Latest Odisha News

BREAKING NEWS

Browsing Category

ଓଡିଶା

Odisha

ମୋହନ ମାଝୀ ଓ ତାରା ବାହିନୀପତିଙ୍କ ଡାହା ମିଛ

ଭୁବନେଶ୍ୱର: ରାଷ୍ଟ୍ରପତି ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି । ପୂର୍ବ ଆକଳନ ଅନୁଯାୟୀ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ବିଜୟୀ ହୋଇଥିବା ବେଳେ ମିଳିତ ବିରୋଧୀ ପ୍ରାର୍ଥୀ ଯଶୱନ୍ତ ସିହ୍ନା ପରାଜିତ ହୋଇଛନ୍ତି । ଆନ୍ଧ୍ରପ୍ରଦେଶ, ନାଗାଲାଣ୍ଡ ଏବଂ ସିକ୍କିମରୁ ଯଶୱନ୍ତ ସିହ୍ନାଙ୍କୁ ଗୋଟିଏ ବି…

[ଦେଖନ୍ତୁ ଫଟୋ] ଦ୍ରୗେପଦୀଙ୍କ ବିଜୟ ପରେ ଶୁଭେଚ୍ଛା ଜଣାଇଲେ ଅନେକ ବିଶିଷ୍ଟ ବ୍ୟକ୍ତି

ନୂଆଦିଲ୍ଲୀ: ଏନଡିଏମ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ଦିଲ୍ଲୀ ସ୍ଥିତ ବାସ ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହ ମନ୍ତ୍ରୀ ଅମିତ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅନ୍ୟ ପ୍ରମୁଖ ମନ୍ତ୍ରୀ…

[ଦେଖନ୍ତୁ ଭିଡିଓ] ମରାମତି ଅଭାବରୁ ରାସ୍ତା ପାଲଟିଛି ମରଣ ଯନ୍ତା । ମରାମତି ନହେଲେ ଆନ୍ଦୋଳନ ଚେତାବନୀ

ଯାଜପୁର :  ମରାମତି ଅଭାବରୁ ରାସ୍ତା ପାଲଟିଛି ମରଣ ଯନ୍ତା । ବର୍ଷ ବର୍ଷ ଧରି ଖାଲ ଖମା ରେ ଭର୍ତ୍ତି ଏହି ରାସ୍ତା । ସାମାନ୍ୟ ବର୍ଷା ହେଲେ ରାସ୍ତାରେ ଜମୁଛି ଆଣ୍ଠୁଏ ଆଣ୍ଠୁଏ ପାଣି । ଯାଜପୁର ବିଂଝାରପୁର ବ୍ଲକ ତାଉନ୍ତରା ଠାରୁ ଇଂଜନପୁର ପର୍ଯ୍ୟନ୍ତ ରାସ୍ତା ଅବସ୍ଥା ଶୋଚନୀୟ ହୋଇ ପଡିଛି।…

ରାଜ୍ୟ ମାନବାଧିକାର କମିଶନରେ ତିନି ରାଗିଂ ମାମଲା, ପୋଲିସ ଡିଜିଙ୍କୁ ଆଣ୍ଟି ରାଗିଂ ହେଲପଲାଇନ ଗଠନ ନିର୍ଦ୍ଦେଶ

ଭୁବନେଶ୍ୱର: ଓଡ଼ିଶା ମାନବାଧିକାର କମିଶନ ବିଜେବି କଲେଜ ରୁଚିକା ମହାନ୍ତି ଆତ୍ମହତ୍ୟା, ଦେବଗଡ଼ ଏଏନଏମ ଛାତ୍ରୀ ରାଗିଂ ଏବଂ ଅନ୍ୟ ଏକ ରାଗିଂ ମାମଲାର ଶୁଣାଣି କରିଛନ୍ତି  । ରାଗିଂ ମୁକ୍ତ କ୍ୟାମ୍ପସ ଅଭିଯାନ ପକ୍ଷରୁ ତେଜେଶ୍ୱର ପରିଡ଼ା ରାଜ୍ୟ ମାନବାଧିକାର କମିଶନଙ୍କ ନିକଟରେ ତିନୋଟି ମାମଲା…

ବିଜେପି ଯୁବ ମୋର୍ଚ୍ଚା ସଭାପତିଙ୍କ ଇସ୍ତଫା

ବ୍ରହ୍ମପୁର: ବିଜେପି ଘୁମୁସର ସାଙ୍ଗଠନିକ ଜିଲାର ଯୁବ ମୋର୍ଚ୍ଚା ସଭାପତି ପଦରୁ ପ୍ରମୋଦ କୁମାର ପଣ୍ଡା ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା ପତ୍ର ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି ଏବଂ ଯୁବ ମୋର୍ଚ୍ଚା ସଭାପତି ଈରାସିସ ଆଚାର୍ଯ୍ୟଙ୍କ ପାଖକୁ ପଠାଇଛନ୍ତି। ଗୁରୁବାର କୋଦଳା ଠାରେ…

[ଦେଖନ୍ତୁ ଭିଡିଓ] ଦ୍ରୌପଦୀ ମୁର୍ମୁ ଓଡ଼ିଶାର ଗର୍ବ: ପ୍ରବାସୀ ଓଡ଼ିଆଙ୍କ ସହ ପାରମ୍ପରିକ ନୃତ୍ୟରେ ଝୁମିଲେ…

