ସମସ୍ତେ ପ୍ରଥମ ଶ୍ରେଣୀ ଯୋଗ୍ଯତା ହାସଲକରିଛନ୍ତି।…

ଗ୍ୟାସ ସିଲିଣ୍ଡର ବିସ୍ଫୋରଣରେ ଉଡିଗଲା ଘର

ବ୍ରହ୍ମପୁର: ଗୋପାଳପୁର ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ସ୍ଥିତ ଠାକୁରାଣୀ ମନ୍ଦିର ସାହିରେ ଶୁକ୍ରବାର ପୂବାହ୍ନରେ ଗ୍ୟାସ ସିଲିଣ୍ଡର ବିସ୍ଫୋରଣରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଗ୍ୟାସ ସିଲିଣ୍ଡର ଥିବା ଘରେ ନିଆଁ ଲାଗିଯିବା ସହିତ କାନ୍ଥ ଓ ଛାତ ଭୁଷୁଡ଼ି ପଡ଼ିଛି । ସ୍ଥାନୀୟ ବାସିନ୍ଦା ଏନେଇ…

ବ୍ରହ୍ମପୁରରେ ୧୦୦ ଗ୍ରାମ ବାଉନସୁଗର ଜବତ

ବ୍ରହ୍ମପୁର: ଦକ୍ଷିଣାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ପକ୍ଷରୁ ଜଣେ ଯୁବକଙ୍କ ନିକଟରୁ ୧୦୦ ଗ୍ରାମ ବ୍ରାଉନ ସୁଗର ଜବତ କରାଯାଇଛି। ଏହି ଯୁବକ ଜଣଙ୍କ ଏକ ବାଇକରେ ବ୍ରାଉନ ସୁଗର ଧରି ବିକ୍ରି କରିବାକୁ ନେଉଥିବା ବେଳେ ଜାତୀୟ ରାଜପଥ-୧୬ ଡୁରା ନିକଟରେ ତାଙ୍କୁ କାବୁ କରାଯାଇଥିଲା। ତାଙ୍କ ନିକଟରୁ…

ସୂର୍ଯ୍ୟ ଦେଓଙ୍କ ‘କାଲି ପାଇଁ କାଲିର ସିନେମା’ ପୁସ୍ତକକୁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର

ଭୁବନେଶ୍ବର:  ଓଡ଼ିଶାର ବିଶିଷ୍ଟ ସିନେ ସମୀକ୍ଷକ ସୂର୍ଯ୍ୟ ଦେଓ ୬୮ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ‘କାଲି ପାଇଁ କାଲିର ସିନେମା’ ପୁସ୍ତକ ପାଇଁ ସେ ଏହି ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି।…

କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଶତ ପ୍ରତିଶତ ସଫଳତା:ବିଶାଖା ଓ ରୋନିତ ଆଞ୍ଚଳିକ ଟପର୍

ଭୁବନେଶ୍ୱର : ସିବିଏସ୍‍ଇ ଦ୍ୱାରା ପରିଚାଳିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳରେ  କିଟ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ସ୍କୁଲ୍‍ର ଛାତ୍ରଛାତ୍ରୀମାନେ ଶତପ୍ରତିଶତ ସଫଳତା ହାସଲ କରିଛନ୍ତି। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ସ୍କୁଲ୍‍ର ସମସ୍ତ ଛାତ୍ରଛାତ୍ରୀ ପ୍ରଥମ ଶ୍ରେଣୀରେ ଉତ୍ତୀର୍ଣ୍ଣ ହୋଇଛନ୍ତି।…

ବିଇଡି ପରୀକ୍ଷା ନାଁରେ ୪୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଠକିଦେଲେ ଏଜେଣ୍ଟ

ଯାଜପୁର: ଏଜେଣ୍ଟଙ୍କ ଜରିଆରେ ନାମଲେଖା । ଏଜେଣ୍ଟଙ୍କ ଜରିଆରେ ପରୀକ୍ଷା । ଆନ୍ଧ୍ର ୟୁନିଭରସିଟିରେ ବିଇଡି ନାମଲେଖା ଓ ପରୀକ୍ଷା ନାଁରେ ଠକେଇ ହୋଇଥିବା ଅଭିଯୋଗ ହୋଇଛି । ଅଭିଜିତ ନାମକ ଜଣେ ଏଜେଣ୍ଟ ୪୦ରୁ ଅଧିକ ଛାତ୍ରଛାତ୍ରୀଙ୍କ ବିଇଡି ଆଡମିଶନ ଲାଗି ସାର୍ଟିଫିକେଟ୍ ସହ ୨୦ ହଜାର ଲେଖାଏ…

ବିବାହ ଆଗରୁ ପ୍ରେମିକାକୁ ବିଷ ଖୁଆଇଦେଲେ ପ୍ରେମିକ; ମୃତ୍ୟୁ ଆଗରୁ ପ୍ରେମିକାଙ୍କ ବୟାନ ରେକର୍ଡ

ଡେଲାଙ୍ଗ: ବଙ୍କିଲ ଅଞ୍ଚଳର ଜଣେ ଯୁବତୀ ପ୍ରେମିକ ମୁଣ୍ଡରେ ଦୋଷ ଲଦି ପ୍ରାଣ ତ୍ୟାଗ କରିଛନ୍ତି । କହିଲେ, କଥା ହେବାକୁ ଡାକି ଜବରଦସ୍ତି ବିଷ ଖୁଆଇଦେଲେ । ଗତ ୧୨ ତାରିଖରେ ମୃତ୍ୟୁ ପୂର୍ବରୁ ହସ୍ପିଟାଲରେ ଭର୍ତ୍ତି ସମୟରେ ଏଭଳି ସାଂଘାତିକ ବୟାନ ଦେଇଛନ୍ତି ଯୁବତୀ । ଗତ ୧୫ ତାରିଖରେ…