ଦିଲ୍ଲୀ : ପ୍ରଥମ ଓଡ଼ିଆ ଏବଂ ଦେଶର ପ୍ରଥମ ଜନଜାତି ମହିଳା ଭାବେ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ନିର୍ବାଚନରେ ବିଜୟୀ ହେବାକୁ ଯାଉଛନ୍ତି । ଏହି ଅବସରରେ ଦିଲ୍ଲୀରେ ବସବାସ କରୁଥିବା ବିଶିଷ୍ଟ ବ୍ୟକ୍ତିବିଶେଷ ଓ ପ୍ରବାସୀ ଓଡ଼ିଆ ଭାଇ-ଭଉଣୀମାନେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ…

[ଦେଖନ୍ତୁ ଭିଡିଓ] କାଶୀପୁରର ୨୦ ଗାଁକୁ ବ୍ୟାପିଲାଣି ହଇଜା, ଗାଁ ଗାଁ ବୁଲି ସ୍ଥିତି ପରଖିଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ରାୟଗଡ଼ା: କାଶୀପୁରରେ ବ୍ୟାପୁଛି ହଇଜା । ସଚେତନତା ସତ୍ତ୍ୱେ ଡାଇରିଆ ନିୟନ୍ତ୍ରଣକୁ ଆସୁନି । ଗୋଟିଏ ପରେ ଗୋଟିଏ ଗାଁକୁ ହଇଜା ବ୍ୟାପୁଥିବା ବେଳେ ୮ ଜଣଙ୍କ ଜୀବନ ଗଲାଣି । ଯାଞ୍ଚରୁ ଜଣାପଡ଼ିଛି ଦୂଷିତ ପାଣି ପାଇଁ ହଇଜା ବ୍ୟାପୁଛି । ଆଜି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର…

ଦ୍ରୌପଦୀ ମୁର୍ମୁଙ୍କ ବିଜୟ ପୂର୍ବରୁ ଉତ୍ସବମୁଖର ରାଇରଙ୍ଗପୁର

ରାଇରଙ୍ଗପୁର: ମାଟିର ମହିଳା ଦ୍ରୌପଦୀ ମୁର୍ମୁଙ୍କ ବିଜୟ ପୂର୍ବରୁ ରାଇରଙ୍ଗପୁର ଉତ୍ସବମୁଖର ହୋଇଯାଇଛି । ରଙ୍ଗ ଖେଳ, ବାଣ, ବାଦ୍ୟ, ବାଜା ସାଙ୍ଗକୁ ପାରମ୍ପରିକ ନୃତ୍ୟରେ ଦୁଲୁକୁଛି ରାଇରଙ୍ଗପୁର ରାସ୍ତା । ପୁରା ଜିଲ୍ଲା ବାସୀ ମଉଜ ମନରେ ଅଛନ୍ତି । ରାଇରଙ୍ଗପୁର ସହର ଏବଂ ଦ୍ରୌପଦୀଙ୍କ ଘର…

ପୁରୀରୁ ୨୬୭ ଗ୍ରାମର ବ୍ରାଉନସୁଗର ଜବତ, ୫ ମହିଳାଙ୍କ ସହ ନିଶା ବେପାରୀ ଗିରଫ

ପୁରୀ: ଶ୍ରୀକ୍ଷେତ୍ରରେ ବଢ଼ୁଛି ନିଶା କାରବାର । ମାଧ୍ୟମ ସାଜିଛନ୍ତି ମହିଳା । ମହିଳାଙ୍କୁ ଢାଲ କରି ନିଶା କାରବାର କରୁଛନ୍ତି ମାଫିଆ । ପୁରୀ ବାସେଳି ଥାନା ଅନ୍ତର୍ଗତ ନୋଳିଆ ସାହି ଅଞ୍ଚଳରୁ ୨୭୬ ଗ୍ରାମ ବ୍ରାଉନସୁଗର ଜବତ କରିଛି ପୋଲିସର ସ୍ପେଶାଲ୍ ସ୍କ୍ୱାଡ୍ । କାରବାରରେ ସମ୍ପୃକ୍ତ ନୋଳିଆ…

ଘୁମୁସର ବନଖଣ୍ଡରେ ଦନ୍ତା ହାତୀ ମୃତଦେହ ଜବତ, ଦାନ୍ତ ଚୋରି

ବ୍ରହ୍ମପୁର: ଗଞ୍ଜାମ ଜିଲା ଉତ୍ତର ଘୁମୁସର ବନଖଣ୍ଡରେ ଏବେ ଅସୁରକ୍ଷିତ ହୋଇପଡ଼ିଛନ୍ତି ଦନ୍ତା ହାତୀ।ବୁଧବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବନାଞ୍ଚଳ ଓ ବେଲଗୁଣ୍ଠା ସେକ୍ସନ୍ ତଥା ଜଗନ୍ନାଥପ୍ରସାଦ ବ୍ଲକ୍ ଝାଡ଼ଭୂମି ପଞ୍ଚାୟତ କନ୍ଧନୂଆପଲ୍ଲୀ ଗ୍ରାମ ନିକଟ କାଜୁ ଜଙ୍ଗଲ ଭିତରୁ ଗୋଟିଏ ଦନ୍ତାହାତୀର…